Latest Odisha News

BREAKING NEWS

Browsing Category

ଫିଚର

ଦେଖନ୍ତୁ ସବ୍ୟର୍ଚ୍ଚିତାଙ୍କ ବିବାହ ଭିଡିଓ

ଭୁବନେଶ୍ୱର: ବହୁ ପ୍ରତୀକ୍ଷାର ଅନ୍ତ ଘଟାଇ ଶେଷରେ ସାମ୍ନାକୁ ଆସିଲା ଅଭିନେତା ସବ୍ୟସାଚୀ ମିଶ୍ର ଓ ଅର୍ଚ୍ଚିତା ସାହୁଙ୍କ ବିବାହର ଭିଡିଓ । ବେଶ କିଛି ଦିନ ଧରି ଓଲିଉଡର ଏହି ସେଲିବ୍ରିଟିଙ୍କ ବିବାହକୁ ନେଇ ଚର୍ଚ୍ଚା ଜୋର ଧରିଛି । ଏହି ଚର୍ଚ୍ଚାକୁ ଦେଖି ଶେଷରେ ନିଜ ବିବାହ ସମୟର ଭିଡିଓକୁ…

ବିବନକୁ ଚିହ୍ନଟ କରିବେ ଅଞ୍ଜନା, ଆଉ କିଛି ସମୟ ପରେ ଝାରପଡ଼ା ଜେଲରେ ଟିଆଇ ପରେଡ୍

ଭୁବନେଶ୍ୱର: ୨୨ବର୍ଷ ପରେ ଗଣଦୁଷ୍କର୍ମର ମାଷ୍ଟରମାଇଣ୍ଡକୁ ଚିହ୍ନଟ କରିବେ ଅଞ୍ଜନା ମିଶ୍ର । ମୁଖ୍ୟ ଅଭିଯୁକ୍ତ ବିବନକୁ ଚିହ୍ନିବେ ଅଭିଯୋଗକାରିଣୀ । ଆଉ କିଛି ସମୟ ପରେ ଭୁବନେଶ୍ୱର ଝାରପଡ଼ା ଜେଲରେ ବିବନର ହେବ ଟିଆଇ ପରେଡ । ଏଥିପାଇଁ ଗତକାଲି ସିବିଆଇକୁ ଅନୁମତି ଦେଇଥିଲେ ସିବିଆଇ ସେସ୍ପାଲ୍…

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ: ଆଜି ଫାଲଗୁନ୍ କୃଷ୍ଣ ପଞ୍ଚମୀ ତିଥି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର । ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗ ମଣ୍ଡପ ପରେ ଦତ୍ତ ମହାପାତ୍ର ସେବାୟତମାନେ…

ଶିମିଳିପାଳରେ କେମିତି ଲାଗିଲା ନିଆଁ: ଅନୁଧ୍ୟାନ କରି କାଲି ସୁଦ୍ଧା ରିପୋର୍ଟ ଦେବେ ପିସିସିଏଫ୍ ଓ୍ୱାଇଲ୍ଡ ଲାଇଫ୍

ଭୁବନେଶ୍ୱର: ତିନି ଦିନ ହେବ ଜଳୁଛି ଶିମିଳିପାଳ । ନିଆଁ ଲାଗି ଜଙ୍ଗଲର ବିସ୍ତୃତ ଅଞ୍ଚଳ ଛାରଖାର । କେମିତି ଲାଗିଲା ନିଆଁ, ସେନେଇ ଅନୁଧ୍ୟାନ ଜାରି ରହିଛି । ଶିମିଳିପାଳକୁ ଗୋଟିଏ ଟିମ୍ ପଠାଯାଇଛି । ପିସିସିଏଫ୍ ଓ୍ୱାଇଲ୍ଡ ଲାଇଫ ସେଠାକୁ ଯାଇଛନ୍ତି । ଏହି ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ…

ବିବାହ ଭୋଜି ଖାଇ ୫୦ରୁ ଅଧିକ ଅସୁସ୍ଥ

ନବରଙ୍ଗପୁର: ଉମରକୋଟ ବ୍ଲକ ତୋହରା ଗାଁରେ ବିବାହ ଭୋଜି ଖାଇ ଏକାଧିକ ଜଣ ଅସୁସ୍ଥ ହୋଇ ପଡ଼ିଛନ୍ତି । ମଙ୍ଗଳବାର ଗାଁରେ ଏକକାଳୀନ ୫ରୁ ୬ ଗୋଟି ବିବାହ ଭୋଜି ଆୟୋଜନ ହୋଇଥିଲା । ବିବାହରେ ଗ୍ରାମବାସୀ ସହଯୋଗ କରିବା ସହ ଭୋଜି ଖାଇଥିଲେ । ଭୋଜି ଖାଇବା ପରେ ଗାଁର ପ୍ରାୟ ୫୦ ଜଣ ଅସୁସ୍ଥ ହୋଇ…

ବିଜୁ ବାବୁଙ୍କ ଜୟନ୍ତୀରେ ସାଇକେଲ୍ ଶୋଭାଯାତ୍ରା: କଟକ ଆନନ୍ଦଭବନରୁ ଯିବ ଭୁବନେଶ୍ୱର ଏୟାରପୋର୍ଟ

ଭୁବନେଶ୍ୱର: ଆସନ୍ତା ୫ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ । ଏହି ଦିନକୁ ପଞ୍ଚାୟତିରାଜ ଦିବସ ଭାବରେ ପାଳନ କରାଯାଉଛି । ଏହି ଅବସରରେ ବିଜେଡି ପକ୍ଷରୁ ଏକ ସାଇକେଲ ଶୋଭାଯାତ୍ରାର ଆୟୋଜନ କରାଯିବ । କଟକ ଆନନ୍ଦଭବନରୁ ଭୁବନେଶ୍ୱର ବିମାନବନ୍ଦର ଯାଏ ସାଇକେଲ ରାଲି…

ମଦ୍ରାସାରେ ଗୀତା, ରାମାୟଣ ପଢ଼ାଇବ NIOS

ନୋଏଡା: ପ୍ରାଚୀନ ଭାରତ ଓ ଏହାର ଐତିହ୍ୟ ବିଷୟରେ ମଦ୍ରାସାରେ ପାଠ ପଢ଼ାଯିବ । ଏନେଇ ଏକ ପାଠ୍ୟକ୍ରମ ରାଷ୍ଟ୍ରୀୟ ମୁକ୍ତ ବିଦ୍ୟାଳୟ ଶିକ୍ଷା ପ୍ରତିଷ୍ଠାନ ଆରମ୍ଭ କରିଛି । ୧୦୦ ଗୋଟି ମଦ୍ରାସାରେ ଏହି ପାଠ୍ୟକ୍ରମ ଜାତୀୟ ଶିକ୍ଷା ନୀତି ଆଧାରରେ କରାଯାଇଛି । ରାଷ୍ଟ୍ରୀୟ ମୁକ୍ତ ବିଦ୍ୟାଳୟ…

ବନ୍ଧୁକ ମୁନରେ ଜଳେଶ୍ୱରର ଯୁବକ ପଣବନ୍ଦୀ

ସୋର: ୮ ଲକ୍ଷ ଟଙ୍କା ଦିଅ… ସ୍ୱାମୀକୁ ମୁକୁଳାଇ ନିଅ । ବାଲେଶ୍ୱର ଜିଲ୍ଲା ସୋର ଥାନା କେଶପୁର ଗାଁର ତାପସ ମହାନ୍ତିଙ୍କୁ କିଛି ଦୁର୍ବୃତ୍ତ ପଣବନ୍ଦୀ କରି ରଖି ୮ ଲକ୍ଷ ଟଙ୍କା ଦାବି କରିଛନ୍ତି । ଏନେଇ ଏକ ଭିଡିଓ ତାପସଙ୍କ ସ୍ତ୍ରୀ ସୁକାନ୍ତିଙ୍କ ମୋବାଇଲକୁ ପଠାଇଛନ୍ତି ଅପହରଣକାରୀ । ଭିଡିଓରେ…

ଘରୁ କାର୍ ଡିଲରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର: ରାଜଧାନୀରେ ଜଣେ କାର୍ ଡିଲର ଆତ୍ମହତ୍ୟା କରିଛନ୍ତି । ଭୁବନେଶ୍ୱର ଖାରବେଳ ନଗର ସ୍ଥିତ ତାଙ୍କ ବାସଭବନରୁ ମଙ୍ଗଳବାର ମିଳିଛି । ମୃତକ ଭିକି ହରୀଶ ପୁରୀ ବୋଲି ଜଣାପଡ଼ିଛି । କାର୍ ଡିଲର ଭିକି ହରୀଶ ଆତ୍ମହତ୍ୟା କରିଥିବା ପୋଲିସ ସନ୍ଦେହ କରୁଛି । ପୋଲିସ ଅନୁସାରେ, ଭିକି…

ଆଜି କୋଭିଡ ଟୀକା ନେବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ନୂଆଦିଲ୍ଲୀ: ମାର୍ଚ ପହିଲାରୁ ଦେଶବ୍ୟାପୀ ଆରମ୍ଭ ହୋଇଛି କୋଭିଡ୍‌-୧୯ ଟିକାକରଣର ଦ୍ୱିତୀୟ ପର୍ଯ୍ୟାୟ। ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟିକା ନେଇଥିବା ବେଳେ ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ କୋଭିଡ୍‌-୧୯ ଟିକାର ପ୍ରଥମ ଡୋଜ୍‌ ନେବେ। ନୂଆଦିଲ୍ଲୀ ସ୍ଥିତ ଏମସରେ ରାଷ୍ଟ୍ରପତି…