Latest Odisha News

BREAKING NEWS

Browsing Category

ଫିଚର

ଆସାମ ନିର୍ବାଚନ : କଂଗ୍ରେସର ୪୦ ଜଣିଆ ପ୍ରାର୍ଥୀ ତାଲିକାରେ ଅଧା ନୂଆମୁହଁ

ଗୌହାଟୀ : ଆସାମରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ୪୦ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି କଂଗ୍ରେସ । ଘୋଷଣା ହୋଇଥିବା ୪୦ ଜଣ ପ୍ରାର୍ଥୀଙ୍କ ମଧ୍ୟରେ ଅଧିକାଂଶ ନୂଆ ପ୍ରାର୍ଥୀଙ୍କୁ ଟିକେଟ୍ ଦେଇଛି କଂଗ୍ରେସ । ଆସନ୍ତା ମାର୍ଚ୍ଚ ୨୭ ତାରିଖରେ ଆସାମରେ ପ୍ରଥମ ପର୍ଯ୍ୟାୟରେ ୪୭ଟି…

ରାଜ୍ୟରୁ ଆଜି ସୁସ୍ଥ ହେଲେ ଆଉ ୯୦ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନା ମହାମାରୀ ଭିତରେ ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୯୦ ଆକ୍ରାନ୍ତ । ସମ୍ବଲପୁରରୁ ସର୍ବାଧିକ ୧୭ ଜଣ ସୁସ୍ଥ ହୋଇଥିବା ବେଳେ, ବରଗଡ଼ରୁ ୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ବାଲେଶ୍ବର, ସୁନ୍ଦରଗଡ଼ରୁ ୮ ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ,…

ସହିଦ ପୋଲିସ ପରିବାର ବର୍ଗଙ୍କୁ ଭେଟିଲେ ଡିଜିପି, ବଣ୍ଡା ଆଦିବାସୀଙ୍କ ସହ କଲେ ଭାବ ବିନିମୟ

ଭୁବନେଶ୍ୱର: ପୋଲିସ ଡିଜି ଅଭୟ ଆଜି ଦିନିକିଆ ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଗସ୍ତରେ ଯାଇଥିଲେ । ୩ ଜିଲ୍ଲା ଗସ୍ତ ବେଳେ ପୋଲିସ ମହାନିର୍ଦ୍ଦେଶକ ବିଭିନ୍ନ ଥାନା ପରିଦର୍ଶନ କରିଛନ୍ତି । ରାୟଗଡ଼ାରେ ଡିଜିପି ସହିଦଙ୍କ ପରିବାରଙ୍କୁ ଭେଟିବା ସହ ବିଏସଏଫ, ସିଆରପିଏଫ୍, ଓଏସଏପି ଯବାନଙ୍କୁ…

ପଶ୍ଚିମବଙ୍ଗରେ ମୋଦିଙ୍କ ମେଗା ରାଲୀ: କାଲା ହାତରୁ ଟିଏମସି ସାଫ୍

କୋଲକାତା: କୋଲକାତାର ଐତିହାସିକ ବ୍ରିଗେଡ ଗ୍ରାଉଣ୍ଡର ଆଜି ଆୟୋଜିତ ହୋଇଥିଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରାଲୀ । ବିଜେପ ପାଇଁ ପ୍ରଚାର ଅବସରରେ ସେ ତାଙ୍କ ଭାଷଣରେ ଅନେକ ବଡ କଥା କହିଥିଲେ, ଆସନ୍ତୁ ଜାଣିବା ସେଗୁଡିକ କଣ ଥିଲା- ହମ ଦୋ ହମାରେ ଦୋ: କଂଗ୍ରେସର ବରିଷ୍ଠ ନେତା…

ଆସନ୍ତାକାଲିଠୁ ସଂସଦର ଦ୍ବିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ

ନୂଆଦିଲ୍ଲୀ : ଆସନ୍ତାକାଲିଠୁ ସଂସଦରେ ଆରମ୍ଭ ହେବ ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ । କୋଭିଡ୍‌ କଟକଣା ଭିତରେ ଆରମ୍ଭ ହେବ ବଜେଟ୍‌ ଅଧିବେଶନର ଦ୍ୱିତୀୟ ଭାଗ । ଏନେଇ ଲୋକସଭା ବାଚସ୍ପତି ଓମ୍ ବିର୍ଲା ସୂଚନା ଦେଇଛନ୍ତି । ରାଜ୍ୟସଭା ସକାଳ ୯ଟାରୁ ଅପରାହ୍ଣ ୨ଟା ପର୍ଯ୍ୟନ୍ତ ଚାଲିବାକୁ…

କଲେଜ ଛାତ୍ରୀଙ୍କୁ ଲିଫ୍ଟ ଦେଇ ଅଧ୍ୟାପକ ଦୁଷ୍କର୍ମ କରିଥିବା ଅଭିଯୋଗ

ପୁରୀ: ଅଧ୍ୟାପକଙ୍କ ନାଁରେ ଅଭିଯୋଗ । କଲେଜରୁ ନେଇ ଘରେ ଛାଡ଼ି ଦେବାକୁ କହି ଅଧ୍ୟାପକ ଛାତ୍ରୀଙ୍କ ସହ ଦୁଷ୍କର୍ମ କରିଛନ୍ତି । ଏନେଇ ସମ୍ପୃକ୍ତ ଛାତ୍ରୀ ପୋଲିସର ଦ୍ୱାରସ୍ଥ ହୋଇଛି । ପୁରୀରେ ଗତ ଗୁରୁବାର ଏଭଳି ଘଟଣା ଘଟିଥିବା ବେଳେ ପୀଡ଼ିତା ରବିବାର ପୋଲିସର ଦ୍ୱାରସ୍ତ ହୋଇଛନ୍ତି । ପୁରୀ…

୯ ଜିଲ୍ଲାରେ ମଧ୍ୟମ ଧରଣର କୁହୁଡି ଆଶଙ୍କା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାର ନଅଟି ଜିଲ୍ଲାରେ ମଧ୍ୟମ ଧରଣର କୁହୁଡି ଅନୁଭୂତ ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ପାଣିପାଗ ଏଜେନ୍ସିର କହିଛି ଯେ ଭଦ୍ରକ, ଯାଜପୁର, ଜଗତସିଂହପୁର , ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ଼ ଏବଂ…

ନୂଆ ରୂପରେ ସଜେଇ ହେବ ବାରବାଟୀ ପଡିଆ, ଷ୍ଟାଡିୟମ

ଭୁବନେଶ୍ୱର: କଟକ ବାରବାଟୀ ଷ୍ଟାଡିୟମର ନବୀକରଣ ଆରମ୍ଭ ହୋଇଛି । ବାରବାଟୀର ପୁରୁଣା ପଡିଆ ବଦଳରେ ତିଆରି ହେବ ନୂତନ ଆଉଟଫିଲ୍ଡ । ବିସିସିଆଇ ଓ ଓସିଏ ଭିଜନ ୨୦୨୪ ଅଧୀନରେ ଏହି ପରିବର୍ତନ କରାଯାଉଛି । ସମ୍ପୂର୍ଣ୍ଣ କାର୍ଯ୍ୟ ଶେଷ ହେବା ପାଇଁ ୩ମାସ ସମୟ ଏବଂ ୨କୋଟି ବ୍ୟୟ ଅଟକଳ ରଖାଯାଇଛି ।…

ଅବସର ନେଲେ ଓଡିଶା ପେସର ପ୍ରୀତମଜିତ

ଭୁବନେଶ୍ୱର: ଓଡିଶାର ବାମହାତୀ ପେସ ବୋଲର ପ୍ରୀତମଜିତ ଦାସ ରବିବାର କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି । ସେ ତାଙ୍କ କ୍ୟାରିୟରରେ ୧୧ ପ୍ରଥମଶ୍ରେଣୀ ମ୍ୟାଚ(୨୫ ଉଇକେଟ), ୧୪ଲିଷ୍ଟ ଏ ମ୍ୟାଚ (୨୦ ଉଇକେଟ) ଓ ୧୫ ଟି୨୦ ମ୍ୟାଚ(୧୬ ଉଇକେଟ) ଖେଳିଛନ୍ତି । ୨୦୦୬ରେ ହିମାଚଳପ୍ରଦେଶ…

ଦେଖନ୍ତୁ, ଭୁବନେଶ୍ୱର ଝିଅଙ୍କ ଡ୍ୟାନ୍ସରେ କେମିତି ଦିଓ୍ୱାନୀ ହେଲେ ମାଧୁରୀ

ଭୁବନେଶ୍ୱର: ରିଆଲିଟି ସୋ ଡ୍ୟାନ୍ସ ଦିଓ୍ୱାନେ ସିଜିନ-୩ରେ କମାଲ କଲେ ଓଡ଼ିଆ ଝିଅ । ଭୁବନେଶ୍ୱରର ଅରୁନ୍ଧତୀ ଗଡ଼ନାୟକଙ୍କ ଡ୍ୟାନ୍ସ ଜଲଓ୍ୱାରେ ଦିଓ୍ୱାନୀ ହେଲେ ବଲିଉଡର ଧକ୍ ଧକ୍ ଗର୍ଲ ମାଧୁରୀ ଦୀକ୍ଷିତ । ବିଚାରକଙ୍କ ମନ ଜିଣିଲେ ଅରୁନ୍ଧତୀ । ତାଙ୍କ ଡ୍ୟାନ୍ସ ଦେଖି ୩ ଜଣ ଜଜ୍ ଖୁବ ତାରିଫ…