Latest Odisha News

BREAKING NEWS

Browsing Category

ଫିଚର

ଗଙ୍ଗାଧର ବେଶରେ ବାବା ଧବଳେଶ୍ବର : ଆସନ୍ତାକାଲି ବଡ଼ ଓଷା , ଲାଗି ହେବ ଗଜ ଓ ତୋରଣ ଭୋଗ

ଆଠଗଡ : ଚାଲିଛି ମହାପଞ୍ଚୁକ ବ୍ରତ । ଏଥିଲାଗି ରାଜ୍ୟର ପ୍ରାୟ ସବୁ ଶୈବପୀଠ ଗୁଡିକ ଚଳଚଞ୍ଚଳ ହୋଇପଡିଛି । ସକାଳୁ ସକାଳୁ ସବୁ ଶିବ ମନ୍ଦିରରେ ଶ୍ରଦ୍ଧାଳୁଙ୍କର ପ୍ରବଳ ଭିଡ ପରିଲକ୍ଷିତ ହେଉଛି । ଆଜି ପଞ୍ଚୁକର ଦ୍ବିତୀୟ ଦିନରେ ଗଙ୍ଗାଧର ବେଶରେ ଦର୍ଶନ ଦେଉଛନ୍ତି ଆଠଗଡର ପ୍ରସିଦ୍ଧ ବାବା…

ଅବକାରୀ ଅଧୀକ୍ଷକଙ୍କ ଘରେ ଭିଜିଲାନ୍ସ

ନବରଙ୍ଗପୁର : ଭିଜିଲାନ୍ସ ଜାଲରେ ଅବକାରୀ ଅଧିକାରୀ ।  ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ସକାଳୁ ଅବକାରୀ ଅଧୀକ୍ଷକ ଗଙ୍ଗା ପାଇକରାୟଙ୍କ ଘରେ ରେଡ୍ କରାଯାଉଛି  । ଡି ଏସ୍‌-ଥ୍ରୀ ସିନେମା ହଲ ନିକଟ ଭଡ଼ା ଘରେ ଚଢାଉ ଚାଲିଛି  । ନବରଙ୍ଗପୁର ଓ ଜୟପୁର ସମେତ ୪ଟି ସ୍ଥାନରେ ଚଢାଉ…

ସ୍ୱାସ୍ଥ୍ୟ ପାଇଁ ବରଦାନ ଫୁଲକୋବି : ଜଳଖିଆଠୁ ରାତ୍ରି ଭୋଜନ ସବୁଥିରେ ସାମିଲ କରନ୍ତୁ..

ନୂଆଦିଲ୍ଲୀ : ସାଧାରଣତଃ ଶୀତଦିନେ ଲୋକ ଅଧିକାଂଶ ସମୟରେ ଫୁଲକୋବି ଖାଇବାକୁ ପସନ୍ଦ କରନ୍ତି  । ଆଉ ଏହା ଏପରି ଏକ ପରିବା , ଯାହା ସମସ୍ତଙ୍କ ପ୍ରିୟ । ପଲୋଉ,ମଞ୍ଚୁରିଆନ୍‌‌ , ଉପମା ଭଳି ଅନେକ ସ୍ୱାଦିଷ୍ଟ ଖାଦ୍ୟ ତିଆରି ପାଇଁ ଆମେ ଫୁଲକୋବିକୁ ବ୍ୟବହାର କରୁ  । ଜଳଖିଆ ଠାରୁ ଆରମ୍ଭ କରି…

ହମାସ-ଇସ୍ରାଏଲ ମଧ୍ୟରେ ଆଜିଠୁ ଯୁଦ୍ଧ ବିରାମ : ପ୍ରଥମ ପର୍ଯ୍ୟାୟରେ ୧୩ଜଣ ପଣବନ୍ଦୀଙ୍କୁ ମୁକ୍ତ କରିବ ହମାସ

ନୂଆଦିଲ୍ଲୀ : ହମାସ-ଇସ୍ରାଏଲ ମଧ୍ୟରେ ଆଜିଠୁ ଯୁଦ୍ଧ ବିରାମ। ଆଜି ସକାଳ ୧୦ଟାରୁ ଅସ୍ତ୍ରବିରତି ଆରମ୍ଭ ହେବ। ୪ଦିନିଆ ଅସ୍ତ୍ରବିରତି ପାଇଁ ଉଭୟଙ୍କ ମଧ୍ୟରେ ଚୁକ୍ତି ହୋଇଛି । ଆଜି ପ୍ରଥମ ପର୍ଯ୍ୟାୟରେ ହମାସ ୧୩ଜଣ  ପଣବନ୍ଦୀଙ୍କୁ ମୁକ୍ତ କରିବ  । ୪ ଦିନରେ ୫୦ ପଣବନ୍ଦୀଙ୍କୁ ମୁକ୍ତି କରିବାକୁ…

ମହାପଞ୍ଚୁକ ବ୍ରତ: ଆଜି ବାଙ୍କଚୂଡ଼ା ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୂ

ପୁରୀ : ଆଜି ପବିତ୍ର କାର୍ତିକ ମାସ ଶୁକ୍ଳପକ୍ଷ ଦ୍ବାଦଶୀ ତିଥି  । ଆଜି ପଞ୍ଚୁକର ଦ୍ବିତୀୟ ଦିନରେ ବାଙ୍କଚୂଡ଼ା ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୂ । ଏହି ବେଶରେ ଠାକୁର ସୁବର୍ଣ୍ଣ ଅଳଙ୍କାରରେ ବିଭୂଷିତ ହେବା ସହ  ଚୂଡା ମଧ୍ୟ ଧାରଣ କରିଥାନ୍ତି। ମହାପ୍ରଭୁଙ୍କ ଏହି ଅନନ୍ୟ ବେଶ ଦେଖିବା ପାଇଁ…

ପାରାଦୀପ ପୋର୍ଟ ୱେଷ୍ଟର୍ଣ୍ଣ ଡକ୍ ନିମନ୍ତେ ନବୀନ ଜିନ୍ଦଲଙ୍କ ଭୂମିପୂଜନ

ପାରାଦୀପ: ପାରାଦୀପ ବନ୍ଦରର ୱେଷ୍ଟର୍ଣ୍ଣ ଡକ୍ ନିର୍ମାଣ କାର୍ଯ୍ୟ ଆରମ୍ଭ କରିବା ପାଇଁ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି) ର ଚେୟାରମ୍ୟାନ୍ ନବୀନ ଜିନ୍ଦଲ ଦ୍ବାରା ଆଜି ଭୂମିପୂଜନ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପାରାଦୀପ ବନ୍ଦରର ଅଧ୍ୟକ୍ଷ ପିଏଲ ହାରନାଧ (ଆଇଆରଟିଏସ) ଏବଂ…

ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟି୨୦: ଶେଷ ବଲରେ ଛକା ମାରି ଭାରତକୁ ଜିତାଇଲେ ରିଙ୍କୁ ସିଂ

ବିଶାଖାପାଟଣା: ଏଠାରେ ଆରମ୍ଭ ହୋଇଥିବା ଅଷ୍ଟ୍ରେଲିଆ ବିପକ୍ଷ ଟି୨୦ ସିରିଜର ପ୍ରଥମ ମ୍ୟାଚରେ ଭାରତ ୨ ୱିକେଟରେ ବିଜୟ ହାସଲ କରିଛି । ଶେଷ ବଲରେ ଛକା ମାରି ରିଙ୍କୁ ସିଂ ଭାରତକୁ ବିଜୟୀ କରାଇଥିଲେ । ଦିନିକିଆ ବିଶ୍ୱକପ ଫାଇନାଲରେ ଅଷ୍ଟ୍ରେଲିଆ ନିକଟରୁ ପରାଜିତ ହେବା ପରେ ଏହି ବିଜୟ…

ସ୍ୱାମୀର ବିଷ ଷଡ଼ଯନ୍ତ୍ର; ଘରେ ନାଗ ଛାଡ଼ି ସ୍ତ୍ରୀ ଓ ଝିଅକୁ ହତ୍ୟା

ବ୍ରହ୍ମପୁର: ମନରେ ଘୃଣାଭାବ ଯଦି ବଢିଯାଏ, ତେବେ ଜଣେ ବ୍ୟକ୍ତି ନିଜ ଲୋକଙ୍କୁ ହତ୍ୟା କରିବାକୁ ବି ପଛାଏ ନାହିଁ। ନିଜ ସ୍ତ୍ରୀକୁ ହତ୍ୟା କରିବା ପାଇଁ ସ୍ୱାମୀ ରଚିଲା ଷଡ଼ଯନ୍ତ୍ର। ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅଢ଼େଇବର ଗାଁରେ ସାପ କାମୁଡ଼ାରେ ମା’ଝିଅଙ୍କ ମୃତ୍ୟୁ ଘଟିଛି।…

ସାଲକୀ ନଦୀରେ ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପ ପାଇଁ ୩୨୪ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବୌଦ୍ଧ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରକଳ୍ପଟି ହେଉଛି ସାଲକୀ ନଦୀରେ ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପ । ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୨୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହାଦ୍ବାରା…

‘ଓଡ଼ିଶା ସମ୍ବାଦ’ର ଖବରକୁ ନିଜ ସାଇଟରେ କପି କରି ଛାପୁଛି ଉତ୍କଳ ମେଲ ପୋର୍ଟାଲ

ଭୁବନେଶ୍ୱର: ଓଡ଼ିଶାରେ ମାଳ ମାଳ ଗଣମାଧ୍ୟମ । ସାମ୍ବାଦିକ ବୋଲି ପରିଚୟ ଦେବାକୁ ଅନେକ ଆଗ୍ରହୀ। କିନ୍ତୁ ସଂସ୍ଥା ଚଳାଇବାକୁ ଯାଇ ପରର ସମ୍ବଳ ଉପରେ ଆଖି ପକାଇବା ନିହାତି ନିନ୍ଦନୀୟ। ଏହି ପରିପ୍ରେକ୍ଷୀରେ ଆମ ନଜରକୁ ଆସିଛି ଉତ୍କଳ ମେଲ (https://utkalmailtv.com/odia/) ନାମକ ଏକ ଓ୍ବେବ୍…