Latest Odisha News

BREAKING NEWS

Browsing Category

ଫିଚର

ମାର୍ଚ୍ଚରୁ ଆରମ୍ଭ ହୋଇପାରେ ପ୍ରୟାଗରାଜ-ଭୁବନେଶ୍ୱର ବିମାନ ସେବା

ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ମାସରୁ ଭୁବନେଶ୍ୱରରୁ ଉତ୍ତରପ୍ରଦେଶର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ପ୍ରୟାଗରାଜକୁ ବିମାନ ଯୋଗେ ଯାତ୍ରା କରିବାର ସମ୍ଭାବନା ରହିଛି। ସୂଚନା ଅନୁଯାୟୀ, ଇଣ୍ଡିଗୋ ଏୟାରଲାଇନ୍ସ ମାର୍ଚ୍ଚ ୨୮ରୁ ପ୍ରୟାଗରାଜରୁ ଭୁବନେଶ୍ୱର ପର୍ଯ୍ୟନ୍ତ ବିମାନ ସେବା ଆରମ୍ଭ କରିବାର…

ଆଇଆଇଟି ଭୁବନେଶ୍ୱରକୁ ୟୁନିଭର୍ସିଟି ଅଫ୍ ଦି ଇୟର ପୁରସ୍କାର

ଭୁବନେଶ୍ୱର: ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଆଇଆଇଟି), ଭୁବନେଶ୍ୱରକୁ FICCI ଦ୍ଵାରା ଆୟୋଜିତ ଉଚ୍ଚଶିକ୍ଷା ଉତ୍କୃଷ୍ଟତା ପୁରସ୍କାର ୨୦୨୧ ସମାରୋହରେ ଶିକ୍ଷାଦାନ ପଦ୍ଧତି ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଦେଶରେ ୧୧ରୁ ୩୦ ବର୍ଷ ଧରି ଶିକ୍ଷାଦାନ କରୁଥିବା…

୮୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ତନ୍ମଧ୍ୟରେ ୩୪ ଲୋକାଲ କେସ୍

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଖସିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୮୭ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୫୩ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୪ଟି । ୧୯ ଜିଲ୍ଲା ଓ ଷ୍ଟେଟପୁଲରୁ ଚିହ୍ନଟ ହୋଇଛନ୍ତି…

ସମ୍ବଲପୁର ସର୍କଲ ଜେଲ୍‌ରେ ୨ ସହକର୍ମୀଙ୍କୁ ନିଶାସକ୍ତ ଓ୍ୱାର୍ଡରଙ୍କ ଆକ୍ରମଣ

ସମ୍ବଲପୁର: ସମ୍ବଲପୁର ସର୍କଲ ଜେଲ୍‌ରେ ଜେଲ୍ କର୍ମଚାରୀ ହାତାହାତି ହୋଇଛନ୍ତି । ୨ ସହକର୍ମୀଙ୍କୁ ନିଶାସକ୍ତ ଅବସ୍ଥାରେ ଥିବା ଓ୍ୱାର୍ଡର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଗତକାଲି ରାତିରେ ୱାର୍ଡର ଅଶୋକ ଥାଟି ନିଶାସକ୍ତ ଅବସ୍ଥାରେ ଜେଲକୁ ଡ୍ୟୁଟି କରିବାକୁ ଆସିଥିଲେ । ସେ ନିଶାରେ…

ଇକୋ ରିଟ୍ରିଟ୍ ଅଗ୍ନିକାଣ୍ଡରୁ ଅଳ୍ପକେ ବର୍ତ୍ତିଲେ ଆଇପିଏସ୍ ଦମ୍ପତି

ଭୁବନେଶ୍ୱର: ସାତକୋଶିଆ ଇକୋ ରିଟ୍ରିଟରେ ହୋଇଥିବା ଅଗ୍ନିକାଣ୍ଡରୁ ଆଇପିଏସ୍ ଦମ୍ପତି ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଓଡ଼ିଶା ପରିବହନ କମିଶନର ସଞ୍ଜୀବ ପଣ୍ଡା ଓ ତାଙ୍କ ପତ୍ନୀ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ସନ୍ତୋଷ ବାଳା ଇକୋ ରିଟ୍ରିଟ୍ ଅଗ୍ନିକାଣ୍ଡରୁ ବର୍ତ୍ତି ଯାଇଛନ୍ତି । ରବିବାର…

ଭାରତରେ ୨୪ ଘଣ୍ଟାରେ ୧୬ ହଜାରରୁ ଉର୍ଦ୍ଧ୍ୱ କରୋନା ପଜିଟିଭ, ୧୧୩ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ରବିବାର ଦିନ ଏହି ସଂଖ୍ୟା ୧,୧୦,୯୬,୭୩୧କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ଅମିତାଭ ବଚ୍ଚନଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ନାହିଁ, ଅପରେସନ୍ ହେବ: ବିଗ୍ ବି ସେୟାର କଲେ ପୋଷ୍ଟ

ମୁମ୍ୱାଇ: ବଲିଉଡ୍ ମହାନାୟକ ଅମିତାଭ ବଚ୍ଚନଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡିଛି । ଏବେ ସ୍ୱାସ୍ଥ୍ୟ ଅବସ୍ଥା ଠିକ୍ ନାହିଁ । ଅସୁସ୍ଥତା ଯୋଗୁ ଖୁବଶୀଘ୍ର ସର୍ଜରୀ ହୋଇପାରେ । ବିଗ୍ ବି ନିଜ୍ ବ୍ଲଗରେ ପୋଷ୍ଟ କରିଥିବା ଏମିତି କିଛି ଲେଖାରୁ ଏଭଳି ଆଶଙ୍କା କରାଯାଉଛି । ସର୍ଜରୀ ସମ୍ପର୍କରେ ବ୍ଲଗ…

ଶିମିଳିପାଳ ଜଙ୍ଗଲରେ ନିଆଁ, ଦୁଇ ଦିନ ହେଲା ଜଳୁଛି

ବାରିପଦା: ଜଳୁଛି ଶିମିଳିପାଳ । ମୟୂରଭଞ୍ଜ ଜିଲ୍ଲା ପୋଡ଼ାଡିହା ରେଞ୍ଜରେ ଶିମିଳିପାଳ ଜଙ୍ଗଲରେ ନିଆଁ ଲାଗିଛି । ଗତ ଦୁଇ ଦିନ ହେଲା ଜଙ୍ଗଲ ଜଳୁଛି । ଆନନ୍ଦପୁର, ଖଣ୍ଡାଚିରା, ବାଲିନାଲ ପାହାଡ଼ରେ ଲାଗିଛି ନିଆଁ ଫଳରେ ପୋଡ଼ି ନଷ୍ଟ ହେଉଛି ବହୁ ଔଷଧୀୟ ଗଛ। ବହୁ ପଶୁପକ୍ଷୀ ବି ନିଆଁରେ ପୋଡ଼ି…

ସାଂସଦଙ୍କ ବାସଭବନରୁ ଚୋରି, ତାଲା ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ

ଅନୁଗୁଳ: ଢେଙ୍କାନାଳ ସାଂସଦ ମହେଶ ସାହୁଙ୍କ ବାସଭବନରୁ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି । ସାଂସଦଙ୍କ ପାଲଲହଡ଼ା ଥାନା ପେଣ୍ଡେରାବସା ସ୍ଥିତ ବାସଭବନରୁ ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ତାଲା ଭାଙ୍ଗି ଗୋଟିଏ ଏଲସିଡି ଟିଭି ସମେତ ଅନ୍ୟାନ୍ୟ କିଛି ଜିନିଷ ଚୋରି କରି ନେଇଛନ୍ତି ।…

ବାହାହେଲେ ଏଚଆଇଭି ଆକ୍ରାନ୍ତ, କନ୍ୟାଦାନ କଲେ ଜିଲ୍ଲାପାଳ

ବ୍ରହ୍ମପୁର: ସାତ ଜନମର ସାଥୀ ହେଲେ ସଂକ୍ରମିତ । ଅଗ୍ନିକୁ ସାକ୍ଷୀ ରଖି ଉଭୟ ଏଚଆଇଭି ସଂକ୍ରମିତ ଉଭୟଙ୍କ ହାତ ଧରିଛନ୍ତି । ଏଭଳି ନିଆରା ବିବାହରେ ଜିଲ୍ଲାପାଳ କନ୍ୟାଦାନ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଥିଲେ । ରାଜ୍ୟର ସର୍ବାଧିକ ଏଚଆଇଭି ସଂକ୍ରମିତ ଥିବା ଗଞ୍ଜାମ…