Latest Odisha News

BREAKING NEWS

Browsing Category

ଫିଚର

ଗୋଟିଏ ରାତିରେ ଦୁଇଟି ମନ୍ଦିରରେ କଳାକନା ବୁଲାଇଲେ ଲୁଟେରା

ବାଲିଗୁଡ଼ା: ମନ୍ଦିରକୁ ବି ଛାଡୁ ନାହାନ୍ତି ଲୁଟେରା । ଦେବଦେବୀଙ୍କ ଅଳଙ୍କାର ଲୁଟ୍ କରୁଛନ୍ତି । ଗୋଟିଏ ରାତିରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଦୁଇଟି ମନ୍ଦିରରୁ ଲୁଟ୍ ହୋଇଛି । ସୁନା ଗହଣା ଓ ଟଙ୍କା ଧରି ଚମ୍ପଟ ମାରିଛନ୍ତି ଲୁଟେରା । ଜଗନ୍ନାଥ ମନ୍ଦିର ହୁଣ୍ଡି ଭାଙ୍ଗି ଟଙ୍କା ଲୁଟ୍…

ଆସନ୍ତା ୧ରୁ ଦ୍ୱିତୀୟ ପର୍ଯ୍ୟାୟ କୋଭିଡ୍ ଟିକାକରଣ, ନିଜେ କରିପାରିବେ ପଞ୍ଜିକରଣ

ନୂଆଦିଲ୍ଲୀ: କରୋନା ଟିକାକରଣ ଲାଗି ଆରମ୍ଭ ହୋଇଥିବା CoWIN ଆପରେ ମାର୍ଚ୍ଚ ୧ ତାରିଖରୁ ଆପମ ନିଜେ ନାଁ ପଞ୍ଜିକରଣ କରିପାରିବେ । ଜାତୀୟ ସ୍ୱାସ୍ଥ୍ୟ କର୍ତ୍ତୃପକ୍ଷର ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ ତଥା କୋଭିଡ୍ ଟିକାକରଣ ଏମ୍ପାୱର୍ଡ କମିଟିର ଅଧ୍ୟକ୍ଷ ରାମ ସେବକ ଶର୍ମା ଏନେଇ ସୂଚନା ଦେଇଛନ୍ତି…

ଆଜି ପବିତ୍ର ମାଘ ପୂର୍ଣ୍ଣିମା, ଶ୍ରୀମନ୍ଦିରରେ ଗଜ ଉଦ୍ଧାରଣ ବେଶରେ ଦର୍ଶନ ଦେବେ ଶ୍ରୀଜିଉ

ପୁରୀ: ପବିତ୍ର ମାଘ ପୂର୍ଣ୍ଣିମା ଅବସରରେ ଆଜି ଶ୍ରୀଜୀଉ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହେବ । ଏହି୍ ବେଶରେ ଆଜି ରତ୍ନ ସିଂହାସନରେ ଭକ୍ତଙ୍କୁ ଦର୍ଶନ ଦେବେ ତିନି ଠାକୁର । ଦ୍ୱିପହର ଧୂପ ସରିବା ପରେ ଏହି ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହେବ । ଏହା ପରେ ସାହାଣ ମେଲା ଦର୍ଶନ ହେବ । ଗଜଉଦ୍ଧାରଣ…

ମାର୍ଚ୍ଚ ୩୧ ଯାଏ କୋଭିଡ୍ ଗାଇଡଲାଇନ ବୃଦ୍ଧି ନେଇ କେନ୍ଦ୍ର ଗୃହ ସଚିବଙ୍କ ଚିଠି

ନୂଆଦିଲ୍ଲୀ: ଦେଶରେ କରୋନା ମାମଲା ପୁଣି ବୃଦ୍ଧି ପାଉଥିବା ବେଳେ କେନ୍ଦ୍ର ସରକାର କଟକଣା କଡ଼ାକଡ଼ି କରିଛନ୍ତି । କେନ୍ଦ୍ର ଗୃହ ସଚିବ ଅଜୟ ଭଲ୍ଲା ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ଚିଠି ଲେଖି କରୋନା ଗାଇଡଲାଇନ୍ ମାର୍ଚ୍ଚ ୩୧ ଯାଏ ବଢ଼ାଇବା ଲାଗି ନିର୍ଦ୍ଦେଶ ଦେଇଛନ୍ତି । କୋଭିଡ୍…

ଆଗକୁ ନିର୍ବାଚନ, ଜଗନ୍ନାଥଙ୍କ ବାଡଗ୍ରାହୀଙ୍କୁ ନେଇ ପୂଜାର୍ଚ୍ଚନା କଲେ ଦିଦି

କୋଲକାତା: ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘରେ ବିରାଟ ପୂଜାର୍ଚ୍ଚନା । ତାଙ୍କ କାଳିଘାଟସ୍ଥିତ ବାସଭବନରେ ଏହି ପୂଜା କରିଛନ୍ତି ଜଗନ୍ନାଥଙ୍କ ବାଡଗ୍ରାହୀ ଜଗନ୍ନାଥ ସ୍ୱାଇଁ ମହାପାତ୍ର ଓରଫ ଜଗୁନି । ମମତାଙ୍କୁ ପୁତୁରା ତଥା ତୃଣମୂଳ କଂଗ୍ରେସ…

ଆରମ୍ଭରୁ ଏତେ ତାତି; ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହରେ ଅସ୍ତବ୍ୟସ୍ତ ଜନଜୀବନ

ଭୁବନେଶ୍ୱର: ଲଗାତାର କିଛି ଦିନ ଧରି ରାଜଧାନୀ ଭୁବନେଶ୍ବର ଦେଶର ସବୁଠୁ ଉତ୍ତପ୍ତ ସହର ଭାବେ ରେକର୍ଡ କଲାଣି। ଖରାର ପ୍ରଖରତା ଅତିଷ୍ଠ କରୁଥିବା ବେଳେ ଏବେଠୁ ଝାଞ୍ଜି ପବନ ବହିବା ଆରମ୍ଭ ହୋଇଗଲାଣି। ବେଶ୍ କିଛି ଦିନ ହେଲା ରାଜଧାନୀର ସର୍ବାଧିକ ତାପମାତ୍ରା ବଢ଼ି ଚାଲିଛି ଓ ସର୍ବନିମ୍ନ…

କଡାକଡି ହେଲାଣି କଟକଣା; କୋଭିଡ ନିୟମ ଉଲଙ୍ଘନ କରି ସିଲ ହେଲା ୫ ଟି ଦୋକାନ

ବାରିପଦା: ଦ୍ୱିତୀୟ ପର୍ଯ୍ୟାୟ କୋଭିଡ ସଂକ୍ରମଣ ଆଶଙ୍କାରେ ରାଜ୍ୟ ସରକାର କଡାକଡି ନିୟମ ପାଳନ କରିବାକୁ ଜିଲ୍ଲା ପ୍ରଶାସନ ଗୁଡିକୁ ନିର୍ଦ୍ଦେଶ ଦେଇଛନ୍ତି । କିଛିଦିନ ଧରି କଟକଣା ସାମାନ୍ୟ କୋହଳ ହୋଇ ଯାଇଥିବା ବେଳେ ପୁଣିଥରେ ଏହାକୁ ନେଇ ଧରପଗଡ଼ ଆରମ୍ଭ ହୋଇ ଯାଇଛି। ସୂଚନାନୁସାରେ, କୋଭିଡ…

ଝରାଫୁଲ ମୃତ୍ୟୁ ଘଟଣାକୁ ପୁରିଲା ୧ ମାସ; ଏବେବି ସତ ଉପରୁ ଉଠିନି ପରଦା

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକଙ୍କ ମୃତ୍ୟୁକୁ ଏହା ମଧ୍ୟରେ ୧ ମାସ ବିତିଛି। ଇତିମଧ୍ୟରେ ତାଙ୍କ ପ୍ରେମିକ ରାକେଶ ସ୍ବାଇଁ ଗିରଫ ହୋଇଥିଲେ ମଧ୍ୟ ଏହି ରହସ୍ୟଜନକ ମୃତ୍ୟୁ ଉପରୁ ପର୍ଦ୍ଦା ହଟାଇ ନାହିଁ ପୋଲିସ। ଘଟଣାସ୍ଥଳ ପାଖରେ ଥିବା…

ଏକ ସପ୍ତାହର ହୋମ୍ ଆଇସୋଲେସନରେ ରହିବେ ୧୨ ରାଜ୍ୟରୁ ଆସୁଥିବା ବ୍ୟକ୍ତି

ଭୁବନେଶ୍ବର : କୋଭିଡ୍ ସଂକ୍ରମଣ ପୁଣି ବୃଦ୍ଧି ପାଇବା ପରେ ଅଧିକ ସତର୍କତାମୂଳକ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଥିବାରୁ ଦେଶର ୧୨ଟି ରାଜ୍ୟରୁ ଆସୁଥିବା ବ୍ୟକ୍ତିଙ୍କ ପାଇଁ ଜାରି ହେଲା ଗାଇଡଲାଇନ୍ । ସମସ୍ତେ ଏକ ସପ୍ତାହର ହୋମ୍…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୩ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନାକୁ ନେଇ ଏବେ ସରକାର ସଜାଗ ରହୁଥିବା ବେଳେ, ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୬୩ ଆକ୍ରାନ୍ତ । ସୁସ୍ଥ ହେବା ପରେ ସମସ୍ତଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି । ସୁନ୍ଦରଗଡ଼ରୁ ସର୍ବାଧିକ ୧୧ ଜଣ ସୁସ୍ଥ ହୋଇଥିବା ବେଳେ, ଝାରସୁଗୁଡ଼ାରୁ ୧୦ ଜଣ ସୁସ୍ଥ ହୋଇ ଘରକୁ…