Latest Odisha News

BREAKING NEWS

Browsing Category

ଫିଚର

ଆନ୍ଦୋଳନରତ ଏଏନଏମଙ୍କୁ ଯୋଗ୍ୟତା ଭିତ୍ତିରେ ନିଯୁକ୍ତି: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଥିବା ଏଏନଏମଙ୍କ ପାଇଁ ବଡ଼ ଖବର । ଯୋଗ୍ୟତା ଭିତ୍ତିରେ ଏଏନ୍‌ଏମ୍‌ଙ୍କୁ ନିଯୁକ୍ତି ଦିଆଯିବ । ଆନ୍ଦୋଳନରତ ଏଏନ୍‌ଏମ୍‌ଙ୍କ ସମ୍ପର୍କରେ ବିଧାନସଭାରେ ବିବୃତି ରଖି ଏକଥା କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ସେ କହିଛନ୍ତି, ଆନ୍ଦୋଳନରତ…

ବିଧାନସଭାରେ ଆତ୍ମହତ୍ୟା ଧମକ ଦେଲେ ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ

ଭୁବନେଶ୍ୱର: ରାଜ୍ୟରେ ମଣ୍ଡି ଅବ୍ୟବସ୍ଥାକୁ ନେଇ ଥମୁନି ରାଜନୀତି । ବିଧାନସଭାରେ ଆଜି ମଣ୍ଡିରେ ଧାନ ଉଠାଇବାକୁ ନେଇ ବିଜେପି ବିଧାୟକ ହୋ-ହାଲ୍ଲା କରିଛନ୍ତି । ମଣ୍ଡି ସମସ୍ୟା ପାଇଁ ବିଧାନସଭାରେ ଆତ୍ମହତ୍ୟା ଧମକ ଦେଇଛନ୍ତି ଦେବଗଡ଼ର ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ । ମଣ୍ଡିରୁ ତୁରନ୍ତ…

କଟକରେ ହାତ ଗୋଡ ବାନ୍ଧି ଛାତ୍ରୀଙ୍କୁ ଜାଳି ଦେବା ଘଟଣାରେ ସନ୍ଦିଗ୍ଧ ଅଟକ, ପଚରାଉଚରା କରୁଛି ପୋଲିସ

କଟକ: କଲେଜ ଛାତ୍ରୀଙ୍କୁ ହାତଗୋଡ ବାନ୍ଧି ଜାଳି ଦେବାକୁ ଉଦ୍ୟମ ଘଟଣାରେ ଛାତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି । ଏ ନେଇ ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର ସୂଚନା ଦେଇଛନ୍ତି । ସେପଟେ ଏହି ଘଟଣାରେ କିଛି ସନ୍ଦିଗ୍ଧଙ୍କୁ ପୋଲିସ ଲାଲବାଗ ଥାନାରେ ଅଟକ ରଖିଛି । ଗତକାଲି ମାନସିଂ…

ଲାଞ୍ଚୁଆ ଥାନା ବାବୁଙ୍କୁ ବାନ୍ଧିଲା ଭିଜିଲାନ୍ସ, ଦଫା କାଟିବାକୁ ନେଉଥିଲେ ଲାଞ୍ଚ

ଢେଙ୍କାନାଳ: ଲାଞ୍ଚ ନେଉଥିଲେ ଥାନା ବାବୁ । ଧରିଲା ଭିଜିଲାନ୍ସ । ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରି ପଡ଼ିଛନ୍ତି ଢେଙ୍କାନାଳ ଜିଲ୍ଲା ନିହଲ ପ୍ରସାହ ଥାନା ଆଇଆଇସି । ତାଙ୍କ ନାଁ ଚିତ୍ତରଞ୍ଜନ ବେହେରା । ଏକ ଯୌତୁକ ଜନିତ ମାମଲାରେ ୩୦୭ ଦଫା ଉଠାଇ ଦେବାକୁ ସେ ଲାଞ୍ଚ ମାଗିଥିଲେ । ୬ ହଜାର…

ରାଜ୍ୟରେ ବଢୁଛି ତାପମାତ୍ରା, ଭୁବନେଶ୍ୱର ସବୁଠୁ ଅଧିକ ଉତ୍ତପ୍ତ ସହର

ଭୁବନେଶ୍ୱର: ଗତ କିଛି ଦିନ ହେବ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଉଥିବା ବେଳେ ଗୁରୁବାର ଦିନ ଭୁବନେଶ୍ୱର ଦେଶର ଉତ୍ତପ୍ତ ସହର ଭାବେ ରେକର୍ଡ କରିଥିଲା। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଅନୁଯାୟୀ ଆସନ୍ତା ଚାରିରୁ ପାଞ୍ଚ ଦିନ ମଧ୍ୟରେ ତାପମାତ୍ରା ଆହୁରି ବୃଦ୍ଧି ପାଇବ। ସେହିଭଳି ରାଜ୍ୟର…

ମୁମ୍ୱାଇ କ୍ରାଇମବ୍ରାଞ୍ଚରେ ହାଜର ହେବାକୁ ହ୍ରିତିକ ରୋଶନଙ୍କୁ ସମନ୍

ମୁମ୍ୱାଇ: ବଲିଉଡ୍ ଅଭିନେତା ହ୍ରିତିକ ରୋଶନଙ୍କୁ ମୁମ୍ୱାଇ କ୍ରାଇମବ୍ରାଞ୍ଚର ସମନ୍ । ଆସନ୍ତାକାଲି ହାଜର ହେବାକୁ ନିର୍ଦ୍ଦେଶ ରହିଛି । ଅଭିନେତ୍ରୀ କଙ୍ଗନା ରଣାଓ୍ୱତଙ୍କ ସହ ଇ-ମେଲ୍ ଓ୍ୱାରକୁ ନେଇ ହୋଇଥିବା ମାମଲାରେ ହ୍ରିତିକଙ୍କୁ ଡାକି ପଚରାଉଚରା କରିବ ମୁମ୍ୱାଇ କ୍ରାଇମବ୍ରାଞ୍ଚ ।…

ଅପରେସନ୍ ସଙ୍ଗମ: ଲାଗାତାର ୩ଦିନ ମାଓ ଅପରେସନ୍, ଲାଲବାହିନୀର ୭ଟି କ୍ୟାମ୍ପ ଧୂଳିସାତ

ମାଲକାନଗିରି: ଛତିଶଗଡ଼ ନାରାୟଣପୁର ଓ କାଙ୍କେରରେ ସୁରକ୍ଷାକର୍ମୀଙ୍କ ବଡ଼ ଅପରେସନ୍‌ । ଲଗାତାର ୩ ଦିନ ଧରି ଚାଲିଥିଲା ମାଓ ବିରୋଧୀ ଅଭିଯାନ 'ଅପରେସନ୍ ସଙ୍ଗମ' । ମାଓବାଦୀଙ୍କ ୭ଟି କ୍ୟାମ୍ପକୁ ଧ୍ୱଂସ କରିଛନ୍ତି ସୁରକ୍ଷାବାହିନୀ । ଏହି ଅପରେସନରେ କିଛି ମାଓବାଦୀ ମୃତାହତ ହୋଇଥିବା ସୂଚନା…

ଭୁବନେଶ୍ୱରରେ ଭାରତ ବନ୍ଦ ପ୍ରଭାବ, ରାସ୍ତାଘାଟ ଶୂନଶାନ

ଭୁବନେଶ୍ୱର: ସର୍ବଭାରତୀୟ ବ୍ୟବସାୟୀ ସଂଘର(CAIT) ଭାରତ ବନ୍ଦର ପ୍ରଭାବ ଭୁବନେଶ୍ୱରରେ ଦେଖିବାକୁ ମିଳିଛି । ବାଣିଜ୍ୟିକ ବନ୍ଦରେ ସାମିଲ ହୋଇଛି ସିଏଆଇଟିର ଓଡ଼ିଶା ଶାଖା । ସମର୍ଥନ କରିଛି ରାଜ୍ୟ ବ୍ୟବସାୟୀ ମହାସଂଘ । ବନ୍ଦ ରହିଛି ଦୋକାନ ବଜାର ଓ ବ୍ୟବସାୟିକ ପ୍ରତିଷ୍ଠାନ । ଭୁବନେଶ୍ୱର…

ଆଜି ଭାରତ ବନ୍ଦ, ବାଣିଜ୍ୟିକ ବଜାର ଠପ୍

ଭୁବନେଶ୍ୱର: ସର୍ବଭାରତୀୟ ବ୍ୟବସାୟୀ ସଂଘ(CAIT) ପକ୍ଷରୁ ଆଜି ୧୨ ଘଣ୍ଟିଆ ଭାରତ ବନ୍ଦ ପାଳନ କରାଯାଉଛି । ଠପ୍ ହୋଇଛି ବାଣିଜ୍ୟିକ ବଜାର । ସନ୍ଧ୍ୟା ୬ଟା ଯାଏ ବନ୍ଦ ରହିବ ଦୋକାନ, ବଜାର ଓ ବ୍ୟବସାୟିକ ପ୍ରତିଷ୍ଠାନ । ଜିଏସ୍‌ଟି, ତୈଳଦର ବୃଦ୍ଧି ପ୍ରତିବାଦରେ ଏହି ବନ୍ଦ ପାଳନ କରାଯାଉଛି ।…

୩ ଦିନ ମଧ୍ୟରେ ସମସ୍ତ ସ୍ୱାସ୍ଥ୍ୟକର୍ମୀଙ୍କୁ କୋଭିଡ୍ ଟିକା ଦେବାକୁ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ସମସ୍ତ ପଞ୍ଜିକୃତ ସ୍ୱାସ୍ଥ୍ୟକର୍ମୀଙ୍କୁ ଆସନ୍ତା ୩ ଦିନ ମଧ୍ୟରେ କୋଭିଡ୍ ଟିକା ଦେବା ନେଇ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ଜିଲ୍ଲାପାଳ, ମହାନଗର ନିଗମ କମିଶନର ଓ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖାଯାଇଛି । ସମସ୍ତଙ୍କ…