Latest Odisha News

BREAKING NEWS

Browsing Category

ଫିଚର

ଭାରତ ଆସୁଥିବା ଯାତ୍ରୀଙ୍କ ପାଇଁ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ବାଧ୍ୟତାମୂଳକ

ନୂଆଦିଲ୍ଲୀ : ଦେଶରେ ପୁଣି ମୁଣ୍ଡ ଟେକିଲାଣି କରୋନା ମହାମାରୀ । ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଲୋକଙ୍କ ଚିନ୍ତା ବଢ଼ିଲାଣି । ଏହାରି ଭିତରେ ବିଦେଶରୁ ଭାରତ ଅଭିମୁଖେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ନୂତନ ମାର୍ଗଦର୍ଶିକା ଓ ନିର୍ଦ୍ଦେଶାବଳୀ ଜାରି କରିଛି ଏୟାର…

ବୋଲରଙ୍କ ଭୂସ୍ୱର୍ଗ ପାଲଟିଛି ମୋଟେରା ପିଚ୍‌: ଭାରତ ୧୪୫ରନରେ ଅଲଆଉଟ

ମୋଟେରା: ଏଠାରେ ଚାଲିଥିବା ଦିବାରାତ୍ର କ୍ରିକେଟ ଟେଷ୍ଟରେ ଉଇକେଟ ପଡିବା ଧାରା ଜାରି ରହିଛି । ୨ଦିନ ମଧ୍ୟରେ ୨୪ ଉଇକେଟର ପତନ ଘଟିସାରିଛି । ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋର ୧୧୨ ରନ ଜବାବରେ ଭାରତ ୧୪୫ ରନରେ ଅଲଆଉଟ ହୋଇଯାଇଛି । ରୋହିତ ଶର୍ମାଙ୍କ ୬୬ ରନର ଚମତ୍କାର ଇନିଂସ ବଳରେ ଭାରତ ପ୍ରଥମ…

ସୋସିଆଲ ମିଡିଆ ଓ ଓଟିଟି ପ୍ଲାଟଫର୍ମ ପାଇଁ ନୂଆ ଗାଇଡ ଲାଇନ ଜାରି କଲା କେନ୍ଦ୍ର

ନୂଆଦିଲ୍ଲୀ: ସୋସିଆଲ ମିଡିଆ ଓ ଓଟିଟି ପ୍ଲାଟଫର୍ମ ପାଇଁ ଗାଇଡ ଲାଇନ ଜାରି କରିଛନ୍ତି କେନ୍ଦ୍ର ସରକାର । ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ର ଆଇନମନ୍ତ୍ରୀ ରବିଶଙ୍କର ପ୍ରସାଦ କହିଛନ୍ତି, ଏହି ନୂଆ ଗାଇଡଲାଇନ ୱେବସାଇଟ ବିଷୟବସ୍ତୁ, ଓଟିଟି ବିଷୟବସ୍ତୁ , ସୋସିଆଲ ମିଡିଆ ଉପରେ…

କୋଲକାତାରେ ଓୱେସୀ ନିର୍ବାଚନ ରାଲୀଙ୍କୁ ନାଁ

କୋଲକତା: ଅସାଉଦ୍ଦିନ ଓୱେସୀ ଏବଂ ତାଙ୍କ ପାର୍ଟି ଏଆଇଏମଆଇଏମକୁ ଗୁରୁବାର ଝଟକା ଲାଗିଛି । ପଶ୍ଚିମବଙ୍ଗ ନିର୍ବାଚନ ପରିପ୍ରେକ୍ଷୀରେ ସେ ରାଲୀ କରିବାକୁ ଚାହୁଁଥିଲେ ମଧ୍ୟ କୋଲକତା ପୋଲିସ ଏଥିପାଇଁ ଅନୁମତି ଦେଇ ନାହାନ୍ତି । କୋଲକାତାର ମେତିଆବ୍ରୁଜରେ ଓୱେସୀଙ୍କ ରାଲି ହେବାକୁ ଥିଲା । ୧୦ ଦିନ…

ଓଡ଼ିଶା-ପଶ୍ଚିମବଙ୍ଗ ସୀମା ବିବାଦ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ

ବାଲେଶ୍ୱର: ଓଡ଼ିଶା-ପଶ୍ଚିମବଙ୍ଗ ସୀମା ବିବାଦ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ । ଦୁଇ ରାଜ୍ୟର ଅଧିକାରୀ ଏନେଇ ଆଲୋଚନା ଜାରି ରଖିଛନ୍ତି । ପଶ୍ଚିମବଙ୍ଗର ପଶ୍ଚିମ ମେଦିନପୁର ଜିଲ୍ଳା କାର୍ଯ୍ୟାଳୟରେ ଏହି ବୈଠକ ଚାଲିଛି । ବୈଠକରେ ବାଲେଶ୍ୱର ଏଡିଏମ, ଉପ-ଜିଲ୍ଲାପାଳ, ସହକାରୀ ଉପ-ଜିଲ୍ଲାପାଳ,…

ବିଧାନସଭାରେ ପୁଣି ଉଠିଲା କେନ୍ଦ୍ରୀୟ ଅବହେଳା ପ୍ରସଙ୍ଗ

ଭୁବନେଶ୍ୱର: ବିଧାନସଭାରେ ପୁଣି ଉଠିଲା କେନ୍ଦ୍ରୀୟ ଅବହେଳା ପ୍ରସଙ୍ଗ । ଜଳ ସମ୍ପଦ ବିଭାଗର ପ୍ରଶ୍ନୋତ୍ତର ବେଳେ ଉଠିଲା ମହାନଦୀ ଜଳ ବିବାଦ ପ୍ରସଙ୍ଗ । ରାଜ୍ୟର ବିଭିନ୍ନ ପ୍ରକଳ୍ପକୁ CWC ମଞ୍ଜୁରୀ ଦେଉ ନଥିବା ଅଭିଯୋଗ କରିଛନ୍ତି ବିଜେଡି ବିଧାୟକ ପ୍ରଦୀପ ଅମାତ । ପ୍ରଦୀପ ଅମାତ କହିଛନ୍ତି,…

ଆଜି ଭାରତର ଦୁଇ ମହିଳା ଚାମ୍ପିୟନ ରେସର ଦୂତି, ହିମାଙ୍କ ମଧ୍ୟରେ ମୁକାବିଲା

ଭୁବନେଶ୍ୱର: ପଟିଆଲାର ନେତାଜୀ ସୁବାଷ ନ୍ୟାଶନାଲ ଇନଷ୍ଟିଚ୍ୟୁଟ ଅଫ ସ୍ପୋର୍ଟସ (ଏନଏସଏନଆଇଏସ)ରେ ଆଜି ଗ୍ରାଁପ୍ରି-୨ର ମୁକାବିଲା ଭାରତୀୟ ଆଥଲେଟପ୍ରେମୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ । ପ୍ରଥମ ଥର ଦେଶର ଦୁଇ ପ୍ରତିଭାସମ୍ପନ୍ନ ମହିଳା ଆଥଲେଟ ଓଡିଶାର ଦୂତି ଚାନ୍ଦ ଏବଂ ଆସାମର ହିମା ଦାସ ମଧ୍ୟରେ…

କାଞ୍ଜିପାଣି ଘାଟିରେ ବରଯାତ୍ରୀ ବସ୍ ଓଲଟି ଜଣେ ମୃତ, ୨୫ ଆହତ

କେନ୍ଦୁଝର: ଘାଟିରେ ଓଲଟିଲା ବରଯାତ୍ରୀଙ୍କୁ ନେଇ ଯାଉଥିବା ବସ୍ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୫ ଜଣ ଆହତ ହୋଇଛନ୍ତି । କେନ୍ଦୁଝର ଜିଲ୍ଲା କାଞ୍ଜିପାଣି ଘାଟିରେ ଏହି ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଘାଟିରେ ବରଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି । ବରଯାତ୍ରୀଙ୍କୁ…

ରାଜ୍ୟରେ ସାମାନ୍ୟ ବଢିଛି ଦୈନିକ କରୋନା କେସ୍: ୨୪ ଘଣ୍ଟାରେ ୮୯ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଗତକାଲି ଅପେକ୍ଷା ସାମାନ୍ୟ ବଢ଼ିଛି କରୋନା କେସ୍ । ଗତକାଲି ୬୮ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଆଜି ବାହାରିଛନ୍ତି ୮୯ ପଜିଟିଭ୍ । କ୍ୱାକେଣ୍ଟାଇନରୁ ୫୩ ଜଣ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୬ଟି । ଗତକାଲି ୨୧ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି…

+ ୨ ବାର୍ଷିକ ପରୀକ୍ଷା ପାଇଁ ସୂଚୀ ଘୋଷଣା

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆସନ୍ତା ୧୮ ତାରିଖରୁ ବାର୍ଷିକ + ୨ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଥିଓରୀ ପରୀକ୍ଷା ଆସନ୍ତା ମେ ୧୮ରୁ ଜୁନ୍ ୧୨ ତାରିଖ ମଧ୍ୟରେ ଅନୁଷ୍ଠିତ ହେବାକୁ ଥିବାବେଳେ ପ୍ରାକ୍ଟିକାଲ୍ ପରୀକ୍ଷା ଏପ୍ରିଲ ୨୯ ରୁ ମେ ୮…