Latest Odisha News

BREAKING NEWS

Browsing Category

ଫିଚର

ରାଜଧାନୀରେ ବେପରୁଆ ଡ୍ରାଇଭିଂ: ବାଇକ୍ ଓ ତିନିଟି କାରକୁ ପିଟିଲା ଇନୋଭା ଗାଡ଼ି, ୪ ଆହତ

ଭୁବନେଶ୍ୱର: ବାଣୀବିହାରରୁ ଫାୟାର ଷ୍ଟେସନ ଭିତରେ ଚାରିଟି ଗାଡ଼କୁ ଧକ୍କା ଦେଲା ଇନୋଭା କାର୍ । ବାଣୀବିହାରରେ ବାଇକ୍ ଚାଳକକୁ ଧକ୍କା ଦେଲା । ଫାୟାର ଷ୍ଟେସନରେ ତିନିଟି କାରକୁ ପିଟିଲା । ଆଜି ଭୁବନେଶ୍ୱରରେ ଏଭଳି ବେପରୁଆ ଗାଡ଼ି ଚଳାଇ ସିରିଜ ଦୁର୍ଘଟଣା ଘଟାଇଛନ୍ତି ଜଣେ ଇନୋଭା ଗାଡ଼ି ଚାଳକ…

ଆଜି ରାଜ୍ୟରୁ ୬୮ କରୋନା ପଜିଟିଭ୍, ନୟାଗଡ଼ ଓ ଢେଙ୍କାନାଳ କରୋନା ମୁକ୍ତ

ଭୁବନେଶ୍ୱର: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିଥିଲେ ବି ରାଜ୍ୟରେ ନିୟନ୍ତ୍ରଣ ଭିତରେ ରହିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୨୧ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ଆଉ ୬୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାନରୁ ୪୦ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୮ଟି ।…

ଭୁବନେଶ୍ୱର ବିମାନବନ୍ଦରରେ ସନ୍ଧ୍ୟା ସୁଦ୍ଧା କୋଭିଡ୍ ଟେଷ୍ଟିଂ ସେଣ୍ଟର

ଭୁବନେଶ୍ୱର: ଦେଶରେ ହଠାତ ବଢିଛି ଦୈନିକ କରୋନା ସଂକ୍ରମଣ । ମହାରାଷ୍ଟ୍ର, କେରଳ ସମେତ ୫ଟି ରାଜ୍ୟରେ କରୋନା କେସ୍ ବଢ଼ିବା ପରେ ଓଡ଼ିଶାରେ ସତର୍କତା । ବିମାନରେ ଆସୁଥିବା ଯାତ୍ରୀଙ୍କ କୋଭିଡ୍ ଟେଷ୍ଟିଂ ପାଇଁ ଭୁବନେଶ୍ୱର ବିମାନବନ୍ଦରରେ ଆଜି ସନ୍ଧ୍ୟା ସୁଦ୍ଧା ଟେଷ୍ଟିଂ ସେଣ୍ଟ କରାଯିବ । ଏହି…

ଆସନ୍ତୁ ଜାଣିବା ମୋଟେରାର ନମ୍ବରଗେମ୍‌

ମୋଟେରା: ଆଉ ଟିକିଏ ପରେ ମୋଟେରାରେ ନବନିର୍ମିତ ଷ୍ଟାଡିୟମରେ ଆରମ୍ଭ ହୋଇଯିବ ଭାରତ-ଇଂଲଣ୍ଡ ଦିବାରାତ୍ର ଟେଷ୍ଟ । ପୁରୁଣା ଷ୍ଟାଡିୟମରେ ୧୨ ଟେଷ୍ଟ ମ୍ୟାଚ ଖେଳାଯାଇଥିଲା । ଏଠାକାର ପିଚ୍ ସ୍ପିନରଙ୍କୁ ସୁହାଇଥାଏ । ଆସନ୍ତୁ ଜାଣିବା ମୋଟେରା ପିଚର ନମ୍ବର ଗେମ୍ ସମ୍ପର୍କରେ... ୧. ଭାରତ ଏହି…

କୋଇଲା ମାଫିଆଙ୍କ ଆକ୍ରମଣରେ ଦୁଇ ଆରପିଏଫ୍ କର୍ମଚାରୀ ଲହୁଲୁହାଣ

ଭଦ୍ରକ: କୋଇଲା ଚୋରି ରୋକିବାକୁ ଯାଇଥିବା ଆରପିଏଫ୍ କର୍ମଚାରୀଙ୍କୁ ସଂଘବଦ୍ଧ ଆକ୍ରମଣ । କୋଇଲା ମାଫିଆଙ୍କ ଆକ୍ରମଣର ଶିକାର ହୋଇଛନ୍ତି ଦୁଇ ଜଣ ଆରପିଏଫ୍ କର୍ମଚାରୀ । ଭଦ୍ରକ ଜିଲ୍ଲା ଧାମରା ଅନ୍ତର୍ଗତ ନାଲଗୁଣ୍ଡା ପାଳଶପୁରରେ ଏଭଳି ଘଟଣା ଦେଖିବାକୁ ମିଳିଛି । କୋଇଲା ମାଫିଆଙ୍କ ଆକ୍ରମଣରେ…

ରାଜ୍ୟର ୭ଟି ସହରରେ ବଢୁଛି ପ୍ରଦୂଷଣର ମାତ୍ରା

ଭୁବନେଶ୍ୱର: ଦିନକୁ ଦିନ ବୃଦ୍ଧି ପାଉଥିବା ଯାନବାହାନ ଓ ଅନ୍ୟାନ୍ୟ କାରଣ ଯୋଗୁଁ ଓଡିଶାର ୭ଟି ସହରରେ ବାୟୁ ପ୍ରଦୂଷଣ ସ୍ତର ବଢିବାରେ ଲାଗିଛି। ଯାହା ରାଜ୍ୟ ପାଇଁ ଏକ ଉଦବେଗ ଜନକ ସ୍ଥିତି ପାଲଟିଛି। ସାତଟି ସହରର ବାୟୁରେ PM10 ଏବଂ PM2.5 ପରି ବିପଜ୍ଜନକ ବାୟୁ ପ୍ରଦୂଷକ ପଦାର୍ଥର ମାନ…

ଏକାମ୍ର କ୍ଷେତ୍ର ବାଇ ଲ’ ବିବାଦ: ପୁଣି ଅଶୋକ ପଣ୍ଡା-ଅପରାଜିତା ଷଡ଼ଙ୍ଗୀ ବାକଯୁଦ୍ଧ

ଭୁବନେଶ୍ୱର: ଏକାମ୍ରକ୍ଷେତ୍ର ବାଇ-ଲ’ ପ୍ରସଙ୍ଗକୁ ନେଇ ଥମୁନି ରାଜନୈତିକ ବୟାନବାଜି । ପୁଣି ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ ଟାର୍ଗେଟ କରିଛନ୍ତି ମନ୍ତ୍ରୀ ଅଶୋକ ପଣ୍ଡା । ସେ ୪ଟି ପ୍ରଶ୍ନ ପଚାରିଛନ୍ତି । ମନ୍ତ୍ରୀ ଅଶୋକ ପଣ୍ଡା କହିଛନ୍ତି, ସଂସଦରେ ନିଜ ଅଞ୍ଚଳ ସମସ୍ୟା କାହିଁକି ଉଠାଇଲେନି…

ଏହି ୫ ରାଜ୍ୟର ଲୋକଙ୍କ ଦିଲ୍ଲୀ ପ୍ରବେଶ ଉପରେ କଟକଣା, କୋଭିଡ୍ ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ

ନୂଆଦିଲ୍ଲୀ: କରୋନା ପାଇଁ ପୁଣି କଡ଼ାକଡ଼ି ହେଲାଣି କଟକଣା । ୫ଟି ରାଜ୍ୟର ଲୋକଙ୍କ ଦିଲ୍ଲୀ ପ୍ରବେଶ ଉପରେ ଲାଗିଲା କଟକଣା । କୋଭିଡ୍ ନେଗେଟିଭ୍ ରିପୋର୍ଟ ଦେଖାଇଲେ ଏଣ୍ଟ୍ରି ଅନୁମତି ମିଳିବ । ଏହି ୫ଟି ରାଜ୍ୟ ହେଲା ମହାରାଷ୍ଟ୍ର, କେରଳ, ଛତିଶଗଡ଼, ମଧ୍ୟପ୍ରଦେଶ ଓ ପଞ୍ଜାବ । ଏସବୁ ରାଜ୍ୟରେ…

ଓଡ଼ିଶା ଜେଇଇ: ବିଏଏମଏସ/ବିଏଚଏମଏସ୍ ଲାଗି ସ୍ପଟ୍ କାଉନସେଲିଂ ଆରମ୍ଭ

ଭୁବନେଶ୍ୱର: ୨୦୨୦-୨୧ ଶିକ୍ଷା ବର୍ଷ ପାଇଁ ବିଏଏମଏସ/ବିଏଚଏମଏସ୍ ପାଠ୍ୟକ୍ରମରେ ଆଡମିଶନ ପାଇଁ ସ୍ପଟ୍ କାଉନସେଲିଂ ବୁଧବାର ସକାଳ ୧୦ ଟାରୁ ଭୁବନେଶ୍ୱର ସ୍ଥିତ ଗଣ୍ଡାମୁଣ୍ଡା ଓଜେଇଇ ସେଲରେ ଆରମ୍ଭ ହୋଇଛି। ଓଜେଇଇ କର୍ତ୍ତୃପକ୍ଷଙ୍କ ଦ୍ବାରା ଜାରି ନିର୍ଦ୍ଦେଶାବଳୀ ଅନୁଯାୟୀ, ସମସ୍ତ ପଞ୍ଜିକୃତ…

ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମ୍ ବିଷୟରେ କିଛି କଥା

ଅହମ୍ମଦାବାଦ: ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିମ ଅହମ୍ମଦାବାଦରେ ମୋଟେରା ଷ୍ଟାଡିୟମ୍ । ଏଠାରେ ଆଜି ଖେଳାଯିବ ଭାରତ-ଇଂଲଣ୍ଡ ତୃତୀୟ ଟେଷ୍ଟ । ନୂଆ ମୋଟେରା ଷ୍ଟାଡିୟମରେ ପ୍ରଥମ ଅନ୍ତର୍ଜାତୀୟ ମ୍ୟାଚ୍ ଖେଳାଯିବ । ପୁରୁଣା ଷ୍ଟାଡିୟମର ନବୀକରଣ କରାଯାଇଛି । ଏକାଠି ୧ ଲକ୍ଷ ୧୦ ହଜାର ଦର୍ଶକ…