Latest Odisha News

BREAKING NEWS

Browsing Category

ଫିଚର

ଲାଞ୍ଚ ନେଇ ବନ୍ଧା ହେଲେ ତହସିଲ ସୁପରଭାଇଜର

ସୋନପୁର: ଲାଞ୍ଚ ନେଇ ଧରାପଡ଼ିଲେ ତହସିଲ ରେଭିନ୍ୟୁ ସୁପରଭାଇଜର । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ତହସିଲ ରେଭିନ୍ୟୁ ସୁପରଭାଇଜର ଗିରଫ ହୋଇଛନ୍ତି । ତାଙ୍କ ନାଁ ନବେନ୍ଦ୍ର ମହାକୁଡ । ହାଇଟେକ୍ ସେଟେଲମେଣ୍ଟରେ ମା’ ନାଁରେ ଥିବା ଜମିକୁ ପୁଅ ଥାବର ମେହରେଙ୍କ ନାଁରେ କରିବା ପାଇଁ ସେ ୧୦…

ବାବା ରାମଦେବ ଲଞ୍ଚ୍ କଲେ ପତଞ୍ଜଳିର କରୋନା ଔଷଧ

ନୂଆଦିଲ୍ଲୀ: ଯୋଗ ଗୁରୁ ବାବା ରାମଦେବ ଆଜି ସାମ୍ବାଦିକ ସମ୍ମିଳନୀ କରି କରୋନା ଭାଇରସ୍ ପାଇଁ ଔଷଧ ଲଞ୍ଚ କରିଛନ୍ତି । ରାମଦେବଙ୍କ ଏହି ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ଓ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଉପସ୍ଥିତ ଥିଲେ । ପତଞ୍ଜଳିର କରୋନିଲ୍…

ହଟ୍ଟଗୋଳରୁ ବିଧାନସଭା ଅଧିବେଶନର ଦ୍ୱିତୀୟ ଦିନ ଆରମ୍ଭ: ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର: ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ଦିନ ଆରମ୍ଭ ହେବା କ୍ଷଣି ତମ୍ବିତଫାନ । ବିରୋଧଙ୍କ ହଟ୍ଟଗୋଳ, ନାରାବାଜି । ଧାନକିଣା ବେଳେ ମଣ୍ଡିରେ ଅବ୍ୟବସ୍ଥା ଓ ଚାଷୀ ସମସ୍ୟା ନେଇ ବିରୋଧୀ ସଦସ୍ୟ ହଙ୍ଗାମା ଆରମ୍ଭ କରି ଦେଇଥିଲେ । ଏହି ଦୁଇଟି ପ୍ରସଙ୍ଗରେ ସ୍ୱତନ୍ତ୍ର ମୋସନ୍ ଆଣି ଆଲୋଚନା…

ନୟାଗଡ଼ ନାବାଳିକା ହତ୍ୟା ମାମଲା: ଅଭିଯୁକ୍ତର LVA ଟେଷ୍ଟ ନେଇ ଆଜି ଚିଲଡ୍ରେନ କୋର୍ଟରେ ଶୁଣାଣି

ନୟାଗଡ଼: ଯଦୁପୁର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଆଜି ଚିଲଡ୍ରେନ କୋର୍ଟରେ ହାଜର ହେବ ଗିରଫ ନାବାଳକ ଅଭିଯୁକ୍ତ । ଅନୁଗୋଳ ବାଳ ସୁଧାର ଗୃହରୁ ତାକୁ କଡ଼ା ସୁରକ୍ଷା ଭିତରେ ଆଣି ନୟାଗଡ଼ ଚିଲଡ୍ରେନ କୋର୍ଟରେ ହାଜର କରାଯିବ । ଅଭିଯୁକ୍ତର LVA ଟେଷ୍ଟ ନେଇ ସ୍ୱତନ୍ତ୍ର ତଦନ୍ତକାରୀ…

ଆମେରିକୀୟ ସାମ୍ବାଦିକାଙ୍କୁ ଆଇପିଏସ୍ ଅରୁଣ ବୋଥ୍ରା କାହିଁକି କହିଲେ ଶିଖିବାକୁ ଓଡ଼ିଶା ଆସ

ଭୁବନେଶ୍ୱର: ସୋସିଆଲ୍ ମିଡିଆ ମାଇକ୍ରୋ ବ୍ଲଗିଂ ସାଇଟ ଟ୍ୱିଟରରେ ସବୁବେଳେ ଚର୍ଚ୍ଚାରେ ଥାନ୍ତି ଓଡ଼ିଆ ଆଇପିଏସ୍ ଅରୁଣ ବୋଥ୍ରା । କେତେବେଳେ ଅସହାୟଙ୍କୁ ସାହାଯ୍ୟ ନେଇ ତ ଆଉ କେତେବେଳେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଖୁଲାସାକୁ ନେଇ ଟାଇମ୍ ଲାଇନକୁ ଟାଣି ହୋଇ ଆସନ୍ତି ଏହି ଚର୍ଚ୍ଚିତ ଆଇପିଏସ୍…

କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ହାତୀ, ଭାଙ୍ଗିଲା ପାଚେରୀ

କଟକ: ଓଡ଼ିଶା ହାତୀଙ୍କ ସମସ୍ୟା ସହ ଯୁଦ୍ଧ ଲଢ଼ୁଛି । ଗୋଟିଏ ପଟେ କଳାହାଣ୍ଡି କର୍ଲାପାଟ ଅଭୟାରଣ୍ୟରେ ୧୨ ଦିନରେ ୬ ହାତୀଙ୍କ ମୃତ୍ୟୁ ଚିନ୍ତାର କାରଣ ପାଲଟିଛି । ଅନ୍ୟପଟେ କଟକ ସହରରେ ହାତୀ ପଶିଛି । ଓଡ଼ିଶାର ପୁରାତନ ବିଶ୍ୱବିଦ୍ୟାଳୟ ରେଭେନ୍ସା କ୍ୟାମ୍ପସରେ ବୁଲୁଛି ଦନ୍ତା ହାତୀ ।…

ମଧ୍ୟପ୍ରଦେଶରେ ପେଟ୍ରୋଲ ୧୦୦ ପାର୍, ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ବିଜେପି ମନ୍ତ୍ରୀ

ଭୋପାଳ: ଦେଶରେ ପ୍ରତିଦିନ ବଢ଼ୁଛି ଡିଜେଲ ଓ ପେଟ୍ରୋଲ ଦର । ମଧ୍ୟପ୍ରଦେଶ ଓ ରାଜସ୍ଥାନର କେତେକ ଜିଲ୍ଲାରେ ପେଟ୍ରୋଲର ଲିଟର ପିଛା ଦର ଶହେ ଟଙ୍କାରୁ ଅଧିକ । ଆଜି ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୩୧ ପଇସା ଓ ଡିଜେଲ ଲିଟର ପିଛା ୩୩ ପଇସା ବଢ଼ିଛି । ଏହାକୁ ମିଶାଇ ଚଳିତ…

ଆଜି ଦେଶରେ କରୋନା ଆକ୍ରାନ୍ତ ଅଧିକ, ସୁସ୍ଥ କମ୍

ନୂଆଦିଲ୍ଲୀ: ଦେଶରେ କରୋନା କାୟା କମିଥିଲେ ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଅଧିକ ଆକ୍ରାନ୍ତ । ସୁସ୍ଥ ହୋଇଛନ୍ତି କମ୍ । ଦିନକରେ ଦେଶରେ ସଂକ୍ରମିତ ହୋଇଛନ୍ତି ୧୩ହଜାର ୧୯୩ ଜଣ । ଏହି ସମୟରେ ସୁସ୍ଥ ହୋଇଛନ୍ତି ୧୦ହଜାର ୮୯୫ ଆକ୍ରାନ୍ତ । ଦେଶରେ କରୋନା…

ଗଞ୍ଜେଇ ଚାଲାଣ ରାକେଟରେ ମହିଳା, ୪ ଜଣ ଗିରଫ

ସୁନ୍ଦରଗଡ଼: ଗଞ୍ଜେଇ ଚାଲାଣ ରାକେଟରେ ମହିଳା । କାରରେ ଚାଲାଣ ବେଳେ ଧରିଲା ସୁନ୍ଦରଗଡ଼ ଟାଉନ୍ ଥାନା ପୋଲିସ । ଜଣେ ମହିଳାଙ୍କ ସମେତ ୪ ଜଣ ଗିରଫ ହୋଇଛନ୍ତି । ଟାଉନ୍ ଥାନା ଅନ୍ତର୍ଗତ ରାଣୀବଗିଚା ବାଇପାସ ନିକଟରୁ ଗାଡ଼ି ଓ ଗଞ୍ଜେଇ ଜବତ ହୋଇଛି । ପୋଲିସ ଜବତ କରିଛି ୭୦ କିଲୋଗ୍ରାମ୍ ଗଞ୍ଜେଇ ।…

ମଙ୍ଗଳରେ ସଫଳ ଅବତରଣ କଲା ନାସାର ପରସିଭେରାନ୍ସ ରୋଭର, ପଠାଇଲା ପ୍ରଥମ ଫଟୋ

ନୂଆଦିଲ୍ଲୀ: ଇତିହାସ ରଚିଲା ଆମେରିକାର ପ୍ରତିରକ୍ଷା ଗବେଷଣା ସଂସ୍ଥା ନାସା । ମଙ୍ଗଳରେ ସଫଳତାର ସହ ଅବତରଣ କଲା ରୋଭର । ଗତକାଲି ବିଳମ୍ବିତ ରାତିରେ ନିଜର ମାର୍ସ ପରସିଭେରାନ୍ସ ରୋଭରକୁ ଜେଜେରୋ କ୍ରେଟରରେ ସଫଳତା ପୂର୍ବକ ଲ୍ୟାଣ୍ଡିଂ କରାଇଛି ନାସା । ଜେଜେରୋ କ୍ରେଟରର ଅବତରଣ ସ୍ଥାନ ଉପରେ…