Latest Odisha News

BREAKING NEWS

Browsing Category

ଫିଚର

ଲଗାତାର ୧୨ ଦିନ ଧରି ତୈଳଦର ବୃଦ୍ଧି, ମାଲକାନଗିରିରେ ୯୬ ଛୁଇଁବ ପେଟ୍ରୋଲ

ଭୁବନେଶ୍ୱର: ଦରବୃଦ୍ଧି ସହ ବଢ଼ୁଛି ଆକ୍ରୋଶ । ଲଗାତାର ୧୨ ଦିନ ଧରି ତୈଳଦର ବୃଦ୍ଧି ଘଟିଛି । ଆଜି ପେଟ୍ରୋଲ ଲିଟର ପିଛା ୩୯ ପଇସା ବଢ଼ିଥିବା ବେଳେ ଡିଜେଲ୍ ଲିଟର ପିଛା ୩୭ ପଇସା ବଢ଼ିଛି । ଏଥସହ ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ସର୍ବାଧିକ ଦର ଥିବା ମାଲକାନଗିରିରେ ପେଟ୍ରୋଲ ୯୬ ଟଙ୍କା ପାର୍…

ହାତୀ ମୃତ୍ୟୁ ଘଟଣା: କର୍ଲାପାଟ ଅଭୟାରଣ୍ୟରେ କେନ୍ଦ୍ରୀୟ ଟିମ୍‌ର ଅନୁଧ୍ୟାନ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା କର୍ଲାପାଟ ଅଭୟାରଣ୍ୟରେ ହାତୀ ମୃତ୍ୟୁର ଅନୁଧ୍ୟାନ ଆରମ୍ଭ କରିଛି ତିନି ଜଣିଆ କେନ୍ଦ୍ରୀୟ ଟିମ୍ । ୧୪ ଦିନରେ ୬ଟି ହାତୀଙ୍କ ଅକାଳ ବିୟୋଗ ହୋଇଥିଲା । ଏବେ ଅଭୟାରଣ୍ୟରେ ମୃତ୍ୟୁର ଖୋଳାତାଡ ଚାଲିଛି । ଅନୁଧ୍ୟାନକାରୀ ଟିମରେ ସେଣ୍ଟର ଅଫ୍‌ ୱାଇଲଡ୍‌ ଲାଇଫ୍‌ର…

କମେଣ୍ଟ ମରାକୁ କେନ୍ଦ୍ର କରି ଯୁବତୀଙ୍କ ଜେଜେବାପାଙ୍କୁ ହତ୍ୟା, ବାପା ଗୁରୁତର

କାମାକ୍ଷାନଗର(ଢେଙ୍କାନାଳ): କମେଣ୍ଟ ମରାକୁ କେନ୍ଦ୍ର କରି ଯୁବତୀଙ୍କ ଜେଜେବାପାଙ୍କୁ ହତ୍ୟା ଅଭିଯୋଗ । ଦୁର୍ବୃତ୍ତଙ୍କ ଆକ୍ରମଣରେ ଯୁବତୀଙ୍କ ବାପା ଗୁରୁତର ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା କଙ୍କଡ଼ାସୋଡ଼ା ଗାଁରେ ଏହି ଘଟଣା ଘଟିଛି । ସଂଘବଦ୍ଧ ଆକ୍ରମଣରେ ଯୁବତୀଙ୍କ…

ଧାନ କିଣା ନେଇ ଆଜି ବିଧାନସଭାରେ ବିବୃତି ରଖିବେ ସମବାୟ ମନ୍ତ୍ରୀ

ଭୁବନେଶ୍ୱର: ଷୋଡ଼ଶ ବିଧାନସଭାର ଷଷ୍ଠ ଅଧିବେଶନ ଆରମ୍ଭରୁ ଗୃହରେ ହଟ୍ଟଗୋଳ ଜାରି ରହିଛି । ପ୍ରଥମ ଦିନ ବିରୋଧୀ କଂଗ୍ରେସ କୋଟିଆ, ତୈଳଦର ବୃଦ୍ଧି, ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡ଼ିଥିବା ନେଇ ହୋହଲ୍ଲା କରିବା ସହ ରାଜ୍ୟପାଳଙ୍କ ଅଭିଭାଷଣକୁ ବହିଷ୍କାର କରି ଗୃହ ତ୍ୟାଗ କରିଥିଲେ ।…

ଭାରତ-ଚୀନ ମଧ୍ୟରେ ଆଜି ଦଶମ ପର୍ଯ୍ୟାୟ ବୈଠକ, ଦେପସାଙ୍ଗ-ଗୋଗରା-ହଟ୍ ସ୍ପ୍ରିଙ୍ଗକୁ ନେଇ ହେବ ଆଲୋଚନା

ନୂଆଦିଲ୍ଲୀ: ପ୍ୟାଙ୍ଗୋଗ ହ୍ରଦର ଉତ୍ତର ଓ ଦକ୍ଷିଣ କୂଳରୁ ସୈନ୍ୟ ପ୍ରତ୍ୟାହାର ପରେ ଭାରତ ଓ ଚୀନ ମଧ୍ୟରେ ଆଜି ଦଶମ ପର୍ଯ୍ୟାୟ ବୈଠକ ବସୁଛି । ଏହି ବୈଠକରେ ପୂର୍ବ ଲଦାଖର ହଟ୍ ସ୍ପ୍ରିଙ୍ଗ, ଗୋଗରା ଓ ଦେପସାଙ୍ଗ କ୍ଷେତ୍ରରୁ ସୈନିକ ହଟାଇବା ପ୍ରସଙ୍ଗରେ ଆଲୋଚନା ହେବ । ଏହି ବୈଠକ ଏଲଏସିର ଚୀନ…

ଜଜ୍‌ଙ୍କ ଜାଲ ଦସ୍ତଖତ କରି ଅଭିଯୁକ୍ତକୁ ବେଲ୍‌ ଦେବା ଘଟଣାରେ ଏଏସଆଇ ଗିରଫ

ବୁଗୁଡା : ଜଜଙ୍କ ଜାଲ ଦସ୍ତଖତ କରି ଅଭିଯୁକ୍ତକୁ ବେଲ୍‌ ଦେବା ଘଟଣାରେ ଏଏସଆଇଙ୍କୁ ଗିରଫ କରିଛି ବୁଗୁଡା ପୋଲିସ । ଗିରଫ ଏଏସ୍‌ଆଇଙ୍କ ନାଁ ସୂର୍ଯ୍ୟନାରାୟଣ ବେହେରା । ସୂଚନା ଅନୁଯୟୀ, କରଚୁଲି ଗାଁର ବିଜୟ ବେହେରା ଓରଫ ବାବୁଲି ନିଜ ପୁତୁରାକୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ଜାନୁଆରୀ…

ଲାଲୁଙ୍କୁ ମିଳିଲାନି ଜାମିନ

ରାଞ୍ଚି : ପୁଣି ନିରାଶ ହେଲେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡ଼ି ମୁଖ୍ୟ ଲାଲୁ ପ୍ରସାଦ ଯାଦବ । କାରଣ ଲାଲୁଙ୍କୁ ଏଥର ବି ମିଳିଲାନି ଜାମିନ । ଦୁମକା କୋଷାଗାର ଦୁର୍ନୀତି ମାମଲାରେ ଝାଡ଼ଖଣ୍ଡ ହାଇକୋର୍ଟ ତାଙ୍କର ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି । ଗୋଖାଦ୍ୟ ଦୁର୍ନୀତି…

ଓସ୍କାର ଦୌଡରେ ନୀଳ ମାଧବ ପଣ୍ଡାଙ୍କ ଓଡ଼ିଆ ଫିଲ୍ମ ‘କାଲିର ଅତୀତ’

ଭୁବନେଶ୍ବର : ଓଡ଼ିଆ ସୀନେ ଜଗତ ପାଇଁ ଖୁସି ଖବର । କାରଣ ପ୍ରଥମ ଥର ପାଇଁ ଓସ୍କାର ଦୌଡରେ ସାମିଲ ହୋଇଛି ଓଡ଼ିଶାର ଖ୍ୟାତନାମା ଚଳଚ୍ଚିତ୍ର ନିର୍ଦ୍ଦେଶକ ନୀଳମାଧବ ପଣ୍ଡାଙ୍କ ଓଡ଼ିଆ ଚଳଚ୍ଚିତ୍ର ‘କାଲିର ଅତୀତ’ । ନୀଳ ମାଧବ ପଣ୍ଡାଙ୍କ ଦ୍ବାରା ନିର୍ମିତ ଏହି ଫିଲ୍ମକୁ ଜେନେରାଲ କାଟେଗୋରୀର…

ରାଜ୍ୟରେ କଡ଼ାକଡ଼ି ହେବ କୋଭିଡ୍ ନିୟମ, ସବୁ ଜିଲ୍ଲାପାଳଙ୍କୁ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବଙ୍କ ଚିଠି

ଭୁବନେଶ୍ବର : ମହାରାଷ୍ଟ୍ରରେ କୋଭିଡ୍ ସଂକ୍ରମଣ ବଢିବା ଏବଂ ଲକଡାଉନ୍ ଭଳି ସ୍ଥିତି ଉପୁଜିବା ପରେ ଏବେ ଓଡ଼ିଶାରେ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏ ନେଇ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସବୁ ଜିଲ୍ଲାପାଳ, ମହାନଗର ନିଗମ ଓ ପୋଲିସ ବିଭାଗକୁ…

ହାତୀ ମୃତ୍ୟୁର କାରଣ ଖୋଜା : ଭବାନୀପାଟଣାରେ କେନ୍ଦ୍ରୀୟ ଟିମ୍

କଳାହାଣ୍ଡି : କଳାହାଣ୍ଡି କର୍ଲାପାଟ ଅଭୟାରଣ୍ୟରେ କେମିତି ହେଲା ହାତୀଙ୍କ ମୃତ୍ୟୁ । ଏହାର ଅନୁଧ୍ୟାନ ପାଇଁ ଭବାନୀପାଟଣାରେ ପହଞ୍ଚିଛନ୍ତି ୩ ଜଣିଆ କେନ୍ଦ୍ରୀୟ ଟିମ୍ । ପୂର୍ବରୁ ୪ ଜଣିଆ ଟିମ୍ ଆସିବେ ବୋଲି ସ୍ଥିର ହୋଇଥିଲା । ହେଲେ ୪ ଜଣିଆ ଟିମରୁ ଆସାମ ଭେଟନାରୀ କଲେଜର ପଦ୍ମଶ୍ରୀ ଡଃ କେକେ…