Latest Odisha News

BREAKING NEWS

Browsing Category

ଫିଚର

ରାଜ୍ୟରେ ସୁସ୍ଥ ହେଲେ ଆଉ ୯୨ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନା ମହାମାରୀ ସମୟରେ ରାଜ୍ୟ ପାଇଁ ଖୁସି ଖବର । ଏବେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୯୨ ଆକ୍ରାନ୍ତ । ବରଗଡ଼ରୁ ସର୍ବାଧିକ ୧୪ ଜଣ ସୁସ୍ଥ ହୋଇଥିବା ବେଳେ, ଯାଜପୁରରୁ ୯ ଜଣ, କଟକ ଓ ସମ୍ବଲପୁରରୁ ୮ ଜଣ ଲେଖାଏଁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ପୁରୀରୁ ୭,…

ମୁମ୍ବାଇରେ ଲାଗୁ ହେଲା ୩୬ ଘଣ୍ଟିଆ କର୍ଫ୍ୟୁ

ମୁମ୍ବାଇ : ପୁଣି ଚିନ୍ତା ବଢ଼ାଇଲା କରୋନା ଭାଇରସ୍‌ । ଭ୍ୟାକସିନ ମିଳିବା ପରେ ଚାଲିଛି ଟିକାକରଣ । ହେଲେ ମହାମାରୀ କରୋନା ମହାରାଷ୍ଟ୍ର ସରକାରଙ୍କ ଚିନ୍ତା ବଢ଼ାଇ ଦେଇଛି । ରାଜ୍ୟରେ ଲଗାତର ଭାବେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଉଦ୍ଧବ ଠାକରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି…

୬ ଜଣଙ୍କୁ ବିଜେପି ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ୟ ଉପସଭାପତି ଦାୟିତ୍ବ

ଭୁବନେଶ୍ବର : ରାଜ୍ୟ ଅନୁସୂଚିତ ଜାତି ମୋର୍ଚ୍ଚାକୁ ଶକ୍ତିଶାଳୀ କରିବା ପାଇଁ ଅଣ୍ଟା ଭିଡିଛି ବିଜେପି । ଏଥିପାଇଁ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ଅନୁମୋଦନ କ୍ରମେ ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଓ…

ଦୁଃଖଦ ଘଟଣା : ୧୫ ଦିନ ତଳେ ନିର୍ବନ୍ଧ ହୋଇଥିବା ମୂକବଧୀର ଯୋଡିଙ୍କ ମୃତଦେହ ଉଦ୍ଧାର

ସୁରଟ: ସୁରଟର ନାନପୁରା ଅଂଚଳରେ ଏକ ଦୁଃଖଦ ଘଟଣା ଘଟିଛି । ୧୫ ଦିନ ତଳେ ନିର୍ବନ୍ଧ ସମ୍ପନ୍ନ ହୋଇଥିବା ଏକ ମୁକବଧୀର ଯୋଡିଙ୍କ ମୃତଦେହ ବାଥରୁମରୁ ଉଦ୍ଧାର ହୋଇଛି । ଉଭୟ ଫେସବୁକ ମାଧ୍ୟମରେ ପରସ୍ପର ନିକଟତର ହେବା ସହ ପ୍ରେମରେ ପଡିଥିଲେ । ଉଭୟଙ୍କ ବିବାହ ଏପ୍ରିଲରେ ହେବାକୁ ଥିଲା । ୨୧ ବର୍ଷୀୟ…

ଭିଜିଲାନ୍ସ ଜାଲରେ ଉଦ୍ୟାନ କୃଷି ପର୍ଯ୍ୟବେକ୍ଷକ, ଚାଷୀଙ୍କ ଠାରୁ ନେଉଥିଲେ ୨୬ ହଜାର ଲାଞ୍ଚ

ଗଞ୍ଜାମ: ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ ଉଦ୍ୟାନ କୃଷି ପର୍ଯ୍ୟବେକ୍ଷକ । ଚାଷୀଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ବୁଗୁଡ଼ା ବ୍ଲକ ଉଦ୍ୟାନ କୃଷି ପର୍ଯ୍ୟବେକ୍ଷକ ଉମା ଚରଣ ବେହେରା । ଲାଞ୍ଚ ନେଉଥିବା ବେଳେ ବ୍ରହ୍ମପୁର ଭିଜିଲାନ୍ସ ତାଙ୍କୁ ଗିରଫ କରିଛି । ଚାଷୀଙ୍କ ଫିଲ୍ଡ…

ଚାଷୀ ପ୍ରସଙ୍ଗରେ ବିଧାନସଭା ଠପ୍, ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ

ଭୁବନେଶ୍ୱର: ବିଧାନସଭାରେ ଚାଷୀ ଝଡ଼ । ଅଧିବେଶନର ଦ୍ୱିତୀୟ ଦିନରେ ବିରମ୍ବାର ଗୃହ ମୁଲତବୀ । ପ୍ରଥମେ ସାଢ଼େ ୧୧ଟା ଓ ପରେ ଅପରାହ୍ଣ ୪ଟା ଯାଏ ବିଧାନସଭାକୁ ମୁଲତବୀ ରଖିଛନ୍ତି ବାଚସ୍ପତି । ବିରୋଧୀଙ୍କ ହଟ୍ଟଗୋଳ ଓ ନାରାବାଜି ଯୋଗୁ ଗୃହରେ ଅଚଳାବସ୍ଥା ସୃଷ୍ଟି ହୋଇଛି । ଆଜି ଅଧିବେଶନ ଆରମ୍ଭ…

ଓଡ଼ିଶା ପାଇଁ NMAର ବାଇ ଲ’ ପ୍ରସଙ୍ଗରେ ଅପରାଜିତା ଷଡ଼ଙ୍ଗୀଙ୍କ ଟ୍ୱିଟ୍

ଭୁବନେଶ୍ୱର: ଓଡ଼ିଶାର ପୁରାତନ କୀର୍ତ୍ତିରାଜିର ବିକାଶ ନିହାତି ଆବଶ୍ୟକ । କିନ୍ତୁ ଆଇନକୁ ଭଙ୍ଗ କରି କିମ୍ବା ଅଣଦେଖା କରି ଏହା ହେବା ଅନୁଚିତ । ଓଡ଼ିଶା ପାଇଁ ଜାତୀୟ କୀର୍ତ୍ତିରାଜି ପ୍ରାଧିକରଣ ବା NMAର ଡ୍ରାଫ୍ଟ ବାଇ ଲ’ ପ୍ରସଙ୍ଗରେ ଟ୍ୱିଟ୍ କରି ଏହି ପ୍ରତିକ୍ରିୟା ରଖିଛନ୍ତି ଭୁବନେଶ୍ୱର…

ବିଧାୟକଙ୍କ ଦରବୃଦ୍ଧି ପ୍ରତିବାଦ; ସାଇକେଲରେ ବିଧାନସଭା ଆସିଲେ, ଚୂଲ୍ଲା ଟେକି ଆଣିଲେ

ପାଟଣା: ଲଗାତାର ଭାବେ ବଢ଼ି ଚାଲିଛି ପେଟ୍ରୋଲ-ଡିଜେଲ ସହ ଏଲପିଜି ଦର । ଯାହାର ପ୍ରଭାବ ପଡ଼ିଛି ସିଧା ଖାଉଟିଙ୍କ ଉପରେ । ପେଟ୍ରୋଲଜାତ ପଦାର୍ଥର ଅହେତୁକ ଦରବୃଦ୍ଧିକୁ ନେଇ ରାଜନୀତି ବି ଆରମ୍ଭ ହୋଇଯାଇଛି । ସରକାର ବିଧାୟକମାନଙ୍କ ଲାଗି ଗାଡ଼ି ସହ ତେଲଖର୍ଚ୍ଚ ଯୋଗାଇ ଦେଉଛନ୍ତି । ଦରବୃଦ୍ଧି…

ଦୋଷୀ ନିର୍ଦ୍ଧାରଣ କରିବାରେ ଲିଙ୍ଗ, ବୟସ, ବୃତି ପ୍ରାସଙ୍ଗିକତାର ଆବଶ୍ୟକତା ନାହିଁ: ଶାହ

ନୂଆଦିଲ୍ଲୀ: ଅପରାଧର ଦୋଷ ନିର୍ଦ୍ଧାରଣ କରିବାରେ ବୟସ, ଲିଙ୍ଗ, ବୃତି କିମ୍ବା ଜାତିର ଆବଶ୍ୟକତା ନାହିଁ ବୋଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶୁକ୍ରବାର କହିଛନ୍ତି । ଟୁଲକିଟ ମାମଲାରେ ଗିରଫ ହୋଇଥିବା କ୍ଲାଇମେଟ ଆକ୍ଟିଭିଷ୍ଟ ଦିଶା ରବିଙ୍କ ସପକ୍ଷରେ ଯୁକ୍ତି ବାଢ଼ୁଥିବା ବିରୋଧୀଙ୍କୁ…

ଆଜି ରାଜ୍ୟରୁ ୫୩ କରୋନା ପଜିଟିଭ୍, ସମ୍ୱଲପୁରରୁ ସର୍ବାଧିକ ୧୧ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଦୈନିକ କେସ୍ ୬୦ ତଳକୁ ଖସିଛି । ଗତ ୨୪ ଘଣ୍ଟାରେ ରାଜ୍ୟର ୧୭ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୫୩ ନୂଆ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୩୧ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୨ଟି । ସମ୍ୱଲପୁର ଜିଲ୍ଲାରୁ…