Latest Odisha News

BREAKING NEWS

Browsing Category

ଫିଚର

ପ୍ରେମ ସପ୍ତାହର ପଞ୍ଚମ ଦିନ ‘ପ୍ରମିଜ ଡେ’

ଭୁବନେଶ୍ୱର: ଫେବୃଆରୀ ୭ ତାରିଖ ଠାରୁ ଆରମ୍ଭ ହୋଇଛି ପ୍ରେମ ସପ୍ତାହ ବା ଭାଲେଣ୍ଟାଇନ ସପ୍ତାହ । ଫେବୃଆରୀ ୭ ରୁ ୧୪ ତାରିଖ ଯାଏଁ ପ୍ରେମୀମାନେ ପାଳନ କରିବେ ପ୍ରେମ ସପ୍ତାହ। ଏହି ପ୍ରେମ ସପ୍ତାହକୁ ନେଇ ଯୁବପିଢୀଙ୍କ ମଧ୍ୟରେ ଖୁବ ଉତ୍ସାହ ଦେଖିବାକୁ ମିଳେ। ନିଜ ନିଜ ପାର୍ଟନରଙ୍କୁ କିଏ…

୧୦ ମାସର ବକେୟା ଦରମା ଦାବିରେ ବାଲେଶ୍ଵର ଆଲୱେଜ୍ ଖଣି ସମ୍ମୁଖରେ ଶତାଧିକ ଶ୍ରମିକ ଓ କର୍ମଚାରୀଙ୍କ ଧାରଣା

ଯାଜପୁର: ଯାଜପୁର ଜିଲ୍ଲା କାଳିଆପାଣି ଖଣି ଅଞ୍ଚଳରେ ପୁଣି ଦେଖାଦେଇଛି ଶ୍ରମିକ ଅଶାନ୍ତି। ଜୀବନ ଜୀବିକା ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଶତାଧିକ ଶ୍ରମିକ ଓ କର୍ମଚାରୀ। ୧୦ ମାସର ବକେୟା ଦରମା ଓ ଯଥାଶୀଘ୍ର ଖଣି କାର୍ଯ୍ୟକ୍ଷମ କରିବା ଦାବିରେ ବାଲେଶ୍ଵର ଆଲୱେଜ୍ ଖଣି ସମ୍ମୁଖରେ ଶତାଧିକ ଶ୍ରମିକ…

ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ପରେ ତାତିଲେ କୃଷକ, ୧୮ ତାରିଖରେ ଦେଶବ୍ୟାପି ରେଳ ରୋକ

ନୂଆଦିଲ୍ଲୀ : ସଂସଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଭିଭାଷଣକୁ ତାତି ଉଠିଛନ୍ତି କୃଷକ ସଙ୍ଗଠନ । ପ୍ରଧାନମନ୍ତ୍ରୀ କୃଷି ଆଇନ୍‌କୁ ବିକଳ୍ପ ଏବଂ ଅନିବାର୍ଯ୍ୟ ନୁହେଁ ବୋଲି ସଂସଦରେ କହିଥିଲେ । ଆଶ୍ୱାସନା ଦେଇ ମୋଦି କହିଥିଲେ ଯେ, କେନ୍ଦ୍ର ସରକାର କୃଷି ଆଇନ୍‌କୁ ନେଇ କୃଷକମାନେ…

ପାଙ୍ଗୋଙ୍ଗରୁ ସୈନ୍ୟ ପ୍ରତ୍ୟାହାର ଆରମ୍ଭ କଲେ ଭାରତ-ଚୀନ୍ : ଚୀନ୍‌ ପ୍ରତିରକ୍ଷା ମନ୍ତ୍ରାଳୟ

ନୂଆଦିଲ୍ଲୀ : ପାଙ୍ଗୋଙ୍ଗ ହ୍ରଦର ଉତ୍ତର ଓ ଦକ୍ଷିଣ କୂଳରୁ ଭାରତ ଏବଂ ଚୀନ୍‌ ସୈନ୍ୟ ପ୍ରତ୍ୟାହାର ଆରମ୍ଭ କରିଛନ୍ତି ବୋଲି ଚୀନ୍‌ ପ୍ରତିରକ୍ଷା ମନ୍ତ୍ରାଳୟ ମୁଖପାତ୍ର କହିଛନ୍ତି। ତେବେ, ଚୀନ୍‌ ପ୍ରତିରକ୍ଷା ମନ୍ତ୍ରାଳୟ ମୁଖପାତ୍ର କର୍ଣ୍ଣେଲ ୱୁ କିଆନଙ୍କ ବିବୃତ୍ତି ଉପରେ ଏପର୍ଯ୍ୟନ୍ତ କୌଣସି…

ଆଉ ରବିବାର ବନ୍ଦ ରହିବନି ଶ୍ରୀମନ୍ଦିର

ପୁରୀ: କରୋନା ସଂକ୍ରମଣର ଭୟ ରହୁଥିବାରୁ ପ୍ରତି ରବିବାର ଶ୍ରୀମନ୍ଦିରକୁ ସାନିଟାଇଜ କରିବା ପାଇଁ ବନ୍ଦ ରଖାଯାଉଥିଲା । ତେବେ ଏଣିକି ଆଉ ରବିବାର ବନ୍ଦ ରହିବନି ଶ୍ରୀମନ୍ଦିର । ଶ୍ରଦ୍ଧାଳୁ ଜଗା ଦର୍ଶନ ସହ ଆନନ୍ଦବଜାରରେ ବସି ମହାପ୍ରସାଦ ଖାଇ ପାରିବେ । ଏ ନେଇ ଆଜି ସୂଚନା ଦେଇଛନ୍ତି…

କେନ୍ଦ୍ର ଓ ରାଜ୍ୟଗୁଡ଼ିକ ଉପରେ ଏୟାର ଇଣ୍ଡିଆର ବକେୟା ପଡ଼ିଛି ୪୯୮ କୋଟି ଟଙ୍କା

ନୂଆଦିଲ୍ଲୀ : ଭିଭିଆଇପିଙ୍କ ଯାତ୍ରା, ନିରାପତ୍ତା କାର୍ଯ୍ୟ, ବିଦେଶୀ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଯାତ୍ରା ବାବଦରେ କେନ୍ଦ୍ର ଓ ରାଜ୍ୟ ଉପରେ ଏୟାର ଇଣ୍ଡିଆର ବକେୟା ପଡିଛି ଟଙ୍କା । ୩୧ ଡିସେମ୍ବର ୨୦୨୦ ସୁଦ୍ଧା ଉଭୟ କେନ୍ଦ୍ର ଓ ବିଭିନ୍ନ ରାଜ୍ୟ ସରକାରଙ୍କ ଉପରେ ଏୟାର ଇଣ୍ଡିଆର ୪୯୮.୧୭ କୋଟି…

ରାଜ୍ୟରେ ସୁସ୍ଥ ହେଲେ ୮୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୮୧ ଜଣ କରୋନା ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ଖୋର୍ଦ୍ଧାରୁ ୧୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୦ ଜଣ, ବାଲେଶ୍ବରରୁ ୭ ଜଣ, ବରଗଡ଼ରୁ ୫ ଜଣ,…

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ତିନିଟି ପୁସ୍ତକର ଲୋକାର୍ପଣ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନବୀନ ନିବାସରେ ତିନିଟି ପୁସ୍ତକର ଲୋକାର୍ପଣ କରିଛନ୍ତି । ଏଥିମଧ୍ୟରେ ରହିଛି ସହକାରୀ ଆୟକର ଆୟୁକ୍ତ ଶ୍ରୀ ଦୁର୍ଗାପ୍ରସାଦ ମହାପାତ୍ରଙ୍କ ଦୁଇଟି କବିତା ସଂକଳନ ‘ସଜ ତୁଳସୀ’ ଓ’ ଅସଜଡା ପାଖୁଡା’ । ଏହି ଦୁଇଟି କବିତା ସଙ୍କଳନରେ କବିସତ୍ତାର…

ପେପରଲେସ୍ ହେଲା RTO

ଭୁବନେଶ୍ୱର: ଗାଡ଼ି କାଗଜପତ୍ର ପାଇଁ ଆଉ ଧାଇଁବାକୁ ପଡ଼ିବନି ଆରଟିଓ କାର୍ଯ୍ୟାଳୟ । ଏଣିକି ଅନଲାଇନରେ ହେବ ସବୁ କାଗଜପତ୍ର କାମ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପରିବହନ ସେବା ସମ୍ପର୍କିତ ୯ ଗୋଟି ଅନଲାଇନ୍ ସେବାର ଶୁଭାରମ୍ଭ କରିଛନ୍ତି । ରାଜ୍ୟ ସରକାରଙ୍କ 5T କାର୍ଯ୍ୟକ୍ରମ ଅଧୀନରେ…

କୃଷି ଆଇନକୁ ନେଇ ଲୋକସଭାରେ କଂଗ୍ରେସ ଉପରେ ବର୍ଷିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଜବାବ ଆଜି ଲୋକସଭାରେ ରଖିଛନ୍ତି ପ୍ରଧାନମନ୍ତ୍ରୀ । ମୋଦି ମହାମାରୀ କରୋନାକୁ ମନେ ପକାଇ କଂଗ୍ରେସକୁ ଜୋରଦାର ଟାର୍ଗେଟ୍ କରିଛନ୍ତି । ମୋଦି କୃଷି ଆଇନକୁ ନେଇ ଐତିହାସିକ କହିଛନ୍ତି । କିନ୍ତୁ କଂଗ୍ରେସ କୃଷି ଆଇନକୁ ନେଇ…