Latest Odisha News

BREAKING NEWS

Browsing Category

ଫିଚର

୧୦୦ତମ ଟେଷ୍ଟରେ ରୁଟଙ୍କ ଶତକ: ଇଂଲଣ୍ଡ ୨୬୩/୩

ଚେନ୍ନାଇ: ଏଠାରେ ଆରମ୍ଭ ହୋଇଥିବା ଭାରତ-ଇଂଲଣ୍ଡ ପ୍ରଥମ କ୍ରିକେଟ ଟେଷ୍ଟରେ ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ଭ୍ରମଣକାରୀ ଦଳ ସୁବିଧାଜନକ ସ୍ଥିତିରେ ରହିଛି । କ୍ୟାରିୟରର ୧୦୦ତମ ଆନ୍ତର୍ଜାତୀୟ ଟେଷ୍ଟ ଖେଳୁଥିବା ଜୋ ରୁଟଙ୍କ ଚମତ୍କାର ଶତକ ବଳରେ ଇଂଲଣ୍ଡ ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ୩ ଉଇକେଟ…

ଭଲ ପ୍ରଦର୍ଶନ ପାଇଁ ଖେଳାଳିମାନଙ୍କୁ ଗୁରୁମନ୍ତ୍ର ଦେଲେ ଓଡିଶା ଏଫସି କୋଚ

ଭୁବନେଶ୍ୱର: ଇଣ୍ଡିଆନ ସୁପର ଲିଗ୍ ଫୁଟବଲରେ ଓଡିଶା ଏଫସି ପ୍ରଦର୍ଶନ ନୈରାଶ୍ୟଜନକ ଥିବା ବେଳେ କୋଚ ଷ୍ଟୁଆର୍ଟ ବାକ୍ସଟର ବିବାଦୀୟ ପରିସ୍ଥିତିରେ ବିଦା ହୋଇଛନ୍ତି । ଏହି ଘଡିସନ୍ଧି ମୂହର୍ତରେ ଗେରାଲ୍ଡ ପେୟଟନ କୋଚ ଦାୟିତ୍ୱ ପ୍ରଦାନ କରାଯାଇଛି । କଠିନ ପରିଶ୍ରମ, ସକାରାତ୍ମକ ପ୍ରଦର୍ଶନ ଏବଂ…

[ଭିଡିଓ] ନାଗାଲାଣ୍ଡ ଗାୟକ ଗାଇଲେ କିଶୋର ଦା’ଙ୍କ ବଙ୍ଗଳା ଗୀତ !

ଭୁବନେଶ୍ୱର: ଲିଜେଣ୍ଡାରି ସିଙ୍ଗର କିଶୋର କୁମାର । ଏହି ମହାନ ଗାୟକଙ୍କୁ କିଏ ବା ନ ଜାଣେ । ନିକଟରେ ବେଶ ନିଆରା ଅନ୍ଦାଜରେ କିଶୋର କୁମାରଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଜଣେ ନାଗାଲାଣ୍ଡ ଗାୟକ । ୧୯୫୮ରେ ବଙ୍ଗଳା ଭାଷାରେ ରିଲିଜ୍ ହୋଇଥିବା ଫିଲ୍ମ ଲୁକୋଚୁରିର ଏକ ଗୀତକୁ ନାଗାଲାଣ୍ଡ…

ଓଡିଶାର ଅନୀଲ ବହିଦାର ହେଲେ ବିଏଫଆଇର ଉପ ସଭାପତି, ଅଜୟ ସିଂ ସଭାପତି

ଭୁବନେଶ୍ୱର: ଓଡିଶାର ଅନୀଲ ବହିଦାରଙ୍କୁ ବକ୍ସିଂ ଫେଡେରେଶନ ଅଫ ଇଣ୍ଡିଆ(ବିଏଫଆଇ) ଉପ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ଗୁରୁଗାଁଓଠାରେ ଅନୁଷ୍ଠିତ ନିର୍ବାଚନରେ ଅଜୟ ସିଂ ସଭାପତି ଭାବେ ପୁନଃ ନିର୍ବାଚିତ ହୋଇଛନ୍ତି । ସ୍ପାଇଶ ଜେଟ ଏୟାରଲାଇନ୍ସର ଚେୟାରମ୍ୟାନ ଅଜୟ ୩୭-୨୭ ଭୋଟରେ ତାଙ୍କ…

ଟିକା ନେବେ ପୋଲିସ ଡିଜି, ସବୁ ଜିଲ୍ଲାପାଳ ଓ ଏସପି

ଭୁବନେଶ୍ୱର: କାଲିଠୁ ରାଜ୍ୟରେ ଆଗ ଧାଡ଼ିର କରୋନା ଯୋଦ୍ଧାଙ୍କ ଟିକାକରଣ ଆରମ୍ଭ ହେବ । ଟିକା ନେବେ ପୋଲିସ ଡିଜି । ସେହିପରି ସବୁ ଜିଲ୍ଲାର ଜିଲ୍ଲାପାଳ ଓ ଏସପି ବି ଟିକା ନେବେ । ଲୋକଙ୍କ ମନରେ ଆସ୍ଥା ପ୍ରକଟ କରିବା ପାଇଁ ବରିଷ୍ଠ ପ୍ରଶାସନିକ ଅଧିକାରୀ କୋଭିଡ୍ ଟିକା ନେବେ । ଏନେଇ ରାଜ୍ୟ…

କୋଟିଆକୁ ଆଦର୍ଶ ପଞ୍ଚାୟତ କରାଯିବ: ମୁଖ୍ୟମନ୍ତ୍ରୀ

କୋରାପୁଟ: କୋଟିଆରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୋଟ୍ ୧୮ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ ହୋଇଛି । ୧୩ କୋଟିର ପ୍ରକଳ୍ପ ଉଦ୍‌ଘାଟନ ଓ ୫ କୋଟି ଟଙ୍କାରେ ସେତୁ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ…

ଭଦ୍ରକ ଏସପି ଅଫିସ ଆଗରେ ମା’ ପୁଅଙ୍କ ଆତ୍ମାହୂତି ଉଦ୍ୟମ

ଭଦ୍ରକ : ଭଦ୍ରକ ଏସପି ଅଫିସ ଆଗରେ ମା’ ପୁଅଙ୍କ ଆତ୍ମାହୂତି ଉଦ୍ୟମ । ନ୍ୟାୟ ପାଇଁ ଭଦ୍ରକ ଗ୍ରାମାଞ୍ଚଳ ଥାନା ବେଲଦା ଗ୍ରାମର ଜ୍ୟୋସ୍ନାରାଣୀ ପାତ୍ର ଓ ପୁଅ ପଞ୍ଚାନନ ପାତ୍ର ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ଏକ ଜମି ଜମା ମାମଲାରେ କୋର୍ଟରୁ ଡିଗ୍ରୀ ପାଇଥିଲେ ଜ୍ୟୋସ୍ନାରାଣୀ । କିନ୍ତୁ…

ଆଜି ରାଜ୍ୟରୁ ୯୭ କରୋନା ପଜିଟିଭ୍, ୯ଟି ଜିଲ୍ଲାରୁ ନୂଆ ଆକ୍ରାନ୍ତ ଶୂନ

ଭୁବନେଶ୍ୱର: ରାଜ୍ୟରେ ଏବେ ଦୈନିକ ଶହେରୁ କମ୍ କରୋନା ସଂକ୍ରମିତ ହେଉଛନ୍ତି । ମହାମାରୀ ନିୟନ୍ତ୍ରଣକୁ ଆସୁଛି । ହଜାରେ ତଳକୁ ଖସିଛି କରୋନା ଆକ୍ଟିଭ୍ କେସ୍ । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୯୭ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୫୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି…

21Heroes2021: ତାଲିକାରେ ଆଇପିଏସ୍ ଅରୁଣ ବୋଥ୍ରା

ଭୁବନେଶ୍ୱର: ଆଇପିଏସ ଅରୁଣ ବୋଥ୍ରାଙ୍କୁ ସମ୍ମାନ । ଟ୍ରାନ୍ସଫରମେଟିଭ୍ ଅର୍ବାନ୍ ମୋବିଲିଟି ଇନିସିଏଟିଭ୍ ପକ୍ଷରୁ ପ୍ରକାଶିତ ୨୦୨୧ର ୨୧ ଜଣ ହିରୋଙ୍କ ଭିତରେ ସେ ସ୍ଥାନ ପାଇଛନ୍ତି । ଏହି ତାଲିକାରେ ଭାରତରୁ ସ୍ଥାନ ପାଇଥିବା ଦୁଇ ଜଣଙ୍କ ଭିତରେ ଅଛନ୍ତି ଓଏସଆରଟିସି ଅଧ୍ୟକ୍ଷ ତଥା କ୍ୟାପିଟାଲ୍…

ଗଛର ମୂଲ୍ୟାଙ୍କନ କଲେ ସୁପ୍ରିମକୋର୍ଟଙ୍କ ବିଶେଷଜ୍ଞ କମିଟି, ବର୍ଷକର ମୂଲ୍ୟ ୭୪୫୦୦ ଟଙ୍କା

ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଏକ ବିଶେଷଜ୍ଞ କମିଟି ଶୁକ୍ରବାର ଗଛର ମୂଲ୍ୟାଙ୍କନ କରିଛନ୍ତି । ଏହା ଅନୁସାରେ ବର୍ଷକର ଗଛର ମୂଲ୍ୟ ୭୪୫୦୦ ରଖାଯାଇଛି । ଯେତେ ବର୍ଷ ଗଛ ପୂରଣା ହେବ ସେହି ଅନୁସାରେ ୭୪୫୦୦ ଗୁଣନ କରାଯିବ । ଦେଶରେ ପ୍ରଥମ ଥର ପାଇଁ ଏ ଭଳି ମୂଲ୍ୟାଙ୍କନ…