Latest Odisha News

BREAKING NEWS

Browsing Category

ଫିଚର

ରାସ୍ତାକଡ଼ରେ ପଡ଼ିଛି ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ, ହତ୍ୟା ସନ୍ଦେହ

ଭୁବନେଶ୍ୱର: ଶରୀର ପଡ଼ିଛି । ମୁଣ୍ଡ ନାହିଁ । ରାସ୍ତାକଡ଼ରୁ ଉଦ୍ଧାର ହେଲା ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ ।     ଭୁବନେଶ୍ୱର ଚନ୍ଦକା ଥାନା ଅନ୍ତର୍ଗତ ଅନ୍ଧାରୁଆ ଦାସପୁର ରାସ୍ତାକଡରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମିଳିନି ମୃତ ମହିଳାଙ୍କ ପରିଚୟ । ରାସ୍ତା କଡ଼ରେ ଯାଆସ…

ଦେଶରେ ୧ଲକ୍ଷ ୫୫ହଜାର କରୋନା ଆକ୍ଟିଭ୍ କେସ୍, ମୃତ୍ୟୁସଂଖ୍ୟା ୧ଲକ୍ଷ ୫୪ହଜାର

ନୂଆଦିଲ୍ଲୀ: ଦେଶରେ କରୋନା କାୟା ଧୀରେ ଧୀରେ ଖସିବାରେ ଲାଗିଛି । ତ୍ୱରାନ୍ୱିତ ହୋଇଛି ଟିକାଦାନ ଅଭିଯାନ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୨ ହଜାର ୮୯୯ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧କୋଟି ୭ଲକ୍ଷ ୯୦ହଜାର ୧୮୩କୁ ବୃଦ୍ଧି ପାଇଛି । ଏହି ସମୟରେ କରୋନାରୁ…

କୃଷି ଆଇନକୁ ନେଇ ଏମିତି କଥା କହିଲା ଆମେରିକା

ନୂଆଦିଲ୍ଲୀ: ନୂଆ କୃଷି ଆଇନ ଓ କୃଷକଙ୍କ ଆନ୍ଦୋଳନକୁ ନେଇ ଏବେ ମହା ବିତର୍କ ଚାଲିଛି । ଚାଷୀଙ୍କ ଆନ୍ଦୋଳନ ଅନ୍ତର୍ଜାତୀୟ ପ୍ରସଙ୍ଗ ବି ପାଲଟିଛି । ରାଜରାସ୍ତାକୁ ସଂସଦ ଯାଏ ତମ୍ବି ତଫାନ ଚାଲିଥିବା ବେଳେ ସାମନାକୁ ଆସିଛି ଆମେରିକାର ମତ । କେନ୍ଦ୍ର ସରକାରଙ୍କୁ ସମର୍ଥନ ଦେଇଛି ଆମେରିକା ।…

ବ୍ରହ୍ମପୁର ଏସଡିଜେଏମଙ୍କ କୋର୍ଟରେ ଆଜି ହାଜର ହେବେ ବିଧାୟକ ପ୍ରଦୀପ ପାଣିଗ୍ରାହୀ

ବ୍ରହ୍ମପୁର: ଆଜି ବ୍ରହ୍ମପୁର ଏସଡିଜେଏମଙ୍କ କୋର୍ଟରେ ହାଜର ହେବେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ତାଙ୍କୁ କଡ଼ା ସୁରକ୍ଷା ଭିତରେ ଭୁବନେଶ୍ୱର ଝାରପଡ଼ା ଜେଲରୁ ନିଆଯିବ ବ୍ରହ୍ମପୁର । ଟାଟାରେ ନିଯୁକ୍ତି ନାଁରେ ଠକେଇ ମାମଲାରେ ତାଙ୍କୁ ରିମାଣ୍ଡରେ ନେଇପାରେ ଗୋଳନ୍ଥରା ଥାନା ପୋଲିସ…

ରେଳ ବଜେଟରେ ଓଡିଶାକୁ ୫୫୨୮ କୋଟି ଟଙ୍କା

ଭୁବନେଶ୍ୱର: ୨୦୨୧-୨୨ ରେଳ ବଜେଟରେ ଓଡ଼ିଶାକୁ ମିଳିଛି ୫ହଜାର ୫୨୮ କୋଟି ଟଙ୍କା । ଏହା ଭିତରେ ନୂଆ ରେଳପଥ, ଗେଜ୍ ପରିବର୍ତ୍ତନ ଓ ଦୋହରୀକରଣ ଭଳି ୩୯ଟି ପ୍ରକଳ୍ପ ରହିଛି । ଚଳିତ ବଜେଟରେ ଖୋର୍ଦ୍ଧା ରୋଡ୍-ବଲାଙ୍ଗିର ୨୮୯ କିଲୋମିଟର ରେଳପଥ ନିର୍ମାଣ ପାଇଁ ହଜାରେ ୫୦ ଲକ୍ଷ ଅନୁଦାନ ମିଳିଛି ।…

ଝରାଫୁଲ ଡେଥ ମିଷ୍ଟ୍ରି; ଶେଷଦିନ ରିମାଣ୍ଡରେ ରାକେଶ, ଆଜି ଖୋଲିପାରେ ସସପେନ୍ସ

ଯାଜପୁର: ବହୁ ଚର୍ଚ୍ଚିତ ରମାଦେବୀ ଛାତ୍ରୀ ଝରାଫୁଲ ମୃତ୍ୟୁ ଘଟଣାରେ ଆଜି ଖୋଲିବକି ସସପେନ୍ସ। ଘଟଣାକୁ ୮ ଦିନ ବିତି ଯାଇଥିଲେ ବି ଘଟଣାରେ ଏଯାଏଁ କୌଣସି ସ୍ପଷ୍ଟତା ଆସିନାହିଁ। ଝରାଫୁଲ ମୃତ୍ଯୁ ମାମଲାର ମୁଖ୍ଯ ଅଭିଯୁକ୍ତ ରାକେଶର ରିମାଣ୍ଡ ଅବଧି ମଧ୍ୟ ଆଜି ଶେଷ ହେଉଛି । ୩ ଦିନିଆ…

କୋରାପୁଟରୁ ଜବତ ହେଲା ୧୦ ଲକ୍ଷ ଟଙ୍କାର ଗଞ୍ଜେଇ 

କୋରାପୁଟ: କୋରାପୁଟ ଲମତାପୁଟରୁ ପୁଣି ଜବତ ହୋଇଛି ଗଞ୍ଜେଇ। ଗତ ରାତିରେ ପେଟ୍ରୋଲିଂ ରାତ୍ର ସମୟରେ ପ୍ରାୟ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିବାରେ ସଫଳ ହୋଇଛି ପୋଲିସ । ଏହା ସହ ଗୋଟିଏ ଟ୍ରାକ୍ଟର ଓ ଗୋଟିଏ ବୋଲେର ପିକପ ଭ୍ୟାନକୁ ମଧ୍ୟ ପୁଲିସ ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ପାର୍ସଲ୍‌ ଟ୍ରେନ ଧକ୍କାରେ ୨ ହାତୀ ମୃତ  

ରାଉରକେଲା: ରାଉରକେଲା ଠାରୁ ପ୍ରାୟ ୩୦ କିମି ଦୂରରେ ଅବସ୍ଥିତ ହାଓଡ଼ା-ମୁମ୍ବାଇ ରେଳମାର୍ଗର ନିକଟରେ ପାର୍ସଲ୍‌ ଟ୍ରେନ ଧକ୍କା ଦେବାରୁ ଦୁଇଟି ହାତୀଙ୍କର ମୃତ୍ୟୁ ଘଟିଛି। ହାତୀଙ୍କ ସହ ଧକ୍କାଖାଇବା ପରେ ଉକ୍ତ ପାର୍ସଲ୍‌ ଟ୍ରେନର ଦୁଇଟି ବଗି ଧାରଣାଚ୍ୟୁତ ହୋଇଯାଇଥିବା ସୂଚନା। ଗତକାଲି…

ଭାଉଜକୁ ଶିଳପୁଆରେ ଛେଚି ହତ୍ୟା କଲା ଦିଅର

ଅନୁଗୁଳ : ଅନୁଗୁଳ ସଦର ଥାନା ସୁସୁଡା ଗାଁରେ ଅଭାବନୀୟ ଘଟଣା । ଭାଉଜକୁ ଶିଳପୁଆରେ ଛେଚି ହତ୍ୟା କଲା ଦିଅର । ଏହା ପରେ ଅଭିଯୁକ୍ତ ସୁବାସ ଭୋଇ ଅନୁଗୁଳ ଥାନାରେ ଆତ୍ମସମର୍ପଣ କରିଛି । ସୂଚନା ଅନୁସାରେ ସୁସୁଡା ସ୍କୁଲ ସମ୍ମୁଖରେ ରହୁଥିବା ସଙ୍ଗୀତା ଭୋଇଙ୍କ ସ୍ୱାମୀ ନୀଳମଣି ବ।।ହାରକୁ କାମ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସେଲ୍‌ର ଅଧ୍ୟକ୍ଷ

ଭୁବନେଶ୍ୱର: ଷ୍ଟିଲ ଅଥରିଟି ଅଫ୍ ଇଣ୍ଡିଆ ଲିମିଟେଡର ଅଧ୍ୟକ୍ଷ ସୋମା ମଣ୍ଡଳ ଆଜି ସନ୍ଧ୍ୟାରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ଦୁହିଁଙ୍କ ମଧ୍ୟରେ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ ଜିଲ୍ଲାରେ ସେଲ୍ ଅଧିକରୁ ଅଧିକ ସିଏସଆର କାର୍ଯ୍ୟକ୍ରମ କରିବା…