Latest Odisha News

BREAKING NEWS

Browsing Category

ଫିଚର

ବିଧାନସଭାର ଶୀତକାଳୀନ ଅଧିବେଶନ: ଶୋକପ୍ରସ୍ତାବ ପରେ ଆସନ୍ତାକାଲି ଯାଏ ଗୃହ ମୁଲତବି

ଭୁବନେଶ୍ୱର: ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବା ପରେ ଶୋକପ୍ରସ୍ତାବ ଆଗତ ହୋଇଥିଲା । ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିବଙ୍ଗତ ନେତା ମହେଶ୍ୱର ମହାନ୍ତିଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ମୁଖ୍ୟମନ୍ତ୍ରୀ ଆଣିବା ପରେ ବିରୋଧୀ ଏହାକୁ ସମର୍ଥନ…

ଲଶ୍କର ଇ ତୋଇବାକୁ ଆତଙ୍କବାଦୀ ସଂଗଠନ ଭାବେ ଘୋଷଣା କଲା ଇସ୍ରାଏଲ

ତେଲ ଅଭୀଭ: ଇସ୍ରାଏଲ ଓ ହମାସ ଯୁଦ୍ଧ ୪୫ ଦିନରୁ ଊର୍ଦ୍ଧ୍ୱ ସମୟ ହୋଇଗଲାଣି । ଗାଜା ଉପରେ ଇସ୍ରାଏଲ ଆକ୍ରମଣ ଯୋଗୁ ଏହା ଏବେ ଧିରେ ଧିରେ ଶ୍ମଶାନରେ ପରିଣତ ହେବାରେ ଲାଗିଛି । ଇତି ମଧ୍ୟରେ ଭାରତରେ ୨୬ ନଭେମ୍ବର ୨୦୦୮ରେ ଲଶ୍ମର ଇ ତୋଇବା ଆତଙ୍କବାଦୀ ଆକ୍ରମଣ କରିଥିଲା । ୧୦ରୁ ଊର୍ଦ୍ଧ୍ୱ…

ମେଡିକାଲ ସାଇନ୍ସର ଚମତ୍କାରିତା: ସନ୍ତାନ ଜନ୍ମ ଦେଲେ ସମଲିଙ୍ଗୀ ଦମ୍ପତି, ଦୁଇଟି ଗର୍ଭରେ ବଢିଲା ଗୋଟିଏ ସନ୍ତାନ

ଲଣ୍ଡନ:ମେଡିକାଲ ସାଇନ୍ସର ଚମତ୍କାରିତା । ଅସମ୍ଭବକୁ ସମ୍ଭବ କରି ଦେଖାଇଲା ବିଜ୍ଞାନ । ବ୍ରିଟେନର ଏକ ଲେସବିୟାନ ଦମ୍ପତି ମା-ବାପା ହୋଇଛନ୍ତି । ଉଭୟ ଏକ ଶିଶୁସନ୍ତାନକୁ ଜନ୍ମ ଦେଇଛନ୍ତି । ୩୦ ବର୍ଷୀୟ ଏଷ୍ଟେଫାନିଆ ଏବଂ ୨୭ ବର୍ଷୀୟ ଅଜହାରା ଅକ୍ଟୋବରରେ ତାଙ୍କର ପୁତ୍ର ସନ୍ତାନ ଡେରେକ…

ଶାହାରୁଖଙ୍କ ଘୁଘୁଂଡିରେ ବ୍ୟତୀବ୍ୟସ୍ତ ହୋଇ ପଡିଥିଲେ ସଲମାନ

ମୁମ୍ବାଇ: ଦୀର୍ଘ ଦିନର ଅଶାନ୍ତି ପରେ ଧିରେ ଧିରେ ଶାହାରୁଖ ଖାଁ ଓ ସଲମାନ ଖାଁଙ୍କ ବନ୍ଧୁତା ମଜଭୁତ ହେବାରେ ଲାଗିଛି । ପଠାନ, ଟାଇଗର ୩ରେ ଉଭୟ ଏକତ୍ର ଅଭିନୟ କରି ଦର୍ଶକଙ୍କୁ ବାନ୍ଧି ରଖିବାରେ ସଫଳ ହୋଇଛନ୍ତି । ଏହି ଅବସରରେ କରନ ଅର୍ଜୁନ ଫିଲ୍ମ ଶୁଟିଂ ଅବସରର ଏକ ମଜାଦାର ଘଟଣା ସଲମାନ…

ଜନ୍ମମାଟିରେ ରାଷ୍ଟ୍ରପତିଙ୍କ ୨ୟ ଦିନ: ପାହାଡପୁରରେ ସ୍ୱର୍ଗତ ଶ୍ୟାମଚରଣ ମୁର୍ମୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ…

ବାରିପଦା :ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତର ଆଜି ୨ୟ ଦିନ । ଆଜି ପାହାଡପୁର ଓ ରାଇରଙ୍ଗପୁରରେ ରାଷ୍ଟ୍ରପତି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ଏହି ଅବସରରେ ରାଷ୍ଟ୍ରପତି ଆଜି ନିଜ ବାସଭବନରୁ ବାହାରି ପାହାଡପୁରରେ ପହଞ୍ଚିଛନ୍ତି । ପାହାଡପୁରର ମୁର୍ମୁ ଛକରେ ସ୍ୱାମୀ ତଥା ସ୍ୱର୍ଗତ…

ଆଜି ପବିତ୍ର ଅଁଳା ନବମୀ : ସାକ୍ଷୀଗୋପାଳରେ ଓଡିଆଣୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀରାଧା

ପୁରୀ : ଆଜି ପବିତ୍ର ଅଁଳାନବମୀ  । ରାଧାପାଦ ଦର୍ଶନ ଲାଗି ପୁରୀ ଜିଲ୍ଲା ସାକ୍ଷୀଗୋପାଳର ସାକ୍ଷୀଗୋପୀନାଥ ମନ୍ଦିରରେ ପ୍ରବଳ ଭକ୍ତଙ୍କ ସମାଗମ ହୋଇଛି । ନୀତିକାନ୍ତି ସରିବା ପରେ ଭୋର୍ ୫ଟାରୁ ଭକ୍ତମାନେ ଧାଡି ବାନ୍ଧି ରାଧା ପାଦ ଦର୍ଶନ କରୁଛନ୍ତି । ବିଶ୍ବାସ ରହିଛି ଏହି ଦିନ ରାଧା ପାଦ…

ବିରୋଧୀ, ସରକାରଙ୍କ ରଣନୀତି ପ୍ରସ୍ତୁତ: ଆଜିଠୁ ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର: ବିଧାନସଭାର ଶୀତ ଅଧିବେଶନ ଆଜିଠୁ ଆରମ୍ଭ ହୋଇ ଆସନ୍ତା ଡିସେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହାକୁ ନେଇ ରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଆଗାମୀ ନିର୍ବାଚନ ପୂର୍ବରୁ ଏହା ବିଧାନସଭାର ଶେଷ ପୂର୍ଣ୍ଣାଙ୍ଗ ଅଧିବେଶନ ହେବ ।…

ବାପା-ମା’ଙ୍କ ଚାପ ଛାତ୍ର ଆତ୍ମହତ୍ୟାର ଅନ୍ୟତମ କାରଣ-ସୁପ୍ରିମକୋର୍ଟ

ନୂଆଦିଲ୍ଲୀ:ଦେଶରେ ବୃଦ୍ଧି ପାଉଥିବା ଆତ୍ମହତ୍ୟା ଏକ ଚିନ୍ତାର କାରଣ ହୋଇଛି । ବିଶେଷକରି ଛାତ୍ର ଆତ୍ମହତ୍ୟାକୁ ନେଇ ସାରା ଦେଶରେ ଏବେ ଚର୍ଚ୍ଚା । ଏହି ପରିପ୍ରେକ୍ଷୀରେ  ଉଚ୍ଚତମ ନ୍ୟାୟାଳୟ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି । ଦେଶରେ ବୃଦ୍ଧି ପାଉଥିବା ଛାତ୍ରଛାତ୍ରୀଙ୍କ…

୯ ଦିନ ପରେ ରନ୍ଧାଖାଦ୍ୟ ଖାଇଲେ ଉତ୍ତରକାଶୀ ଟନେଲରେ ଫସିଥିବା ଶ୍ରମିକ, ୧୦ମ ଦିନରେ ସାମ୍ନାକୁ ଆସିଲା ଭିତରର ଦୃଶ୍ୟ

ଉତ୍ତରକାଶୀ: ଉତ୍ତରକାଶୀର ସିଲକ୍ୟାରା ଟନେଲରେ ଫସି ରହିଥିବା ୪୧ ଶ୍ରମିକଙ୍କ ବିଷୟରେ ଆସିଲା ଆଶ୍ୱସ୍ତିର ଖବର । ଫସି ରହିଥିବା ଶ୍ରମିକଙ୍କୁ ପ୍ରଥମ ଥର ପାଇଁ ଯୋଗାଇ ଦିଆ ଯାଇଛି ରନ୍ଧାଖାଦ୍ୟ । ପାଇପ ସାହାଯ୍ୟରେ ସେମାନଙ୍କ ପାଖରେ ଏହି ଖାଦ୍ୟ ପହଞ୍ଚାଇବାରେ ସଫଳ ହୋଇଛନ୍ତି ଉଦ୍ଧାରକାରୀ ଟିମ…

ବନାରସ-ସମ୍ବଲପୁର ଦ୍ୱି-ସାପ୍ତାହିକ ଏକ୍ସପ୍ରେସର ବିଶାଖାପାଟନମ୍ ପର୍ଯ୍ୟନ୍ତ ସମ୍ପ୍ରସାରଣ, ଉଦଘାଟନ କଲେ ଦୁଇ…

ଭୁବନେଶ୍ୱର: ରେଳ ବିଭାଗ ପ୍ରତି ଲୋକଙ୍କ ଆସ୍ଥାଭାଜନ ହୋଇଛି । ଆଗାମୀ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ରେଳ କ୍ଷେତ୍ର ଓଡ଼ିଶାର କାୟାକଳ୍ପ କରିବା ସହ ‘ପୂର୍ବୋଦୟ’ର ପ୍ରମୁଖ ମାଧ୍ୟମ ହେବ ବୋଲି ସୋମବାର ସମ୍ବଲପୁର ରେଳ ଷ୍ଟେସନରେ କେନ୍ଦ୍ର ରେଳ, ଯୋଗାଯୋଗ,…