Latest Odisha News

BREAKING NEWS

Browsing Category

ଫିଚର

ମାହାଙ୍ଗା ଡବଲ ମର୍ଡର ମାମଲା: ମୁଖ୍ୟ ଅଭିଯୁକ୍ତର ସନ୍ଦେହଜନକ ମୃତ୍ୟୁ

କଟକ: ମାହାଙ୍ଗା ଡବଲ ମର୍ଡର ଓ ୨୦୧୮ ବିକାଶ ଜେନା ହତ୍ୟା ମାମଲାର ଅଭିଯୁକ୍ତ ପ୍ରଫୁଲ୍ଲ ବିଶ୍ୱାଳଙ୍କର ସନ୍ଦେହଜନକ ମୃତ୍ୟୁ ହୋଇଛି । ଟାଙ୍ଗୀ ଥାନା ଗୋବିନ୍ଦପୁର ଅଞ୍ଚଳରୁ ପ୍ରଫୁଲ୍ଲଙ୍କ ମୃତଦେହ ଉଦ୍ଧାର ହୋଇଛି । କଣ୍ଟେନର ତଳୁ ଉଦ୍ଧାର ହୋଇଛି ମୃତଦେହ । ଟ୍ରକ ଚାପାରେ ପ୍ରଫୁଲ୍ଲ ବିଶ୍ୱାଳଙ୍କ…

ଦେଶରେ ଆଉ ୧୧ ହଜାର ୭୧୩ କରୋନା ସଂକ୍ରମିତ ଚିହ୍ନଟ, ଟିକା ନେଲେଣି ୫୪ ଲକ୍ଷ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି । ଅନ୍ୟପଟେ ଜାରି ରହିଛି କୋଭିଡ୍ ଟିକାକରଣ । ଗତ ୨୪ ଘଣ୍ଟାରେ ଦେଶରେ ୧୧ ହଜାର ୭୧୩ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୯୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୪ ହଜାର ୪୮୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏବେ ଦେଶରେ…

ଟିକା ନେଲେ ପୋଲିସ ଡିଜି ଅଭୟ ଓ ବରିଷ୍ଠ ପ୍ରଶାସନିକ ଅଧିକାରୀ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କୋଭିଡ୍ ଟିକାକରଣ । ଆଜି ଟିକା ନେଇଛନ୍ତି ପୋଲିସ ଡିଜି ଅଭୟ । ସେ କଟକ ଇନଡୋର ଷ୍ଟାଡିୟମରେ ଟିକା ନେଇଛନ୍ତି । ଟିକାକରଣ ଅଭିଯାନକୁ ସଫଳ କରିବା ପାଇଁ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି ପୋଲିସ ଡିଜି । Sri Abhay, @DGPOdisha was the first…

ଦିଲ୍ଲୀ ସୀମାରେ ପୋଲିସ ଛାଉଣୀ, ୫୦ହଜାର ସୁରକ୍ଷାକର୍ମୀ ନିୟୋଜିତ

ନୂଆଦିଲ୍ଲୀ: ତୀବ୍ର ହେଉଛି ଚାଷୀ ଆନ୍ଦୋଳନ । ନୂଆ କୃଷି ଆଇନକୁ ବିରୋଧ କରି ଆଜି ସାରା ଦେଶରେ କୃଷକଙ୍କ ଚକାଜାମ । ଦିନ ୧୨ଟାରୁ ଅପରାହ୍‌ଣ ୩ ଯାଏ ୩ ଘଣ୍ଟିଆ ଚକାଜାମ କରିବେ ଚାଷୀ । ଏଥିପାଇଁ ଦିଲ୍ଲୀ ସୀମାରେ ପୋଲିସ ଛାଉଣୀ । ଆଇନଶୃଙ୍ଖଳା ସ୍ଥିତିକୁ ଦୃଷ୍ଟିରେ ରଖି ୫୦ ହଜାର ପୋଲିସ,…

ରାଜ୍ୟରେ ଆଉ ୪ ଦିନ ଜାରି ରହିବ ଶୀତ ଲହରୀ, ୨ରୁ ୪ ଡିଗ୍ରୀ ଯାଏ ଖସିବ ରାତି ତାପମାତ୍ରା

ଭୁବନେଶ୍ୱର: ଆସନ୍ତା ୪ ଦିନ ଯାଏ ରାଜ୍ୟରେ ଶୀତ ଲହରୀ ଜାରି ରହିବ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ୧୦ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ଲହରୀ ଜାରି ରହିବ । ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ଯାଏ ଖସିବା ନେଇ ପାଣିପାଗ ବିଭାଗ ଆକଳନ କରିଛି ।…

ଟିକା ନେଲେ ଗଞ୍ଜାମ ଜିଲ୍ଲାପାଳ ଓ ଏସପି

ବ୍ରହ୍ମପୁର: ଆଜିଠୁ ରାଜ୍ୟରେ ଆଗ ଧାଡ଼ିର କରୋନା ଯୋଦ୍ଧାଙ୍କୁ ଆରମ୍ଭ ହୋଇଛି ଟିକାକରଣ । ଗଞ୍ଜାମରେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହୋଇଥିବା ବେଳେ ଆଜି ଟିକା ନେଇଛନ୍ତି ଜିଲ୍ଲାପାଳ ଓ ଏସପି। ଛତ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଓ ଏସପି ବ୍ରିଜେସ…

 ପୁରୀ ଜିଲ୍ଲା କଣାସ ବ୍ଲକରେ ଭୋଜି ଖାଇ ଶତାଧିକ ଅସୁସ୍ଥ

କଣାସ(ପୁରୀ): ଭୋଜି ଖାଇ ଶତାଧିକ ଅସୁସ୍ଥ । ପୁରୀ ଜିଲ୍ଲା କଣାସ ବ୍ଲକରେ ଏହି ଘଟଣା ଘଟିଛି । ଭୋଜି ଖାଇ ପାଖାପାଖି ଶହେରୁ ଅଧିକ ଲୋକ ଅସୁସ୍ଥ ହୋଇଥିବା ସୂଚନା ମିଳିଛି । ସେମାନଙ୍କୁ କଣାସ ମେଡିକାଲରେ ଭର୍ତ୍ତି କରାଯାଇଛି । ଗତକାଲି ଏକ ବିବାହ ଭୋଜି ହୋଇଥିଲା । ଗାଁର ଅଧିକାଂସ ଲୋକ ସେଠାରେ…

ଆଜିଠୁ ରାଜ୍ୟରେ ସମ୍ମୁଖ ଯୋଦ୍ଧାଙ୍କୁ ଦିଆଯିବ କରୋନା ଭ୍ୟାକ୍ସିନ୍

ଭୁବନେଶ୍ୱର: ସ୍ୱାସ୍ଥ୍ୟକର୍ମୀଙ୍କ ପରେ ଆଜିଠୁ ଆଗଧାଡ଼ିର ଯୋଦ୍ଧାଙ୍କୁ କୋଭିଡ୍ ଭ୍ୟାକ୍ସିନ୍ ଦିଆଯିବ । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଡାଟାବେସ୍ ପ୍ରସ୍ତୁତ କରାଯାଇଛି । ସବୁ ଜିଲ୍ଲାପାଳ, ପୋଲିସ ବିଭାଗର ବରିଷ୍ଠ ଅଧିକାରୀ ଓ ଜିଲ୍ଲାର ଏସପିମାନେ କୋଭିଡ୍ ଟିକା ନେବେ । ଲୋକଙ୍କ ମଧ୍ୟରେ…

ଚାଷୀଙ୍କ ଚକା ଜାମ୍ ଡାକରା, ଦିଲ୍ଲୀ ସୀମାରେ ପୋଲିସ ସହ ଅର୍ଦ୍ଧ ସାମରିକ ବଳ ମୁତୟନ

ନୂଆଦିଲ୍ଲୀ: କୃଷି ଆଇନ୍ ବିରୋଧରେ କୃଷକଙ୍କ ଆନ୍ଦୋଳନ ଜାରି ରହିଛି । କୃଷକ ଆଜି ଦିନ ୧୨ଟାରୁ ଅପରାହ୍ଣ ୩ଟା ଯାଏ ଦେଶବ୍ୟାପୀ ଚକା ଜାମ୍ ଡାକରା ଦେଇଛନ୍ତି । ତେବେ, ଦିଲ୍ଲୀ-ଏନସିଆରରେ ଚକା ଜାମ୍ କରାଯିବ ନାହିଁ ବୋଲି କୃଷକ ନେତା କହିଛନ୍ତି । ତଥାପି ଦିଲ୍ଲୀ ପୋଲିସ ଆଲର୍ଟରେ ରହିଛି ।…

କୋରାପୁଟରୁ ମାଓବାଦୀ ପୋତିଥିବା ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ : କୋରାପୁଟ ସୁରେଶି ନିକଟରୁ ଜବତ ହୋଇଛି ମାଓବାଦୀ ପୋତିଥିବା ଅସ୍ତ୍ରଶସ୍ତ୍ର । ଡିଭିଏଫ ଏବଂ ବିଡିଡି ସ୍ବାଡ ନାରାୟଣପାଟଣା ଥାନା ଅଞ୍ଚଳରୁ ଏସବୁ ଅସ୍ତ୍ରଶସ୍ତ୍ର ଜବତ କରିଛନ୍ତି । ଜବତ ହୋଇଥିବା ଅସ୍ତ୍ରଶସ୍ତ୍ର ମଧ୍ୟରେ ୬ଟି ଏସବିଏମ୍ଏଲ, ୫୦ଟି ଜିଲେଟିନ ଷ୍ଟିକ, ୨୦୫ଟି ଲୁହା…