Latest Odisha News

BREAKING NEWS

Browsing Category

ଫିଚର

ନାସା ଯିବେ ଓଡ଼ିଶାର ୧୦ ଜଣ ଛାତ୍ରଛାତ୍ରୀ

କଟକ : ରାଜ୍ୟ ପାଇଁ ଗୌରବ ଆଣିଲେ ୧୦ ଜଣ ଛାତ୍ରଛାତ୍ରୀ । ନାସା ଯିବେ ଓଡ଼ିଶାର ବଛାବଛା ୧୦ ଜଣ ଛାତ୍ରଛାତ୍ରୀ । ନିଜ ହାତ ତିଆରି ରୋବର୍ଟକୁ ଉପସ୍ଥାପନା କରିବା ସହିତ ନାସାରେ ଦେଖାଇବେ କମାଲ । ସାରା ବିଶ୍ବରେ ୮୭ଟି ଟିମ ଭାଗ ନେଉଥିବା ବେଳେ ପ୍ରଥମ କରି ଓଡ଼ିଶାରୁ ଏଭଳି ଏକ ଟିମ ନାସା…

ଆରଆଇଙ୍କ ଘରେ ଆଉ ଥରେ ଭିଜିଲାନ୍ସ ରେଡ୍

ପୁରୀ : ପୁରୀର ଆରଆଇ ବସନ୍ତ ମହାନ୍ତିଙ୍କର ଆଉ ଏକ ଘରେ ରେଡ୍ କରିଛି ଭିଜିଲାନ୍ସ । ପୂର୍ବରୁ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବସନ୍ତଙ୍କ ଘରେ ଚଢ଼ାଉ କରିଥିଲା ଭିଜିଲାନ୍ସ । ବସନ୍ତଙ୍କ ଘରୁ ଦେଢ଼ କୋଟିରୁ ଅଧିକ ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ । ପୂର୍ବରୁ ବସନ୍ତଙ୍କ ପୁରୀ…

ଚାଷୀଙ୍କ ଚକା ଜାମକୁ ସମର୍ଥନ ଜଣାଇ ରାଜରାସ୍ତାକୁ ଓହ୍ଲାଇବ ରାଜ୍ୟ କଂଗ୍ରେସ

ଭୁବନେଶ୍ବର: ଚାଷୀ ସଂଗଠନର ଦେଶବ୍ୟାପୀ ଚକା ଜାମ୍ ଆନ୍ଦୋଳନକୁ ସମର୍ଥନ ଜଣାଇଲା ଏଆଇସିସି । ଫଳରେ ଚାଷୀମାନଙ୍କର ଏହି ଆନ୍ଦୋଳନକୁ ସମର୍ଥନ ଜଣାଇ ରାଜରାସ୍ତାକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛି ରାଜ୍ୟ କଂଗ୍ରେସ । ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଉପସ୍ଥିତିରେ ଦଳ ପକ୍ଷରୁ ଏଭଳି…

ୟୁପିଏସସି ପରୀକ୍ଷାର୍ଥୀଙ୍କୁ ମିଳିବ ଆଉ ଏକ ସୁଯୋଗ

ନୂଆଦିଲ୍ଲୀ : ୟୁପିଏସସି ଆଶାୟୀଙ୍କୁ ମିଳିବ ଆଉ ଏକ ସୁଯୋଗ । ଗତ ବର୍ଷ କରୋନା କାରଣରୁ ୟୁପିଏସସି ପରୀକ୍ଷା ଦେବାରୁ ବଞ୍ଚିତ ହୋଇଥିବା ଆଶାୟୀଙ୍କୁ ମିଳିବ ଆଉ ଏକ ସୁଯୋଗ । ଯେଉଁମାନଙ୍କ ପାଇଁ ୨୦୨୦ ମସିହାର ୟୁପିଏସସି ପରୀକ୍ଷା ଶେଷ ସୁଯୋଗ ଥିଲା, ସେମାନେ ଆଉ ଏକ ସୁଯୋଗ ପାଇବେ । ଏ ନେଇ…

ଆସନ୍ତାକାଲିଠୁ ଆଗ ଧାଡ଼ିର କରୋନା ଯୋଦ୍ଧାଙ୍କୁ ଦିଆଯିବ ଟିକା

ଭୁବନେଶ୍ବର : ଆସନ୍ତାକାଲିଠୁ ରାଜ୍ୟରେ ଆଗ ଧାଡ଼ିର କରୋନା ଯୋଦ୍ଧାଙ୍କୁ ଦିଆଯିବ ଟିକା । ସାରା ରାଜ୍ୟରେ ପୋଲିସଙ୍କୁ ଦିଆଯିବ କରୋନା ଟିକା । ପ୍ରଥମେ ପୋଲିସ ଡିଜି ଅଭୟ ଟିକା ନେବେ । ଏହାପରେ ଅନ୍ୟ ବରିଷ୍ଠ ପୋଲିସ ଓ ହୋମ୍‌ଗାର୍ଡଙ୍କୁ କରୋନା ଭ୍ୟାକ୍ସିନ ଦିଆଯିବ । ଭୁବନେଶ୍ବରରେ…

ଆଇଟା ୧୬ ବର୍ଷରୁ କମ୍‌ରେ କମାଲ କଲେ ଓଡିଆ ପୁଅ ଦେବାଶୀଷ

ଭୁବନେଶ୍ୱର: ଅଲ ଇଣ୍ଡିଆ ଟେନିସ ଆସୋସିଏଶନ(ଆଇଟା) ୧୬ ବର୍ଷରୁ କମ୍ ବିଭାଗରେ କମାଲ କରିଛନ୍ତି ଓଡିଆ ପୁଅ ଦେବାଶୀଷ ସାହୁ । ବାଳକ ଡବଲ୍ସ ବିଭାଗରେ ଦେବାଶୀଷ ଓ କର୍ଣ୍ଣାଟକ କ୍ରିଶ ଅଜୟ ତ୍ୟାଗୀ ଯୋଡି ଟାଇଟଲ ହାସଲ କରିଥିଲେ । ଅଜୟଙ୍କ ଏହା ପ୍ରଥମ ଆଇଟା ଟାଇଟଲ । ଦେବାଶୀଷ-କ୍ରିଶ ଫାଇନାଲରେ ଟପ…

୨୦୨୧ ଆଇପିଏଲ ନିଲାମରେ ସାମିଲ ହେବେ ୧୦୯୭ ଖେଳାଳି

ମୁମ୍ବାଇ: ଇଣ୍ଡିଆନ ପ୍ରିମିୟର ଲିଗର ୨୦୨୧ ସଂସ୍କରଣ ପାଇଁ ହେବାକୁ ଥିବା ମିନି ଅକ୍ସନରେ ୧୦୯୭ ଖେଳାଳି ନାମ ସାମିଲ ହେବ । ଏଥିରେ ୨୮୩ ବିଦେଶୀ ଖେଳାଳି ରହିଛନ୍ତି । ଆଇପିଏଲ ନିଲାମରେ ସାମିଲ ହେବାର ଶେଷ ତାରିଖ ଥିଲା ଫେବୃୟାରୀ ୪ । ୨୦୭ କ୍ୟାପଡ, ୮୬୩ ଅନକ୍ୟାପଡ ଓ ୨୭ ଆସୋସିଏଟ ଦେଶର…

ଦିଲ୍ଲୀ ବିମାନବନ୍ଦରରୁ ଧରା ପଡିଲା ଜୈଶ-ଇ-ମହମ୍ମଦର ଆତଙ୍କବାଦୀ

ଶ୍ରୀନଗର:ଦିଲ୍ଲୀ ବିମାନବନ୍ଦରରୁ ସ୍ଥାନୀୟ ପୋଲିସ ଜୈଶ-ଇ-ମହମ୍ମଦର ଜଣେ ଆତଙ୍କବାଦୀକୁ ଗିରଫ କରିବାରେ ସଫଳ ହୋଇଛି । ମୁନୀବ ଅହମ୍ମଦ ସୋଫି ନାମକ ଏହି ଆତଙ୍କବାଦୀ ଜମ୍ମୁ-କଶ୍ମୀରର ବିଜବେହାଡାରେ ବାସିନ୍ଦା । ସେ ପାକିସ୍ତାନ ଆତଙ୍କବାଦୀ ୱାଲେଦ ଭାଇଙ୍କ ପାଇଁ କାମ କରୁଥିଲେ । ୨୦୨୦ରେ ଆଇଇଡି…

ମମତାଙ୍କ ଭାଇ ଧରିବେ ପଦ୍ମ

କୋଲକାତା:ପଶ୍ଚିମବଙ୍ଗ ନିର୍ବାଚନ ଜିତିବା ପାଇଁ ବିଜେପି ସମସ୍ତ ପ୍ରକାର ଉଦ୍ୟମ ଜାରି ରଖିଛି । ଖବର ମୁତାବକ ମମତା ବାନାର୍ଜୀଙ୍କ ଭାଇ କାର୍ତିକ ବାନାର୍ଜୀ ବିଜେପିରେ ମିଶିବାକୁ ଯାଉଛନ୍ତି । ଟିଏମସି ପୂର୍ବତନ ବରିଷ୍ଠ ନେତା ଶୁଭେନ୍ଦୁ ଅଧିକାରୀ ବିଜେପିରେ ମିଶିବା ପରେ କହିଥିଲେ, ମମତାଙ୍କ…

ଏୟାରଫୋର୍ସ ପାଇଁ ଟାଟା-ଏୟାରବସ ମିଳିତ ଭାବେ ନିର୍ମାଣ କରିବେ ଟ୍ରାନ୍ସପୋର୍ଟର ଏୟାରବସ

ନୂଆଦିଲ୍ଲୀ: ସରକାରଙ୍କ ମେକ ଇନ ଇଣ୍ଡିଆ ଓ ଆତ୍ମନିର୍ଭର ଭାରତ ଅଭିଯାନକୁ ମଜଭୁତ କରିବା ପାଇଁ ଶୁକ୍ରବାର ବଡ ପଦକ୍ଷେପ ଗ୍ରହଣ କରିଛି । ଭାରତୀୟ ଏୟାରଫୋର୍ସ ପାଇଁ ଟାଟା ଏବଂ ଏୟାରବସ ମିଳିତ ଭାବେ ଟ୍ରାନ୍ସପୋର୍ଟର ଏୟାରବେସ୍ ସି-୨୯୫ ନିର୍ମାଣ କରିବେ । ୧୫ ହଜାର କୋଟି ଟଙ୍କାର ଏହି ଚୁକ୍ତିକୁ…