Latest Odisha News

BREAKING NEWS

Browsing Category

ଫିଚର

ଭିଜିଲାନ୍ସ ଓ ବନବିଭାଗର ମିଳିତ ଚଢାଉ; ଲକ୍ଷାଧିକ ଟଙ୍କାର କାଠ ଜବତ

ଚାନ୍ଦବାଲି : ଭଦ୍ରକ ଜିଲ୍ଲା ଧାମରା କଇଥଖୋଲା ବଜାରରେ ଭିଜିଲାନ୍ସ ଓ ବନବିଭାଗର ମିଳିତ ଚଢାଉ । ତେବେ ଏହି ଚଢାଉରେ ଲକ୍ଷାଧିକ ଟଙ୍କାର କାଠ ସହ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଥିବା ସୂଚନା। ସୂଚନା ଅନୁଯାୟୀ, ଭଦ୍ରକ ଜିଲ୍ଲା କଇଥଖୋଲା ବଜାରରେ ଥିବା ଖଲିଲ ଅଲ୍ଲି ଖାଁକ କାଠ ଦୋକାନରେ ବିପୁଳ…

ଆଜିଠୁ ରାଜ୍ୟରେ ୩ଦିନ ବନ୍ଦ ରହିବ କୋଭିଡ୍ ଟିକାକରଣ

ଭୁବନେଶ୍ୱର: ରାଜ୍ୟରେ ପଲସ ପୋଲିଓ କାର୍ଯ୍ୟକ୍ରମ ପାଇଁ ଆଜିଠୁ ୩ ଦିନ ବନ୍ଦ ରହିବ କୋଭିଡ୍ ଟିକାକରଣ । ଫେବ୍ରୁଆରି ୨ ତାରିଖ ଯାଏଁ ରାଜ୍ୟରେ କୋଭିଡ୍ ଟିକା ଦିଆଯିବ ନାହିଁ । ୩ ତାରିଖଠାରୁ ପୁଣି ଥରେ ଟିକାଦାନ ଆରମ୍ଭ ହେବ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।…

ଜୟ ଶାହ ହେଲେ ଏସିଆନ୍ କ୍ରିକେଟ କାଉନସିଲ ଅଧ୍ୟକ୍ଷ

ନୂଆଦିଲ୍ଲୀ: ବିସିସିଆଇ ସମ୍ପାଦକ ଜୟ ଶାହଙ୍କୁ ଶନିବାର ଆଉ ଏକ ଗୁରୁଦାୟିତ୍ୱ ମିଳିଛି । ସର୍ବ ସମ୍ମତି କ୍ରମେ ତାଙ୍କୁ ଏସିଆନ୍ କ୍ରିକେଟ କାଉନସିଲର ଅଧ୍ୟକ୍ଷ ଭାବେ ମନୋନୀତ କରାଯାଇଛି । ବାଂଲାଦେଶର ନାଜମୁଲ ହାସନଙ୍କ ସ୍ଥାନରେ ସେ ଏହି ଦାୟିତ୍ୱ ତୁଲାଇବେ । କରୋନା ମହାମାରୀ ଯୋଗୁ ୨୦୨୦ରେ…

ବ୍ରେନ ଡେଡ ମହିଳାଙ୍କ ଅଙ୍ଗଦାନ ଯୋଗୁ ୪ ଲୋକ ଜୀବନ ପାଇଲେ

ଅଲବର: ରାଜସ୍ଥାନର ଅଲବର ଅଂଚଳରେ ଏକ ଘଟଣା ସବୁଆଡେ ଆଲୋଚନାର ବିଷୟ ସାଜିଛି । ରିପୋର୍ଟ ମୁତାବକ କିରଣ ଦେବୀ ତାଙ୍କ ପତିଙ୍କ ସହ ବାଇକରେ ଯାଉଥିବା ବେଳେ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇ ଯାଇଥିଲା । ଏଥିରେ କିରଣଙ୍କ ବ୍ରେନ ଡେଡ ହୋଇ ଯାଇଥିଲା । ବଂଚିବା ଆଶା କ୍ଷୀଣ ଥିବାରୁ ଡାକ୍ତରମାନେ ତାଙ୍କ…

ଟିଏମସିର ୪ ବିଧାୟକ ଆଜି ବିଜେପିରେ ମିଶିବେ !

କୋଲକାତା: ପଶ୍ଚିମବଙ୍ଗ ନିର୍ବାଚନକୁ ଜିତିବା ପାଇଁ ବିଜେପି ଆପ୍ରାଣ ଉଦ୍ୟମ ଜାରି ରଖିଛି । ଏହାର ପ୍ରଭାବ ମଧ୍ୟ ଦେଖିବାକୁ ମିଳିଛି । ମମତା ବାନାର୍ଜୀଙ୍କ ଶକ୍ତ ଧକ୍କା ଦେବା ସହ ଟିଏମସିରୁ ଜଣକ ପରେ ଜଣେ ନେତା ଦଳ ଛାଡିବାରେ ଲାଗିଛନ୍ତି । ରିପୋର୍ଟ ମୁତାବକ ୪ ଜଣ ବିଧାୟକ ଆଜି ଦିଲ୍ଲୀରେ…

ଦକ୍ଷ ପ୍ରଜାପତି ମନ୍ଦିରରୁ ମୂର୍ତ୍ତି ଚୋରି ଘଟଣା: ୪ ଗିରଫ

ବାଣପୁର: ଦକ୍ଷ ପ୍ରଜାପତି ମନ୍ଦିରରୁ ମୂର୍ତ୍ତି ଚୋରି ଘଟଣାରେ ୪ ଜଣ ଗିରଫ ହୋଇଛନ୍ତି । ସେମାନଙ୍କ ନିକଟରୁ ଦେବାଦେବୀଙ୍କ ମୂର୍ତ୍ତି, ଆଧାରକାର୍ଡ, ମୋବାଇଲ୍ ଫୋନ୍ ଏବଂ ଏୟାର୍ ବ୍ୟାଗ୍ ଆଦି ଜବତ ହୋଇଛି। ଗତ ୨୨ ତାରିଖରେ ଚୋରି ହୋଇଥିବା ଦକ୍ଷପ୍ରଜାପ୍ରତି ମନ୍ଦିରର ୨୨ଟି ମୂର୍ତ୍ତିରୁ ମାତ୍ର…

ଗୋଡିପଡ଼ାରେ ଶିକ୍ଷୟିତ୍ରୀ ଛୁରାମାଡ କରି ନିଜ ବେକକୁ କାଟିଲା ଯୁବକ

ନୟାଗଡ଼: ଶରଣକୁଳ ଥାନା ଅଧୀନସ୍ଥ ଗୋଡିପଡ଼ାରେ ଯୁବକଙ୍କ ଉନ୍ମତକାଣ୍ଡ । ସ୍ଥାନୀୟ ଅଞ୍ଚଳରେ ଜଣେ ଯୁବକ ଜଣେ ଶିକ୍ଷୟିତ୍ରୀଙ୍କୁ ଛୁରାମାଡ଼ କରି ନିଜ ବେକ କାଟିଥିବା ଅଭିଯୋଗ ହୋଇଛି । ଉଭୟଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣା ସ୍ଥଳରେ…

କୋହଲିଙ୍କଠାରୁ ଉପହାର ପାଇଁ ୱାର୍ଣ୍ଣରଙ୍କ ଝିଅ ଇଣ୍ଡି ବେଶ୍ ଖୁସି

ନୂଆଦିଲ୍ଲୀ:ଅଷ୍ଟ୍ରେଲିଆର ଉପ ଅଧିନାୟକ ଡେଭିଡ ୱାର୍ଣ୍ଣର ବିସ୍ଫୋରକ ବ୍ୟାଟିଂ ସହ ସୋସିଆଲ ସାଇଟରେ ମଜାଦାର କାର୍ଯ୍ୟ ନେଇ ମଧ୍ୟ ବେଶ୍ ଲୋକପ୍ରିୟ । ଏବେ ସେ ନିଜ ଝିଅ ଇଣ୍ଡିରେ ଏପରି ଏକ ଫଟୋ ଛାଡିଛନ୍ତି ଯାହା କି ଭାଇରାଲ ହେବାରେ ଲାଗିଛି । ଇଣ୍ଡି ଟିମ୍ ଇଣ୍ଡିଆ ଅଧିନାୟକ ବିରାଟ କୋହଲିଙ୍କ…

ଲଭର ବାବା; ପ୍ରେମିକାର ବାହାଘର ଭାଙ୍ଗିବାକୁ ବାବା ବେଶ ହେଲେ ପ୍ରେମିକ

ଯାଜପୁର: ବାବା ବେଶରେ ପ୍ରେମିକାକୁ ଭେଟିବାକୁ ଆସି ହଟହଟା ପ୍ରେମିକ। ଏଭଳି ଏକ ଘଟଣା ଘଟିଛି ଯାଜପୁର ରୋଡ୍ ଥାନା ଫେରୋକ୍ରୋମ ଗେଟ କଲୋନୀରେ । ସୂଚନା ଅନୁସାରେ ପ୍ରେମିକାର ବାହାଘର ଠିକ୍ ହୋଇଯିବା ପରେ ବାବା ବେଶ ଧାରଣ କରି ପ୍ରେମିକା ଘରେ ପହଞ୍ଚିଥିଲେ ପ୍ରେମିକ। ଯୁବତୀଙ୍କ ମାଆଙ୍କ…

ବୋସୱାନାରେ ମିଳିଲା ୩୭୮ କ୍ୟାରେଟର ହୀରା, ମୂଲ୍ୟ ଜାଣିଲେ ଆଶ୍ଚର୍ଯ୍ୟ ହୋଇପଡିବେ

ବୋସୱାନା: ଦକ୍ଷିଣ ଆଫ୍ରିକାର ବୋସୱାନାରେ ସର୍ବୋକୃଷ୍ଟ ହୀରାର ସନ୍ଧାନ ମିଳିଛି । ମିଳିଥିବା ଏହି ୩୭୮ କ୍ୟାରେଟ ହୀରାର ବଜାର ମୂଲ୍ୟ ୧୧୦ କୋଟି ଟଙ୍କା ହେବ । ହୀରା ଖଣିରୁ ଗବେଷକମାନେ ୧୩ ବର୍ଷ ଧରି ବହୁ ପରିଶ୍ରମ କରି ଏହାର ସନ୍ଧାନ ପାଇଛନ୍ତି । ଏହା ଆମ ପାଇଁ ଏକ ଖୁସି ଖବର ବୋଲି…