Latest Odisha News

BREAKING NEWS

Browsing Category

ଫିଚର

ଉତ୍ତରପ୍ରଦେଶ ମୁରାଦାବାଦରେ ଦୁର୍ଘଟଣା ନେଲା ୧୦ ଜୀବନ, ୧୦ରୁ ଅଧିକ ଆହତ

ଲକ୍ଷ୍ନୌ: ଅଶୁଭ ଶନିବାର । ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ନେଲା ୧୦ ଜୀବନ । ଆଉ ୧୦ରୁ ଅଧିକ ଆହତ ହୋଇଛନ୍ତି । ଉତ୍ତରପ୍ରଦେଶର ମୁରାଦାବାଦରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ତିନିଟି ଗାଡ଼ି ପରସ୍ପର ସହ ପିଟି ହୋଇଥିଲେ । ମୁରାଦାବାଦ-ଆଗ୍ରା ହାଇଓ୍ୱେରେ ଦୁର୍ଘଟଣା ଘଟିଛି । ମିନି ବସ୍ ଓ…

ଦୂତାବାସ ନିକଟରେ ବିସ୍ଫୋରଣର ତଦନ୍ତ ପାଇଁ ଦିଲ୍ଲୀ ଆସିବ ଇସ୍ରାଏଲ୍ ଟିମ୍

ନୂଆଦିଲ୍ଲୀ: ଦିଲ୍ଲୀ ସ୍ଥିତ ଇସ୍ରାଏଲ ଦୂତାବାସ ନିକଟରେ ଗତକାଲି ହୋଇଥିବା ଆଇଡି ବିସ୍ଫୋରଣ ଘଟଣାରେ ଦିଲ୍ଲୀ ପୋଲିସର ସ୍ପେଶାଲ୍ ଟିମ୍ ଖୋଳତାଡ ଚଳାଇଛନ୍ତି । ତଦନ୍ତରେ ସହଯୋଗ ପାଇଁ ଆସିବ ଇସ୍ରାଏଲ୍ ତଦନ୍ତକାରୀ ଟିମ୍ । ଆଜିସୁଦ୍ଧା ଇସ୍ରାଏଲ ଟିମ୍ ଦିଲ୍ଲୀରେ ପହଞ୍ଚିବେ ବୋଲି ସୂଚନା ମିଳିଛି ।…

ପୁରୀ ସମୁଦ୍ରରେ ଭାସିଯାଇ ନିଖୋଜ ଥିବା ଯୁବକଙ୍କ ମୃତଦେହ ଉଦ୍ଧାର

ପୁରୀ: ପୁରୀ ସମୁଦ୍ରରେ ଗାଧୋଇବା ବେଳେ ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର । ଚକ୍ରତୀର୍ଥ ନିକଟରୁ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ଝାଡ଼ଖଣ୍ଡର ବୋକାରୋ ନିବାସୀ ରମେଶ ସାହୁଙ୍କ ପୁଅ ଦୀପକ କୁମାର । ଗତକାଲି ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଭାସି ଯାଇଥିଲେ ୭ ପର୍ଯ୍ୟଟକ । ସେମାନଙ୍କ…

ଝରାଫୁଲ ଡେଥ୍ ମିଷ୍ଟ୍ରି: ହତ୍ୟା ନା ଅସୁସ୍ଥତାରୁ ମୃତ୍ୟୁ ? ପୋଷ୍ଟମର୍ଟମ ରିପୋର୍ଟ ଖୋଲିବ ରହସ୍ୟ

ଯାଜପୁର: ରମାଦେବୀ ଛାତ୍ରୀ ଝରାଫୁଲ ମୃତ୍ୟୁ ଘଟଣାକୁ ଚାରି ଦିନ ହେଲାଣି । ଏହି ଘଟଣାରେ ଝରାଫୁଲଙ୍କ ବୟଫ୍ରେଣ୍ଡ ରାକେଶ ସ୍ୱାଇଁକୁ ପୋଲିସ ଗିରଫ କରିଛି । ଏବେ ପୋଷ୍ଟମର୍ଟର ରିପୋର୍ଟ ଖୋଲିବ ଡେଥ୍ ସସପେନ୍ସ ଉପରୁ ପରଦା । ଝରାଫୁଲଙ୍କ ସହ ଯାହା ଘଟିଲା ତାହା ଅଚାନକ ଥିଲା ନା ସବୁ କିଛି…

କନ୍ଧମାଳ ଜିଲ୍ଲାରେ ୨ ଜଣଙ୍କୁ ହତ୍ୟା କଲେ ମାଓବାଦୀ, ପୋଲିସ ଇନଫର୍ମର ସନ୍ଦେହ

ଫୁଲବାଣୀ: ଲାଲବାହିନୀର ବର୍ବରତା । ଘରୁ ଡାକି ଆଣି ଦୁଇ ଜଣଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ବ୍ଲକ ଭଣ୍ଡରଙ୍ଗି ପଞ୍ଚାୟତରେ ଗତକାଲି ବିଳମ୍ବିତ ରାତିରେ ଏହି କାଣ୍ଡ ଘଟାଇଛନ୍ତି ମାଓବାଦୀ । ଘଟଣାସ୍ଥଳରେ ମାଓବାଦୀ ପୋଷ୍ଟର ଛାଡ଼ି ଯାଇଛନ୍ତି । ମୃତକଙ୍କ…

ସାରାଦିନ ଉପବାସ ରହି ସଦଭାବନା ଦିବସ ପାଳିବେ ଆନ୍ଦୋଳନରତ କୃଷକ

ନୂଆଦିଲ୍ଲୀ: ନୂଆ କୃଷି ଆଇନ ବିରୋଧରେ କୃଷକ ଆନ୍ଦୋଳନ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ମହାତ୍ମା ଗାନ୍ଧିଙ୍କ ପୂଣ୍ୟତିଥିରେ କୃଷକମାନେ ଉପବାସ ରହିବା ସହ ଏହି ଦିନକୁ କୃଷକମାନେ ସଦଭାବନା ଦିବସ ଭାବେ ପାଳନ କରିବା ନେଇ ସୂଚନା ମିଳିଛି। ସାଧାରଣ ଲୋକ ସେମାନଙ୍କ ଅନଶନରେ ସାମିଲ…

ଗୁହାଳରେ ଲାଗିଲା ନିଆଁ, ୫ ଗୋରୁ ଜୀବନ୍ତ ଦଗ୍ଧ

କେନ୍ଦ୍ରାପଡା: ଗୁହାଳରେ ନିଆଁ ଲାଗି ଜଳିଗଲେ ୫ ଗୋରୁ । କେନ୍ଦ୍ରାପଡା ଜିଲା ରାଜନଗର ଥାନା ଅନ୍ତର୍ଗତ ଜରିମୂଳ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିଲା । ଏତିକିବେଳେ ଗୁହାଳ ଭିତରେ ଥିବା ୫ଟି ଗୋରୁ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି । ଖବର ପାଇ…

ଦିଲ୍ଲୀ ବିସ୍ଫୋରଣ: ଇସ୍ରାଏଲ ଦୂତାବାସ ନିକଟରୁ ମିଳିଲା ଲଫାପା, ସିସିଟିଭିରେ ଥିବା ସନ୍ଦିଗ୍ଧଙ୍କୁ ନେଇ ଖୋଳତାଡ

ନୂଆଦିଲ୍ଲୀ: ଦିଲ୍ଲୀ ସ୍ଥିତ ଇସ୍ରାଏଲ ଦୂତାବାସ ନିକଟରେ ଆଇଡି ବିସ୍ଫୋରଣ ଘଟଣାର ଖୋଳତାଡ ଚାଲିଛି । ଏଯାଏ ବିସ୍ଫୋରଣ ପାଇଁ କୌଣସି ଆତଙ୍କବାଦୀ ସଂଗଠନ ନିଜକୁ ଦାୟୀ କରି ନାହାନ୍ତି । ଦିଲ୍ଲୀ ପୋଲିସର ସ୍ପେଶାଲ୍ ସେଲ୍ ଖୋଳତାଡ ଚଳାଇଛି । ଇସ୍ରାଏଲ ଦୂତାବାସ ନିକଟରୁ ପୋଲିସକୁ ଏକ ଲଫାପା ମିଳିଛି…

ବିଷମକଟକ ନିକଟରେ ଓଲଟିଲା ବସ୍‌, ୬ ଗୁରୁତର

ରାୟଗଡ଼ା: ବିଷମକଟକ ଥାନା ଅଞ୍ଚଳରେ ବିଳମ୍ବିତ ରାତିରେ ଏକ ଯାତ୍ରୀବାହୀ ବସ୍ ଓଲଟି ପଡିଛି । ଅନେକ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୬ଜଣ ଯାତ୍ରୀ ଗୁରୁତର ହୋଇପଡିଛନ୍ତି । ଚିକିତ୍ସା ପାଇଁ ସେମାନଙ୍କୁ ରାୟଗଡା ମେଡିକାଲରେ ଭର୍ତ୍ତି କରାଯାଇଛି । ରଘୁନାଥ ନାମକ ଏହି ବସଟି କଟକରୁ…

ଆଇପିଏଲ ମୁଖ୍ୟ ପ୍ରାୟୋଜକ ପାଇଁ ଟେଣ୍ଡର ଆହ୍ବାନ କରିବ ବିସିସିଆଇ

ମୁମ୍ବାଇ : ଆଇପିଏଲର ମୁଖ୍ୟ ପ୍ରାୟୋଜକ ପାଇଁ ଖୁବଶୀଘ୍ର ଟେଣ୍ଡର ଆହ୍ବାନ କରିବ ବିସିସିଆଇ । ଇଣ୍ଡିଆନ ପ୍ରିମିୟର ଲିଗ ବା ଆଇପିଏଲରେ ଏବେ କେହି ଟାଇଟଲ ସ୍ପନସର ବା ମୁଖ୍ୟ ପ୍ରାୟୋଜକ ନାହାନ୍ତି । ତେଣୁ ମୁଖ୍ୟ ପ୍ରାୟୋଜକ ପାଇଁ ଟେଣ୍ଡର ଆହ୍ବାନ କରିବ ବିସିସିଆଇ । ଗତବର୍ଷ ଚୀନ ସହ ଭାରତର…