Latest Odisha News

BREAKING NEWS

Browsing Category

ଫିଚର

ଆପ୍ ନେତା ସୋମନାଥ ଭାରତୀଙ୍କୁ ୨ ବର୍ଷ ଜେଲ୍‌

ନୂଆଦିଲ୍ଲୀ: ଆମଆଦମୀ ପାର୍ଟିର ବିଧାୟକ ସୋମନାଥ ଭାରତୀଙ୍କୁ ଆଜି ଏମ୍ସ ସୁରକ୍ଷା ବ୍ୟବସ୍ଥାରେ ଥିବା କର୍ମଚାରୀଙ୍କୁ ମାଡ ମାରିବା ଅଭିଯୋଗରେ ୨ ବର୍ଷ ଜେଲଦଣ୍ଡରେ ଦଣ୍ଡିତ ହୋଇଛନ୍ତି । ୨୦୧୬ରେ ଏଥିନେଇ ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା । ଦିଲ୍ଲୀର ଆଡିଶନାଲ ମେଟ୍ରୋପଲିଟାଂଟ…

ଭୋଜପୁରୀ ଫିଲ୍ମରେ ଅଭିନୟ କରିବେ ସପନା ଚୌଧୁରୀ

ଚଣ୍ଡୀଗଡ: ହରିୟାଣାର ଲୋକପ୍ରିୟ ଡ୍ୟାନ୍ସର ସପନା ଚୌଧୁରୀ ଖୁବ୍ ଶୀଘ୍ର ଭୋଜପୁରୀର ଏକ ଫିଲ୍ମରେ ଅଭିନୟ କରିବାକୁ ଯାଉଛନ୍ତି । ଏହି ମେଗା ବଜଟେ ଫିଲ୍ମରେ ଭୋଜପୁରୀ ଫିଲ୍ମର ସୁପରଷ୍ଟାର ଦୀନେଶ ଲାଲ ଯାଦବ ନିରହୁଆଙ୍କ ସହ ସେ ଅଭିନୟ କରିବେ । ନିଜ ଡ୍ୟାନ୍ସ ବଳରେ ସପନା ଏକ ସ୍ୱତନ୍ତ୍ର ପରିଚୟ…

ଭାରତୀୟ ସେନାକୁ ଆଉ ଏକ ସଫଳତା, ପାନସରରେ ଠାବ କଲେ ୧୫୦ ମିଟର ଲମ୍ବର ସୁଡଙ୍ଗ

କଠୁଆ: ପାକିସ୍ତାନ ଓ ଆତଙ୍କବାଦୀଙ୍କ ଆଉ ଏକ ଷଡଯନ୍ତ୍ରକୁ ଭାରତୀୟ ସେନା ବିଫଳ କରିଦେଇଛି । ସେନାର ସତର୍କତା ଯୋଗୁ ଏଲଓସି ନିକଟରେ କଠୁଆର ଜିଲ୍ଲାର ପାନସରଠାରେ ୧୫୦ ମିଟର ଲମ୍ବର ଏକ ସୁଡଙ୍ଗ ଠାବ କରାଯାଇଛି । ପାକିସ୍ତାନ ଗୁପ୍ତଚର ସଂସ୍ଥା ଆଏସଆଇ ଆତଙ୍କବାଦୀଙ୍କୁ ପଠାଇବା ପାଇଁ ଏହି…

ଘନ କୁହୁଡି ନେଇ ଓଡ଼ିଶାର ୯ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ଓଡ଼ିଶାର ୯ଟି ଜିଲ୍ଲାରେ ଆସନ୍ତା ଦୁଇ ଦିନ ଧରି ଘନ କୁହୁଡ଼ି ଜାରି ରହିବ। ଏନେଇ ଶନିବାର ଦିନ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଆଇଏମଡିର ସୂଚନା ଅନୁଯାୟୀ, ଆସନ୍ତା ଜାନୁଆରୀ ୨୪ ତାରିଖରେ ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, କନ୍ଧମାଳ,…

ଦ୍ୱିତୀୟ କିସ୍ତିରେ ଓଡ଼ିଶା ଆସିଲା କୋଭାକ୍ସିନ, ଟିକାକରଣରେ ଓଡ଼ିଶା ଦେଶରେ ତୃତୀୟ

ଭୁବନେଶ୍ୱର: ରାଜ୍ୟରେ ସୁରୁଖୁରୁ ଓ ସଫଳତାର ସହ ଚାଲିଛି ଟିକାକରଣ । ଆଜି ଦ୍ୱିତୀୟ ପର୍ଯ୍ୟାୟରେ ଓଡ଼ିଶାରେ ପହଞ୍ଚିଛି ଭାରତ ବାୟୋଟେକର କୋଭାକ୍ସିନ୍ ଟିକା । ଭୁବନେଶ୍ୱରକୁ ୧ ଲକ୍ଷ ୪୯ ହଜାର ୭୬୦ ଡୋଜ୍ କୋଭାକ୍ସିନ୍ ଟିକା ଆସିଛି  । ଏହାକୁ କେବଳ ଭୁବନେଶ୍ୱରର ସ୍ୱାସ୍ଥ୍ୟକର୍ମୀଙ୍କୁ ଦିଆଯିବ ।…

କିଡନୀ ଠକ ହିମାଂଶୁକୁ ତିନି ଦିନିଆ ରିମାଣ୍ଡରେ ନେଲା ଲକ୍ଷ୍ମୀସାଗର ଥାନା ପୋଲିସ

ଭୁବନେଶ୍ୱର: ରିମାଣ୍ଡ ପରେ ରିମାଣ୍ଡ । ଜଣଙ୍କର ସରିଲେ ଆଉ ଜଣେ ନେଉଛି । ଭୁବନେଶ୍ୱରରୁ ଗିରଫ କିଡନୀ ଠକ ହିମାଂଶୁ ନନ୍ଦକୁ ଆଜିଠୁ ତିନି ଦିନିଆରିମାଣ୍ଡରେ ନେଇଛି ଲକ୍ଷ୍ମୀସାଗର ଥାନା ପୋଲିସ । ଅନ୍ତରାଜ୍ୟ କିଡନୀ ଠକେଇ ରାକେଟରେ ତାକୁ ଜେରା କରାଯିବ । ସତ ଉଗାରିବ କିଙ୍ଗପିନ୍ ହିମାଂଶୁ ନନ୍ଦ…

ମୋ ସ୍କୁଲ ଅଭିଯାନ: ସରକାରୀ ସ୍କୁଲକୁ ପୌଷ୍ୟ ଭାବରେ ଗ୍ରହଣ କରୁଛନ୍ତି ଆଇଏଏସ୍ ଅଫିସର

ଭୁବନେଶ୍ୱର: ବିଭିନ୍ନ ଜିଲ୍ଲାରେ ସରକାରୀ ସ୍କୁଲକୁ ପୌଷ୍ୟ ଭାବରେ ଗ୍ରହଣ କରୁଛନ୍ତି ବରିଷ୍ଠ ଆଇଏଏସ୍ ଅଫିସର । ମୋ ସ୍କୁଲ କାର୍ଯ୍ୟକ୍ରମ ଅଧୀନରେ ଏହି ମହତ ଅଭିଯାନରେ ମୁଖ୍ୟ ଶାସନ ସଚିବଙ୍କଠାରୁ ଆରମ୍ଭ କରି ଅନେକ ଅଫିସର ନିଜକୁ ସାମିଲ କରିଛନ୍ତି । ମିଳିଥିବା ସୂଚନା ଅନୁସାରେ, ମୁଖ୍ୟ ଶାସନ…

କଟକରେ ନେତାଜୀ ବସ୍‌ ଟର୍ମିନାଲକୁ ଦେଶରେ ମଡେଲ ଟର୍ମିନାଲ ଭାବରେ ଗଢାଯିବ: ମୁଖ୍ୟମନ୍ତ୍ରୀ

କଟକ: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବସରରେ କଟକରେ ତାଙ୍କ ନାଁରେ ଅତ୍ୟାଧୁନିକ ବସ୍ ଟର୍ମିନାଲର ଶିଳାନ୍ୟାସ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖାନନଗରଠାରେ ପ୍ରସ୍ତାବିତ ବସ୍ ଟର୍ମିନାଲର ଆଜି ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ତାପୂର୍ବରୁ ମୁଖ୍ୟମନ୍ତ୍ରୀ ଓଡ଼ିଆ ବଜାର…

ରାଜ୍ୟରେ ତଳମୁହାଁ କରୋନା, ୨୩ ଜିଲ୍ଲାରୁ ୧୩୦ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ୧୫୦ ତଳକୁ ଖସିଲା ରାଜ୍ୟରେ କରୋନା ସଂକ୍ରମଣ । ବିଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ୧୩୦ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୭୬ଟି କ୍ୱାରେଣ୍ଟାଇନ୍ ମାମଲା ହୋଇଥିବା ବେଳେ ୫୪ଟି ସ୍ଥାନୀୟ ସଂକ୍ରମଣ । ଗତ ୨୪ ଘଣ୍ଟାରେ ପୁରୀ ଜିଲ୍ଲାରୁ…

ଅମାନିଆ ଗାଡ଼ି ଚାଳକ ସାବାଡ୍: ଜାନୁଆରୀରେ ବାତିଲ ହେଲାଣି ୪ହଜାରରୁ ଅଧିକ ଡ୍ରାଇଭିଂ ଲାଇସେନ୍ସ

ଭୁବନେଶ୍ୱର: ବେପରୁଆ ଢଙ୍ଗରେ ଗାଡ଼ି ଚାଳାଉଥିଲେ ସାବଧାନ ହୋଇ ଯାଆନ୍ତୁ । ନଚେତ୍ ଚେକିଂରେ ଧାରପଡିଲେ ତଣ୍ଡ ଗଣିବେ । ତାସହ ବାତିଲ ହେବ ଡ୍ରାଇଭିଂ ଲାଇସେନ୍ସ । ନୂଆବର୍ଷରୁ ରାଜ୍ୟରେ ଜୋରଦାର ହୋଇଛି ଟ୍ରାଫିକ ଧରପଗଡ଼ । ଅମାନିଆ ଗାଡ଼ି ଚାଳକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେଉଛି । ଜାନୁଆରୀ…