Latest Odisha News

BREAKING NEWS

Browsing Category

ଫିଚର

ବ୍ରହ୍ମପୁରରେ ଠାବ ହେଲା ନକଲି ହଳଦୀ ଓ ଲଙ୍କା ଗୁଣ୍ଡ କାରଖାନା

ବ୍ରହ୍ମପୁର: ପ୍ରଥମେ କଟକ, ପରେ ଭୁବନେଶ୍ୱର ଏବଂ ପର୍ଯ୍ୟାୟକ୍ରମେ ଯାଜପୁର, ଭଦ୍ରକ , ଆଉ ଏବ ଗଞ୍ଜାମ ଜିଲ୍ଲାରୁ ଠାବ ହୋଇଛି ନକଲି ଖାଦ୍ୟ ପ୍ରସ୍ତୁତି ସାମଗ୍ରୀର କାରଖାନା । ବ୍ରହ୍ମପୁର ବଡ଼ବଜାର ଅଞ୍ଚଳରୁ ନକଲି ହଳଦୀ ଗୁଣ୍ଡ ଓ ଲଙ୍କା ଗୁଣ୍ଡ ତିଆରି କରୁଥିବା କାରଖାନା ଧରିଛି ପୋଲିସ ।…

ବାଇଡେନ୍ ଓ କମଳା ହାରିସଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିଛନ୍ତି ଜୋ ବାଇଡେନ୍ । ଉପରାଷ୍ଟ୍ରପତି ଭାବରେ କମଳା ହାରିସ ଶପଥ ନେଇଛନ୍ତି । ସେମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଟ୍ୱିଟ୍ କରି ମୋଦି ଲେଖିଛନ୍ତି, ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ…

ଭିଜିଲାନ୍ସ ଜାଲରେ ନବରଙ୍ଗପୁର ସିଙ୍ଗିଶାରୀ ପଞ୍ଚାୟତ ଜିଆରଏସ୍

ଉମରକୋଟ: ଭିଜିଲାନ୍ସ ଜାଲରେ ପଞ୍ଚାୟତ ଜିଆରଏସ୍ । ନବରଙ୍ଗପୁର ସିଙ୍ଗିଶାରୀ ଜିଆରଏସ୍ ହିମାଂଶୁ ବାଘଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ଚାଲିଛି । ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ଟିମ୍ ଏକାକାଳୀନ ରେଡ୍ ଜାରି ରଖିଛନ୍ତି । ବର୍ତ୍ତମାନ ସୁଦ୍ଧା…

ସୁରୁଖୁରୁରେ ଜଗା ଦର୍ଶନ: ଆଜିଠୁ ଦରକାର ନାହିଁ କୋଭିଡ୍ ନେଗେଟିଭ୍ ରିପୋର୍ଟ

ପୁରୀ: ଶ୍ରୀମନ୍ଦିରରେ ଆଜିଠୁ ବିନା କୋଭିଡ୍ ନେଗେଟିଭ୍ ରିପୋର୍ଟରେ ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହୋଇଛି । ସମସ୍ତେ ରତ୍ନସିଂହାସନରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ । କୋଭିଡ୍ ନେଗେଟିଭ୍ ରିପୋର୍ଟକୁ ହଟାଇ ଦେଇଥିଲେ ବି ଦର୍ଶନ ପାଇଁ ଜାରି ହୋଇଥିବା କୋଭିଡ୍ ଗାଇଡଲାଇନକୁ ସମସ୍ତେ ମାନିବେ ।…

ସାଧାରଣତନ୍ତ୍ର ଦିବସ; କେଉଁଠି କିଏ କରିବେ ପତାକା ଉତ୍ତୋଳନ, ଜାଣନ୍ତୁ

ଭୁବନେଶ୍ୱର: ଆଉ କିଛି ଦିନ ପରେ ସାଧାରଣତନ୍ତ୍ର ଦିବସ। ୨୬ ତାରିଖରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ହେବାକୁ ଯାଉଥିବା ବେଳେ କେଉଁଠି କିଏ କରିବେ ପତାକା ଉତ୍ତୋଲନ ଜାଣନ୍ତୁ। ରାଜ୍ୟ ସ୍ତରୀୟ ସାଧାରଣତନ୍ତ୍ର ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଭୁବନେଶ୍ବରରେ ଜାତୀୟ ପତାକା…

ଟିକାକରଣର ଚତୁର୍ଥ ଦିନ: ରାଜ୍ୟରେ ୮୯% ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକାଦାନ

ଭୁବନେଶ୍ୱର: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ କୋଭିଡ୍‌ ଟିକାକରଣର ବୁଧବାର ଥିଲା ଚତୁର୍ଥ ଦିନ । ଦିନକରେ ୯୩ଟି ସ୍ଥାନରେ ମୋଟ୍ ୮୯% ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକାଦାନ ହୋଇଛି । ରାୟଗଡ଼ା ଜିଲ୍ଲାରେ ସର୍ବାଧିକ ୧୮୭% ସ୍ୱାସ୍ଥ୍ୟକର୍ମୀ ଟିକା ନେଇଛନ୍ତି । ରାଜ୍ୟର ୮ଟି ଜିଲ୍ଲାରେ ଶତ ପ୍ରତିଶତ ବା…

ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି କମଳା ହାରିସ

ଓ୍ୱାଶିଂଟନ୍: ଆମେରିକା ଉପରାଷ୍ଟ୍ରପତି ଭାବରେ ଶପଥ ନେଇଛନ୍ତି କମଳା ହାରିସ । ସେ ହୋଇଛନ୍ତି ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି । ସଂସଦ ଭବନ କ୍ୟାପିଟଲରେ ଅନୁଷ୍ଠିତ ସମାରୋହରେ ତାଙ୍କୁ ଶପଥ ପାଠ କରାଇଥିଲେ ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ ସୋନିଆ ସୋଟୋମେୟର । ଏହାପରେ କମଳା ହାରିସ…

ରାଉରକେଲାରୁ ସେକ୍ସ ରାକେଟ ଠାବ, ରାଣୀ ମହୁମାଛି ଗିରଫ

ରାଉରକେଲା: ସେକ୍ସ ରାକେଟ ଚାଲିଥିବା ବେଳେ ଚଢ଼ାଉ କଲା ପୋଲିସ। ରାଣୀ ମହୁମାଛି ସମେତ ୪ଜଣ ଗିରଫ। ରାଉରକେଲା ସେକ୍ଟର-୧୩ରେ ଚଢ଼ାଉ କରି ସେକ୍ସ ରାକେଟ ଠାବ କରିଛି ପୋଲିସ। A-୧୯୧ କ୍ୱାର୍ଟରରେ ଚଢ଼ାଉ କରି ଦୁଇ ମହିଳା ରାଣୀ ମହୁମାଛିଙ୍କୁ ଗିରଫ କରିଛି ସେକ୍ଟର-୧୫ ଥାନା ପୋଲିସ। ଗିରଫ ମହିଳା…

ପୁରସ୍କୃତ ହେଲେ ଲକ୍‌ଡାଉନ୍ ରେସିପି ଓ କରୋନା କ୍ରିଏଟିଭିଟି ବିଜେତା

ଭୁବନେଶ୍ୱର: କରୋନା ମହାମାରୀ ସମୟରେ ଅଗଣିତ ଲୋକଙ୍କୁ ଏକ ନୂଆ ଅନୁଭୂତି ଦେଇଥିଲା ଅଗ୍ରଣୀ ନ୍ୟୁଜ୍ ୱେବ୍‌ସାଇଟ୍ ଓଡିଶା ସମ୍ବାଦ ଏବଂ ଓଡିଶା ବାଇଟ୍ସ । ଅନୁଷ୍ଠିତ ହୋଇଥିଲା ଲକ୍‌ଡାଉନ୍ ରେସିପି ଓ କରୋନା କ୍ରିଏଟିଭିଟି ନାମକ ଦୁଇଦୁଇଟି ଅନ୍‌ଲାଇନ୍ ଇଭେଣ୍ଟ । ଗତବର୍ଷ ଏପ୍ରିଲ୍ ମାସର ଶେଷ…

ପରମାଣୁ କ୍ଷମତା ସମ୍ପନ୍ନ ଶାହୀନ-୩ ମିସାଇଲର ପରୀକ୍ଷଣ କଲା ପାକିସ୍ତାନ

ଇସଲାମବାଦ: ପାକିସ୍ତାନ ବୁଧବାର ପରମାଣୁ କ୍ଷମତା ସମ୍ପନ୍ନ ଶାହୀନ-୩ ମିସାଇଲର ସଫଳ ପରୀକ୍ଷଣ କରିଛି । ଏହାର ରେଂଜ ୨୭୫୦ କିଲୋମିଟର ରହିଛି । ପାକିସ୍ତାନରୁ ଚେନ୍ନାଇ ପର୍ଯ୍ୟନ୍ତ ଏହି ମିସାଇଲ ଟାର୍ଗେଟ କରିପାରିବ । ସଫଳ ପରୀକ୍ଷଣ ପରେ ରାଷ୍ଟ୍ରପତି ଆରିଫ ଅଲଭି ଓ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ…