Latest Odisha News

BREAKING NEWS

Browsing Category

ଫିଚର

ଜଲପାଇଗୁଡ଼ି ଦୁର୍ଘଟଣା ନେଇ ଦୁଃଖପ୍ରକାଶ କଲେ ପ୍ରଧାନମନ୍ତ୍ରୀ, ଅନୁକମ୍ପା ସହାୟତା ଘୋଷଣା

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ଜଲପାଇଗୁଡ଼ି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଟ୍ୱିଟ୍ କରି ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ମୃତାହତଙ୍କ ଉଦ୍ଦେଶ୍ୟରେ ସହାୟତା ରାଶି ଘୋଷଣା…

ତାତିଲେ ଚାଷୀ, ଧାନ ବସ୍ତା ରଖି ରାସ୍ତା ଅବରୋଧ

ସୁନ୍ଦରଗଡ଼: କଟନି ଛଟନି ଓ ଟୋକନ ନ ମିଳିବାରୁ ତାତିଲେ ଚାଷୀ । ସୁନ୍ଦରଗଡ଼ ଜିଲ୍ଲାରେ ରାସ୍ତାକୁ ଓହ୍ଲଇଛନ୍ତି । ସୁନ୍ଦରଗଡ଼ ଜିଲ୍ଲା ବାଲିଶଙ୍କର ଅନ୍ତର୍ଗତ କରମଡିହି ଜସପୁର ମୁଖ୍ୟ ରାସ୍ତା ଅବରୋଧ କରିଛନ୍ତି ଚାଷୀ । ଧାନ ବସ୍ତା ଓ ଟ୍ରାକ୍ଟର ରଖି ରାସ୍ତାରୋକ କରିଛନ୍ତି । ଚାଷୀ ଅଭିଯୋଗ…

ଖଇର ଓ କୁଡଡୁ କାଠ ବୋଝେଇ ଟ୍ରକ୍ ଜବତ, ୨ ଜଣ ଗିରଫ 

ବଲାଙ୍ଗିର: ବେଆଇନ୍ ଚାଲାଣ ବେଳେ ବଲାଙ୍ଗିର ଜିଲ୍ଲା ସାଲେଭଟାରୁ ବିପୁଳ ପରିମାଣର ଖଇର ଓ କୁଡଡୁ କାଠ ବୋଝେଇ ଟ୍ରକ ଜବତ । ବନ ବିଭାଗ କାଠ ବୋଝେଇ ଟ୍ରକକୁ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିଛି । ଦେଓଗାଁ ବ୍ଲକ ବନ୍ଧପଡ଼ା ଅଞ୍ଚଳରୁ ବେଆଇନ ଭାବରେ କାଠ ସମ୍ୱଲପୁରକୁ ଚାଲାଣ କରାଯାଉଥିଲା ।…

ଏଲଆଇସିର ଏମଡି ହେଲେ ସିଦ୍ଧାର୍ଥ ମହାନ୍ତି

ଭୁବନେଶ୍ୱର: ବୀମା କମ୍ପାନୀ ଏଲଆଇସିର ପରିଚାଳନା ନିର୍ଦେଶକ ତଥା ଏମ୍‌ଡି ଭାବେ ଦାୟିତ୍ଵ ନିର୍ବାହ କରିବେ ଓଡିଆ ପୁଅ ସିଦ୍ଧାର୍ଥ ମହାନ୍ତି। ତାଙ୍କୁ କେନ୍ଦ୍ର ସରକାର ନିଯୁକ୍ତି ଦେଇଥିବା ବେଳେ ସେ ଆସନ୍ତା ଫେବୃଆରୀ ୧ରୁ କାର୍ଯ୍ୟଭାର ସମ୍ଭାଳିବେ। ସିଦ୍ଧାର୍ଥ ଟି.ସି. ସୁଶିଲ କୁମାରଙ୍କ…

ଦେଶରେ ୨ଲକ୍ଷ ତଳକୁ ଖସିଲା କରୋନା ଆକ୍ଟିଭ୍ କେସ୍, ଆଜି ୧୩ ହଜାର ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ କ୍ରମାଗତ ଭାବରେ ଖସୁଛି କରୋନା ଆକ୍ଟିଭ୍ କେସ । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବି କମିଛି । ଦେଶରେ ୨ ଲକ୍ଷ ତଳକୁ ଖସିଛି କରୋନା ସକ୍ରିୟ ମାମଲା । ବର୍ତ୍ତମାନ ସୁଦ୍ଧା ୧ଲକ୍ଷ ୯୭ହଜାର ୨୦୧ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ…

ଗଞ୍ଜାମ ବେଗୁନିଆପଡ଼ାର ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କୁ ଗୁଳି ମାରି ହତ୍ୟା

ଗଞ୍ଜାମ: ପୁଣି ଫୁଟିଲା ଗୁଳି । ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ାର ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କୁ ଗୁଳି ମାରି ହତ୍ୟା କରିଛନ୍ତି କିଛି ଦୁର୍ବୃତ୍ତ । ମୃତକ ହେଲେ ଦେବରାଜ ସାହୁ । ସୁମଣ୍ଡଳ ଛକରେ ଚା ପିଉଥିବା ବେଳେ ଦେବରାଜଙ୍କୁ ଗୁଳିମାଡ଼ ହୋଇଛି । ୩ ଜଣ ଦୁର୍ବୃତ୍ତ ଆସି ଗୁଳିମାଡ଼ କରି ଫେରାର୍…

ଆଜିଠୁ ଆମେରିକାରେ ବାଇଡେନ୍ ଯୁଗର ଆରମ୍ଭ

ଓ୍ୱାଶିଂଟନ୍: ଆମେରିକାରେ ଆଜିଠୁ ବାଇଡେନ୍ ରାଜ୍ । ଦେଶରେ ନୂଆ ରାଷ୍ଟ୍ରପତି ଭାବରେ ଶପଥ ନେବେ ଜୋ ବାଇଡେନ୍ । ତାଙ୍କୁ ଶପଥ ପାଠ କରାଇବେ ସୁପ୍ରିମକୋର୍ଟ ବିଚାରପତି ଜନ୍‌ ରବର୍ଟସ୍‌ । ବାଇଡେନଙ୍କ ସହ ଉପରାଷ୍ଟ୍ରପତି ଭାବରେ କମଲା ହାରିସ ଶପଥ ନେବେ । ବାଇଡେନ ଦେଶରେ ୪୬ତମ ରାଷ୍ଟ୍ରପତି ଭାବରେ…

ବାଲୁକା କଳାରେ ବାଇଡେନ୍ ଓ କମଲା ହାରିସଙ୍କୁ ଶୁଭେଚ୍ଛା

ପୁରୀ: ଆଜିଠୁ ଆମେରିକାରେ ବାଇଡେନ୍ ରାଜ୍ । ଶପଥ ନେବେ ଆମେରିକାର ନୂଆ ରାଷ୍ଟ୍ରପତି ଜୋ ବାଇଡେନ୍ ଓ ଉପରାଷ୍ଟ୍ରପତି କମଲା ହାରିସ । ତାପୂର୍ବରୁ ବାଲୁକାକଳାରେ ସେମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ସୁଦର୍ଶନ ବାଲିରେ…

ପଶ୍ଚିମବଙ୍ଗ ଜଲପାଇଗୁଡ଼ିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୧୩ ମୃତ

ପଶ୍ଚିମବଙ୍ଗ ଜଲପାଇଗୁଡ଼ାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏଥିରେ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୮ ଜଣ ଆହତ ହୋଇଥିବା ସୂଚନା ମିଳିଛି । ଆହତଙ୍କ ମଧ୍ୟରୁ କିଛି ଲୋକଙ୍କର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ରହିଛି । ଆଗକୁ ମୃତ୍ୟୁସଂଖ୍ୟା ବଢ଼ିପାରେ । ଗତକାଲି ବିଳମ୍ବିତ ରାତିରେ ଜଲପାଇଗୁଡ଼ି…

ରାଜ୍ୟରେ ୭ଟି ସ୍ଲାବରେ କୋହଳ ହେବ ସ୍କୁଲ ଫି’, ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି

ଭୁବନେଶ୍ୱର: ରାଜ୍ୟରେ ୨୦୨୦-୨୧ ଶିକ୍ଷାବର୍ଷ ପାଇଁ କୋହଳ ହେବ ସ୍କୁଲ ଫି । ଘରୋଇ ସ୍କୁଲ, ଅଣଅନୁଦାନପ୍ରାପ୍ତ ଓ ଅନୁଦାନପ୍ରାପ୍ତ ସ୍କୁଲ ଛାତ୍ରଛାତ୍ରୀଙ୍କ ସ୍କୁଲ ଫି’ କୋହଳ କରିବାକୁ ରାଜ୍ୟ ସରକାର ପରାମର୍ଶ ଦେଇଛନ୍ତି । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି…