Latest Odisha News

BREAKING NEWS

Browsing Category

ଫିଚର

ଜାତୀୟ ସବ-ଜୁନିଅର କିରୋଗୀ,ପୁମସି ପ୍ରତିଯୋଗିତା: ଓଡିଶା ଟାଏକୋଣ୍ଡୋ ଦଳର ଡେରାଡୁନ ଯାତ୍ରା

ପୁରୀ: ଟାଏକୋଣ୍ଡୋ ଉତ୍ତରାଖଣ୍ଡ ଓ ଟାଏକୋଣ୍ଡୋ ଫେଡେରେସନ ଅଫ ଇଣ୍ଡିଆ ମିଳିତ ଆନୁକୂଲ୍ୟରେ ଡ଼ିସେମ୍ବର ଏକରୁ ତିନି ତାରିଖ ପର‌୍ୟ୍ୟନ୍ତ ଡେରାଡୁନସ୍ଥିତ ମଲଟିପରପୋଜ ସ୍ପୋର୍ଟସ କଂପ୍ଲେକ୍ସରେ ୩୭ତମ ଜାତୀୟ ସବ-ଜୁନିଅର କିରୋଗୀ ଓ ୧୧ତମ ପୁମସି ସହ ୬ତମ ଜାତୟ କ୍ୟାଡେଟ ପ୍ରତିଯୋଗିତା ଅନୁଷ୍ଠିତ…

ୟୁକ୍ରେନର ଗୋଇନ୍ଦା ମୂଖ୍ୟ ପତ୍ନୀଙ୍କୁ ବିଷ ଦେଇ ହତ୍ୟା ଉଦ୍ୟମ

କୀଭ: ୟୁକ୍ରେନର ଗୋଇନ୍ଦା ବିଭାଗ ମୂଖ୍ୟଙ୍କ ପତ୍ନୀଙ୍କୁ ବିଷ ଦେଇ ହତ୍ୟା ଉଦ୍ୟମ କରାଯାଇଛି । ଲେଫଟନାଂଟ ଜେନେରାଲ କିରିଲୋ ବୁଡାନୋବାଙ୍କ ପତ୍ନୀ ମାରିୟାନା ବୁଡାନୋୱାଙ୍କୁ ତୁରନ୍ତ ଡାକ୍ତରଖାନା ଭର୍ତି କରାଯାଇଛି । ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇଛି । ୟୁକ୍ରେନର…

ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟି୨୦ରେ ରିତୁରାଜଙ୍କ ବିସ୍ଫୋରକ ଶତକ

ଗୌହାଟୀ: ତୃତୀୟ ଟି୨୦ ମ୍ୟାଚରେ ରିତୁରାଜ ଗାଏକ୍ୱାଡଙ୍କ ବିସ୍ଫୋରକ ଶତକ ବଳରେ ଭାରତ ୨୨୩ ରନର ବିଜୟ ଲକ୍ଷ୍ୟ ଅଷ୍ଟ୍ରେଲିଆ ସମ୍ମୁଖରେ ରଖିଛି । ଟସ ଜିତି ଅଷ୍ଟ୍ରେଲିଆ ପ୍ରଥମେ ଫିଲ୍ଡିଂ କରିବା ପାଇଁ ନିଷ୍ପତି ନେଇଥିଲା । ଭାରତ ଆରମ୍ଭରୁ ଯଶସ୍ୱୀ ଜୈସୱାଲ(୬) ଓ ଈଶାନ କିଶାନ ଖାତା ଖୋଲି ନ ପାରି…

ସୁଡଙ୍ଗ ଭିତରୁ ସୁରକ୍ଷିତ ଭାବେ ଉଦ୍ଧାର ହେଲେ ୫ ଓଡ଼ିଆଙ୍କ ସମେତ ୪୧ ଶ୍ରମିକ

ଉତ୍ତରକାଶୀ: ୧୭ ଦିନ ଧରି ଯନ୍ତ୍ରଣାରେ ଛଟପଟ ହେବା ପରେ ଉତ୍ତରାଖଣ୍ଡରେ ଭୁଶୁଡ଼ି ପଡ଼ିଥିବା ସୁଡ଼ଙ୍ଗ ତଳେ ଫସିଯାଇଥିବା ୪୧ ଜଣ ଶ୍ରମିକ ଉଦ୍ଧାର ହୋଇଛନ୍ତି। ସମସ୍ତେ ସୁସ୍ଥ ଥିବା ଜଣାପଡିଛି। ଗତକାଲି ବିଳମ୍ବିତ ସନ୍ଧ୍ୟାରେ ଏକ ସଫଳତା ମିଳିଥିଲା ଯେତେବେଳେ ରେଟ୍ ହୋଲ୍ ଶ୍ରମିକମାନଙ୍କ ନିକଟରେ…

ଲୋକସଭାରେ ଲଢ଼ିବା ପାଇଁ ଏନଡିଏରେ ଲାଗିଲାଣି ଯୁଦ୍ଧ !

ଭୁବନେଶ୍ୱର: ମହାରାଷ୍ଟ୍ରର ଶାସକ ମେଣ୍ଟ ସହଯୋଗୀଙ୍କ ମଧ୍ୟରେ ଲଢେ଼ଇ ଆରମ୍ଭ ହୋଇଗଲାଣି। ଗୋଟିଏ ପଟେ ସିନ୍ଦେ ଗୋଷ୍ଠୀ ବିଧାୟକଙ୍କ ଅଯୋଗ୍ୟ ଘୋଷଣା ସମ୍ପର୍କିତ ନିଷ୍ପତ୍ତି ଉପରେ ସମସ୍ତଙ୍କର ନଜର ଥିବାବେଳେ ସିନ୍ଦେ, ବିଜେପି, ଅଜିତ ସରକାରରେ ନିଜ ନିଜ ମଧ୍ୟରେ ଲଢେ଼ଇ ତୀଵ୍ର ହେବାରେ ଲାଗିଛି।…

ସରିଲା ତେଲେଙ୍ଗାନା ପ୍ରଚାର, ‘ବାଏ ବାଏ କେସିଆର’!

ଭୁବନେଶ୍ୱର: ତେଲେଙ୍ଗାନା ବିଧାନସଭା ନିର୍ବାଚନ ମତଦାନକୁ ଆଉ ମାତ୍ର ଅଳ୍ପ କିଛି ସମୟ ବାକି ଥିବାବେଳେ ହେଭିୱେଟ ପ୍ରଚାର ଶେଷ ହୋଇଛି। ବହୁଦିନ ଧରି ଚାଲିଥିବା ପ୍ରଚାର ଶେଷ ହୋଇଥିବା ବେଳେ ମତଦାନ ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ମୋଦିଙ୍କଠୁ ଆରମ୍ଭ କରି କେନ୍ଦ୍ର…

ଅପେକ୍ଷାର ଅନ୍ତ, ସୁଡଙ୍ଗରୁ ବାହାରିଲେ ପାଞ୍ଚ ଶ୍ରମିକ

ଉତ୍ତରକାଶୀ: ଦୀର୍ଘ ୧୭ ଦିନର କଷ୍ଟସାଧ୍ୟ ଉଦ୍ଧାର କାର୍ଯ୍ଯ ପରେ ଉତ୍ତରାଖଣ୍ଡର ସିଲ୍କିୟାରାରେ ଭୁଶୁଡ଼ି ପଡ଼ିଥିବା ସୁଡଙ୍ଗରୁ ପାଞ୍ଚ ଜଣ ଖଣି ଶ୍ରମିକଙ୍କୁ ସଫଳତାର ସହ ଉଦ୍ଧାର କରାଯାଇଛି। ହାଇ-ଟେକ୍ ଡ୍ରିଲିଂ ଉପକରଣ ଏବଂ ମାନୁଆଲ "ରାଟ୍-ହୋଲ୍" କୌଶଳର ମିଶ୍ରଣରେ ହୋଇଥିବା ଏହି ଉଦ୍ଧାର ସମସ୍ତ…

ତେଲେଙ୍ଗାନା, ଏମପି, ଛତିଶଗଡରେ ଜିତିବ କଂଗ୍ରେସ !

ଭୁବନେଶ୍ୱର: ଦେଶର ପାଞ୍ଚୋଟି ରାଜ୍ୟର ବିଧାନସଭା ନିର୍ବାଚନ ପ୍ରକ୍ରିୟା ଚାଲିଥିବା ବେଳେ ଚାରୋଟି ରାଜ୍ୟର ମତଦାନ ଶେଷ ହୋଇଛି। କେବଳ ଦକ୍ଷିଣୀ ରାଜ୍ୟ ତେଲେଙ୍ଗାନାର ମତଦାନ ବାକି ରହିଛି। ସେପଟେ ଆସନ୍ତା ମାସ ତିନି ତାରିଖରେ ଗଣତି ହେବା ସହ ସବୁ ରାଜ୍ୟର ଫଳାଫଳ ପ୍ରକାଶ ପାଇବ। କିନ୍ତୁ ତା…

ବ୍ୟାଙ୍କ ନ ଥିବା ପଞ୍ଚାୟତରେ ‘ଆମ ବ୍ୟାଙ୍କ’ ଯୋଜନା ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ବ୍ୟାଙ୍କ ସୁବିଧା ନ ଥିବା ଅଞ୍ଚଳ ପାଇଁ ଯୁଗାନ୍ତକାରୀ ‘ଆମ ବ୍ୟାଙ୍କ’ ଯୋଜନା ଆରମ୍ଭ କରିଛନ୍ତି। ଏହାଦ୍ବାରା ବ୍ୟାଙ୍କ ସୁବିଧା ନ ଥିବା ୪୩୭୩ ପଞ୍ଚାୟତରେ ଲୋକମାନେ ବ୍ୟାଙ୍କିଙ୍ଗ ସୁବିଧା ପାଇବେ। ୨୦୨୪ ମାର୍ଚ୍ଚ ସୁଦ୍ଧା ଏହି ସମସ୍ତ…

ସଚିନ ଷ୍ଟେସନରେ ସୁନୀଲ ଗାଭାସ୍କର, କେଉଁଠି ରହିଛି?

ଅହମଦାବାଦ: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ଗୁଜୁରାଟର ସୁରଟ ସ୍ଥିତ 'ସଚିନ୍' ରେଳ ଷ୍ଟେସନ୍ ବୁଲିବା ବେଳେ କ୍ରିକେଟର ସଚିନ ତେନ୍ଦୁଲକରଙ୍କୁ ପ୍ରଶଂସା କରିଛନ୍ତି। ଗାଭାସ୍କର ଷ୍ଟେସନର ଏକ ଫଟୋ ସୋସିଆଲ ମିଡିଆରେ ସେୟାର କରି ଏହି ମହାନ କ୍ରିକେଟରଙ୍କ ନାଁରେ…