Latest Odisha News

BREAKING NEWS

Browsing Category

ଫିଚର

ଷ୍ଟାଚ୍ୟୁ ଅଫ୍ ୟୁନିଟିକୁ ସିଧାସଳଖ ଟ୍ରେନ୍ ସେବା, ୮ଟି ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ବର୍ତ୍ତମାନ ଗୁଜୁରାଟର କେଭାଡିଆ ଗାଁକୁ ଯାଇ ସର୍ଦ୍ଦାର ବଲ୍ଲଭାଇ ପଟେଲଙ୍କ ଷ୍ଟାଚ୍ୟୁ ଅଫ୍ ୟୁନିଟି ବୁଲି ଦେଖିବା ଆହୁରି ସହଜ ହେବ । ବର୍ତ୍ତମାନ ଦିଲ୍ଲୀରୁ ସିଧାସଳଖ କେଭାଡିଆ ଗାଁକୁ ଯିବ ଟ୍ରେନ୍ । ଭିଡିଓ କନଫରେନ୍ସିଂରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୮ଟି ନୂଆ ଟ୍ରେନକୁ…

ଗହୀରମଥା ଓ ଭିତରକନିକାରେ ଡଲଫିନ୍ ଗଣନା, ୯ଟି ଟିମ୍ ନିୟୋଜିତ

କେନ୍ଦ୍ରାପଡ଼: ରାଜନଗର ବ୍ଲକ୍ ଅନ୍ତର୍ଗତ ଭିତରକନିକା ଓ ଗହୀରମଥାରେ ଆଜିଠାରୁ ଆରମ୍ଭ ହୋଇଛି ଡଲଫିନ୍ ଗଣନା । ଧାମରା ମୁହାଁଣଠାରୁ ଦେବୀ ମୁହାଁଣ ଯାଏଁ ସମୁଦ୍ର ମଧ୍ୟରେ ଓ ଭିତରକନିକା ମଧ୍ୟରେ ଥିବା କ୍ରିକ୍ ଓ ନଦୀରେ ଗଣନା ଚାଲିଛି । ଭିତରକନିକା ଅଞ୍ଚଳରେ ଡଲଫିନ୍‌ ଗଣନା କାମରେ ନିୟୋଜିତ…

ଲାଞ୍ଚ ନେଇ ବନ୍ଧା ହେଲେ ଥାନା ବାବୁ, ଚାକିରିରୁ ସସପେଣ୍ଡ କଲେ ଏସପି

ପୁରୀ: ଥାନା ବାବୁଙ୍କୁ ଲାଞ୍ଚ ନେବା ମହଙ୍ଗା ପଡ଼ିଲା । ଲାଞ୍ଚ ଅଭିଯୋଗରେ ଗିରଫ ହୋଇଛନ୍ତି ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ଥାନା ଏଏସଆଇ । ତାଙ୍କ ନାଁ ଈଶ୍ୱରଚନ୍ଦ୍ର ଗୁମାନ ସିଂ । ଗିରଫ ପରେ ତାଙ୍କୁ ଚିକିରିରୁ ନିଲମ୍ବନ କରିଛନ୍ତି ପୁରୀ ଏସପି । ଜଣେ ବ୍ୟବସାୟୀଙ୍କଠାରୁ ୭ ହଜାର ଟଙ୍କା ଲାଞ୍ଚ…

ଓଲଟିଲା ଗୋରୁ ବୋଝେଇ ଭ୍ୟାନ: ୫ ଗୋରୁ ମୃତ, ରାସ୍ତାରୋକ କଲେ ଉତ୍ତ୍ୟକ୍ତ ଲୋକ

ଭଦକ୍ର: ଓଲଟିଲା ଗରୁ ବୋଝେଇ ଭ୍ୟାନ୍ । ଭଦ୍ରକ ଜିଲା ଭଦ୍ରକ -ଧାମନଗର ରାସ୍ତାର ଭଣ୍ଡାରୀପଦି ଛକରେ ଆଜି ସକାଳେ ଏକ ଗୋରୁ ବୋଝେଇ ପିକଅପ ଭ୍ୟାନ ଓଲଟି ପଡିଛି । ଏଥିରେ ୫ ଗୋରୁଙ୍କ ମୃତ୍ୟୁ ହୋଇଛି । ବେଆଇନ୍ ଗୋ-ଚାଲାଣ ବେଳେ ପିକଅପ ଭ୍ୟାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଭ୍ୟାନ ଓଲଟି ପଡ଼ିବାରୁ…

ବିଦ୍ୟୁତ ତାର ଲାଗି ଜଳିଗଲା ବସ୍: ୬ ଯାତ୍ରୀ ଜୀବନ୍ତ ଦଗ୍ଧ, ୧୭ ଗୁରୁତର

ଜୟପୁର: ବସ ଯାତ୍ରାରୁ ଅନ୍ତମ ଯାତ୍ରା । ନିଆଁରେ ପୋଡ଼ି ହୋଇ ଜୀବନ୍ତ ଦଗ୍ଧ ହୋଇଗଲେ ୬ ଯାତ୍ରୀ । ୧୭ ଜଣ ଗୁରୁତର ହୋଇଛନ୍ତି । ବିଦ୍ୟୁତ ତାର ସଂସ୍ପର୍ଶେ ବସ୍ ଆସିବା ପରେ ସେଥିରେ ନିଆଁ ଲାଗି ଯାଇଥିଲା । ଏଭଳି ହୃଦୟ ବିଦାରକ ଓ ଅଭାବନୀୟ ଘଟଣା ଘଟିଛି ରାଜସ୍ଥାନ ଜାଲୋର ଜିଲ୍ଲା ଅନ୍ତର୍ଗତ…

କରୋନା ଟିକା ନେବା ପରେ ଗଲାଣି ୨୩ ଜୀବନ, ଅନେକ ଅସୁସ୍ଥ

ନରଓ୍ୱେ: କରୋନା କବଳରୁ ମୁକ୍ତି ପାଇବାକୁ ସାରା ବିଶ୍ୱରେ ଟୀକାକରଣ ଆରମ୍ଭ ହୋଇ ଯାଇଛି। ଏହାକୁ ନେଇ ସବୁ ଆଡେ ଏକ ପ୍ରକାର ଆଶ୍ୱସ୍ତି ଦେଖାଦେଇଥିବା ବେଳେ ନରଓ୍ୱେରରୁ ଆସିଛି ବିକଳ୍ପ ଚିତ୍ର। ଏଠାରେ ଟିକା ନେବା ପରେ ପାଖାପାଖି ୨୩ ଜଣଙ୍କର ପ୍ରାଣ ଯାଇଥିବା ବେଳେ ଅନେକ ଅସୁସ୍ଥ…

କମୁଛି କରୋନା କାୟା: ଦେଶରେ ୨%ରୁ କମ୍ ଆକ୍ଟିଭ୍ କେସ୍, ବଢୁଛି ସୁସ୍ଥହାର

ନୂଆଦିଲ୍ଲୀ: ଦେଶରେ ନିୟନ୍ତ୍ରଣକୁ ଆସୁଛି ମହାମାରୀ । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୫ହଜାର ୧୪୪ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧କୋଟି ୫ଲକ୍ଷ ୫୭ହଜାର ୯୮୫କୁ ବୃଦ୍ଧି ପାଇଛି । ବଢୁଛି ମୃତ୍ୟୁସଂଖ୍ୟା ।…

କାଲିଠୁ ଖୋଲିବ ଘଟଗାଁ ମା’ ତାରିଣୀଙ୍କ ମନ୍ଦିର ଦୁଆର

କେନ୍ଦୁଝର: ଭକ୍ତଙ୍କୁ ଦର୍ଶନ ଦେବେ ଘଟଗାଁ ରାଣୀ ମାଆ ତାରିଣୀ । କାଲିଠାରୁ ଖୋଲିବ ମା’ ତାରିଣୀ ମନ୍ଦିର । ଦୀର୍ଘ ୧୦ମାସ ପରେ ମାଆଙ୍କୁ ଦେଖିବେ ଭକ୍ତ । କୋଭିଡ୍ କଟକଣା ଭିତରେ ଦର୍ଶନ ଅନୁମତି ଦେଇଛି ପ୍ରଶାସନ । ପ୍ରତିଦିନ ସକାଳ ୮ଟାରୁ ଦିନ ସାଢ଼େ ୧୨ଟା ଓ ଅପରାହ୍ନ ୪ଟାରୁ ସନ୍ଧ୍ୟା ସାଢେ…

ମାଆର ତଣ୍ଟି କାଟି ମାରି ଦେଲା ପୁଅ, ଟଙ୍କା ନଦେବାରୁ ହତ୍ୟା

ସୁନ୍ଦରଗଡ଼: ଜନ୍ମଦାତ୍ରୀକୁ ହତ୍ୟା କଲା ପୁଅ । ତଣ୍ଟି କାଟି ବୀଭତ୍ସ ହତ୍ୟା କରିଛି । ଏଭଳି ଅମାନବୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଥାନା ବାହିୟାମ ଗାଁରେ । ମାଆର ତଣ୍ଟି କାଟି ପୁଅ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ ଫେରାର୍ ଅଛି । ତା ନାଁ ରାଜୁ ଗୌଡ଼ । ମାଆ…

ସାନ ଭାଇ ତୀର ମାଡରେ ବଡ଼ ଭାଇ ଗୁରୁତର

ମୟୂରଭଞ୍ଜ: ଘରୋଇ କଳହରୁ ହତ୍ୟା ଉଦ୍ୟମ । ସାନ ଭାଇର ତୀର ମାଡ଼ରେ ବଡ଼ ଭାଇ ଗୁରୁତର ହୋଇଛନ୍ତି । ଏଭଳି ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା କେନ୍ଦୁମୁଣ୍ଡି ଗାଁରେ । ତୀର ମାଡ଼ରେ ଆହତ ହୋଇଛନ୍ତି ବୁଧୁରାମ ପିଙ୍ଗୁଆ । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ କରଞ୍ଜିଆ ହସ୍ପିଟାଲ ଓ…