Latest Odisha News

BREAKING NEWS

Browsing Category

ଫିଚର

ରାଜ୍ୟବାସୀଙ୍କୁ ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ପବିତ୍ର ମକର ସଂକ୍ରାନ୍ତି। ଏଥିପାଇଁ ଘରେ ଘରେ ପ୍ରସ୍ତୁତ ହୋଇଛି ମକର ଚାଉଳ। କୋଭିଡ କଟକଣା ମଧ୍ୟରେ ଏହି ସଂକ୍ରାନ୍ତି ଅବସରରେ ଲୋକେ ସକାଳୁ ସକାଳୁ ମନ୍ଦିର ଯାଇ ଭଗବାନଙ୍କ ଦର୍ଶନ କରୁଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ରାଜ୍ୟବାସୀଙ୍କୁ ମକର…

ପୂର୍ବ ଶତ୍ରୁତାରୁ ରାଜଧାନୀରେ ହଣାକଟା

ଭୁବନେଶ୍ୱର : ଗଙ୍ଗ ନଗର ଅଂଚଳରେ ଗୋଷ୍ଠୀ ସଂଘର୍ଷ ହୋଇଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ହଣାକଟା ସହ ଗୁଳିମାଡ ହୋଇଛି । ମିଳିଥିବା ସୂଚନା ଅନୁଯାୟୀ, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏକ ବଡ଼ ଧରଣର ଗୋଷ୍ଠୀ ସଂଘର୍ଷ ହୋଇଛି । ଦୁଇ ଯୁବ ଗୋଷ୍ଠୀ ବିଭିନ୍ନ…

ଆସନ୍ତାକାଲି କଳାହାଣ୍ଡି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି କଳାହାଣ୍ଡି ଗସ୍ତରେ ଯିବେ । ଏଥି ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । କାର୍ଯ୍ୟକ୍ରମ ପାଇଁ ପ୍ରାୟ ୨୮ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ । କାର୍ଯ୍ୟକ୍ରମ ବେଳେ ମୁଖ୍ୟମନ୍ତ୍ରୀଙ୍କଠାରୁ ୩୦ ଫୁଟ୍ ଦୂରତା…

ଥାଇଲାଣ୍ଡ ଓପନ ବ୍ୟାଡମିଂଟନ: ପ୍ରିକ୍ୱାର୍ଟରରେ ସାଇନା

ବ୍ୟାଙ୍କକ:ଏଠାରେ ଚାଲିଥିବା ଥାଇଲାଣ୍ଡ ଓପନ ବ୍ୟାଡମିଂଟନ ଟୁର୍ଣ୍ଣାମେଂଟରେ ଭାରତର ଷ୍ଟାର ଖେଳାଳି ସାଇନା ନେହ୍ୱାଲ ଚମତ୍କାର ପ୍ରଦର୍ଶନ କରି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛନ୍ତି । ସାଇନା ମାଲେସିଆର କିସୋନା ସେଲଭାଡରେଙ୍କକୁ ୨୧-୧୫, ୨୧-୧୫ରେ ପରାସ୍ତ କରିଥିଲେ । ପରବର୍ତୀ ରାଉଣ୍ଡରେ ସେ…

ବଡ ବିପଦ ଟଳିଲା: ଇଣ୍ଡିଗୋ ବିମାନ ଅଳ୍ପକେ ଦୁର୍ଘଟଣାରୁ ବର୍ତିଲା, ସମସ୍ତ ଯାତ୍ରୀ ସୁରକ୍ଷିତ

ଶ୍ରୀନଗର: ଶ୍ରୀନଗର ବିମାନ ବନ୍ଦରରେ ବୁଧବାର ଏକ ବଡ ବିପଦ ଟଳିଯାଇଛି । ଇଣ୍ଡିଗୋ ଏୟାରଲାଇନ୍ସର ଏକ ବିମାନ ୨୩୩ଜଣ ଯାତ୍ରୀଙ୍କୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରୁଥିବା ବେଳେ ଦୁର୍ଘଟଣା ଘଟିଥିଲା । ରନୱେରୁ ହଟାଯାଇଥିବା ବରଫ ଗଦାରେ ବିମାନଟି ମାଡ ହୋଇ ଯାଇଥିଲା । ପାଇଲଟ କୌଶଳକ୍ରମେ ଏହାକୁ…

ଉତରକୋରିଆର ଅଭିଶପ୍ତ ହୋଟେଲ ର‌୍ୟୁଗୟଙ୍ଗ, ଆଜି ପର୍ଯ୍ୟନ୍ତ ଏଠାରେ କେହି ରହି ନାହାନ୍ତି

ପେଙ୍ଗୟଙ୍ଗ: ଉତର କୋରିଆ ସର୍ବଦା ଏକଚ୍ଛତ୍ରବାଦ ଶାସକ କିମ ଜୋଙ୍ଗ ୟୁନ ଏବଂ ତାଙ୍କ ନୀତିକୁ ନେଇ ଚର୍ଚ୍ଚାରେ ରହିଥାଏ । ଆମେ ସେ ବିଷୟରେ ଆଲୋଚନା କରିବା ନାହିଁ । ଏହାର ରାଜଧାନୀ ପେଙ୍ଗୟୋଙ୍ଗରେ ଥିବା ଏକ ଅଭିଶପ୍ତ ହୋଟେଲ ଅଛି, ଯେଉଁଠାରେ ଆଜି ପର୍ଯ୍ୟନ୍ତ କେହି ରହି ନାହାନ୍ତି । ପିରାମିଡ…

ଆଘାତ ସମସ୍ୟା ନେଇ ସଂଘର୍ଷ କରୁଥିବା ଟିମ୍ ଇଣ୍ଡିଆର ଜୋରଦାର ଅଭ୍ୟାସ

ବ୍ରିସବେନ୍‌: ଅଷ୍ଟ୍ରେଲିଆ ଗସ୍ତରେ ଭାରତୀୟ କ୍ରିକେଟ ଦଳ ଆଘାତ ସମସ୍ୟାରେ ପଡିଛି । ପରିସ୍ଥିତି ଏପରି ଉପୁଜିଛି ଯେ, ଚତୁର୍ଥ ତଥା ଅନ୍ତିମ ଟେଷ୍ଟରେ ଚୂଡାନ୍ତ ଏକାଦଶ ଠିକା କରାଇବା କଷ୍ଟକର ହୋଇପଡିଛି । ଏହା ସତ୍ୱେ ବୁଧବାର ଟିମ୍ ଇଣ୍ଡିଆ ଗାବା ଷ୍ଟାଡିୟମରେ କଡା ଅଭ୍ୟାସ କରିଛି । ରୋହିତ…

ମକର ସଂକ୍ରାନ୍ତି ସୂର୍ଯ୍ୟଙ୍କ ମହାପର୍ବ, ଆସନ୍ତୁ ଜାଣିବା ଏ ନେଇ କିଛି ଅଜଣା କଥା

ପୁରୀ: ୧୪ ଜାନୁୟାରୀ ଗୁରୁବାର ମକର ସଂକ୍ରାନ୍ତି ଏବଂ ସୂର୍ଯ୍ୟଙ୍କ ଉତରାୟଣ ଚଳନ । ସୂର୍ଯ୍ୟଙ୍କ ଯୋଗୁ ପୃଥ୍ୱୀରେ ଜୀବନ ସମ୍ଭବ ହୋଇଛି । ବିଭିନ୍ନ ଗ୍ରନ୍ଥରେ ଶିବ, ବିଷ୍ଣୁୁ, ଗଣେଶ, ଦୁର୍ଗା ଓ ସୂର୍ଯ୍ୟଙ୍କୁ ପଂଚଦେବ ଭାବେ ବର୍ଣ୍ଣିତ କରାଯାଇଛି । ପ୍ରତ୍ୟେକ ଦିନ ଏହି ମହାପ୍ରଭୁଙ୍କ ପୂଜା…

ପଦ୍ମଶ୍ରୀ ଡ଼ି. ପ୍ରକାଶ ରାଓଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶୋକ

ଭୁବନେଶ୍ୱର: ପଦ୍ମଶ୍ରୀ ଡ଼ି. ପ୍ରକାଶ ରାଓଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକପ୍ରକାଶ କରିଛନ୍ତି । ସେ ଟ୍ୱିଟରେ ଶ୍ରୀ ରାଓଙ୍କୁ ଶ୍ରଦ୍ଧାଂଜଳି ଜଣାଇବା ସହ ତାଙ୍କ ସହ ବିତେଇଥିବା ସମୟକୁ ମନେପକାଇ ଫଟୋ ସେୟାର କରିଛନ୍ତି । Saddened by the demise of Shri D Prakash…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ୬୫ କୋଟି ବ୍ୟୟରେ କଟକରେ ନିର୍ମାଣ ହେବ ଅତ୍ୟାଧୁନିକ ବସ୍‌ ଟର୍ମିନାଲ

ଭୁବନେଶ୍ବର: କଟକର ଖାନନଗର ଠାରେ ନିର୍ମିତ ହେବାକୁ ଯାଉଛି ଅତ୍ୟାଧୁନିକ ବସ୍‌ ଟର୍ମିନାଲ। ଏଥିରେ ଖର୍ଚ୍ଚ ହେବ ୬୫ କୋଟି ଟଙ୍କା। ମହାନ୍‌ ସଂଗ୍ରାମୀ ନେତାଜୀ ସୁଭାଷ ବୋଷଙ୍କ ନାମରେ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲକୁ ନାମିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୈଠକରେ ଘୋଷଣା…