Latest Odisha News

BREAKING NEWS

Browsing Category

ଫିଚର

ଦେଶରେ ବିଭିନ୍ନ ରାଜ୍ୟକୁ ପଠାଯାଉଛି କୋଭାକ୍ସିନ୍ ଟିକା

ହାଇଦ୍ରାବାଦ: କୋଭିସିଲ୍ଡ ପରେ କୋଭାକ୍ସିନ । ଆଜି ଦେଶର ବିଭିନ୍ନ ସ୍ଥାନରୁ ଆରମ୍ଭ ହୋଇଛି ସ୍ୱଦେଶୀ ଟିକା କୋଭାକ୍ସିନର ପରିବହନ । ହାଇଦ୍ରାବାଦରୁ ସ୍ୱତନ୍ତ୍ର ବିମାନ ଯୋଗେ ପଠାଯାଉଛି । ଆଜି ଦିଲ୍ଲା ସମେତ ଦେଶରେ ୧୦ଟି ସହରରୁ ଭାରତ ବାୟୋଟେକର କୋଭାକ୍ସିନ ଟିକାର ପରିବହନ ଆରମ୍ଭ ହୋଇଛି ।…

ରାଜ୍ୟର ତିନି ଜଣ ମନ୍ତ୍ରୀଙ୍କୁ କଳା ପତାକା ଦେଖାଇଲେ କଂଗ୍ରେସ କର୍ମୀ

ଭବାନୀପାଟଣା: ମନ୍ତ୍ରୀଙ୍କୁ କଳା ପତାକା ପ୍ରଦର୍ଶନ । ରାଜ୍ୟର ତିନି ଜଣ ମନ୍ତ୍ରୀଙ୍କୁ କଂଗ୍ରେସ କର୍ମୀ କଳା ପତାକା ଦେଖାଇ ବିରୋଧ ପ୍ରଦର୍ଶନ କରିଛନ୍ତି । ଭବାନୀପାଟଣାରେ ଏଭଳି ବିରୋଧ କରିଛନ୍ତି କଂଗ୍ରେସ କର୍ମୀ । ମନ୍ତ୍ରୀ ସୁଶାନ୍ତ ସିଂହ, ଦିବ୍ୟଶଙ୍କର ମିଶ୍ର ଓ ଟୁକୁନି ସାହୁଙ୍କୁ କଳା…

୧୦୦ କୋଟି ଡଲା‌ରରେ ବିକ୍ରି ହୋଇଗଲା ନିଟ୍ ଓ ଜେଇଇ କୋଚିଂ ସେଣ୍ଟର ଆକାଶ ଇନଷ୍ଟିଚ୍ୟୁଟ୍‌!

ବେଙ୍ଗଳୁରୁ: NEET ମେଡିକାଲ ଓ JEE ଣ୍ଟ୍ରାନ୍‌ସରେ ବେଶ୍ ନାଁ କରିଥିବା କୋଚିଂ ସେଣ୍ଟର ଆକାଶ ଇନ୍‌ଷ୍ଟିଚ୍ୟୁଟ ବିକ୍ରି ହୋଇ ଯାଇଛି । ଅନଲାଇନ୍ ପାଠପଢାର ଷ୍ଟାର୍ଟ ଅପ୍ ବାଇଜୁସ୍ ଏହି କୋଚିଂ ସେଣ୍ଟରକୁ ୧ ବିଲିୟନ ଡଲାର ଅର୍ଥାତ ୧୦୦ କୋଟି ଡଲାରରେ କିଣିଛି । ଶିକ୍ଷା କ୍ଷେତ୍ରରେ ଏହା ଏକ…

ରାଜ୍ୟରୁ ୨୪ ଘଣ୍ଟାରେ ୨୧୦ କରୋନା ପଜିଟିଭ୍, ୫ ଜିଲ୍ଲାରେ ନୂଆ ଆକ୍ରାନ୍ତ ଶୂନ

ଭୁବନେଶ୍ୱର: ରାଜ୍ୟରେ କମିଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ପ୍ରତିଦିନ ଏବେ ଅଢ଼େଇ ଶହ ଭିତରେ ନୂଆ ଆକ୍ରାନ୍ତ ବାହାରୁଛନ୍ତି । ଗତ ୨୪ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୧୦ ଜଣ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୨୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି…

ପୁରୀରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କୋଭିସିଲ୍ଡ ଟିକା

ପୁରୀ: ପ୍ରଥମ ପର୍ଯ୍ୟାୟରେ ପୁରୀର ପହଞ୍ଚିଛି ସେରମ୍ ଇନଷ୍ଟିଚ୍ୟୁଟର କୋଭିସିଲ୍ଡ ଭ୍ୟାକସିନ୍ । ଜିଲ୍ଲା ସଦର ମହକୁମା ଡାକ୍ତରଖାନା ପରିସରରେ ଥିବା ଟିକା ଭଣ୍ଡାରରେ ଏହାକୁ ସଂରକ୍ଷିତ ରଖାଯାଇଛି । ପ୍ରାୟ ୭ହଜାର ଡୋଜ୍ ଭ୍ୟାକସିନ୍ ଆସିଥିବା ସୂଚନା ଦେଇଛନ୍ତି ଅତିରିକ୍ତ ମୁଖ୍ୟ ଚିକିତ୍ସା…

ବାଇକ୍ ଚାଳକକୁ ବଞ୍ଚାଇବାକୁ ଯାଇ ଓଲଟିଲା ପୋଲିସ ଗାଡ଼ି, ୫ କର୍ମଚାରୀ ଆହତ

ଛତ୍ରପୁର: ଗଞ୍ଜାମ ଜିଲ୍ଲା ଛତ୍ରପୁର ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥରେ ଦୁଇ ଦୁଇଟି ଦୁର୍ଘଟଣା ଘଟିଛି । ଗ୍ୟାସ ଟ୍ୟାଙ୍କର ଓଲଟି ପଡ଼ିଥିବା ବେଳେ ପୋଲିସ ଗାଡ଼ି ବି ଦୁର୍ଘଟଣାଗ୍ରସ୍ତ ହୋଇଛି । ବାଇକ ଚାଳକଙ୍କୁ ବଞ୍ଚାଇବାକୁ ଯାଇ ଓଲଟି ପଡ଼ିଲା ପୋଲିସ ପାଟ୍ରୋଲିଂ ଗାଡ଼ି ।ଛତ୍ରପୁର…

ଭାରସାମ୍ୟ ହରାଇ ଛତ୍ରପୁର ନିକଟ ଜାତୀୟ ରାଜପଥରେ ଓଲଟିଲା ଗ୍ୟାସ୍ ଟ୍ୟାଙ୍କର

ଛତ୍ରପୁର: ଗଞ୍ଜାମ ଜିଲ୍ଲା ଛତ୍ରପୁର ନିକଟ ତାମ୍ପରାଠାରେ ଓଲଟିଲା ଗ୍ୟାସ ଟ୍ୟାଙ୍କର । ଛତ୍ରପୁରର ୧୬ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି । ମଝି ରାସ୍ତାରେ ଗ୍ୟାସ ଟ୍ୟାଙ୍କର ଓଲଟି ପଡ଼ିଥିଲା । ଏଥିରେ ଗାଡ଼ି ଚାଳକ ସାମାନ୍ୟ ଆହତ ହୋଇଛନ୍ତି । ଘନ କୁହୁଡ଼ି ପାଇଁ ରାସ୍ତା ଦେଖାଯାଇ…

ନୟାଗଡ଼ ନାବାଳିକା ହତ୍ୟା ମାମଲା: ଅଭିଯୁକ୍ତ ନାବାଳକର ବ୍ରେନ୍ ମ୍ୟାପିଂ ପାଇଁ ଆବେଦନ ଉପରେ ଆଜି ବିଚାର

ନୟାଗଡ଼: ବହୁଚର୍ଚ୍ଚିତ ନୟାଗଡ଼ ନାବାଳିକା ହତ୍ୟା ମାମଲାରେ ଆଜି ଅଭିଯୁକ୍ତ ନାବାଳକର ବ୍ରେନ୍ ମ୍ୟାପିଂ ଆବେଦନ ଉପରେ ଶୁଣାଣି ହେବ । ଜୁଭେନାଇଲ ଜଷ୍ଟିସ ବୋର୍ଡରେ ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍-SIT କରିଥିବା ଆବେଦନର ଶୁଣାଣି ହେବ । ନାର୍କୋ ଟେଷ୍ଟ ପାଇଁ ଅଭିଯୁକ୍ତ ରାଜି ହୋଇ ନଥିଲା । ଏନେଇ…

ଦେଶରୁ ଦିନକରେ ୧୫, ୯୬୮ ନୂଆ କରୋନା ପଜିଟିଭ୍, ୨୦୨ ମୃତ

ନୂଆଦିଲ୍ଲୀ: ଟିକାକରଣ ପୂର୍ବରୁ ଦେଶରେ ହ୍ରାସ ପାଇଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୫ହଜାର ୯୬୮ ନୂଆ ଆକ୍ରାନ୍ତ । ଦେଶରେ ମୋଟ୍ ପଜିଟିଭ୍ କେସ୍ ୧କୋଟି ୪ଲକ୍ଷ ୯୫ହଜାର ୧୪୭କୁ ବୃଦ୍ଧି ପାଇଛି । ଗତ ୨୪ଘଣ୍ଟାରେ କରୋନାରେ ପ୍ରାଣ ହରାଇଛନ୍ତି ଆଉ…

କୋଭିସିଲ୍ଡ ପରେ ଭୁବନେଶ୍ୱର ଆସିଲା କୋଭାକ୍ସିନ ଟିକା

ଭୁବନେଶ୍ୱର: କାଲି ଆସିଥିଲା ସେରମ ଇନଷ୍ଟିଚ୍ୟୁଟର କରୋନା ଭ୍ୟାକସିନ୍ କୋଭିସିଲଡ୍ । ଆଜି ଓଡ଼ିଶାରେ ପହଞ୍ଚିଛି ଭାରତ ବାୟୋଟେକର କରୋନା ଟିକା କୋଭାକ୍ସିନ୍ । ହାଇଦ୍ରାବାଦରୁ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ପହଞ୍ଚିଛି । ପ୍ରଥମ ପର୍ଯ୍ୟାୟରେ ୨୦ହଜାର ଡୋଜ୍ କୋଭାକ୍ସିନ୍ ଟିକା ପହଞ୍ଚିଥିବା…