Latest Odisha News

BREAKING NEWS

Browsing Category

ଫିଚର

ଗଜପତି: ୧୩ କୋଟି ଟଙ୍କାର ଗଞ୍ଜେଇ ଚାଷ ପୋଡି ନଷ୍ଟ କଲା ପୋଲିସ

ଗଜପତି: ଗଞ୍ଜେଇ ଚାଷର ଗନ୍ତାଘର ସାଜିଛି ଗଜପତି ଜିଲ୍ଲା। ପ୍ରତିଦିନ ପ୍ରାୟ ଏଠାରେ ଏକର ଏକର ଗଞ୍ଜେଇ ଚାଷ ନଷ୍ଟ କରାଯାଉଥିବା ସୂଚନା ମିଳୁଛି। ଗୁରୁବାର ଦିନ ଏଠାରେ ପ୍ରାୟ ୬୫ ଏକର ଗଞ୍ଜେଇ ଚାଷ ନଷ୍ଟ କରିଛି ଅବକାରୀ ବିଭାଗ ଓ ପୋଲିସ । ଯାହାର ଆନୁମାନିକ ମୂଲ୍ୟ ୧୩ କୋଟି ଟଙ୍କା ହେବ ।…

ଆଜି ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ; ମେଗା ଉଠାଜଳସେଚନ ପ୍ରକଳ୍ପର କରିବେ ଲୋକାର୍ପଣ

କଳାହାଣ୍ଡି: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଗସ୍ତ କରିବେ । ଦିନ ସାଢେ ୧୧ ତା ସୁଦ୍ଧା ମୁଖ୍ୟମନ୍ତ୍ରୀ ଜୟପାଟଣା ବ୍ଲକ ମଗଂଲପୁରରେ ପହଞ୍ଚିବା ନେଇ କାର୍ଯ୍ୟକ୍ରମ ରହିଛି। ସୂଚନାନୁସାରେ, ଭର୍ଚୁଆଲ ମାଧ୍ୟମରେ ଇନ୍ଦ୍ରାବତୀ ମଗଂଲପୁର ଠାରେ ୭୫୬ କୋଟି ବ୍ୟୟରେ ନିର୍ମିତ…

ମକର ସଂକ୍ରାନ୍ତି’ ଲାଗି ଉତ୍ସବମୁଖର ସାରା ରାଜ୍ୟ

ଭୁବନେଶ୍ୱର: ସାରା ରାଜ୍ୟରେ ଆଜି ଆନନ୍ଦ ଉଲ୍ଲାସର ସହ ପାଳିତ ହେଉଛି ‘ମକର ସଂକ୍ରାନ୍ତି’ । ହିନ୍ଦୁ ସଂସ୍କୃତି ଓ ପରମ୍ପରାରେ ଏହି ପର୍ବ ପାଳନର ଅନେକ ମହତ୍ତ୍ୱ ରହିଥିବା ବେଳେ ଆଜିଠାରୁ ଧିରେ ଧିରେ ଦିନ ବଡ ହୋଇଥାଏ। ଏହି ଦିନ ଗଙ୍ଗାରେ ସ୍ନାନ କଲେ, ମୋକ୍ଷ ପ୍ରାପ୍ତି ଓ ଦାରିଦ୍ର‌୍ୟରୁ…

ମକର ସଂକ୍ରାନ୍ତିକୁ ନେଇ କ’ଣ ରହିଛି ଲୋକ ବିଶ୍ୱାସ,ଜାଣନ୍ତୁ

ଭୁବନେଶ୍ୱର: ଆଜି ପବିତ୍ର ମକର ସଂକ୍ରାନ୍ତି । ପ୍ରତି ସଂକ୍ରାନ୍ତିରେ ସୂର୍ଯ୍ୟ ଗୋଟିଏ ଲେଖାଏଁ ରାଶିକୁ ଗମନ କରି ସେଥିରେ ଏକ ମାସ ଅବସ୍ଥାନ କରନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଉତ୍ତରାୟଣ ହୋଇ ମକର ରାଶିକୁ ଆସନ୍ତି । ଏହି ଦିନ ସୂର୍ଯ୍ୟ ଉତ୍ତରଦିଗକୁ ଯାତ୍ରା କରି ଛଅ ମାସ ଅବସ୍ଥାନ…

ରାଜ୍ୟବାସୀଙ୍କୁ ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ପବିତ୍ର ମକର ସଂକ୍ରାନ୍ତି। ଏଥିପାଇଁ ଘରେ ଘରେ ପ୍ରସ୍ତୁତ ହୋଇଛି ମକର ଚାଉଳ। କୋଭିଡ କଟକଣା ମଧ୍ୟରେ ଏହି ସଂକ୍ରାନ୍ତି ଅବସରରେ ଲୋକେ ସକାଳୁ ସକାଳୁ ମନ୍ଦିର ଯାଇ ଭଗବାନଙ୍କ ଦର୍ଶନ କରୁଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ରାଜ୍ୟବାସୀଙ୍କୁ ମକର…

ପୂର୍ବ ଶତ୍ରୁତାରୁ ରାଜଧାନୀରେ ହଣାକଟା

ଭୁବନେଶ୍ୱର : ଗଙ୍ଗ ନଗର ଅଂଚଳରେ ଗୋଷ୍ଠୀ ସଂଘର୍ଷ ହୋଇଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ହଣାକଟା ସହ ଗୁଳିମାଡ ହୋଇଛି । ମିଳିଥିବା ସୂଚନା ଅନୁଯାୟୀ, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏକ ବଡ଼ ଧରଣର ଗୋଷ୍ଠୀ ସଂଘର୍ଷ ହୋଇଛି । ଦୁଇ ଯୁବ ଗୋଷ୍ଠୀ ବିଭିନ୍ନ…

ଆସନ୍ତାକାଲି କଳାହାଣ୍ଡି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି କଳାହାଣ୍ଡି ଗସ୍ତରେ ଯିବେ । ଏଥି ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । କାର୍ଯ୍ୟକ୍ରମ ପାଇଁ ପ୍ରାୟ ୨୮ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ । କାର୍ଯ୍ୟକ୍ରମ ବେଳେ ମୁଖ୍ୟମନ୍ତ୍ରୀଙ୍କଠାରୁ ୩୦ ଫୁଟ୍ ଦୂରତା…

ଥାଇଲାଣ୍ଡ ଓପନ ବ୍ୟାଡମିଂଟନ: ପ୍ରିକ୍ୱାର୍ଟରରେ ସାଇନା

ବ୍ୟାଙ୍କକ:ଏଠାରେ ଚାଲିଥିବା ଥାଇଲାଣ୍ଡ ଓପନ ବ୍ୟାଡମିଂଟନ ଟୁର୍ଣ୍ଣାମେଂଟରେ ଭାରତର ଷ୍ଟାର ଖେଳାଳି ସାଇନା ନେହ୍ୱାଲ ଚମତ୍କାର ପ୍ରଦର୍ଶନ କରି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛନ୍ତି । ସାଇନା ମାଲେସିଆର କିସୋନା ସେଲଭାଡରେଙ୍କକୁ ୨୧-୧୫, ୨୧-୧୫ରେ ପରାସ୍ତ କରିଥିଲେ । ପରବର୍ତୀ ରାଉଣ୍ଡରେ ସେ…

ବଡ ବିପଦ ଟଳିଲା: ଇଣ୍ଡିଗୋ ବିମାନ ଅଳ୍ପକେ ଦୁର୍ଘଟଣାରୁ ବର୍ତିଲା, ସମସ୍ତ ଯାତ୍ରୀ ସୁରକ୍ଷିତ

ଶ୍ରୀନଗର: ଶ୍ରୀନଗର ବିମାନ ବନ୍ଦରରେ ବୁଧବାର ଏକ ବଡ ବିପଦ ଟଳିଯାଇଛି । ଇଣ୍ଡିଗୋ ଏୟାରଲାଇନ୍ସର ଏକ ବିମାନ ୨୩୩ଜଣ ଯାତ୍ରୀଙ୍କୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରୁଥିବା ବେଳେ ଦୁର୍ଘଟଣା ଘଟିଥିଲା । ରନୱେରୁ ହଟାଯାଇଥିବା ବରଫ ଗଦାରେ ବିମାନଟି ମାଡ ହୋଇ ଯାଇଥିଲା । ପାଇଲଟ କୌଶଳକ୍ରମେ ଏହାକୁ…

ଉତରକୋରିଆର ଅଭିଶପ୍ତ ହୋଟେଲ ର‌୍ୟୁଗୟଙ୍ଗ, ଆଜି ପର୍ଯ୍ୟନ୍ତ ଏଠାରେ କେହି ରହି ନାହାନ୍ତି

ପେଙ୍ଗୟଙ୍ଗ: ଉତର କୋରିଆ ସର୍ବଦା ଏକଚ୍ଛତ୍ରବାଦ ଶାସକ କିମ ଜୋଙ୍ଗ ୟୁନ ଏବଂ ତାଙ୍କ ନୀତିକୁ ନେଇ ଚର୍ଚ୍ଚାରେ ରହିଥାଏ । ଆମେ ସେ ବିଷୟରେ ଆଲୋଚନା କରିବା ନାହିଁ । ଏହାର ରାଜଧାନୀ ପେଙ୍ଗୟୋଙ୍ଗରେ ଥିବା ଏକ ଅଭିଶପ୍ତ ହୋଟେଲ ଅଛି, ଯେଉଁଠାରେ ଆଜି ପର୍ଯ୍ୟନ୍ତ କେହି ରହି ନାହାନ୍ତି । ପିରାମିଡ…