Latest Odisha News

BREAKING NEWS

Browsing Category

ଫିଚର

ଭାରସାମ୍ୟ ହରାଇ ଛତ୍ରପୁର ନିକଟ ଜାତୀୟ ରାଜପଥରେ ଓଲଟିଲା ଗ୍ୟାସ୍ ଟ୍ୟାଙ୍କର

ଛତ୍ରପୁର: ଗଞ୍ଜାମ ଜିଲ୍ଲା ଛତ୍ରପୁର ନିକଟ ତାମ୍ପରାଠାରେ ଓଲଟିଲା ଗ୍ୟାସ ଟ୍ୟାଙ୍କର । ଛତ୍ରପୁରର ୧୬ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି । ମଝି ରାସ୍ତାରେ ଗ୍ୟାସ ଟ୍ୟାଙ୍କର ଓଲଟି ପଡ଼ିଥିଲା । ଏଥିରେ ଗାଡ଼ି ଚାଳକ ସାମାନ୍ୟ ଆହତ ହୋଇଛନ୍ତି । ଘନ କୁହୁଡ଼ି ପାଇଁ ରାସ୍ତା ଦେଖାଯାଇ…

ନୟାଗଡ଼ ନାବାଳିକା ହତ୍ୟା ମାମଲା: ଅଭିଯୁକ୍ତ ନାବାଳକର ବ୍ରେନ୍ ମ୍ୟାପିଂ ପାଇଁ ଆବେଦନ ଉପରେ ଆଜି ବିଚାର

ନୟାଗଡ଼: ବହୁଚର୍ଚ୍ଚିତ ନୟାଗଡ଼ ନାବାଳିକା ହତ୍ୟା ମାମଲାରେ ଆଜି ଅଭିଯୁକ୍ତ ନାବାଳକର ବ୍ରେନ୍ ମ୍ୟାପିଂ ଆବେଦନ ଉପରେ ଶୁଣାଣି ହେବ । ଜୁଭେନାଇଲ ଜଷ୍ଟିସ ବୋର୍ଡରେ ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍-SIT କରିଥିବା ଆବେଦନର ଶୁଣାଣି ହେବ । ନାର୍କୋ ଟେଷ୍ଟ ପାଇଁ ଅଭିଯୁକ୍ତ ରାଜି ହୋଇ ନଥିଲା । ଏନେଇ…

ଦେଶରୁ ଦିନକରେ ୧୫, ୯୬୮ ନୂଆ କରୋନା ପଜିଟିଭ୍, ୨୦୨ ମୃତ

ନୂଆଦିଲ୍ଲୀ: ଟିକାକରଣ ପୂର୍ବରୁ ଦେଶରେ ହ୍ରାସ ପାଇଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୫ହଜାର ୯୬୮ ନୂଆ ଆକ୍ରାନ୍ତ । ଦେଶରେ ମୋଟ୍ ପଜିଟିଭ୍ କେସ୍ ୧କୋଟି ୪ଲକ୍ଷ ୯୫ହଜାର ୧୪୭କୁ ବୃଦ୍ଧି ପାଇଛି । ଗତ ୨୪ଘଣ୍ଟାରେ କରୋନାରେ ପ୍ରାଣ ହରାଇଛନ୍ତି ଆଉ…

କୋଭିସିଲ୍ଡ ପରେ ଭୁବନେଶ୍ୱର ଆସିଲା କୋଭାକ୍ସିନ ଟିକା

ଭୁବନେଶ୍ୱର: କାଲି ଆସିଥିଲା ସେରମ ଇନଷ୍ଟିଚ୍ୟୁଟର କରୋନା ଭ୍ୟାକସିନ୍ କୋଭିସିଲଡ୍ । ଆଜି ଓଡ଼ିଶାରେ ପହଞ୍ଚିଛି ଭାରତ ବାୟୋଟେକର କରୋନା ଟିକା କୋଭାକ୍ସିନ୍ । ହାଇଦ୍ରାବାଦରୁ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ପହଞ୍ଚିଛି । ପ୍ରଥମ ପର୍ଯ୍ୟାୟରେ ୨୦ହଜାର ଡୋଜ୍ କୋଭାକ୍ସିନ୍ ଟିକା ପହଞ୍ଚିଥିବା…

ଓଲଟିଲା କପା ବୋଝେଇ ଟ୍ରାକ୍ଟର, ୨ ମୃତ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ଥାନା କ୍ରିକାଲୁପାଡୁ ଗାଁ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡିଲା କପା ବୋଝେଇ ଟ୍ରାକ୍ଟର । ଏହି ଦୁର୍ଘଟଣାରେ ଡ୍ରାଇଭର ସମେତ ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ସୂଚନା । ସୂଚନାନୁସାରେ, ଗତକାଲି ବିଳମ୍ବିତ ରାତିରେ ଏହି ଟ୍ରାକ୍ଟରଟି…

ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍; ୨ ଗୁରୁତର

କଳାହାଣ୍ଡି: କଳାହାଣ୍ଡି-ନବରଙ୍ଗପୁର ଜିଲ୍ଲା ସୀମାନ୍ତ ଆମପାଣୀ ଘାଟିରେ ଓଆଲଟିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ବସ୍‌ ହେଲପର ଓ ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇଥିବା ବେଳେ ଯାତ୍ରୀ ମାନେ ବର୍ତ୍ତିଯାଇଥିବା ସୂଚନା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରିବା ସହ…

ଲାଞ୍ଚ ନେବା ବେଳେ ଧରାପଡିଲେ ଜିଲ୍ଲା ମତ୍ସ୍ୟ ଅଧିକାରୀ

ବାରିପଦା: ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲ୍ଲା ମତ୍ସ୍ୟ ସମ୍ପଦ ଅଧିକାରୀ ସୁରେନ୍ଦ୍ର କୁମାର ଘଡ଼େଇ । ଆଜି ଲକ୍ଷେ ୧୦ହଜାର ଲାଞ୍ଚ ନେବା ବେଳେ ଟଙ୍କା ସହିତ ବାରିପଦା ଭିଜିଲାନ୍ସ ଟିମ୍ ଶ୍ରୀ ଘଡ଼େଇଙ୍କୁ ଧରିଥିଲେ। ଜଣେ ମତ୍ସ୍ୟଚାଷୀଙ୍କୁ ସରକାରୀ ସହାୟତା ରାଶି ମଞ୍ଜୁର କରିବା ପାଇଁ ଏହି…

ମକର ସଂକ୍ରାନ୍ତିରେ ବନ୍ଦ ରହିବ ଧବଳେଶ୍ଵର ପୀଠ

କଟକ: ମକର ସଂକ୍ରାନ୍ତିରେ ଭିଡ଼କୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଆଠଗଡର ଧବଳେଶ୍ଵର ମନ୍ଦିରରେ ଧାରା ୧୪୪ ଲାଗୁ କରାଯାଉଛି। ଏନେଇ ସୂଚନା ଦେଇଛନ୍ତି ଆଠଗଡର ଉପ-ଜିଲ୍ଲାପାଳ ଅଜମ୍ବର ମହାନ୍ତି। ସେ କହିଛନ୍ତି ଯେ ଏହି ଦିନରେ ପୂଜାପାଠ କରିବା ପାଇଁ ଅଧିକ ସଂଖ୍ୟକ ଭକ୍ତଙ୍କ ସମାଗମ…

ସୁପ୍ରିମକୋର୍ଟଙ୍କୁ ଜଣାଇଲେ କେନ୍ଦ୍ର ସରକାର, କୃଷକ ଆନ୍ଦୋଳନରେ ଖଲିସ୍ତାନୀ ପ୍ରବେଶ କରିଛନ୍ତି

ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ ସତ୍ୱେ ସରକାର ଏବଂ କୃଷକମାନଙ୍କ ମଧ୍ୟରେ ଏ ପର୍ଯ୍ୟନ୍ତ ବୁଝାମଣାର କୌଣସି ରାସ୍ତା ବାହାରିପାରି ନାହିଁ । କୃଷି ଆଇନ ସପକ୍ଷରେ ଯୁକ୍ତି କରିବା ବେଳେ ଏହି ଆନ୍ଦୋଳନରେ ଖଲିସ୍ତାନୀ ଅନୁପ୍ରବେଶ କରିଛନ୍ତି ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି ।…

ଚନ୍ଦ୍ରଭାଗା ଓ ତଳସରୀ ବେଳାଭୂମିର ବିକାଶ ପାଇଁ ରାଜ୍ୟ ସରକାରଙ୍କ ଯୋଜନା

ଭୁବନେଶ୍ୱର: ଚନ୍ଦ୍ରଭାଗା ଓ ତଳସରୀର ସମୁଦ୍ରକୂଳକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ କେନ୍ଦ୍ର ଭାବେ ବିକଶିତ କରିବା ଲାଗି ରାଜ୍ୟସରକାର ଯୋଜନା ପ୍ରସ୍ତୁତ କରିଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଦୁଇ ଯୋଜନାର ରୂପାୟନ ସଂପର୍କରେ ଭିଡିଓ କନଫରେନ୍ସିଂ ଜରିଆରେ ଏକ ଉଚ୍ଚସ୍ତରୀୟ ବୈଠକ କରି…