Latest Odisha News

BREAKING NEWS

Browsing Category

ଫିଚର

ଗ୍ୟାସ ଲିକରେ ୪ କର୍ମୀଙ୍କ ମୃତ୍ୟୁ ଘଟଣା, RSPକୁ ନ୍ୟାସନାଲ ଗ୍ରୀନ ଟ୍ରିବ୍ୟୁନାଲର ନୋଟିସ

ରାଉରକେଲା: ରାଉରକେଲା ଇସ୍ପାତ କାରଖାନାରେ ଗ୍ୟାସ ଲିକ ହୋଇ ୪ ଜଣ ଠିକା କର୍ମଚାରୀ ମୃତ୍ୟୁବରଣ କରିବା ଘଟଣାରେ ନ୍ୟାସନାଲ ଗ୍ରୀନ ଟ୍ରିବ୍ୟୁନାଲ (ଏନଜିଟି) ପକ୍ଷରୁ ନୋଟିସ ଜାରି କରାଯାଇଛି। ଗ୍ୟାସ ଲିକ ଘଟଣାରେ ପରିବେଶରେ କ'ଣ କ୍ଷତି ହୋଇଛି ସେନେଇ ରିପୋର୍ଟ ଦେବାକୁ ରାଉରକେଲା ଇସ୍ପାତ…

ଗଞ୍ଜା ଲଢ଼େଇ ବେଳେ ପୋଲିସ-ଜନତା ଖଣ୍ଡଯୁଦ୍ଧ

ମାଲକାନଗିରି: ଗଞ୍ଜା ଲଢେଇ ବେଳେ ପୋଲିସ-ଜନତା ଖଣ୍ଡଯୁଦ୍ଧ । ପୋଲିସ ଉପରକୁ ଆକ୍ରମଣ କଲେ ଗ୍ରାମବାସୀ । ଆକ୍ରମଣରେ ଜଣେ ଏସଡିପିଓଙ୍କ ସମେତ ୪ ପୋଲିସ କର୍ମୀ ଆହତ ହୋଇଛନ୍ତି । ୩୦ରୁ ଅଧିକ ଗ୍ରାମବାସୀଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ପୋଲିସ । ୧୬ଜଣଙ୍କୁ ଗିରଫ କରାଯାଇଥିବା ସୂଚନା…

ଦେଶରେ ୧୨ ହଜାରକୁ ଖସିଲା ଦୈନିକ କରୋନା ପଜିଟିଭ୍ କେସ୍

ନୂଆଦିଲ୍ଲୀ: ଦେଶରେ କ୍ରମାଗତ ଖସୁଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ଦେଶରେ ୮ ଲକ୍ଷରୁ ଅଧିକ କୋଭିଡ୍ ଟେଷ୍ଟ ହୋଇଛି । ଚିହ୍ନଟ ହୋଇଛନ୍ତି ୧୨ହଜାର ୫୮୪ ନୂଆ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧କୋଟି ୪ଲକ୍ଷ ୭୯ହଜାର ୧୭୯କୁ ବୃଦ୍ଧି ପାଇଛି ।…

ପାରାଦୀପରେ ୨ ଦିନିଆ ମିଳିତ ସମରାଭ୍ୟାସ ‘ସି ଭିଜିଲ’ ଆରମ୍ଭ

ପାରାଦୀପ: ପାରାଦୀପ ଉପକୂଳରେ ଆଜିଠାରୁ ଆରମ୍ଭ ହୋଇଛି ଦୁଇଦିନିଆ ମିଳିତ ସମରାଭ୍ୟାସ ‘ସି ଭିଜିଲ’ । ଭାରତୀୟ ନୌସେନା, କୋଷ୍ଟଗାର୍ଡ ସମେତ ୧୮ଟି ସାମୁଦ୍ରିକ ଥାନାର କର୍ମଚାରୀ ଏଥିରେ ସାମିଲ ହୋଇଛନ୍ତି। ସମୁଦ୍ର ଉପକୂଳରେ ସୁରକ୍ଷା କଡାକଡି ବାହ୍ୟଶତ୍ରୁ ମୁକାବିଲାରେ ସବୁ ବିଭାଗରେ ସମନ୍ୱୟ…

ଗଳା କାଟି ବୀଭତ୍ସ ହତ୍ୟା, ମହିଳାଙ୍କ ମୃତଦେହ ଉଦ୍ଧାର

ଭଦ୍ରକ: ବୀଭତ୍ସ ଓ ଅମାନୁଷିକ ହତ୍ୟାକାଣ୍ଡ । ଗଳା କାଟି ମହିଳାଙ୍କୁ ନିର୍ମମ ହତ୍ୟା । ବାଉଶ ବୁଦା ମୂଳରେ ବେକ କଟା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଭଣ୍ଡରୀପୋଖରୀ ଥାନା ନୂଆପୋଖରୀ ଗାଁରେ । ମୃତକଙ୍କ ନାଁ ରାଧାରାଣୀ ମହାନ୍ତି ।…

ବିଷାକ୍ତ ମଦ ନେଲା ଜୀବନ; ୧୦ମୃତ ୨୫ରୁ ଉର୍ଦ୍ଧ୍ବ ଗୁରୁତର

ପୁଣେ: ବିଷାକ୍ତ ମଦ ପିଇ ମଧ୍ୟପ୍ରଦେଶର ମୁରୈନା ଜିଲ୍ଲାରେ ପ୍ରାୟ ୧୦ ଜଣ ପ୍ରାଣ ହରାଇବା ସହ ୨୫ରୁ ଅଧିକ ଗୁରୁତର ଥିବା ସୂଚନା ମିଳିଛି । ସ୍ଥାନୀୟ ଅଞ୍ଚଳରେ ଏହା ଭୟର ବାତାବରଣ ସୃଷ୍ଟି କରିଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବା ସହ…

ଦେଶବ୍ୟାପୀ ଟିକା ପରିବହନ, ବିଭିନ୍ନ ରାଜ୍ୟକୁ ପଠାଯାଉଛି ୫୬ଲକ୍ଷ ଡୋଜ୍

ନୂଆଦିଲ୍ଲୀ: ୧୬ ତାରିଖରେ କରୋନା ବିରୋଧୀ ଲଢ଼େଇରେ ମହାଅଭିଯାନ ଆରମ୍ଭ କରିବ ଭାରତ । ଟିକାକରଣ ପୂର୍ବରୁ ଆରମ୍ଭ ହୋଇଛି ଟିକା ପରିବହନ । ଆଜି ଦେଶର ବିଭିନ୍ନ ରାଜ୍ୟକୁ ପରିବହନ ଆରମ୍ଭ ହୋଇଛି । ପୁଣେରୁ ବିମାନ ଯୋଗେ ପଠାଯାଉଛି ୫୬.୫ଲକ୍ଷ ଡୋଜ୍ କରୋନା ଟିକା । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର…

ବାଇଡେନଙ୍କ ଶପଥ ପୂର୍ବରୁ ଆମେରିକାରେ ସଶସ୍ତ୍ର ବିକ୍ଷୋଭ !

ୱାସିଂଟନ: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନଙ୍କ ଶପଥ ଗ୍ରହଣ ପୂର୍ବରୁ ଆମେରିକାରେ ସଶସ୍ତ୍ର ଆନ୍ଦୋଳନ ଦେଖା ଦେଇପାରେ ବୋଲି ଆଶଙ୍କା ପ୍ରକାଶ କରିଛି ଦେଶର ଅଗ୍ରଣୀ ତଦନ୍ତକାରୀ ସଂସ୍ଥା ଫେଡେରାଲ ବ୍ୟୁରୋ ଅପ୍ ଇନଭେଷ୍ଟିଗେସନ (ଏଫବିଆଇ) ଜାନୁଆରି ୨୦ରେ ଜୋ ବାଇଡେନ ଆମେରିକାର…

ଆଜି ଓଡ଼ିଶାରେ ପହଞ୍ଚିବ ‘କୋଭିସିଲ୍ଡ’ ଭ୍ୟାକସିନ୍

ଭୁବନେଶ୍ୱର: ଆଜିଠୁ ସାରା ଦେଶରେ ଆରମ୍ଭ ହୋଇଛି ଟିକା ପରିବହନ । ବିଭିନ୍ନ ରାଜ୍ୟକୁ ସେରମ୍ ଇନଷ୍ଟିଚ୍ୟୁଟର କୋଭିଡସିଲ୍ଡ ଟିକା ପରିବହନ ଆରମ୍ଭ ହୋଇଛି । ଆଜି ପୁଣେରୁ ଭୁବନେଶ୍ୱରକୁ ଆସିବ କୋଭିସିଲ୍ଡ ଟିକା । ସ୍ୱତନ୍ତ୍ର ସ୍ପାଇସ ଜେଟ୍ ବିମାନରେ ଅପରାହ୍ନ ୪ଟା ୨୦ରେ ଭୁବନେଶ୍ୱର ବିମାନବନ୍ଦରରେ…

ଟ୍ରମ୍ପଙ୍କ ବିରୋଧରେ ପୁଣି ମହାଭିଯୋଗ ପ୍ରସ୍ତାବ

ୱାସିଂଟନ: ଆମେରିକାର ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପଙ୍କ ବିରୋଧରେ ଦ୍ୱିତୀୟ ଥର ମହାଭିଯୋଗ ପ୍ରସ୍ତାବ । ଟ୍ରମ୍ପ ରାଷ୍ଟ୍ରପତି ପଦରେ ରହିବାକୁ ଯୋଗ୍ୟ ନୁହନ୍ତି କହି ଡେମୋକ୍ରାଟମାନେ ଏହି ମହାଭିଯୋଗ ପ୍ରସ୍ତାବର ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଆସନ୍ତା ବୁଧବାର ହାଉସ୍ ଅଫ୍‌୍…