Latest Odisha News

BREAKING NEWS

Browsing Category

ଫିଚର

ବୋମାମାଡ଼ କରି ଦୁର୍ବୃତ୍ତ ଲୁଟି ନେଲେ ଟଙ୍କା ଓ ସୁନା ଗହଣା

କଟକ: ବୋମାମାଡ଼ କରି ଦୁର୍ବୃତ୍ତ ଲୁଟି ନେଲେ ଟଙ୍କା ଓ ସୁନା ଗହଣା । ବିଳମ୍ବିତ ରାତିରେ ଡକାୟତ ଗ୍ୟାଙ୍ଗର ଉନ୍ମତ୍ତକାଣ୍ଡ । ଘର ଆଗରେ ବୋମାମାଡ଼ କରି ପ୍ରଥମେ ଲୋକଙ୍କୁ ଭୟଭୀତ କଲେ । ତାପରେ ଘରେ କଳାକନା ବୁଲାଇ ଦେଲେ ଲୁଟେରା । କଟକ ଜିଲ୍ଲା କାନପୁର ଥାନା ହରିପୁର ଗାଁରେ ଏଭଳି ଡକାୟତି…

ଦିଲ୍ଲୀରେ ପହଁଚିଲା ସେରମ୍ ଇନଷ୍ଟିଚ୍ୟୁଟ୍‌ର ଭାକସିନ୍ ଗାଡି

ଦିଲ୍ଲୀ: ଆସନ୍ତା ଜାନୁଆରୀ ୧୬ରୁ ଭାରତରେ ଆରମ୍ଭ ହେବାକୁ ଯାଉଛି କୋଭିଡ ଟିକାକରଣ । ଏହାକୁ ନଜରରେ ରଖି ସେରମ ଇନଷ୍ଟିଚ୍ୟୁଟ୍ ଅପ୍ ଇଣ୍ଡିଆର ପୁଣେ ସ୍ଥିତ ଲ୍ୟାବରୁ ଆସିଥିବା ଭାକସିନକୁ ବିଭିନ୍ନ ସ୍ଥାନକୁ ପଠାଯାଇଥିବା ବେଳେ ପ୍ରଥମେ ଏହା ରାଜଧାନୀ ଦିଲ୍ଲୀରେ ପହଁଚିଛି । ସେଠାରୁ ଦେଶର…

ଚଳିତ ବର୍ଷ ରଥଯାତ୍ରା ଲାଗି ପ୍ରକ୍ରିୟା ଆରମ୍ଭ

ପୁରୀ: ୨୦୨୧ରେ ରଥଯାତ୍ରା ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରୁ ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁଙ୍କ ନେତୃତ୍ୱରେ ଏକ ୪ଜଣିଆ ଟିମ୍ ନୟାଗଡର ଦଶପଲା ରେଞ୍ଜର ବଡମୂଳର ବଡରାଉଳ ଠାକୁରାଣୀଙ୍କ ମନ୍ଦିରକୁ ସୋମବାର ଦିନ ଯାତ୍ରା କରିଥିଲେ।…

ଆଜି ଜାତୀୟ ଯୁବ ଦିବସ; କାହିଁକି ଓ କେବେଠୁ ହେଉଛି ପାଳନ, ଜାଣନ୍ତୁ

ଭୁବନେଶ୍ୱର: ଆଜି ହେଉଛି ସ୍ୱାମୀ ବିବେକନନ୍ଦଙ୍କ ଜନ୍ମ ଦିନ । ସ୍ୱାମୀଜୀଙ୍କ ଜନ୍ମଦିନକୁ ସାରା ଦେଶରେ ଯୁବ ଦିବସ ରୂପେ ପାଳନ କରାଯାଏ । ଭାରତ ସରକାରଙ୍କ ଦ୍ୱାରା ୧୯୪୮ରେ ପ୍ରଥମେ ଜାତୀୟ ଯୁବ ଦିବସ ପାଳନ ପାଇଁ ଘୋଷଣା କରାଯାଇଥିଲା । ସ୍ୱାମୀ ବିବେକାନନ୍ଦଙ୍କ ବାଣୀ ଅନୁଯାୟୀ, କେବଳ…

ସେରମ ଇନଷ୍ଟିଚ୍ୟୁଟରୁ ବାହାରିଲା ଭ୍ୟାକସିନ୍ ଗାଡ଼ି

ନୂଆଦିଲ୍ଲୀ: ଟିକାକରଣ ଦିଗରେ ଆଉ ପାଦେ ଆଗେଇଛି ଭାରତ। ସେରମ ଇନଷ୍ଟିଚ୍ୟୁଟରୁ ବାହାରିଲା ଭ୍ୟାକସିନ ଗାଡ଼ି। ଆଜି କେନ୍ଦ୍ର ସରକାର ପରଚେଜ୍ ଅର୍ଡର କରିଥିଲେ। ଏହାର କିଛି ସମୟ ପରେ ସେରମ ଇନଷ୍ଟିଚ୍ୟୁଟରୁ ବାହାରିଥିଲା ଭ୍ୟାକସିନ ଗାଡ଼ି। ସେଣ୍ଟ୍ରାଲ ହବରୁ ସବ୍ ସେଣ୍ଟ୍ରାଲ ହବ୍ ଓ ସେଠାରୁ ସବୁ…

ନୂଆଦିଲ୍ଲୀ ସ୍ଥିତ ଇଣ୍ଡୋନେସିଆ ଦୂତାବାସରେ ବିଜୁବାବୁଙ୍କ ନାଁରେ ସ୍ୱତନ୍ତ୍ର କକ୍ଷ

ଭୁବନେଶ୍ୱର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ନାମରେ ସ୍ବତନ୍ତ୍ର କକ୍ଷ। ନୂଆଦିଲ୍ଲୀ ସ୍ଥିତ ଇଣ୍ଡୋନେସିଆ ଦୂତାବାସ କାର୍ଯ୍ୟାଳୟରେ ବିଜୁ ପଟ୍ଟନାୟକଙ୍କ ନାଁରେ ଏକ ସ୍ୱତନ୍ତ୍ର କକ୍ଷକୁ ଉତ୍ସର୍ଗ କରାଯାଇଛି। ଆଜି ଏହାକୁ ଉଦଘାଟନ କରିଥିଲେ ଭାରତରେ ଅବସ୍ଥାପିତ ଇଣ୍ଡୋନେସିଆ ରାଷ୍ଟ୍ରଦୂତ…

ମାଗଣାରେ ୩ କୋଟି କୋଭିଡ ଯୋଦ୍ଧାଙ୍କୁ ମିଳିବ ଟିକା, ଖର୍ଚ୍ଚ ବହନ କରିବେ କେନ୍ଦ୍ର ସରକାର : ମୋଦି

ନୂଆଦିଲ୍ଲୀ : ପ୍ରଥମ ପର‌୍ୟାୟରେ ୩ କୋଟି କୋଭିଡ ଯୋଦ୍ଧାଙ୍କୁ ମାଗଣାରେ କରୋନା ଟିକା ବାଣ୍ଟିବେ କେନ୍ଦ୍ର ସରକାର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କନଫରେନସିଂରେ ଟିକାକରଣ ନେଇ ଆଲୋଚନା କରିବା ଅବସରରେ ଏହି ସୂଚନା ଦେଇଛନ୍ତି ।…

ପଶ୍ଚିମ ଓଡିଶା ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ ଅସିତ ତ୍ରିପାଠୀ

ଭୁବନେଶ୍ୱର: ପଶ୍ଚିମ ଓଡିଶା ଉନ୍ନୟନ ପରିଷଦର ଅଧ୍ୟକ୍ଷ ଓ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ ଦାୟିତ୍ୱ ନେଲେ ଅସିତ ତ୍ରିପାଠୀ । ଦାୟିତ୍ୱ ଗ୍ରହଣ କରିବା ପରେ ସେ ପଶ୍ଚିମ ଓଡିଶା ଉନ୍ନୟନ ପରିଷଦର କାମର ସମୀକ୍ଷା କରିଛନ୍ତି । ଗତ ୩୧ ତାରିଖରେ ଅସିତ ତ୍ରିପାଠୀ ମୁଖ୍ୟ ଶାସନ ସଚିବ ପଦରୁ…

କେନ୍ଦୁପତ୍ର ତୋଳାଳୀଙ୍କ ପାଇଁ ୯୨.୩୭ କୋଟି ଟଙ୍କାର ବୋନସ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କେନ୍ଦୁପତ୍ର ତୋଳାଳୀ ଓ ଅନ୍ୟାନ୍ୟ କର୍ମଚାରୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୯୨.୩୭ କୋଟି ଟଙ୍କାର ବୋନସ ଏବଂ ଅନ୍ୟାନ୍ୟ ସହାୟତା ଘୋଷଣା କରିଛନ୍ତି। ତନ୍ମଧ୍ୟରୁ କେବଳ ବୋନସର ପରିମାଣ ୫୯.୭୮ କୋଟି ଟଙ୍କା ରହିଛି। ଏହା ସହିତ କେନ୍ଦୁପତ୍ର କର୍ମଚାରୀଙ୍କ…

ସୁବ୍ରତ ସାହୁଙ୍କୁ ଛତିଶଗଡର ମୁଖ୍ୟ ଶାସନ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ

ରାୟପୁର: ୧୯୯୨ ମସିହା ବ୍ୟାଚର ଆଇଏଏସ ଅଧିକାରୀ ସୁବ୍ରତ ସାହୁଙ୍କୁ ଛତିଶଗଡର ମୁଖ୍ୟ ଶାସନ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ମୁଖ୍ୟ ଶାସନ ସଚିବ ଅମିତାଭ ଜୈନ ସ୍ୱାସ୍ଥ୍ୟ ଗତ କାରଣରୁ ଛୁଟିରେ ଯାଇଥିବା ହେତୁ ତାଙ୍କ ସ୍ଥାନରେ ଶ୍ରୀ ସାହୁଙ୍କୁ ନିଯୁକ୍ତ କରାଯାଇଥିବା ନେଇ…