Latest Odisha News

BREAKING NEWS

Browsing Category

ଫିଚର

ରାଜଧାନୀରେ ଫାଷ୍ଟ ଫୁଡ୍ ଦୋକାନରେ ଅଗ୍ନିକାଣ୍ଡ

ଭୁବନେଶ୍ୱର: ଗୋପବନ୍ଧୁ ଛକରେ ଥିବା ଫାଷ୍ଟଫୁଡ ଦୋକାନ ଗ୍ରୀନ ଚିଲିରେ ଅଗ୍ନିକାଣ୍ଡ। ଆଜି ସନ୍ଧ୍ୟାରେ ଘଟିଛି ଏହି ଘଟଣା । ତେବେ ଅଗ୍ନିକାଣ୍ଡରେୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଏଠାରେ କାମ କରୁଥିବା ସମସ୍ତ କର୍ମଚାରୀ । ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।…

ସିଦ୍ଧ ମହାବୀର ଫ୍ଲାଏ ଓଭର ନିର୍ମାଣ ନେଇ ନୀତିନ ଗଡ଼କରୀଙ୍କୁ ଭେଟିଲେ ସମ୍ବିତ ପାତ୍ର

ପୁରୀ: ପୁରୀ କୋଣାର୍କ ଜାତୀୟ ରାଜପଥରେ ସିଦ୍ଧ ମହାବୀର ଫ୍ଲାଏ ଓଭର ନିର୍ମାଣ ନେଇ ନୀତିନ ଗଡକରୀଙ୍କୁ ଭେଟିଛନ୍ତି ସମ୍ବିତ ପାତ୍ର। ରେଳଧାରଣା ଉପରେ ଫ୍ଲାଏ ଓଭର ବ୍ରିଜ୍ ନହେବାରୁ ଘଂଟା ଘଂଟା ଧରି ଯାତ୍ରୀମାନଙ୍କ ସମୟ ନଷ୍ଟ ହେଉଛି। ସିଦ୍ଧମହାବୀର ଫ୍ଲାଏ ଓଭର ବ୍ରିଜ ନିର୍ମାଣ ନେଇ ବିଜେପି…

ରାଜଧାନୀରେ ବିମାନ ଯାତ୍ରୀଙ୍କଠାରୁ ଜବତ ହେଲା ବନ୍ଧୁକ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ବିମାନ ଯାତ୍ରୀଙ୍କଠାରୁ ଜବତ ହେଲା ବନ୍ଧୁକ । ଯାତ୍ରୀ ଜଣଙ୍କ ଭୁବନେଶ୍ୱରରୁ ଚେନ୍ନାଇ ଯାଉଥିଲେ । ଯାଞ୍ଚ ବେଳେ ତାଙ୍କଠାରୁ ଏହି ବନ୍ଧୁକ ମିଳିଥିଲା । ଯାତ୍ରୀଜଣଙ୍କୁ ଅଟକ ରଖି ପଚରାଉଚରା ଚାଲିଛି ।

ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି

ପୁରୀ: ବୁଧବାର ପୌଷ କୃଷ୍ଣ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହ ମାନଙ୍କ 'ବନକ ଲାଗି' ବା 'ଶ୍ରୀମୁଖ ସିଂହାର ନୀତି ଅନୁଷ୍ଠିତ ହୋଇଅଛି । ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନୀର୍ଘଣ୍ଟ ଚୂଡ଼ାନ୍ତ ହୋଇଥିବା ବେଳେ ମହାପ୍ରଭୁଙ୍କ ଏହି ଗୁପ୍ତ ସେବା ପ୍ରାୟ ୪…

ମାହାଙ୍ଗା ଡବଲ ମର୍ଡର ଘଟଣାରେ ହତ୍ୟାକାଣ୍ଡ ଭିଆଇଥିବା ସ୍ୱୀକାର କଲା ମୁଖ୍ୟ ଅଭିଯୁକ୍ତ

କଟକ: କଟକ ମାହାଙ୍ଗାରେ ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ଅଭିଯୁକ୍ତ ପଞ୍ଚାନନ ସେଠୀ ହତ୍ୟା କରିଥିବା ସ୍ୱୀକାର କରିଛି । ଆଜି କୋର୍ଟ ଚାଲାଣ ବେଳେ ପଞ୍ଚାନନ କହିଛି ଯେ, କୁଳମଣି ଓ ତାଙ୍କ ପୁଅ ତାକୁ ଲଙ୍ଗଳା କରି ଆକ୍ରମଣ କରିଥିଲେ । ଏହି ରାଗରେ ସେ ଏହି…

ଆଗାମୀ ଦୁଇ ମାସ ଅଧିକ ସତର୍କ ରହିବା ପାଇଁ ନିବେଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସାରା ରାଜ୍ୟରେ ବର୍ତ୍ତମାନ ସମୟରେ ବ୍ୟବସାୟିକ ପ୍ରତିଷ୍ଠାନ ଠାରୁ ଆରମ୍ଭ କରି ଧର୍ମାନୁଷ୍ଠାନ ଆଦି ଖୋଲିବାରେ ଲାଗିଛି। ଖୁବଶୀଘ୍ର ଶିକ୍ଷାନୁଷ୍ଠନ ମଧ୍ୟ ଖୋଲିବାକୁ ଯାଉଛି। ଏଭଳି ସ୍ଥିତିରେ ଆଗାମୀ ୨ ମାସ ଯାଏଁ ସତର୍କତାର ସହ ଚଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ମଦ ନିଶାରେ ମାନବିକତା ଭୁଲି ଗଲେ ପୋଲିସ କର୍ମଚାରୀ…

କୋରାପୁଟ: ମଦ୍ୟପ ପୋଲିସ ବାବୁଙ୍କ ବର୍ବରତା । ଜଣେ ବୃଦ୍ଧ ଦୋକାନୀ ଚା’ ଦେବାରେ ବିଳମ୍ବ କରିବାରୁ ତାଙ୍କ ଉପରକୁ ଗରମ ଚା’ ଢାଳି ଦେଲେ ପୋଲିସ ହାବିଲଦାର । କୋରାପୁଟ ଜିଲ୍ଲା ଦାମନଯୋଡ଼ିରେ ଘଟିଛି ଏହି ଅମାନବିକତା ଘଟଣା । ଦାମନଯୋଡ଼ି ଥାନାର ହାବିଲଦାର ସାରଥୀ ହୋତା ଏପରି ଗରମ ଚା’ ପକାଇଥିବା…

ଓଡ଼ିଶାରେ ନାହିଁ ବାର୍ଡ ଫ୍ଲୁ ମାମଲା: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ରାଜ୍ୟରେ ଏପର୍ଯ୍ୟନ୍ତ ବାର୍ଡ ଫ୍ଲୁ ମାମଲା ଚିହ୍ନଟ ହୋଇନାହିଁ ବୋଲି ବୁଧବାର ଦିନ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର। ବାର୍ଡ ଫ୍ଲୁ ପରିସ୍ଥିତିକୁ ସମୀକ୍ଷା କରି ଶ୍ରୀ ମହାପାତ୍ର କହିଛନ୍ତି ଯେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ପ୍ରାୟ ୧୧,୦୦୦ ନମୁନା…

ଓଡ଼ିଶାରେ ୩ ଲକ୍ଷ ୨୭ ହଜାର ଟପିଲା ଆରୋଗ୍ୟ ମାମଲା

ଭୁବନେଶ୍ୱର: ଓଡିଶାରୁ ଗୋଟିଏ ଦିନରେ ପ୍ରାୟ ୨୩୦ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ୩ ଲକ୍ଷ ୨୭ ହଜାର ୦୦୮ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ ଲାଭ କରିଛନ୍ତି।…

ଆରଏସପି ଗ୍ୟାସ ଲିକ୍ ଘଟଣା: ୨ ଡିଜିଏମ ନିଲମ୍ବିତ

ରାଉରକେଲା: ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଗ୍ୟାସ ଲିକ୍ ଯୋଗୁଁ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୨ ଡିଜିଏମଙ୍କୁ ନିଲମ୍ବିତ କରାଯାଇଛି । । କାର୍ଯ୍ୟରେ ଅବହେଲା ପାଇଁ ଏମାନଙ୍କୁ ନିଲମ୍ବିତ କରାଯାଇଛି । ନିଲମ୍ବିତ ଦୁଇ ଅଧିକାରୀ ହେଲେ ଇଏମ୍‌ଡି ବିଭାଗର ଗୋପବନ୍ଧୁ ବାରିକ ଓ ସିସିଡି ମେକାନିକାଲର…