Latest Odisha News

BREAKING NEWS

Browsing Category

ଫିଚର

ଭିଜିଲାନ୍ସ ଜାଲରେ ଥାନା ବାବୁ: ବସରେ କଟକ ଆସୁଥିବାବେଳେ ମାଡିବସିଲା ଟିମ୍ , ୨ଲକ୍ଷ ଟଙ୍କା ଜବତ

କୋରାପୁଟ : ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ବୈପାରୀଗୁଡା ଥାନା ଅଧିକାରୀ ସୁଶାନ୍ତ କୁମାର ଶତପଥୀ। ରିଲାଏନ୍ସ ନାମକ ଏକ ଘରୋଇ ବସରେ କଟକସ୍ଥିତ ନିଜ ଘରକୁ ଗଲା ବେଳେ ଜୟପୁର ସ୍ଥିତ ଟାଙ୍କୁଆ ନିକଟରେ ଜୟପୁର ଭିଜିଲାନ୍ସ ଟିମ୍ ମାଡି ବସିଛି ।  ବସ ରେ ପଇସା ଧରି ଯାଉଥିବା ବେଳେ ତାଙ୍କ…

ସରିଲା କାର୍ତ୍ତିକ , ଆଜି ଛାଡଖାଇରେ ଆମିଷ ବଜାରରେ ପ୍ରବଳ ଭିଡ

ଭୁବନେଶ୍ବର : ସରିଲା ଧର୍ମ ମାସ କାର୍ତ୍ତିକ  । ଆଜି ହେଉଛି ଛାଡଖାଇ  । ମାସ ତମାମ ନିଷ୍ଠା ସହକାରେ ଆମିଷ ନ ଖାଇ ଲୋକ କାର୍ତ୍ତିକ ମାସ ପାଳୁଥିଲେ  । ଆଉ ଅପେକ୍ଷା ଥିଲା  ଆଜିର ଦିନକୁ  । ଆଜି ମଙ୍ଗଳବାର ଥିବାରୁ ବେପାର ଟିକିଏ ମାନ୍ଦା ପଡୁଥିବାର ଆଶା କରାଯାଉଛି । ତଥାପି ଆଜି ସବୁ ଆମିଷ…

ଆଜିଠୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ

ପୁରୀ: ସରିଲା କାର୍ତ୍ତିକ ମାସ  । ଆଜିଠୁ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ। ତେବେ ରତ୍ନଭଣ୍ଡାର ବାହାର ପଟ କାନ୍ଥର ପ୍ରଥମେ ଲେଜର ସ୍କାନିଂ କରାଯିବା ପରେ କେଉଁ ସ୍ଥାନରେ ଫାଟ ରହିଛି ଏବଂ କ’ଣ ସମସ୍ୟା ରହିଛି ତାହା ଜଣାପଡ଼ିବ। ଆବଶ୍ୟକ ପଡ଼ିଲେ ଭିତର ରତ୍ନଭଣ୍ଡାର ଓ ଅନ୍ୟାନ୍ୟ…

ପାକିସ୍ତାନ, ନିଉ ଗିନି ଓ ସିଜାଙ୍ଗରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ: ଆଜି ୩ଟି ଦେଶର ବିଭିନ୍ନ ସ୍ଥାନରେ ଭୂକମ୍ପ । ପାକିସ୍ତାନ, ନିଉ ଗିନି ଓ ସିଜାଙ୍ଗରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ପାକିସ୍ତାନରେ ରିକ୍ଟର ସ୍କେଲରେ ଭୂକମ୍ପ ତୀବ୍ରତା ଥିଲା ୪.୨ । ଭୋର୍ ୩ଟା ୩୮ ମିନିଟରେ ଝଟକା ଅନୁଭୂତ ହୋଇଥିଲା । ଏହାର କିଛି ସମୟ ପୂର୍ବରୁ ଭୋର୍ ୩ଟା ୧୬…

‘କୌନ୍ ବନେଗା କରୋଡ୍ ପତି’ର ହଟ୍‌ସିଟ୍‌ରେ ଉମରକୋଟର ପୁଅ ଶାଶ୍ୱତ ପଟ୍ଟନାୟକ

ଭୁବନେଶ୍ୱର: ନବରଙ୍ଗପୁର ଜିଲ୍ଲାର ଗର୍ବ ଓ ଗୌରବ ଶାଶ୍ୱତ ପଟ୍ଟନାୟକ ଖେଳୁଛନ୍ତି 'କୌନ୍ ବନେଗା କରୋଡ୍ ପତି'। ବିଗ୍-ବି ଅମିତାଭ ବଚ୍ଚନଙ୍କ ସହ ସୋନି ଟିଭି ଚ୍ୟାନେଲରେ ଆସିଲେ ନଜର। ଏହି ଖେଳ ପାଇଁ ସେ ହୋଇଛନ୍ତି ମନୋନୀତ। ଉମରକୋଟ ଆଦର୍ଶ ବିଦ୍ୟାଳରେ ଅଷ୍ଟମ ଶ୍ରେଣୀରେ ପାଠ ପଢନ୍ତି ଶାଶ୍ୱତ।…

୪୦ ଲକ୍ଷର ମଇଁଷି ସୁଲତାନ; ଖାଉଛି ୬୦ ହଜାର ଟଙ୍କାର ଖାଦ୍ୟ, ମାଲିକକୁ କରୁଛି ଲାଲେ ଲାଲ

ପାଟନା: ସାଧାରଣତଃ ଗାଈ, ମଇଁଷିଙ୍କୁ ଲୋକମାନେ ଘରେ ରଖିଥାନ୍ତି। ଏମାନଙ୍କ ଦୁଗ୍ଧରୁ ଦହି, ଛେନା ଓ ଘିଅ ତିଆରି କରି ଟଙ୍କା ରୋଜଗାର କରିଥାନ୍ତି ଗୋପାଳକ। ଆଜି ଆମେ ବିହାରର ଏକ ମଇଁଷି ବିଷୟରେ କହିବାକୁ ଯାଉଛୁ, ଯିଏକି ତା ମାଲିକକୁ ହଜାର ହଜାର ଟଙ୍କାର ରୋଜଗାର ଯୋଗାଇ ଦେଇ ମାଲାମାଲ କରିଛି।…

ପଣ୍ଡିଆନଙ୍କ ଶ୍ରୀମନ୍ଦିର ପରିଦର୍ଶନ, ଡିସେମ୍ବର ୧୫ ସୁଦ୍ଧା ପରିକ୍ରମା ପ୍ରକଳ୍ପ କାମ ସମ୍ପୂର୍ଣ୍ଣ ପାଇଁ ନିର୍ଦ୍ଦେଶ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଆଜି ପ୍ରତ୍ୟୁଷରୁ ପୁରୀ ଶ୍ରୀମନ୍ଦିର ପରିଦର୍ଶନ କରି ପରିକ୍ରମା ପ୍ରକଳ୍ପ ସମୀକ୍ଷା କରିଛନ୍ତି। ଏହାସହ ଭକ୍ତମାନଙ୍କ ସୁବ୍ୟବସ୍ଥିତ ଦର୍ଶନ ପାଇଁ କେତେକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି।…

ନେପାଳରେ ରାଜତନ୍ତ୍ର ନେଇ ଦାବୀ ଜୋର ଧରିଲା

କାଠମାଣ୍ଡୁ: ନେପାଳରେ ରାଜତନ୍ତ୍ର ପୁନର୍ବାର ଲାଗୁ କରିବା ନେଇ ଆନ୍ଦୋଳନ ଆରମ୍ଭ ହୋଇଛି । କାଠମାଣ୍ଡୁର ଅନେକ ସ୍ଥାନରେ ଏ ନେଇ ପ୍ରଦର୍ଶନକାରୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ମଧ୍ୟ ହୋଇଛନ୍ତି । ରାଜ ପରିବାରର ୨୨ ବର୍ଷ ତଳେ ଘଟିଥିବା ନରସଂହାର ସେ ସମୟରେ ସମଗ୍ର ନେପାଳକୁ ଆଶ୍ଚର୍ଯ୍ୟଚକିତ କରି…

କୃଷି ମେଳାର ଶେଷ ଦିନରେ ଯୋଗ ଦେଲେ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା

ରାୟଗଡ଼ା: ଆଜି ଗୁଣୁପୁର ଚଇତି ମଣ୍ଡପରେ ଆୟୋଜିତ ଜିଲ୍ଲାସ୍ତରୀୟ କୃଷି ମେଳାର ଶେଷ ଦିନରେ ରାଜ୍ୟ ଆଇନ ଓ ଆଦିବାସୀ ମନ୍ତ୍ରୀ ଜଗନ୍ନାଥ ସାରକା ଯୋଗ ଦେଇ ମୁଖ୍ୟମନ୍ତ୍ରୀଙ୍କ କୃଷି ଯୋଜନା ସହ କୃଷିକୁ ଗୁରୁତ୍ୱ ଦେଉଥିବା ସୂଚନା ଦେଇଛନ୍ତି। ଅନ୍ୟ ଅତିଥି ଭାବେ ରାଜ୍ୟ ବିଜୁ ସ୍ୱାସ୍ଥ୍ୟ ଯୋଜନା…

କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ନୌକା ଚାଳନା ପ୍ରତିଯୋଗିତା, ଭାଗ ନେଲେ ୭୦ ପ୍ରତିଯୋଗୀ

ସୁବର୍ଣ୍ଣପୁର: ମହାନଦୀର ତେନ୍ତୁଳି ଘାଟରେ ଆଜକୁ ୬୦ବର୍ଷ ଧରି ଆୟୋଜିତ ହୋଇ ଆସୁଛି ନୌକା ଚାଳନା ପ୍ରତିଯୋଗୀତା। ପ୍ରତିବର୍ଷ କାର୍ତ୍ତିକ ପୂର୍ଣ୍ଣିମା ତିଥିର ଅପରାହ୍ନରେ ଜିଲ୍ଲା ତଥା ଜିଲ୍ଲା ବାହାରର ବିଭିନ୍ନ ସ୍ଥାନର ନାବିକମାନଙ୍କୁ ନେଇ ଏହି ପ୍ରତିଯୋଗିତା ଆୟୋଜନ କରାଯାଉଛି। ସହରର ଭଗବତ…