Latest Odisha News

BREAKING NEWS

Browsing Category

ଫିଚର

ରାଜ୍ୟରେ ୨୪ଘଣ୍ଟାରୁ ୨୪୫ କରୋନା ଆକ୍ରାନ୍ତ ଚିହ୍ନଟ, ବଲାଙ୍ଗିରରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୨୪୫ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୪୧ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୦୪ଟି । ୭ଟି ଜିଲ୍ଲାରୁ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଶୂନ ରହିଛି । ୨୩ ଜିଲ୍ଲାରୁ…

ଭକ୍ତଙ୍କ ପାଇଁ ଆଜିଠୁ ଖୋଲିଲା ମା’ କଟକ ଚଣ୍ଡୀଙ୍କ ମନ୍ଦିର ଦୁଆର

କଟକ: ଆଜିଠାରୁ କଟକର ଅଧିଷ୍ଠାତ୍ରୀ ଦେବୀ ମା’କଟକ ଚଣ୍ଡୀଙ୍କ ମନ୍ଦିର ଶ୍ରଦ୍ଧାଳୁଙ୍କ ପାଇଁ ଖୋଲାଯାଇଛି । ୯ ମାସ ପରେ ଭକ୍ତ ମାଆଙ୍କୁ ଦେଖି ଭାବବିହ୍ୱଳ ହୋଇଛନ୍ତି । ଦେବୀଙ୍କୁ ଦେଖି ଭକ୍ତ ନିଜକୁ ଭାବରେ ବୁଡ଼ାଇ ଦେଇଛନ୍ତି । କୋଭିଡ କଟକଣା ସହ ଦର୍ଶନ ପାଇଁ ଟୋକନ ବ୍ୟବସ୍ଥା ହୋଇଛି ।…

୪୫ ଗ୍ରାମ ବ୍ରାଉନସୁଗର ଜବତ, ୬ ଜଣ ଅଟକ

ବାଲେଶ୍ୱର: ଭୋଗରାଇ ଉଦୟପୁର ନିକଟରୁ ୪୫ ଗ୍ରାମ ବ୍ରାଉନ୍‌ସୁଗର ଜବତ ହୋଇଛି । ଏହି ଘଟଣାରେ ୬ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ମେରାଇନ୍ ଥାନା ପୋଲିସ୍‌ । ଜବତ ବ୍ରାଉନ୍‌ସୁଗରର ଆନୁମାନିକ ମୂଲ୍ୟ ସାଢ଼େ ୪ ଲକ୍ଷ ଟଙ୍କା ହେବ । ସେମାନେ କେଉଁଠୁ ଆଣିଲେ ବ୍ରାଉନସୁଗର ? କାହା ପାଇଁ ଆଣିଥିଲେ…

ଝୁଲନ୍ତା ଅବସ୍ଥାରେ ପୁରୁଷ ଓ ମହିଳାଙ୍କ ମୃତଦେହ ଉଦ୍ଧାର

କଟକ: ଜଣେ ପୁରୁଷ ଓ ମହିଳାଙ୍କ ମୃତଦେହ ଉଦ୍ଧାର । ଓଲଟପୁର ଥାନା ଅନ୍ତର୍ଗତ କଣ୍ଟାପଡ଼ା ସରସ୍ଵତୀ ଶିଶୁମନ୍ଦିର ପଛ ପଟରୁ ଝୁଲନ୍ତା ଅବସ୍ଥାରେ ଦୁଇ ଜଣଙ୍କର ମୃତଦେହ ଉଦ୍ଧାର କରାଯାଇଛି । ସେମାନେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତକମାନେ ହେଲେ ବାଘୁଆ ଗାଁର ଲୋଚନ ଭୋଇ ଓ ଚିନା…

ସଡିନୀ ଟେଷ୍ଟ: ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆ ୩୩୮ ରନରେ ଅଲଆଉଟ୍

ସିଡନୀ: ତୃତୀୟ ଟେଷ୍ଟର ପ୍ରଥମ ଇନିଂସରେ ୩୩୮ ରନରେ ଅଲଆଉଟ୍ ହୋଇଛି ଅଷ୍ଟ୍ରେଲିଆ । ଆଜି ମ୍ୟାଚର ଦ୍ୱିତୀୟ ଦିନ । ଅଷ୍ଟ୍ରେଲିଆ ପକ୍ଷରୁ ଷ୍ଟିଭେନ୍ ସ୍ମିଥ ସର୍ବାଧିକ ୧୩୧ ରନ୍ ହାସଲ କରିଛନ୍ତି । ମାର୍ଣ୍ଣସ ଲାବୁସେନ୍ ୯୧ରନ୍ ଓ ଓ୍ୱିଲ ପୁକୋଭସ୍କି ୬୨ ରନ୍ କରିଛନ୍ତି । ଷ୍ଟିଭେନ୍…

ଦିନକର‌େ ଦେଶରୁ ୧୮ ହଜାରରୁ ଅଧିକ କର‌ୋନା ଆକ୍ରାନ୍ତ ଚିହ୍ନଟ, ୨୩୪ ମୃତ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟାରେ ୧୮ ହଜାର ୧୩୯ ନୂଆ ଆକ୍ରାନ୍ତ ଟଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧ କ‌ୋଟି ୦୪ ଲକ୍ଷ ୧୩ ହଜାର ୪୧୭କୁ ବୃଦ୍ଧି ପାଇଛି । ସ୍ବାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟାରେ ଆଉ ୨୩୪ ଜଣ ସଂକ୍ରମିତଙ୍କ ଜୀବନ ନେଇଛି…

ଟ୍ରେନ୍ ରହଣି ଦାବିରେ ରେଙ୍ଗାଳିଠାରେ ରେଳରୋକ, ୧୨ ଘଣ୍ଟିଆ ବନ୍ଦ ପାଳନ

ସମ୍ୱଲପୁର: ଟ୍ରେନ ରହଣି ଦାବିରେ ରେଳରୋକ । ସମ୍ୱଲପୁର ଜିଲ୍ଲା ରେଙ୍ଗାଲିଠାରେ ଧାନବାଦ-ଏଲଏପି ଟ୍ରେନ୍ ପୁନଃ ରହଣି ଦାବିରେ ଆଜି ରେଳରୋକ କରାଯାଇଛି । ଏହାସହ ନାଗରିକ କ୍ରିୟାନୁଷ୍ଠାନ କମିଟି ଡାକରାରେ ୧୨ ଘଣ୍ଟିଆ ରେଙ୍ଗାଲି ବନ୍ଦ ପାଳନ କରାଯାଉଛି । ସକାଳୁ ସକାଳୁ ନାଗରିକ କ୍ରିୟାନୁଷ୍ଠାନ…

ପିଜି ନାମଲେଖା ପାଇଁ ହେବ ସ୍ପଟ୍ ଆଡମିଶନ, ଜାଣନ୍ତୁ କ‌େବେଠୁ

ଭୁବନେଶ୍ବର: ରାଜ୍ୟର‌ ସରକାରୀ ବିଶ୍ବବିଦ୍ୟାଳୟର‌େ ଖାଲି ପଡିଥିବା ପିଜି ତଥା ସ୍ନାତକ‌ୋତ୍ତର ସିଟ୍ ଗୁଡିକୁ ପୂରଣ କରିବା ଲାଗି ଖୁବଶୀଘ୍ର ସ୍ପଟ୍ ଆଡମିଶନ ହେବ। ଉଚ୍ଚଶିକ୍ଷା ବିଭାଗର ଏକ ବିଜ୍ଞପ୍ତି ଅନୁଯାୟୀ ଜାନୁଆରୀ ୯ରୁ ସ୍ପଟ୍ ଆଡମିଶନ ପାଇଁ କମନ ଆପ୍ଲିକସେନ୍ ଫର୍ମ (ସିଏଏଫ୍)…

ଦେଶର ସବୁ ଜିଲ୍ଲାରେ ଆଜି ଟିକାକରଣର ଦ୍ୱିତୀୟ ପର୍ଯ୍ୟାୟ ଡ୍ରାଏ ରନ୍

ନୂଆଦିଲ୍ଲୀ: କରୋନା ଟିକା ଆସିବା ପୂର୍ବରୁ ଅଭ୍ୟାସ । ଆଜି ଦେଶରେ ଟିକାକରଣ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଡ୍ରାଏ ରନ୍ କରାଯାଉଛି । ଏକାସଙ୍ଗେ ରିହରସାଲ୍ ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ସବୁ ଜିଲ୍ଲା ଓ ମହାନଗର ନିଗମରେ ଡ୍ରାଏ ରନ୍ କରାଯିବ । ଉପଖଣ୍ଡ ଚିକିତ୍ସାଳୟ, ଗୋଷ୍ଠୀ…

ଦର୍ଶନ ଦେଲେ ବାବା ଧବଳେଶ୍ୱର: ଆଜି ସେବାୟତଙ୍କ ପରିବାର, ୧୧ରୁ ସର୍ବସାଧାରଣ ଦର୍ଶନ

କଟକ: ୯ ମାସ ପରେ ଆଜିଠୁ ଖୋଲିଲା କଟକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱରଙ୍କ ମନ୍ଦିର । ଆଜି ସକାଳ ୬ଟାରୁ ମନ୍ଦିର କପାଟ ଖୋଲିଛି । ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଖୋଲା ରହିବ । କୋଭିଡ୍‌ କଟକଣା ଭିତରେ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ । ଆଜିଠୁ ପୂଜକଙ୍କ ପରିବାର…