Latest Odisha News

BREAKING NEWS

Browsing Category

ଫିଚର

ଓଡ଼ିଶାରୁ ୨୩୨ କରୋନା ରୋଗୀ ସୁସ୍ଥ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରୁ ଗୋଟିଏ ଦିନରେ ପ୍ରାୟ ୨୩୨ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ୩ ଲକ୍ଷ ୨୫ ହଜାର ୯୬୫ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ମିଳିଛି। ସେହିପରି ଗତ ୨୪ଘଣ୍ଟାରେ ୨୨ ଜିଲ୍ଲାରୁ ନୂଆ ସଂକ୍ରମିତ…

ଜାନୁଆରୀ ୮ରୁ ରାଜ୍ୟରେ ଖୋଲିବ ସ୍କୁଲ୍‌, ମେ ୩ରୁ ଦଶମ ବୋର୍ଡ ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୮ ତାରିଖରୁ ରାଜ୍ୟରେ ସ୍କୁଲ୍ ଖୋଲିବାକୁ ଯାଉଛି । କୋଭିଡ କଟକଣା ଯୋଗୁଁ ଦୀର୍ଘ ୯ ମାସ ଉପରେ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା । ସୂଚନା ଅନୁଯାୟୀ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀ ମାନେ ବିଦ୍ୟାଳୟ ଯିବେ । ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ମାନଙ୍କ ଜାନୁଆରୀ…

୬ ଜିଲ୍ଲାରେ ଘନ କୁହୁଡି, ପାଣିପାଗ ବିଭାଗର ସତର୍କ ସୂଚନା

ଭୁବନେଶ୍ୱର: ଓଡିଶାର ୬ଟି ଜିଲ୍ଲାରେ ଘନ କୁହୁଡି ସୃଷ୍ଟି ହେବା ନେଇ ଶନିବାର ଦିନ ୟୋଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଜାନୁଆରୀ ୩ ଓ ୪ ତାରିଖ ଦିନ ଅନୁଗୁଳ, କଟକ, ଜଗତସିଂହପୁର, ଭଦ୍ରକ, କନ୍ଧମାଳ ଏବଂ କେନ୍ଦ୍ରାପଡା…

ଆସନ୍ତାକାଲି ଖୋଲିବ ମା ତାରାତାରିଣୀଙ୍କ ପୀଠ

ବ୍ରହ୍ମପୁର : ଆସନ୍ତାକାଲି ଖୋଲିବ ଗଂଜାମର ମାଆ ତାରାତାରିଣୀଙ୍କ ମନ୍ଦିର । କରୋନା କଟକଣା ମଧ୍ୟରେ ଦର୍ଶନ କରିବେ ଭକ୍ତ । ମନ୍ଦିର ଉପରକୁ ଯାନବାହାନ ଚଳାଚଳ ନେଇ ରୋକ ଲଗାଯାଇଛି । ମନ୍ଦିରକୁ ଯିବା ପାଇଁ ପ୍ରଶାସନ ପକ୍ଷରୁ ଗାଡ଼ିର ବ୍ୟବସ୍ଥା କରାଯାଇଛି । ସେହିପରି ୪ରୁ ଗଞ୍ଜାମର ସବୁ…

ସୋମବାର ଶପଥ ନେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

ଭୁବନେଶ୍ୱର: ଆସନ୍ତା ସୋମବାର ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ ଏସ. ମୁରଲୀଧର । ସକାଳ ୧୦ଟାରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ । ଏହି ଉତ୍ସବରେ ରାଜ୍ୟପାଳ ଗଣେଶୀ ଲାଲ, ବାଚସ୍ପତି ସୂର‌୍ୟ୍ୟ ନାରାୟଣ ପତ୍ର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଶାସନ…

ସିବିଏସଇ ଧାରାରେ ଓଡ଼ିଶାରେ ପରୀକ୍ଷା ନେଇ ବିଚାରବିମର୍ଶ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ସିବିଏସଇ ପରୀକ୍ଷା ତାରିଖ ଘୋଷଣା ପରେ ରାଜ୍ୟରେ ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା କେବେ ଓ କେମିତି କରାଯିବ ସେନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ବିଚାରବିମର୍ଶ ଜାରି ରହିଛି । ସିବିଏସଇ ଧାରାରେ ପରୀକ୍ଷା କରିବାକୁ ଯୋଜନା ଚାଲିଥିବା ଗଣଶିକ୍ଷା…

ଦେଶରେ ଅଗ୍ରଣୀ ରିସର୍ଚ୍ଚ ହବ୍ ଭାବରେ ଉଭା ହେଉଛି ଓଡ଼ିଶା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର:  ଦେଶରେ ଶିକ୍ଷା କ୍ଷେତ୍ରରେ ଅଗ୍ରଣୀ ରିସର୍ଚ୍ଚ ହବ୍ (ଅନୁସନ୍ଧାନ କ୍ଷେତ୍ରରେ ପେଣ୍ଠସ୍ଥଳ) ଭାବରେ ଉଭା ହେଉଛି ଓଡ଼ିଶା । ଆଇଆଇଏମ୍ ସମ୍ୱଲପୁରର ସ୍ଥାୟୀ କ୍ୟାମ୍ପସର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେଇ ଏକଥା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି,…

ଆସନ୍ତା ୪ ତାରିଖରେ ଓଡ଼ିଶା ହାଇକୋର୍ଟଙ୍କ ମୁଖ୍ୟ ବିଚାରପତି ଭାବରେ ଶପଥ ନେବେ ଜଷ୍ଟିସ ଏସ. ମୂରଲୀଧର

ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟଙ୍କ ମୁଖ୍ୟ ବିଚାରପତି ଭାବରେ ଜଷ୍ଟିସ ଏସ୍. ମୂରଲୀଧରଙ୍କୁ ନିଯୁକ୍ତି ମିଳିଛି । ଆସନ୍ତା ୪ତାରିଖରେ ସେ ଶପଥ ନେବେ । ରାଜଭବନ ପରିସରରେ ଅନୁଷ୍ଠିତ ହେବ ଶପଥ ଗ୍ରହଣ ସମାରୋହ । ଜଷ୍ଟିସ ଏସ୍. ମୂରଲୀଧର ଆସନ୍ତାକାଲି ଭୁବନେଶ୍ୱରରେ ପହଞ୍ଚିବେ ବୋଲି ସୂଚନା ମିଳିଛି…

IIM ସମ୍ୱଲପୁର ସ୍ଥାୟୀ କ୍ୟାମ୍ପସର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ସମ୍ୱଲପୁର: ଆଇଆଇଏମ୍‌ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ ପାଇଁ ଆଜି ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭିଡିଓ କନଫରେନ୍ସିଂରେ ସେ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଅବସରରେ ଶ୍ରୀଜଗନ୍ନାଥ ଓ ମାଆ ସମଲେଇଙ୍କୁ ପ୍ରଣାମ କରି ସମ୍ବୋଧନ ଆରମ୍ଭ କରିଛନ୍ତି…

ଓଡ଼ିଶାରେ କରୋନା ଟିକାକରଣ ନେଇ ଆରମ୍ଭ ହେଲା ଅଭ୍ୟାସ

ଭୁବନେଶ୍ୱର: ଓଡ଼ିଶାରେ ଆରମ୍ଭ ହୋଇଛି କରୋନା ଟିକାର ଡ୍ରାଏ ରନ୍ । ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କ ଉପସ୍ଥିତିରେ ଭୁବନେଶ୍ୱର କ୍ୟାପିଟାଲ୍ ହସ୍ପିଟାଲରେ ମକ୍ ଡ୍ରିଲ ଶୁଭାରମ୍ଭ ହୋଇଛି । ଡ୍ରାଏ ରନର ସେ ତଦାରଖ କରିଛନ୍ତି । ଏହାପରେ ଅତିରିକ୍ତ ମୁଖ୍ୟ ସଚିବ…