Latest Odisha News

BREAKING NEWS

Browsing Category

ଫିଚର

ଆସନ୍ତାକାଲି କରୋନା ଟିକାକରଣର ଡ୍ରାଏ ରନ୍

ଭୁବନେଶ୍ୱର-ଆସନ୍ତାକାଲି ରାଜ୍ୟର ୩୦ଟି ଯାକ ଜିଲ୍ଲାର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ଭୁବନେଶ୍ୱରର କ୍ୟାପିଟାଲ ହସପିଟାଲରେ କରୋନା ଟିକାକରଣର ଡ୍ରାଏ ରନ୍ କରାଯିବ । ଡ୍ରାଏ ରନ୍‌ର ଗାଇଡ ଲାଇନ ଓ ଏସ୍‌ଓପି ସଂପର୍କରେ ସବୁ ଜିଲ୍ଲାର ପ୍ରୋଗ୍ରାମ ଅଧିକାରୀଙ୍କୁ ଅବଗତ କରାଇ ଦିଆଯାଇଛି ।…

ଜାନୁଆରି ୮ରୁ ବ୍ରିଟେନକୁ ଉଡିବ ବିମାନ

ନୂଆଦିଲ୍ଲୀ- ଆସନ୍ତା ଜାନୁଆରି ୮ ତାରିଖରୁ ବ୍ରିଟେନ ଓ ଭାରତ ମଧ୍ୟରେ ବିମାନ ଚଳାଚଳ ସ୍ୱାଭାବିକ ହେବ । ଏହି ସୂଚନା ଦେଇଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ପୁରୀ । ଜାନୁଆରି ୨୩ ତାରିଖ ଯାଏ ଉଭୟ ଦେଶର ପ୍ରତ୍ୟେକ ବିମାନ କମ୍ପାନି ସପ୍ତାହକୁ ୧୫ଟି ଫ୍ଲାଇଟ…

କୋଭିସିଲଡକୁ ମିିଳିଲା ଅନୁମତି !

ନୂଆଦିଲ୍ଲୀ-ଅକ୍‌ସଫୋର୍ଡ କରୋନା ଟିକାର ବ୍ୟବହାର ପାଇଁ ଅନୁମତି ଦେବାକୁ କେନ୍ଦ୍ର ସରକାରଙ୍କ ଦ୍ୱାରା ନିଯୁକ୍ତ ଏକ ଏକ୍‌ସପର୍ଟ କମିଟି ଡ୍ରଗ୍‌ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ (DCGI) କୁ ସୁପାରିଶ କରିଛି । ଅକ୍‌ସଫୋର୍ଡ ୟୁନିଭରସିଟି ଓ ଫାର୍ମା କମ୍ପାନି ଅଷ୍ଟ୍ରେଜେନେକା ଦ୍ୱାରା…

ଆତଙ୍କବାଦୀଙ୍କ ପାଇଁ ୨୦୨୦ରେ କାଳ ସାଜିଥିଲେ ସେନା

ନୂଆଦିଲ୍ଲୀ: ୨୦୨୦ରେ ଆତଙ୍କବାଦୀଙ୍କ ପାଇଁ କାଳ ସାଜିଥିଲେ ଭାରତୀୟ ସେନା । ରିପୋର୍ଟ ମୁତାବକ ପାକିସ୍ତାନ ସବୁ ବର୍ଷ ପରି ଜାମ୍ମୁ-କାଶ୍ମୀରକୁ ଆତଙ୍କବାଦୀ ପଠାଇଥିଲା । ସେନା ସଜାଗ ଥିବା ଯୋଗୁ ୨୨୫ ଆତଙ୍କବାଦୀ ମୃତ୍ୟୁବରଣ କରିଥିଲେ । ସେମାନଙ୍କ ବିପକ୍ଷରେ ୧୦୦ ସଫଳ ଅପରେଶନ କରା…

ରାଜ୍ୟରୁ ୨୪ ଘଣ୍ଟାରେ ୨୪୫ ନୂଆ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମିଛି ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୪୫ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୩୯ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୧୦୬ଟି । ୨୪ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ନୂଆ ସଂକ୍ରମିତ । ସମ୍ୱଲପୁର ଜିଲ୍ଲାରୁ ସର୍ବାଧିକ ୩୫ ନୂଆ ଆକ୍ରାନ୍ତ…

ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ପ୍ରତିଷ୍ଠା ନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁରୀରେ ଅନ୍ତର୍ଜାତୀୟସ୍ତରର ବିମାନବନ୍ଦର ପ୍ରତିଷ୍ଠା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିମାନବନ୍ଦର ପାଇଁ ପ୍ରସ୍ତାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ ସରକାର ଜମି ଯୋଗାଇ ଦେବେ । ଜମି ଚିହ୍ନଟ ହୋଇଥିବା ବୋଲି…

କ୍ରିଶ ୪ରେ ହ୍ରିତିକ ବନାମ ହ୍ରିତିକ

ମୁମ୍ବାଇ:ହ୍ରିତିକ ରୋଶନଙ୍କ ସୁପରହୀରୋ ଫିଲ୍ମ କ୍ରିଶ୪ ଏବେ ଚର୍ଚ୍ଚାରେ । ୨୦୧୯ରେ ୱାର ପରି ସୁପରହିଟ ଫିଲ୍ମ ଦେଇଥିବା ହ୍ରିତିକ ତାଙ୍କର ପରବର୍ତୀ ଫିଲ୍ମ ନେଇ କୌଣସି ଘୋଷଣା କରି ନାହାନ୍ତି । ମିଳିଥିବା ରିପୋର୍ଟ ଅନୁସାରେ ତାଙ୍କର ଆଗାମୀ ଫିଲ୍ମ ହେବ କ୍ରିଶ ୪ । ଏହି ଫିଲ୍ମରେ ହ୍ରିତିକଙ୍କୁ…

ରାଜ୍ୟରେ ୮୪ଟି ନୂଆ ୧୦୮ ଆମ୍ବୁଲାନ୍ସ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନୂଆବର୍ଷରେ ନୂଆ ଆମ୍ବୁଲାନ୍ସ ସେବାର ଶୁଭାରମ୍ଭ । ଆଜି ରାଜ୍ୟରେ ୮୪ଟି ନୂଆ ୧୦୮ ଆମ୍ବୁଲାନ୍ସ ସେବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନ୍ସିଂ ଜରିଆରେ ସେ ଏହାର ଶୁଭାରମ୍ଭ କରିଛନ୍ତି । ରାଜ୍ୟର ୨୭ଟି ଜିଲ୍ଲାକୁ ନୂଆ ଆମ୍ବୁଲାନ୍ସ ଯୋଗାଇ…

ଆସନ୍ତାକାଲି କରୋନା ଟିକା ଡ୍ରାଏ ରନ୍ ପାଇଁ ଓଡ଼ିଶା ପ୍ରସ୍ତୁତ

ଭୁବନେଶ୍ୱର: ଆସନ୍ତାକାଲି ଦେଶବ୍ୟାପୀ କରୋନା ଟିକା ଡ୍ରାଏ ରନ୍ କରାଯିବ । ଏଥିପାଇଁ ଓଡ଼ିଶାରେ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି । ରାଜ୍ୟ ସରକାର ପ୍ରସ୍ତୁତ ରହିଛନ୍ତି । ଏନେଇ ସୂଚନା ଦେଇଛନ୍ତି ଡିଏମ୍ଇଟି ସିବିକେ ମହାନ୍ତି । ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସମେତ ରାଜ୍ୟର ୩୦…

କେନ୍ଦୁଝରରେ ହାତୀ ଉପଦ୍ରବ

କେନ୍ଦୁଝର : ତେଲକୋଇ ବନାଞ୍ଚଳ ଗୋଳାବନ୍ଧ ଗାଁରେ ହାତୀପଲ ଆତଙ୍କ । ଏହି ହାତୀପଲରେ ୩୫ଟି ହାତୀ ଅଛନ୍ତି । ଏହି ହାତୀପଲ ସ୍ଥାନୀୟ ଅଂଚଳରେ ଧାନଫସଲ ନଷ୍ଟ କରୁଥିବାରୁ ଚାଷୀମାନେ ଚିନ୍ତାରେ ପଡିଯାଇଛନ୍ତି । ଏଥି ସହ ଜନବସତି ଆଡକୁ ମାଡି ଆସୁଥିବାରୁ ସମସ୍ତେ ଆତଙ୍କିତ ଅବସ୍ଥାରେ ଅଛନ୍ତି ।…