Latest Odisha News

BREAKING NEWS

Browsing Category

ଫିଚର

ନୂଆବର୍ଷରେ ରାଜ୍ୟବାସୀଙ୍କ ସୁଖ, ସମୃଦ୍ଧି ଓ ପ୍ରଗତି କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନଶ୍ୱର: ଓଡ଼ିଶାବାସୀଙ୍କୁ ନୂଆବର୍ଷରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି, ବର୍ଷ ୨୦୨୧ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି ଓ ପ୍ରଗତିର ବର୍ଷ ହେଉ । ଏନେଇ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି । ବର୍ଷ ୨୦୨୧ରେ କରୋନା ସଙ୍କଟ ଦୂର ହେବା ସହ…

ନୂଆବର୍ଷରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ନୂଆବର୍ଷ ଅବସରରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବହୁ କେନ୍ଦ୍ରମନ୍ତ୍ରୀ, ସାଂସଦ ଓ ବହୁ ବିଶିଷ୍ଟ ବ୍ୟକ୍ତି । ଦେଶବାସୀଙ୍କୁ ନୂତନ ବର୍ଷର ଅଭିନନ୍ଦନ ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସେ ଟ୍ୱିଟ୍…

ବାଲୁକା କଳାରେ ନୂବବର୍ଷର ଶୁଭେଚ୍ଛା

ପୁରୀ: ଆସିଛି ନୂଆବର୍ଷ ୨୦୨୧ । ବାଲୁକା କଳାରେ ନବବର୍ଷର ଶୁଭେଚ୍ଛା । ପୁରୀ ବେଳାଭୂମିରେ ସୁନ୍ଦର ଓ ଆକର୍ଷଣୀୟ ବାଲୁକା କଳା ନିର୍ମାଣ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ ସାହୁ । ଏହାସହ ପ୍ରଭୁ ଜଗନ୍ନାଥଙ୍କ ପାଖରେ ସମସ୍ତଙ୍କର ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି ।…

ପାଦ ଥାପିଲା ନୂଆବର୍ଷ ୨୦୨୧, ଫିକା ଫିକା ସ୍ୱାଗତ

ଭୁବନେଶ୍ୱର: ବିଦାୟ ନେଇଛି ବର୍ଷ ୨୦୨୦ । ଧରାପୃଷ୍ଠରେ ପାଦ ଥାପିଛି ୨୦୨୧ । ମଧ୍ୟରାତ୍ରିରେ ନୂଆବର୍ଷର ପ୍ରବେଶ ବେଳେ ନଥିଲା ବିରାଟ ଆଡମ୍ବର କି ଉତ୍ସାହ । ଫିକା ଫିକା ପରିବେଶ ଭିତରେ ନୂବବର୍ଷକୁ ସମସ୍ତେ ସ୍ୱାଗତ କରିଛନ୍ତି । କରୋନା ମହାମାରୀ ଯୋଗୁ ଏବର୍ଷ ଜିରୋ ନାଇଟ୍ ସେଲିବ୍ରେସନ୍ ନଥିଲା…

ଜାନୁଆରି ୨ ତାରିଖରେ ସମ୍ବଲପୁର IIM ର ସ୍ଥାୟୀ କ୍ୟାମ୍ପସର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୋଦି

ଭୁବନେଶ୍ୱର-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ଜାନୁଆରି ୨ ତାରିଖରେ ସମ୍ବଲପୁର IIM ର ସ୍ଥାୟୀ କ୍ୟାମ୍ପସର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ପୂର୍ବାହ୍ନ ୧୧ଟାରେ ଭିଡିଓ କନ୍‌ଫରେନ୍‌ସିଂରେ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ । ସମ୍ବଲପୁର IIM ର ସ୍ଥାୟୀ କ୍ୟାମ୍ପସର…

ଶହୀଦ କୋଭିଡ ଯୋଦ୍ଧାଙ୍କ ସ୍ମୃତିରେ ଭୁବନେଶ୍ବରରେ ପ୍ରତିଷ୍ଠା ହେବ ସ୍ମାରକୀ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶହୀଦ କୋଭିଡ ଯୋଦ୍ଧାଙ୍କ ସ୍ମୃତିରେ ଭୁବନେଶ୍ବରରେ ଏକ ସ୍ମାରକୀ ପ୍ରତିଷ୍ଠା ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ଶହୀଦ କୋଭିଡ ଯୋଦ୍ଧାଙ୍କ ପରିବାରବର୍ଗଙ୍କ ସହ…

ସୁବ୍ରମଣ୍ୟମଙ୍କ ନୂତନ ବର୍ଷର ସଂକଳ୍ପ:ସୋନିଆ, ରାହୁଲ, ଚିଦାମ୍ବରଙ୍କୁ ଜେଲ ପଠାଇବି

ନୂଆଦିଲ୍ଲୀ: ବିଜେପି ନେତା ସୁବ୍ରମଣ୍ୟମ ସ୍ୱାମୀ ଗୁରୁବାର ନୂତନ ବର୍ଷର ସଂକଳ୍ପ ସୋସିଆଲ ମିଡିଆରେ ଶେୟାର କରିଛନ୍ତି । ତେବେ ତାଙ୍କର ଏହି ସଂକଳ୍ପ କଂଗ୍ରେସ ଶିବିରରେ ନିଆଁ ଲଗାଇବା ପରିସ୍ଥିତି ସୃଷ୍ଟି କରିଛି । ସେ ୪ଟି ସଂକଳ୍ପ କରିଛନ୍ତି ସେଗୁଡିକ ହେଲା- ୧) ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

୨୧ ହଜାର କୋଟି ଋଣ ଆପ୍ ସ୍କାମ୍‌ର ମାଷ୍ଟରମାଇଣ୍ଡ ଗିରଫ

ହାଇଦ୍ରାବାଦ- ରିଜର୍ଭ ବ୍ୟାଙ୍କର ସ୍ୱୀକୃତି ପାଇନଥିବା ମୋବାଇଲ ଆପ୍ ଜରିଆରେ ଲୋକଙ୍କୁ ଋଣ ଦେବା ଜାଲିଆତିର ମାଷ୍ଟର ମାଇଣ୍ଡ ଝୁ ୱେଇ ଓରଫ୍ ଲମ୍ବୋକୁ ଗରିଫ କରିଛି ହାଇଦ୍ରାବାଦ ପୋଲିସ । ଦେଶ ବାହାରକୁ ପଳାଇବାକୁ ଉଦ୍ୟମ କରୁଥିବା ବେଳେ ଲମ୍ବୋକୁ ଦିଲ୍ଲୀ ଏୟାରପୋର୍ଟରୁ ଗିରଫ କରିଛି…

ଏସିଆର ଧନୀ ତାଲିକାରେ ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇଲେ ଚୀନର ୱାଟର କିଙ୍ଗ

ମୁମ୍ବାଇ: ଏସିଆର ଧନୀ ତାଲିକାରେ ଚୀନର ୱାଟର କିଙ୍ଗ ଭାବେ ପରିଚିତ ଝୋଙ୍ଗ ଶାନଶଙ୍ଗ ଭାରତର ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇ ଶୀର୍ଷ ସ୍ଥାନ ହାସଲ କରିଛନ୍ତି । କରୋନା କାଳରେ ଝୋଙ୍ଗ ତାଙ୍କର ସମ୍ପତି ୭୦.୭ ବିଲିୟନ ଡଲାରରୁ ୭୭.୮ ବିଲିୟନକୁ ବୃଦ୍ଧି କରାଇ ପାରିଛନ୍ତି । ଏପରି କି ସେ ନିଜ ଦେଶର…

ଏସସିବିର ହେବ ନବକଳେବର…୨୦୨୪ରେ ହେବ ଉଦଘାଟନ

ଭୁବନେଶ୍ୱର : ବଦଳିବ କଟକ ଶ୍ରୀ ରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ରୂପରେଖ । ନବକଳେବର ପାଇଁ ୩୫୦ କୋଟି ଟଙ୍କା ବ୍ୟୟ ହେବ । ଏମ୍ସ ପ୍ଲସ ବିଶ୍ୱସ୍ତରୀୟ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ । ୨୦୨୪ମସିହା ଜାନୁଆରୀ ୧ତାରିଖରେ ଉଦଘାଟନ ପାଇଁ ଲକ୍ଷ୍ୟ ରହିଛି । ୧୬୧ଏକର ଜମିରେ ତିଆରି ହେବାକୁ…