Latest Odisha News

BREAKING NEWS

Browsing Category

ଫିଚର

ବ୍ରିଟେନ କରୋନା ଷ୍ଟ୍ରେନରେ ଓଡିଶାର କେହି ଆକ୍ରାନ୍ତ ନାହାନ୍ତି : ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ୱର: ବିଦେଶରୁ ବିମାନ ଚଳାଚଳ ଆରମ୍ଭ ହେବା ପରେ ଏଯାଏଁ ଓଡିଶାକୁ ମୋଟ ୧୮୮ଜଣ ବ୍ରିଟେନ ଫେରିଛନ୍ତି । ସେମାନଙ୍କ ମଧ୍ୟରୁ ୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । କିନ୍ତୁ କୌଣସି ବ୍ୟକ୍ତିଙ୍କଠାରେ ବ୍ରିଟେନର ନୂଆ ଷ୍ଟ୍ରେନ ନାହିଁ ବୋଲି ସ୍ୱାସ୍ଥ୍ୟ ସଚିବ ସ୍ପଷ୍ଟ କରିଛନ୍ତି ।…

ଫର୍ମୁଲା ୱାନ ରେସର ଲୁଇସ ହାମିଲଟଙ୍କୁ ମିଳିଲା ସାର୍ ଉପାଧି

ଲଣ୍ଡନ: ବ୍ରିଟେନର ଲୋକପ୍ରିୟ ଫର୍ମୁଲା ୱାନ କାର ରେସରଙ୍କୁ ଗୁରୁବାର ସାର୍ ଉପାଧି ମିଳିଛି । ବ୍ରିଟେନର ରାଣୀ ଏଲିଜାବେଥଙ୍କ ଦ୍ୱାରା ସର୍ବୋଚ୍ଚ ନାଗରିକ ସମ୍ମାନ ନାଇଟହୁଡ ସମ୍ମାନରେ ତାଙ୍କୁ ସମ୍ମାନିତ କରାଯାଇଛି । ଏହା ପୂର୍ବରୁ ହାମିଲଟନ ବିସିସି ସ୍ପୋର୍ଟ୍ସ ପର୍ସନାଲିଟି ଅଫ ଦି ଇୟର,…

ଅତରଙ୍ଗି ରେ ଫିଲ୍ମର ନିର୍ଦ୍ଦେଶକ ଆନନ୍ଦ ଏଲ ରାୟଙ୍କୁ କରୋନା

ମୁମ୍ବାଇ: ବଲିଉଡର ପ୍ରତିଷ୍ଠିତ ନିର୍ଦ୍ଦେଶକ ଆନନ୍ଦ ଏଲ ରାୟଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି । ଅତରଙ୍ଗି ରେ ଫିଲ୍ମର ଶୁଟିଂ ପରେ ସେ ନିଜର କରୋନା ଟେଷ୍ଟ କରାଇଥିଲେ । ଏବେ ଏହା ପଜିଟିଭ ଆସିଛି । ସୋସିଆଲ ମିଡିଆରେ ସେ ଏ ସମ୍ପର୍କରେ ସୂଚନା ଦେବା ସହ ତାଙ୍କ ସଂସ୍ପର୍ଶରେ ଆସିଥିବା…

ନାଇଟ୍ କର୍ଫ୍ୟୁ ବେଳେ ଟୁଇନ୍ ସିଟିରେ ୧୪୪ ଧାରା, ରାତି ୯ଟା ସୁଦ୍ଧା ଦୋକାନ ବନ୍ଦ ନିର୍ଦ୍ଦେଶ

ଭୁବନେଶ୍ୱର: ନୂଆବର୍ଷ ପୂର୍ବରୁ ରାଜ୍ୟରେ ଜାରି ହୋଇଛି ନାଇଟ୍ କର୍ଫ୍ୟୁ । ଆଜି ରାତି ୧୦ଟାରୁ ସାରା ରାଜ୍ୟରେ ରାତ୍ରିକାଳୀନ କର୍ଫ୍ୟୁ ଲାଗିବ । ଭୁବନେଶ୍ୱର ଓ କଟକରେ ଜାରି କରାଯିବ ୧୪୪ ଧାରା । ଏହି ସୂଚନା ଦେଇଛନ୍ତି ପୋଲିସ କମିଶନର ଡକ୍ଚର ସୁଧାଂଶୁ ଷଡ଼ଙ୍ଗୀ । ସୁରକ୍ଷା ଦୃଷ୍ଟିରୁ ଟୁଇନ୍…

ରାଜ୍ୟରୁ ୨୪ ଘଣ୍ଟାରେ ୩୧୫ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । କିନ୍ତୁ ଦୈନିକ କେସ୍ କମିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩୧୫ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ଅଛନ୍ତି ୧୮୧ ସଂକ୍ରମିତ । ଲୋକାଲ୍ କଣ୍ଟାକ୍ଟ କେସ୍ ୧୩୪ଟି ରହିଛି । ୨୭ ଜିଲ୍ଲାରୁ…

ଆଜି ରାତି ୧୦ରୁ କାଲି ସକାଳ ୫ଟା ଯାଏ ଓଡ଼ିଶାରେ ନାଇଟ୍ କର୍ଫ୍ୟୁ

ଭୁବନେଶ୍ୱର: ଆଜି ରାତି ୧୦ଟାରୁ ରାଜ୍ୟରେ ଲାଗିବ ନାଇଟ୍ କର୍ଫ୍ୟୁ । ଆସନ୍ତାକାଲି ସକାଳ ୫ଟା ଯାଏ ବଳବତ୍ତର ରହିବ । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ସହଯୋଗ କରିବାକୁ ସାଧାରଣ ଲୋକଙ୍କୁ ଅନୁରୋଧ କରିଛନ୍ତି ଏସଆରସି ପ୍ରଦୀପ ଜେନା । ତେବେ ଏହି ସମୟରେ…

ବ୍ରିଟେନ ଭୂତାଣୁରେ ଦେଶରେ ଆଉ ୫ ଜଣ ସଂକ୍ରମିତ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୫କୁ ବୃଦ୍ଧି

ନୂଆଦିଲ୍ଲୀ: ଦେଶରେ ବଢୁଛି ବ୍ରିଟେନରେ ଚିହ୍ନଟ କରୋନା ଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା । ଜିନୋମ୍ ସିକ୍ୱେନ୍ସିଂରେ ପରେ ଆଜି ଆଉ ୫ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନଆଇଭି ପୁଣେ ଲ୍ୟାବରେ ପରୀକ୍ଷା ପରେ ୪ ପଜିଟିଭ ବାହାରିଛନ୍ତି । ଆଇଜିଆଇବି ଦିଲ୍ଲୀ ଲ୍ୟାବରେ ପରୀକ୍ଷା ପରେ ଚିହ୍ନଟ ହୋଇଛନ୍ତି…

ବ୍ରିଟେନରୁ ଓଡ଼ିଶା ଆସିଛନ୍ତି ୧୮୮ ଜଣ, ଚିହ୍ନଟ ହୋଇଛନ୍ତି ୧୭୯

ଭୁବନେଶ୍ୱର: କରୋନାର ନୂଆ ଷ୍ଟ୍ରେନ୍ ଚିହ୍ନଟ ପରେ ବ୍ରିଟେନରୁ ଓଡ଼ିଶା ଆସିଛନ୍ତି ୧୮୮ ଜଣ । ସେମାନଙ୍କ ମଧ୍ୟରୁ ୧୭୯ ଜଣ ଚିହ୍ନଟ ହୋଇଛନ୍ତି । ଏହି ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ଚହ୍ନଟ ହୋଇଥିବା ୧୭୯ ବ୍ରିଟେନ ଫେରନ୍ତାଙ୍କ ମଧ୍ୟରୁ ୧୬୦ ଜଣଙ୍କ ନମୁନା…

କୋଟିପତି ବ୍ୟାଙ୍କ ପରିଚାଳକଙ୍କ ଘରେ ଭିଜିଲାନ୍ସ ରେଡ୍

ଟିଟିଲାଗଡ଼: ଭିଜିଲାନ୍ସ ଜାଲରେ କୋଟିପତି ବ୍ୟାଙ୍କ ପରିଚାଳକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମର ରେଡ୍ । ବଲାଙ୍ଗିର ଜିଲ୍ଲା ଲାଠୋର କେନ୍ଦ୍ର ସମବାୟ ବ୍ୟାଙ୍କ ଶାଖା ପରିଚାଳକ ସାଗର ରଣାଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଏକକାଳୀନ ଚଢ଼ାଉ ଚାଲିଛି । ଟିଟିଲାଗଡ଼ ସ୍ଥିତ…

ଭିଜିଲାନ୍ସ ଜାଲରେ ଆଉ ଜଣେ ପିଇଓ, ବିଭିନ୍ନ ସ୍ଥାନରେ ରେଡ୍

ବଲାଙ୍ଗିର: ଭିଜିଲାନ୍ସ ଜାଲରେ ବଲାଙ୍ଗିର ଜିଲ୍ଲା ପୁଇଁନ୍ତଳା ପିଇଓ । ତାଙ୍କ ନାଁ ବିହାରିଲାଲ ବାରିକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘର ଓ ଅଫିସ ସମେତ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି । ବିହାରିଲାଲଙ୍କ ଶାନ୍ତିନଗରରେ ଥିବା ବାସଭବନରେ…