Latest Odisha News

BREAKING NEWS

Browsing Category

ଫିଚର

ଆଜିଠୁ କୋଣାର୍କ ମହୋତ୍ସବ: ଶାସ୍ତ୍ରୀୟ ସଙ୍ଗୀତ , ବାଦ୍ୟ ଓ ଘୁଙ୍ଗୁରର ରୁଣୁଝୁଣୁ ଶଦ୍ଦରେ ଆନମନା ହେବେ ଦର୍ଶକ

କୋଣାର୍କ : ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା  । ଆରମ୍ଭ ହେବ ଅନ୍ତର୍ଜାତୀୟ କୋଣାର୍କ ମହୋତ୍ସବ । କୋଣାର୍କ ମୁକ୍ତାକାଶ ରଙ୍ଗମଞ୍ଚରେ କୋଣାର୍କ ମହୋତ୍ସବର ଉଦଘାଟନୀ କାର୍ଯ୍ୟକ୍ରମ ରହିଛି । ଆଜିଠୁ ପୁଣି ଚଳଚଞ୍ଚଳ ହୋଇପଡିବ କୋଣାର୍କ । ଶାସ୍ତ୍ରୀୟ ସଙ୍ଗୀତ, ବାଦ୍ୟ ଆଉ ଘୁଙ୍ଗୁରର…

ଆଜିଠୁ କଂଗ୍ରେସର ତୁଳସୀ ଯାତ୍ରା

ପୁରୀ: ସଂକୀର୍ତ୍ତନ ପ୍ରତିବାଦ ପରେ ଆଜିଠୁ କଂଗ୍ରେସ ଆରମ୍ଭ କରୁଛି ‘ତୁଳସୀ ଯାତ୍ରା’ । ଆଜି ରାଜ୍ୟର ସମସ୍ତ ବ୍ଲକ ଓ ନଗରର ସାଧାରଣ ଜନତା, ଜଗନ୍ନାଥ  ପ୍ରେମୀ, ଭକ୍ତ, ଶ୍ରଦ୍ଧାଳୁ, ଯୁବକ , ଯୁବତୀ, ଛାତ୍ର ଛାତ୍ରୀ, ଭକ୍ତଙ୍କ ଠାରୁ ତୁଳସୀ ସଂଗ୍ରହ କରାଯିବ । ଜିଲ୍ଲା କଂଗ୍ରେସ ସଭାପତିଙ୍କ…

ଏହି ରାସ୍ତା ପରେ ଶେଷ ହୋଇଯାଇଛି ପୃଥିବୀ

ନୂଆଦିଲ୍ଲୀ : ଏଠାରେ ହିଁ ଶେଷ ହୋଇଛଇ ଦୁନିଆ ! ଆଉ ଆଗକୁ ରାସ୍ତା ନାହିଁ । ହଁ ଆଜ୍ଞା , ବେଳେବେଳେ ମନରେ ପ୍ରଶ୍ନ ଉଠେ ଯେ ପୃଥିବୀର ଶେଷ କେଉଁଠି। ହେଲେ ଅନେକଙ୍କୁ ସେ ବିଷୟରେ ଜଣାନଥାଏ। ଆଜି ଆମେ ଆପଣଙ୍କୁ ସେ ବିଷୟରେ କହିବାକୁ ଯାଉଛୁ। ୟୁରୋପୀୟ ଦେଶ ନରଓ୍ବେରେ ଥିବା ଇ-୬୯ ରାଜପଥର ନାଁ…

ଅଧାରହିଗଲା ତାରିଣୀ ଦର୍ଶନ: ଟ୍ରକକୁ ପିଟିଲା ଭ୍ୟାନ୍, ଚାଲିଗଲା ୮ଜୀବନ, ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଘଟଗାଁରେ ଦୁର୍ଘଟଣା ଘଟି ୮ଜଣଙ୍କ ମୃତ୍ୟୁ ଘଟଣା  । ମୃତକଙ୍କ ପରିବାରକୁ ୩ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଏବଂ ଆହତ ୧୨ଜଣ ଙ୍କୁ ମାଗଣା ରେ ଉପଯୁକ୍ତ ଚିକିତ୍ସା…

ଭିଜିଲାନ୍ସ ଜାଲରେ ଫସିଲେ ଉଠା ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ ଗୁରା ସିଂ

ମୟୂରଭଞ୍ଜ: ଭିଜିଲାନ୍ସ ଜାଲରେ ଫସିଲେ ଆଉ ଜଣେ ସହକାରୀ ଯନ୍ତ୍ରୀ। ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ରାସଗୋବିନ୍ଦପୁର ଉଠା ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ ଗୁରା ସିଂ। ଏକ ବୋରୱେଲ କାର୍ଯ୍ୟର ସର୍ଭେ କରିବା ପାଇଁ ଧର୍ମପଦ ବେହେରାଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ବାରମାଇଲ…

ବାଲିଆମ୍ବ ଗାଁରେ ଅଘଟଣ, ବାଲିରେ ପୋତି ହୋଇ ଦୁଇ ଶିଶୁ ମୃତ

ଅନୁଗୁଳ: ହଣ୍ଡପା ଥାନା ବାଲିଆମ୍ବ ଗାଁରେ ଅଘଟଣ। ବାଲିରେ ପୋତି ହୋଇ ଦୁଇ ଶିଶୁ ମୃତ। ମୃତ ଦୁଇ ଶିଶୁ ହେଲେ କାଳିଆ ବେହେରାଙ୍କ ପୁଅ ବାଦଲ ବେହେରା ଓ ସୁରେନ୍ଦ୍ର ପ୍ରଧାନଙ୍କ ପୁଅ ଜୟନ୍ତ ପ୍ରଧାନ। ଉଭୟଙ୍କ ବୟସ ୯ ବର୍ଷ ବୋଲି ଜଣାପଡିଛି। ସୂଚନା ଅନୁସାରେ ଉଭୟ ଶିଶୁ ନାଳକୁ ଯାଇଥିଲେ। ତେବେ…

ରାମନାଗୁଡା ବ୍ଲକକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା କରିବା ଦାବି ନେଇ ତହସିଲ କାର୍ଯ୍ୟାଳୟ ଘେରାଉ

ରାୟଗଡା: ଜିଲ୍ଲାରେ ଅଭାବୀ ବର୍ଷା ଯୋଗୁଁ ଚଳିତ ବର୍ଷ ଧାନ ଫସଲ ବଦଳରେ ମରୁଡି ଭଳି ପରିସ୍ଥିତି ଉପୁଜୁଛି। ତେଣୁ ରାମନାଗୁଡ଼ା ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ମରୁଡ଼ି ଘୋଷଣା ଦାବିରେ ଆଦିବାସୀ ନେତା ତ୍ରିପତି ଗମାଙ୍ଗଙ୍କ ନେତୃତ୍ୱରେ ଶତାଧିକ ଆଦିବାସୀ ଆଜି ରାମନାଗୁଡ଼ା ତହସିଲ କାର୍ଯ୍ୟାଳୟକୁ…

ଡଙ୍କି ଫିଲ୍ମ ଦେଖିବା ପାଇଁ ଶାହାରୁଖଙ୍କ ଏନଆରଆଇ ପ୍ରଶଂସକ ଆସିବେ ଭାରତ

ମୁମ୍ବାଇ: ପଠାନ ଓ ଯବାନ ଫିଲ୍ମ ସୁପରହିଟ ହେବା ପରେ ଶାହାରୁଖ ଖାଁଙ୍କ ଆଗାମୀ ଫିଲ୍ମ ଡଙ୍କି ଉପରେ ଏବେ ସମସ୍ତଙ୍କ ନଜର ରହିଛି । ବଲିଉଡର ସଫଳ ନିର୍ଦ୍ଦେଶକ ରାଜକୁମାର ହିରାନୀ ଏହାର ନିର୍ଦ୍ଦେଶନା ଦେଇଛନ୍ତି । ବିଦେଶରେ ଶାହାରୁଖଙ୍କ ଅନେକ ପ୍ରଶଂସକ ରହିଛନ୍ତି । ରିପୋର୍ଟ ମୁତାବକ କିଙ୍ଗ…

ଦକ୍ଷିଣ ଆଫ୍ରିକା ସିରିଜ ପାଇଁ ଭାରତୀୟ ଦଳ ଘୋଷିତ: ୩ଟି ଫର୍ମାଟରେ ୩ ଅଧିନାୟକ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ଗୁରୁବାର ଦକ୍ଷିଣ ଆଫ୍ରିକା ସିରିଜ ପାଇଁ ଦଳ ଘୋଷଣା କରିଛନ୍ତି । ମୂଖ୍ୟ କୋଚ ରାହୁଲ ଡ୍ରାଭିଡ ଓ ଚୟନକମିଟି ମୂଖ୍ୟ ଅଜିତ ଅଗରକର ଦିଲ୍ଲୀରେ ଆୟୋଜିତ ବୈଠକରେ ପରେ ଟିମ ଘୋଷଣା କରିଥିଲେ । ୩ଟି ଯାକ ଫର୍ମାଟରେ ୩ଜଣ ଅଧିନାୟକ ଦାୟିତ୍ୱ ତୁଲାଇବେ ।…

ନାକ୍‌ ପକ୍ଷରୁ ଉତ୍କଳ ବିଶ୍ୱବିଦ୍ୟାଳୟକୁ ମିଳିଲା A+ ଗ୍ରେଡ୍ ମାନ୍ୟତା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ସ୍ଥିତ ଉତ୍କଳ ବିଶ୍ୱବିଦ୍ୟାଳୟ ଫେରି ପାଇଲା ନିଜର A+ ରାଙ୍କିଂ ମାନ୍ୟତା। ନାକ୍‌ ପକ୍ଷରୁ ଉତ୍କଳ ବିଶ୍ୱବିଦ୍ୟାଳୟକୁ ମିଳିଲା A+ ମାନ୍ୟତା। କିଛି ଦିନ ତଳେ ନାକ୍‌ ଟିମ୍‌ ଗସ୍ତ କରି ଉତ୍କଳକୁ A ମାନ୍ୟତା ଦେଇଥିଲା। ଅଭିଯୋଗ ପରେ ପୁନଃ ଯାଞ୍ଚ କରି ଉତ୍କଳ…