Latest Odisha News

BREAKING NEWS

Browsing Category

ଫିଚର

କୋଭାକ୍ସିନର ଜରୁରୀକାଳୀନ ବ୍ୟବହାରକୁ ଅନୁମୋଦନ

ନୂଆଦିଲ୍ଲୀ: ନୂଆବର୍ଷ ଆରମ୍ଭ ହେବା ମାତ୍ରେ କରୋନା ଯୁଦ୍ଧରେ ଭାରତକୁ ସଫଳତା ମିଳିବାରେ ଲାଗିଛି। ଶନିବାର ଦିନ ସବଜେକ୍ଟ ଏକ୍ସପ୍ରେସ କମିଟି (ଏସଇସି) ଭାରତ ବାୟୋଟେକ ଦ୍ୱାରା ନିର୍ମିତ ସ୍ୱଦେଶୀ ଟିକା କୋଭାକ୍ସିନର ଜରୁରୀକାଳୀନ ବ୍ୟବହାରକୁ ଅନୁମୋଦନ ପ୍ରଦାନ କରିଛି। ଏହା ପୂର୍ବରୁ…

ଓଡ଼ିଶାରୁ ୨୩୨ କରୋନା ରୋଗୀ ସୁସ୍ଥ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରୁ ଗୋଟିଏ ଦିନରେ ପ୍ରାୟ ୨୩୨ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ୩ ଲକ୍ଷ ୨୫ ହଜାର ୯୬୫ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ମିଳିଛି। ସେହିପରି ଗତ ୨୪ଘଣ୍ଟାରେ ୨୨ ଜିଲ୍ଲାରୁ ନୂଆ ସଂକ୍ରମିତ…

ଜାନୁଆରୀ ୮ରୁ ରାଜ୍ୟରେ ଖୋଲିବ ସ୍କୁଲ୍‌, ମେ ୩ରୁ ଦଶମ ବୋର୍ଡ ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୮ ତାରିଖରୁ ରାଜ୍ୟରେ ସ୍କୁଲ୍ ଖୋଲିବାକୁ ଯାଉଛି । କୋଭିଡ କଟକଣା ଯୋଗୁଁ ଦୀର୍ଘ ୯ ମାସ ଉପରେ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା । ସୂଚନା ଅନୁଯାୟୀ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀ ମାନେ ବିଦ୍ୟାଳୟ ଯିବେ । ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ମାନଙ୍କ ଜାନୁଆରୀ…

୬ ଜିଲ୍ଲାରେ ଘନ କୁହୁଡି, ପାଣିପାଗ ବିଭାଗର ସତର୍କ ସୂଚନା

ଭୁବନେଶ୍ୱର: ଓଡିଶାର ୬ଟି ଜିଲ୍ଲାରେ ଘନ କୁହୁଡି ସୃଷ୍ଟି ହେବା ନେଇ ଶନିବାର ଦିନ ୟୋଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଜାନୁଆରୀ ୩ ଓ ୪ ତାରିଖ ଦିନ ଅନୁଗୁଳ, କଟକ, ଜଗତସିଂହପୁର, ଭଦ୍ରକ, କନ୍ଧମାଳ ଏବଂ କେନ୍ଦ୍ରାପଡା…

ଆସନ୍ତାକାଲି ଖୋଲିବ ମା ତାରାତାରିଣୀଙ୍କ ପୀଠ

ବ୍ରହ୍ମପୁର : ଆସନ୍ତାକାଲି ଖୋଲିବ ଗଂଜାମର ମାଆ ତାରାତାରିଣୀଙ୍କ ମନ୍ଦିର । କରୋନା କଟକଣା ମଧ୍ୟରେ ଦର୍ଶନ କରିବେ ଭକ୍ତ । ମନ୍ଦିର ଉପରକୁ ଯାନବାହାନ ଚଳାଚଳ ନେଇ ରୋକ ଲଗାଯାଇଛି । ମନ୍ଦିରକୁ ଯିବା ପାଇଁ ପ୍ରଶାସନ ପକ୍ଷରୁ ଗାଡ଼ିର ବ୍ୟବସ୍ଥା କରାଯାଇଛି । ସେହିପରି ୪ରୁ ଗଞ୍ଜାମର ସବୁ…

ସୋମବାର ଶପଥ ନେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

ଭୁବନେଶ୍ୱର: ଆସନ୍ତା ସୋମବାର ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ ଏସ. ମୁରଲୀଧର । ସକାଳ ୧୦ଟାରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ । ଏହି ଉତ୍ସବରେ ରାଜ୍ୟପାଳ ଗଣେଶୀ ଲାଲ, ବାଚସ୍ପତି ସୂର‌୍ୟ୍ୟ ନାରାୟଣ ପତ୍ର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଶାସନ…

ସିବିଏସଇ ଧାରାରେ ଓଡ଼ିଶାରେ ପରୀକ୍ଷା ନେଇ ବିଚାରବିମର୍ଶ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ସିବିଏସଇ ପରୀକ୍ଷା ତାରିଖ ଘୋଷଣା ପରେ ରାଜ୍ୟରେ ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା କେବେ ଓ କେମିତି କରାଯିବ ସେନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ବିଚାରବିମର୍ଶ ଜାରି ରହିଛି । ସିବିଏସଇ ଧାରାରେ ପରୀକ୍ଷା କରିବାକୁ ଯୋଜନା ଚାଲିଥିବା ଗଣଶିକ୍ଷା…

ଦେଶରେ ଅଗ୍ରଣୀ ରିସର୍ଚ୍ଚ ହବ୍ ଭାବରେ ଉଭା ହେଉଛି ଓଡ଼ିଶା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର:  ଦେଶରେ ଶିକ୍ଷା କ୍ଷେତ୍ରରେ ଅଗ୍ରଣୀ ରିସର୍ଚ୍ଚ ହବ୍ (ଅନୁସନ୍ଧାନ କ୍ଷେତ୍ରରେ ପେଣ୍ଠସ୍ଥଳ) ଭାବରେ ଉଭା ହେଉଛି ଓଡ଼ିଶା । ଆଇଆଇଏମ୍ ସମ୍ୱଲପୁରର ସ୍ଥାୟୀ କ୍ୟାମ୍ପସର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେଇ ଏକଥା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି,…

ଆସନ୍ତା ୪ ତାରିଖରେ ଓଡ଼ିଶା ହାଇକୋର୍ଟଙ୍କ ମୁଖ୍ୟ ବିଚାରପତି ଭାବରେ ଶପଥ ନେବେ ଜଷ୍ଟିସ ଏସ. ମୂରଲୀଧର

ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟଙ୍କ ମୁଖ୍ୟ ବିଚାରପତି ଭାବରେ ଜଷ୍ଟିସ ଏସ୍. ମୂରଲୀଧରଙ୍କୁ ନିଯୁକ୍ତି ମିଳିଛି । ଆସନ୍ତା ୪ତାରିଖରେ ସେ ଶପଥ ନେବେ । ରାଜଭବନ ପରିସରରେ ଅନୁଷ୍ଠିତ ହେବ ଶପଥ ଗ୍ରହଣ ସମାରୋହ । ଜଷ୍ଟିସ ଏସ୍. ମୂରଲୀଧର ଆସନ୍ତାକାଲି ଭୁବନେଶ୍ୱରରେ ପହଞ୍ଚିବେ ବୋଲି ସୂଚନା ମିଳିଛି…

IIM ସମ୍ୱଲପୁର ସ୍ଥାୟୀ କ୍ୟାମ୍ପସର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ସମ୍ୱଲପୁର: ଆଇଆଇଏମ୍‌ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ ପାଇଁ ଆଜି ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭିଡିଓ କନଫରେନ୍ସିଂରେ ସେ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଅବସରରେ ଶ୍ରୀଜଗନ୍ନାଥ ଓ ମାଆ ସମଲେଇଙ୍କୁ ପ୍ରଣାମ କରି ସମ୍ବୋଧନ ଆରମ୍ଭ କରିଛନ୍ତି…