Latest Odisha News

BREAKING NEWS

Browsing Category

ଫିଚର

ଅରୁଣାଚଳ ପ୍ରଦେଶର ୬ ଜେଡିୟୁ ବିଧାୟକ ବିଜେପିରେ ସାମିଲ

ପାଟନା: ବିଜେପି ଅରୁଣାଚଳ ପ୍ରଦେଶର ୬ ଜେଡିୟୁ ବିଧାୟକଙ୍କୁ ଦଳରେ ସାମିଲ କରିଛି । ଜେଡିୟୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ପାର୍ଟିର ୭ ବିଧାୟକ ନିର୍ବାଚନରେ ବାଜିମାତ୍ କରିଥିଲେ ଓ ସରକାରଙ୍କୁ ସମର୍ଥନ କରି ଆସୁଥିଲେ । ଶନିବାର ଦିନ ଜେଡିୟୁ ଦଳର ଜାତୀୟ…

ଆସନ୍ତୁ ଜାଣିବା ୨୦୨୧ରେ କେଉଁ ନୂତନ ଅନସ୍କ୍ରିନ ଯୋଡି ଚହଳ ସୃଷ୍ଟି କରିବେ

ମୁମ୍ବାଇ: କରୋନା ମହାମାରୀ ଯୋଗୁ ୨୦୨୦ରେ ସିନେମା ହଲ ନୀରବ ହୋଇ ଯାଇଥିଲା । ଏବେ ସ୍ଥିତି ଧିରେ ଧିରେ ସାଧାରଣ ହେବା ସହ ଫିଲ୍ମ ଶୁଟିଂ ଆରମ୍ଭ ହୋଇଯାଇଛି । ୨୦୨୧ ବଲିଉଡରେ କେତେକ ନୂତନ ଅନସ୍କ୍ରିନ ଯୋଡି ଦେଖିବାକୁ ମିଳିବ । ଅବଶ୍ୟ ଏହା ଦର୍ଶକଙ୍କୁ ପସନ୍ଦ ହେବ କି ନାହିଁ ତାହା ସମୟ କହିବ ।…

ସୁରେଶ ମହାପାତ୍ର ନୂଆ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ବରିଷ୍ଠ ଆଇଏଏସ୍ ଅଫିସର ସୁରେଶ ମହାପାତ୍ର ହେବେ ନୂଆ ମୁଖ୍ୟ ଶାସନ ସଚିବ। ତାଙ୍କ ନାଁରେ ଆଜି ବିଦ୍ଧିବଦ୍ଧ ମୋହର ଲାଗିଛି । ଆସନ୍ତା  ୩୧ ତାରିଖରେ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ ଅବସର ନେବେ। ତେଣୁ ତାଙ୍କ ସ୍ଥାନରେ ସୁରେଶ ମହାପାତ୍ରଙ୍କୁ ଏହି ଦାୟିତ୍ୱ ଦିଆଯାଇଛି ।…

ହସ୍ପିଟାଲରେ ଭର୍ତ୍ତି ହେଲେ ସୁପରଷ୍ଟାର ରଜନୀକାନ୍ତ

ହାଇଦ୍ରାବାଦ: ଫିଲ୍ମ ଅନ୍ନାଥେର ୮ ଜଣ କ୍ରିଉ ମେମ୍ବର କରୋନାରେ ସଂକ୍ରମିତ ହେବା ପରେ ହାଇଦ୍ରାବାଦ ଫେରିଥିଲେ ସୁପରଷ୍ଟାର ରଜନକାନ୍ତ । ହେଲେ ଆଜି ସକାଳୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରକ୍ତଚାପରେ ଅନିୟମିତତା ଯୋଗୁଁ ସେ ହାଇଦ୍ରାବାଦର ଆପୋଲୋ ହସ୍ପିଟାଲରେ ଭର୍ତ୍ତି ହୋଇଥିବା…

ବକ୍ସିଂ ଡେ ଟେଷ୍ଟ ପାଇଁ ଭାରତର ଚୂଡାନ୍ତ ଏକାଦଶ ଘୋଷିତ

ମେଲବୋର୍ଣ୍ଣ: ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ କ୍ରିକେଟ ଟେଷ୍ଟ ପାଇଁ ଶୁକ୍ରବାର ଟିମ୍ ଇଣ୍ଡିଆ ଚୂଡାନ୍ତ ଏକାଦଶ ଘୋଷଣା କରିଛି । ପ୍ରଥମ ଟେଷ୍ଟରେ ଶୋଚନୀୟ ପରାଜୟବରଣ କରିଥିବା ଭାରତ ସିରିଜରେ ତିଷ୍ଠି ରହିବା ପାଇଁ ଏହି ମ୍ୟାଚରେ ବିଜୟ ଆବଶ୍ୟକ କରୁଛି । ନିୟମିତ ଅଧିନାୟକ ବିରାଟ କୋହଲିଙ୍କ…

ରାଜ୍ୟର ୨୪ ଜିଲ୍ଲାରୁ ୩୨୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୩ ମୃତ

ଭୁବନେଶ୍ୱର: ରାଜ୍ୟରେ ଚାରି ଶହ ତଳେ ରହିଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩୨୫ ନୂଆ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୮୭ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୩୮ ଜଣ । Covid-19 Report For 24th…

ଆସନ୍ତା ୨୯ ତାରିଖରୁ ଖୋଲିବ ମାଆ ବିରଜାଙ୍କ ମନ୍ଦିର

ଯାଜପୁର: ଆସନ୍ତା ୨୯ ତାରିଖରୁ ଖୋଲିବ ଯାଜପୁର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଆ ବିରଜାଙ୍କ ମନ୍ଦିର । ସକାଳ ୬ଟାରୁ ସନ୍ଧ୍ୟା ୫ଟା ଯାଏଁ ମାଆଙ୍କୁ ଦର୍ଶନ କରିପାରିବେ ଭକ୍ତ । ଏନେଇ ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ । ଭକ୍ତଙ୍କ ଗହଳି ଏଡାଇବା ପାଇଁ ଜାନୁଆରୀ ୧,୨ ଓ ୩ ତାରିଖ ମନ୍ଦିର…

ରାଜ୍ୟରେ ଟିକେ କମିଛି ଶୀତ: ୧୦ ଡିଗ୍ରୀ ତଳେ ୭ଟି ସହରର ପାରଦ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଶୀତ ଲହରି । ତେବେ ଗତକାଲି ଅପେକ୍ଷା ଆଜି ଶୀତ ସାମନ୍ୟ କମିଛି । ଆଜି ୭ଟି ସହରରେ ପାରଦ ୧୦ ଡିଗ୍ରୀ ସେଲସିୟସ୍ ଭିତରେ ରହଛି । ସବୁଠୁ ଥଣ୍ଡା ସହର ପାଲଟିଛି ଫୁଲବାଣୀ । ସେଠାରେ ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି ।…

ମେଡିସିନ୍ ଦୋକାନ ସର୍ଟର ତାଡି ଚୋରି ଅଭିଯୋଗ

ବାଲିପାଟଣା: ମେଡିସିନ ଦୋକାନରୁ ଲୁଟ୍ ଅଭିଯୋଗ । ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ଥାନା ଅନ୍ତର୍ଗତ ନରଦା ବଜାରରେ ଥିବା ସାଇଶ୍ରୀ ମେଡିସିନ୍ ଦୋକାନ ସର୍ଟର ତାଡି ଦୁର୍ବୃତ୍ତ ଲୁଟ୍ କରିଥିବା ଅଭିଯୋଗ ହୋଇଛି । ଗତକାଲି ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ଏହି ଲୁଟପାଟ କରିଛନ୍ତି । ଲୁଟେରା…

ଭାରତରେ ୨୪ ଘଣ୍ଟାରେ ୨୩ ହଜାରରୁ ଉର୍ଦ୍ଧ୍ୱ କରୋନା ପଜିଟିଭ, ୩୩୬ ମୃତ

ନୂଆଦିଲ୍ଲୀ: ଭାରତରେ କୋଭିଡ -୧୯ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ଖସୁଥିବା ବେଳେ ଶୁକ୍ରବାର ଦିନ ଏହି ସଂଖ୍ୟା ୧,୦୧,୪୬,୮୪୬କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା…