Latest Odisha News

BREAKING NEWS

Browsing Category

ଫିଚର

ଲାଲବାହିନୀ ଧମକରେ ଭିଟାମାଟି ଛାଡ଼ିଲେ ଗୋଟିଏ ପରିବାର

ମାଲକାନଗିରି: ସ୍ୱାଭିମାନ ଅଞ୍ଚଳରେ ଲାଲବାହିନୀର ଧମକ । ନାଲି ଆଖି ଦେଖାଇଲେ ମାଓବାଦୀ । ପୋଲିସ ଇନଫର୍ମର ସନ୍ଦେହରେ ଗାଁରେ ରଖେଇ ଦେଲେନି । ଜୀବନ ବଞ୍ଚାଇବାକୁ ବାଧ୍ୟ ହୋଇ ପୁରୁଷ ପୁରୁଷର ଭିଟାମାଟି ଛାଡ଼ିଛନ୍ତି ଗୋଟିଏ ପରିବାର । ଯନ୍ତ୍ରୀ ପଞ୍ଚାୟତ ସନ୍ୟାସୀଗୁଡ଼ା ଗାଁର ମନୁ ଗୋଲରୀ…

ବାଣପୁର ସ୍ଥିତ ଦକ୍ଷପ୍ରଜାପତି ମନ୍ଦିରରୁ ୨୧ଟି ମୂର୍ତ୍ତି ଚୋରି

ବାଲୁଗାଁ: ବାଣପୁର ଦକ୍ଷପ୍ରଜାପତି ମନ୍ଦିରରୁ ୨୧ଟି ଦୁର୍ଲଭ ମୂର୍ତ୍ତି ଚୋରି ହୋଇଛି । ଅଷ୍ଟଧାତୁର ମୂର୍ତ୍ତିକୁ ବି ନେଇ ଯାଇଛନ୍ତି ଦୁର୍ବୃତ୍ତ । ଗତକାଲି ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ମନ୍ଦିରର ମୁଖ୍ୟ ଫାଟକ ଭାଙ୍ଗି ଗର୍ଭଗୃହରୁ ଅଷ୍ଟଧାତୁରେ ନିର୍ମିତ ମୂର୍ତ୍ତି ଚୋରି କରିଥିବା…

ରାଉରକେଲାରେ ଜିଏସଟି ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍

ରାଉରକେଲା: ଭିଜିଲାନ୍ସ ଜାଲରେ ଜିଏସଟି ଅଧିକାରୀ । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଉରକେଲାର ସହକାରୀ ବାଣିଜ୍ୟ କର ଓ ଜିଏସଟି ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି । ତାଙ୍କ ନାଁ ଅଲେଖ ମହାନନ୍ଦ । ଏକକାଳୀନ ୪ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢ଼ାଉ ଜାରି ରଖିଛନ୍ତି । ଅଲେଖ…

ଦେଶରୁ ୨୪ ଘଣ୍ଟାରେ ୧୯ହଜାର କରୋନା ପଜିଟିଭ୍, ଜୁଲାଇ ପରେ ସର୍ବନିମ୍ନ ସ୍ତରକୁ ଖସିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ତଳମୁହାଁ କରୋନା ଟ୍ରେଣ୍ଡ । ଦୈନିକ ସଂକ୍ରମଣ ୨୦ ହଜାର ତଳକୁ ଖସିଛି । ଜୁଲାଇ ମାସ ପରେ ଆଜି ପ୍ରଥମ ଥର ଦୈନିକ ସଂକ୍ରମଣ ସର୍ବନିମ୍ନ ସ୍ତରକୁ ଖସିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୯ ହଜାର ୧୯ହଜାର ୫୬୬ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ଦେଶରେ…

ଭିଜିଲାନ୍ସ ଜାଲରେ ଅଙ୍ଗନବାଡ଼ି କର୍ମୀ, ୭ଟି ସ୍ଥାନରେ ରେଡ୍

ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମହାନଗର ନିଗମ ୱାର୍ଡ ନମ୍ବର-୯ର ଅଙ୍ଗନବାଡ଼ି କର୍ମୀ । ତାଙ୍କ ନାଁ ନମିତା ଦଳେଇ । ଆୟ ବହିର୍ଭୂତ ସମ୍ପତ୍ତି ଠୁଅ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ରେଡ୍‌ ଚାଲିଛି । ବ୍ରହ୍ମପୁର ଲକ୍ଷ୍ମୀ ନୃସିଂହ ସାହି ପ୍ରଥମ ଲେନରେ ଥିବା ଦୁଇଟି ଘର, ଗଣେଶନଗର…

ନୟାଗଡ଼ ନାବାଳିକା ହତ୍ୟା ମାମଲା: ଅଭିଯୁକ୍ତକୁ ଆଜିଠୁ ତିନି ଦିନିଆ ରିମାଣ୍ଡରେ ନେବ ଏସଆଇଟି

ନୟାଗଡ଼: ନାବାଳିକା ହତ୍ୟା ମାମଲାରେ ଗିରଫ ଅଭିଯୁକ୍ତକୁ ଆଜିଠୁ ତିନି ଦିନିଆ ରିମାଣ୍ଡରେ ନେବ ଏସଆଇଟି । ନାବାଳିକାକୁ ଯୌନ ନିର୍ୟାତନା ଓ ହତ୍ୟା ଘଟଣାରେ ଅଧିକ ପଚରାଉଚରା କରାଯିବ । ଅଭିଯୁକ୍ତର କେହି ସହଯୋଗୀ ଅଛନ୍ତି ନା ସେ ଏକା ଏଭଳି ଜଘନ୍ୟକାଣ୍ଡ ଘଟାଇଛି ସେଦିଗରେ ଅଧିକ ତଥ୍ୟ ହାତେଇବ…

କଣ୍ଟେନର ସହ ଦୁର୍ଘଟଣା ପରେ କାରରେ ଲାଗିଲା ନିଆଁ, ୫ଜଣ ଜୀବନ୍ତ ଦଗ୍ଧ

ଆଗ୍ରା: ଉତ୍ତରପ୍ରଦେଶର ଆଗ୍ରାରେ ସଡ଼କ ଦୁର୍ଘଟଣା । ଯମୁନା ଏକ୍ସପ୍ରେସରେ କଣ୍ଟେନର ସହ କାର ଧକ୍କା ହେବାରୁ ଲାଗିହଲା ନିଆଁ । ଏଥିରେ କାର୍ ଭିତରେ ପାଞ୍ଚ ଜଣ ଯାତ୍ରୀ ଜୀବନ ଦଗ୍ଧ ହୋଇଥିବା ସୂଚନା ମିଳିଛି । ଆଜି ଭୋର୍ ୪ଟା ବେଳେ ଏହି ଦୁର୍ଘଟଣା ଘଟିଛି । ମୃତକମାନେ ଲକ୍ଷ୍ନୌର ବାସିନ୍ଦା ଓ…

ଜିଏସଟି ଠକେଇ ଅଭିଯୋଗରେ କଟକରୁ ବନ୍ଧା ହେଲେ ୩ ଜଣ

କଟକ: ପୁଣି ବଡ଼ ଧରଣର ଜିଏସଟି ଠକେଇ ସାମନାକୁ ଆସିଛି । କୋଟି କୋଟି ଟଙ୍କା ଟିକସ ଫାଙ୍କିବାକୁ ଫନ୍ଦି କରୁଥିଲେ । ଧରାପଡ଼ିଲେ ଓ ଜେଲ୍ ଗଲେ । ଜିଏସଟି ଠକେଇ ଅଭିଯୋଗରେ କଟକ ଚୌଦ୍ୱାରରୁ ୩ ଜଣଙ୍କୁ ଗିରଫ କରିଛି ଜିଏସଟି ଏନଫୋର୍ସମେଣ୍ଟ ସ୍କ୍ୱାଡ୍ । କୋର୍ଟରେ ହାଜରେ ପରେ ସେମାନଙ୍କୁ ଜେଲ ପଠାଇ…

କରୋନା ଟିକା ନେଲେ ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍

ଓ୍ୱାଶିଂଟନ୍: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଦିଆଗଲା କରୋନା ଟିକା । ୭୮ ବର୍ଷୀୟ ବାଇଡେନ କରୋନାର ହାଇ-ରିସ୍କ ଗ୍ରୁପରେ ଆସୁଥିବାରୁ ତାଙ୍କୁ ଫାଇଜର ଭ୍ୟାକସିନର ପ୍ରଥମ ଡୋଜ୍ ଦିଆଯାଇଛି । ଏକ ଲାଇଭ୍ ଟେଲିଭିଜନରେ ନବ ନିର୍ବାଚିତ ରାଷ୍ଟ୍ରପତିଙ୍କ ପାଖରେ ଟିକାକରଣ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ ତା୨୨-୧୨-୨୦୨୦ ମଙ୍ଗଳବାର ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୨୦ ମସିହା ଡିସେମ୍ବର ତା ୨୨ ମଙ୍ଗଳବାର ଧନୁ ୮ ଦିନ ମାର୍ଗଶିର ମାସ ଶୁକ୍ଳ ପକ୍ଷ ଅଷ୍ଟମୀ ତିଥି ଉତ୍ତରଭାଦ୍ର ନକ୍ଷତ୍ର ମୀନ ଚନ୍ଦ୍ର ଘାତ ବାର-: ମକର ରାଶିର ଘାତ ଚନ୍ଦ୍ର-: ଧନୁ ରାଶି ପୁରୁଷ ଓ ତୁଳା ରାଶି…