Latest Odisha News

BREAKING NEWS

Browsing Category

ଫିଚର

ରାସ୍ତାକଡ଼ରେ ଗାଡ଼ି ରଖିବା ନେଇ କମିଶନରେଟ୍ ପୋଲିସର କଟକଣା

ଭୁବନେଶ୍ୱର: ସର୍ବସାଧାରଣ ସ୍ଥାନ ତଥା ରାସ୍ତାକଡରେ ବେପରୁଆ ଭାବେ ରଖାଯାଉଥିବା ଗାଡିଗୁଡିକୁ ହଟାଇବା ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ଭୁବନେଶ୍ବରରେ ଏକ ସ୍ୱତନ୍ତ୍ର ଡ୍ରାଇଭ୍ ପ୍ରସ୍ତୁତ କରାଯାଇଛି। ଗଣମାଧ୍ୟମକୁ ସୂଚନା ଦେଇ ଟ୍ରାଫିକ ଡିସିପି ସୌମ୍ୟା ମିଶ୍ର କହିଛନ୍ତି ଯେ କଳ୍ପନା ଛକ…

ସୋୟାବିନ୍ ବି ଭେଜାଲ: କଟକ ଜଗତପୁର ଶିଳ୍ପାଞ୍ଚଳରେ ରେଡ୍, ୨ ଅଟକ

କଟକ: ଜଗତପୁର ଶିଳ୍ପାଞ୍ଚଳରେ ନକଲି ସୋୟା ବଡି ଫ୍ୟାକ୍ଟ୍ରିରେ ରେଡ୍ । ଜଗତପୁର ଥାନା ଓ ମାଲଗୋଦାମ ଥାନା ପକ୍ଷରୁ ମିଳିତ ଭାବେ ରେଡ୍ କରାଯାଇଛି । ଜଗତପୁରରେ ମେହେକ ନାମକ କମ୍ପାନୀ ଦୀର୍ଘ ଦିନ ଧରି ନକଲି ସୋୟାବିନ୍ ତିଆରି କରୁଥିବା ପୋଲିସ ଖବର ପାଇଥିଲା । ଏହା ପରେ ଫ୍ୟାକ୍ଟ୍ରିରେ ଚଢାଉ…

ବିଜେପିରେ ମିଶିଲେ ଶୁଭେନ୍ଦୁ: ୧୧ ବିଧାୟକ ଦଳ ଛାଡିଲେ, ଶାହ କହିଲେ ଦିଦି ଏକୁଟିଆ ହେଇଯିବେ

କୋଲକାତା: ତୃଣମୂଳ କଂଗ୍ରେସର ପ୍ରମୁଖ ନେତା ଶୁଭେନ୍ଦୁ ଅଧିକାରୀ ଆଜି ଦଳ ଛାଡି ବିଜେପିରେ ମିଶିଛନ୍ତି । ଗୃହମନ୍ତ୍ରୀ ଅମିତ ଶାହଙ୍କ ରାଲିରେ ଶୁଭେନ୍ଦୁଙ୍କ ସହ ତୃଣମୂଳ କଂଗ୍ରେସର ୬, କଂଗ୍ରେସ ୧, ସିପିଆଇର ୧, ସିପିଏମର ୨ ସମେତ ୧୧ ବିଧାୟକ ବିଜେପିରେ ମିଶିଥିଲେ । ମମତା ବାନାର୍ଜୀ ଏହା ଏକ…

ଗୋଆ ଆନ୍ତର୍ଜାତିକ ସିନେମା ଉତ୍ସବ-୨୦୨୦ରେ ନୀଳମାଧବ ପଣ୍ଡାଙ୍କ ପ୍ରଥମ ଓଡିଆ ସିନେମା ମନୋନୀତ

ଭୁବନେଶ୍ୱର: ଭାରତ ସରକାରଙ୍କ ଦ୍ଵାରା ଆୟୋଜିତ ଗୋଆ ଆନ୍ତର୍ଜାତିକ ସିନେମା ଉତ୍ସବର ପାନୋରମାରେ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ନିର୍ମାତା-ନିର୍ଦ୍ଦେଶକ ନୀଳମାଧବ ପଣ୍ଡାଙ୍କ ପ୍ରଥମ ଓଡିଆ ସିନେମା “କାଲିର ଅତୀତ” ମନୋନୀତ ହୋଇଛି। ଯାହା ଓଡିଶା ପାଇଁ ଆଉ ଏକ ଗୌରବ ଆଣିଦେଇଛି। ଏନେଇ କେନ୍ଦ୍ର…

ଦିବାରାତ୍ର ଟେଷ୍ଟରେ ଭାରତର ଲଜ୍ଜାଜନକ ପରାଜୟ

ଆଡିଲେଡ: ଏଠାରେ ଅନୁଷ୍ଠିତ ଅଷ୍ଟ୍ରେଲିଆ ବିପକ୍ଷ ଦିବାରାତ୍ର କ୍ରିକେଟ ଟେଷ୍ଟରେ ଭାରତ ୮ ଉଇକେଟରେ ଶୋଚନୀୟ ପରାଜୟବରଣ କରିଛି । ଏଥିସହ ଅଷ୍ଟ୍ରେଲିଆ ୪ ମ୍ୟାଚ ବିଶିଷ୍ଟ ସିରିଜରେ ଘରୋଇ ଦଳ ୧-୦ର ଅଗ୍ରଣୀ ହାସଲ କରିନେଇଛି । ଭାରତ ପ୍ରଦତ ୯୦ ରନର ଲକ୍ଷ୍ୟକୁ ଅଷ୍ଟ୍ରେଲିଆ ୨ ଉଇକେଟରେ ହାସଲ କରି…

ରିୟଲ ନୁହେଁ ରିଲ୍‌ରେ ଗର୍ଭବତୀ ନେହା କକ୍କର !

ମୁମ୍ବାଇ: ବିବାହ କରିବାର ଦୁଇମାସ ପରେ ଗର୍ଭବତୀ ଅଛନ୍ତି ନେହା କକ୍କର । ଏହି ଖବର କାଲିଠୁ ଆଜି ଯାଏଁ ପ୍ରାୟ ସମସ୍ତ ଖବର କାଗଜ, ଟିଭି ଚ୍ୟାନେଲ ଓ ଡିଜିଟାଲ ପ୍ଲାଟଫର୍ମରେ ଚହଳ ଖେଳାଇଥିଲା । ଏପରିକି ସୋସିଆଲ୍ ମିଡିଆରେ ବି କିଛି ଲୋକ ନେହା ଓ ରୋହନପ୍ରୀତଙ୍କୁ ବଧେଇ ଜଣାଇଥିଲାବେଳେ ଅନେକ…

ବିଜେପିର ମିଶନ ପଶ୍ଚିମବଙ୍ଗ: ମେଦିନାପୁରରେ ଆଜି ଅମିତ ଶାହଙ୍କ ସମାବେଶ

କୋଲକାତା: ଆଗକୁ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ । ତାପୂର୍ବରୁ ଆରମ୍ଭ ହେଲାଣି ସମରସଜା । ବିଜେପି ଆରମ୍ଭ କରିଛି ମିଶନ ପଶ୍ଚିମବଙ୍ଗ । ନିକଟରେ ବିଜେପ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ. ପି. ନଡ୍ଡା ଦୁଇ ଦିନିଆ ଗସ୍ତରେ ଯାଇ ଦଳୀୟ ନେତା ଓ କର୍ମୀଙ୍କ ମଧ୍ୟରେ ଜୋସ୍ ଭରିଥିଲେ । ଆଜି ପହଞ୍ଚିଛନ୍ତି…

ଭିଜିଲାନ୍ସ ଜାଲରେ ବାଣୀ ବିହାର DDCEର ବରିଷ୍ଠ କିରାଣି, ୫ଟି ସ୍ଥାନରେ ରେଡ୍

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ବାଣୀ ବିହାର ଡିଡିସିଇର ବରିଷ୍ଠ କିରାଣୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ ହୋଇଛି । ତାଙ୍କ ନାଁ ଅଶୋକ କୁମାର ମିଶ୍ର । ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ ଜାରି ରହିଛି । ଭୁବନେଶ୍ୱର ଭିଜିଲାନ୍ସ ଟିମ୍ ପକ୍ଷରୁ ରେଡ୍ ଚାଲିଛି । ଭୁବନେଶ୍ୱର…

କମୁଛି ଦୈନିକ ଡେଥ୍ କେସ୍: ରାଜ୍ୟରେ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣକୁ ଆସିଛି ଦୈନିକ କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୩ ଜଣ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଦୁଇ ଜଣ ପୁରୁଷ ଓ ଜଣେ ମହିଳା ମୃତ୍ୟୁବରଣ କରିଛନ୍ତି । ଜଗତସିଂହପୁର ଜିଲ୍ଲାରୁ ଜଣେ ୮୨ବର୍ଷୀୟ କରୋନା ସଂକ୍ରମିତ…

ରାଜ୍ୟର ୨୬ ଜିଲ୍ଲାରୁ ୩୫୬ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଏବେ ଚାରି ଶହ ତଳେ ରହୁଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ସ୍ଥିତି ନିୟନ୍ତ୍ରଣକୁ ଆସିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩୫୬ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୯୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୫୭ଟି ।…