Latest Odisha News

BREAKING NEWS

Browsing Category

ଫିଚର

କଙ୍ଗନାଙ୍କ ଇଚ୍ଛା ନୂଆବର୍ଷରେ ପୁରୀ ଆସିବେ, ଜଗାକୁ ଦର୍ଶନ କରିବେ

ମୁମ୍ବାଇ: ୯ ମାସ ପରେ ଆଜିଠୁ ଭକ୍ତଙ୍କ ପାଇଁ ଖୋଲିଛି ଜଗା ଦୁଆର । ମହାବାହୁଙ୍କୁ ପୁଣି ଥରେ ରତ୍ନ ସିଂହାସନରେ ଚର୍ମଚକ୍ଷୁରେ ଦେଖିଛନ୍ତି ଭକ୍ତ । ଏହି ଅବସରରେ ଆଜି ଅଭିନେତ୍ରୀ କଙ୍ଗନା ରଣାଓ୍ୱତ ପ୍ରଭୁ ଜଗନ୍ନାଥଙ୍କୁ ନେଇ ଟ୍ୱିଟ୍ କରିଛନ୍ତି । ନୂଆବର୍ଷରେ ମହାପ୍ରଭୁଙ୍କ ଦର୍ଶନ କରିବେ ବୋଲି…

ପ୍ରୟାଗରାଜ ଇଫକୋରେ ଆମୋନିଆ ଗ୍ୟାସ୍ ଲିକ୍‌: ୨ଅଧିକାରୀ ମୃତ, ୨୦ ଅସୁସ୍ଥ

ପ୍ରୟାଗରାଜ: ଉତରପ୍ରଦେଶ ପ୍ରୟାଗରାଜରେ ଥିବା ଇଣ୍ଡିଆନ କମର୍ସ ଫର୍ଟିଲାଇଜର କୋ ଅପରେଟେଭି ଲିମିଟେଡ (ଆଇଏଫସିଓ) ବଡ ଧରଣର ଦୁର୍ଘଟଣା ଘଟିଛି । ୟୂରିଆ ଉତ୍ପାଦନ କରାଯାଉଥିବା ବେଳେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ୨ ଅଧିକାରୀ ଆସିଷ୍ଟାଂଟ ମ୍ୟାନେଜର ବିପି ସିଂ ଓ ଡେପୁଟି ମ୍ୟାନେଜର…

ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନାଁ, ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନାଁ । ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ ହୋଇଛି । ଏନେଇ ଆଜି ଉଚଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି କରାଯାଇଛି। ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନ ୧୯୮୯ ଅନୁସାରେ…

କାର ଚକା ଫାଟି ବାହାରିଗଲା ଇଞ୍ଜିନ, ସୌଭାଗ୍ୟବଶତଃ ବଞ୍ଚିଗଲା ଡ୍ରାଇଭରଙ୍କ ଜୀବନ

କଟକ: କଥାରେ ଅଛି ରଖେ ହରି ତ ମାରେ କିଏ । ଏମିତି ଏକ ଘଟଣା ଆଜି ଦେଖିବାକୁ ମିଳିଛି କଟକ ଜିଲ୍ଲା ଟାଙ୍ଗୀ ଅଞ୍ଚଳରେ । ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ କାର୍ ଡ୍ରାଇଭରଙ୍କ ଜୀବନ ବଞ୍ଚିଯାଇଛି । ଆପଣ ଫଟୋରେ ଦେଖୁଛନ୍ତି ଦୁର୍ଘଟଣାଗ୍ରସ୍ତ କାରର କେମିତି ଅବସ୍ଥା ହୋଇଛି । ଏତେ ବଡ଼ ଦୁର୍ଘଟଣାରେ…

ନୟାଗଡ ଯଦୁପୁରରେ ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା

ନୟାଗଡ଼: ପରୀ ହତ୍ୟା ମାମଲାରେ ଅଭିଯୁକ୍ତକୁ ଗିରଫ ପରେ ରିମାଣ୍ଡରେ ନେଇ ଜେରା କରୁଛି ଏସଆଇଟି । ଅଧିକ ତଥ୍ୟ ହାସଲ କରୁଛି । ଏପଟେ ସାଇଣ୍ଟିଫିକ୍ ତଥ୍ୟ ପ୍ରମାଣ ଯୋଗାଡ଼ ଚାଲିଛି । ଆଜି ଯଦୁପୁର ଗାଁରେ ପହଞ୍ଚି ଖୋଳତାଡ କରୁଛନ୍ତି ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା । ପୋଖରୀ ନିକଟରେ ଓଡ୍ରାଫ ଓ…

୫ ଜିଲ୍ଲାରୁ ଆଜି କରୋନା ଗାଏବ, ୨୪ ଘଣ୍ଟାରେ ରାଜ୍ୟରୁ ୩୬୪ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମିଛି ଦୈନିକ କରୋନା ସଂକ୍ରମଣ । ଗତ ୨୪ଘଣ୍ଟାରେ ୫ଟି ଜିଲ୍ଲାରୁ କରୋନା ଗାଏବ ହୋଇଛି । ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ଦେବଗଡ଼ ଓ ମାଲକାନଗିରି ଜିଲ୍ଲାରୁ କେହି ଜଣେ ବି ନୂଆ ସଂକ୍ରମିତ ହୋଇ ନାହାନ୍ତି । ବାକି ୨୫ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୩୬୪ ନୂଆ ଆକ୍ରାନ୍ତ ।…

ଖୁସି ଖବର: ଆସନ୍ତା ସପ୍ତାହରେ କୋଭିସିଲ୍ଡ ଟିକାକୁ ଅନୁମୋଦନ ଦେଇପାରେ ଭାରତ

ନୂଆଦିଲ୍ଲୀ: ବର୍ତ୍ତମାନ ଭାରତରେ କରୋନା ଟିକା ପାଇଁ ଅଧିକ ସମୟ ଅପେକ୍ଷା କରିବାକୁ ପଡ଼ି ନପାରେ । ଆସନ୍ତା ସପ୍ତାହ ସୁଦ୍ଧା ଅକ୍ସଫୋର୍ଡ ଓ ଆଷ୍ଟ୍ରାଜେନିକା ଦ୍ୱାରା ବିକଶିତ କରୋନା ଟିକା କୋଭିସିଲ୍ଡକୁ ଜରୁରିକାଳୀନ ବ୍ୟବହାର ପାଇଁ ଅନୁମୋଦନ ଦେଇପାରେ ଭାରତ । ଅନୁମୋଦନ ମିଳିଲେ ଏହି କୋଭିସିଲଡ…

ଶୀତ ଚାଦର ତଳେ ଓଡ଼ିଶା: ଏସବୁ ଜିଲ୍ଲାରେ କଲବଲ କରୁଛି ଜାଡ଼

ଭୁବନେଶ୍ୱର: ରାଜ୍ୟରେ ପାରଦ କ୍ରମାଗତ ଖସୁଛି । ବଢୁଛି ଶୀତ । ଗତ ତିନି ଦିନରେ ଜାଡ଼ ଅଧା ଓଡ଼ିଶାକୁ ଅସ୍ତବ୍ୟସ୍ତ କରି ଦେଲାଣି । କନ୍ଧମାଳ ଜିଲ୍ଲାରେ ଜାଡ଼ ଭାଙ୍ଗୁଛି ହାଡ଼ । ଫୁଲବାଣୀରେ ୪ ଡିଗ୍ରୀ ଓ ଦାରିଙ୍ଗିବାଡ଼ିରେ ୫ ଡିଗ୍ରୀ ସେଲସିୟସକୁ ଖସିଛି ପାରଦ । ସେଠାରେ ତୁଷାରପାତ ହେଉଛି ।…

ବାଲେଶ୍ୱର କମର୍ଦ୍ଦା ବଜାରରେ ଅଗ୍ନିକାଣ୍ଡ, ଜଳିଗଲା ୫ଟି ଦୋକାନ ଘର

ବାଲେଶ୍ୱର: ଭୋରରେ ଲାଗିଲା ନିଆଁ । ଜଳିଗଲା ଦୋକାନ ଘର । ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ଅନ୍ତର୍ଗତ କମର୍ଦ୍ଦା ବଜାରରେ ଆଜି ଭୋରରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ନିଆଁ ଲାଗି ପାଞ୍ଚଟି ଦୋକାନ ସମ୍ପୂର୍ଣ୍ଣ ଜଳିଯାଇଛି । ପୋଡ଼ି ଛାରଖାର ହୋଇଛି ଲକ୍ଷାଧିକ ଟଙ୍କାର ସମ୍ପତ୍ତି । ଧୀରେ ଧୀରେ…

ଦେଶରୁ ଦିନକରେ ୨୩,୯୫୦ ନୂଆ ଆକ୍ରାନ୍ତ ଚିହ୍ନଟ, ୩୩୩ ମୃତ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟାରେ ୧୦ ଲକ୍ଷ ୯୮ ହଜାର କୋଭିଡ୍ ଟେଷ୍ଟ ହୋଇଛି । ଚିହ୍ନଟ ହୋଇଛନ୍ତି ୨୩ ହଜାର ୯୫୦ ନୂଆ ଆକ୍ରାନ୍ତ । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇଛି । ବର୍ତ୍ତମାନ ସୁଦ୍ଧା ଦେଶରେ କରୋନା ସଂକ୍ରମିତ ହେଲେଣି ୧ କୋଟି ୯୯ହଜାର ୬୬ ଜଣ । ଦେଶରେ ପ୍ରତିଦିନ…