Latest Odisha News

BREAKING NEWS

Browsing Category

ଫିଚର

ପ୍ରଧାନମନ୍ତ୍ରୀଙ୍କ ବାରଣାସୀ ଅଫିସ୍ ବିକ୍ରି ନେଇ olxରେ ବିଜ୍ଞାପନ, ୪ ଗିରଫ

ବାରଣାସୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାରଣାସୀ ଅଫିସ୍ ସାଢେ ୭ କୋଟିରେ ବିକ୍ରି ପାଇଁ olxରେ ଦିଆଯାଇଥିଲା ବିଜ୍ଞାପନ । ଏହା ପରେ ଆରମ୍ଭ ହୋଇଥିଲା ଚର୍ଚ୍ଚା । କ’ଣ ସତରେ ପ୍ରଧାନମନ୍ତ୍ରୀ ମୋଦି ବାରଣାସୀ ଅଫିସ୍ ବିକ୍ରି କରୁଛନ୍ତି ? olxରେ ବିଜ୍ଞାପନ ଦେଇ କ’ଣ ଅଫିସ୍ ବିକ୍ରି…

ବେଙ୍ଗଲ ପଲଟିକାଲ ଡ୍ରାମା : ଶୁଭେନ୍ଦୁଙ୍କ ଇସ୍ତଫା ଗ୍ରହଣ କଲେନି ବାଚସ୍ପତି

କୋଲକାତା: ବେଙ୍ଗଲ ନିର୍ବାଚନ ଯେତେ ପାଖଉଛି ସେତେ ଡ୍ରାମା ଦେଖିବାକୁ ମିଳୁଛି । ବରିଷ୍ଠ ନେତା ଶୁଭେନ୍ଦୁ ଅଧିକାରୀ ତୃଣମୂଳ କଂଗ୍ରେସରୁ ଇସ୍ତଫା ଦେଇଥଲେ ମଧ୍ୟ ବିଧାନସଭା ବାଚସ୍ପତି ବିମନ ବାନାର୍ଜୀ ଏହାକୁ ଗ୍ରହଣ କରି ନାହାନ୍ତି । ବର୍ତମାନ ପରିସ୍ଥିତିରେ ଇସ୍ତଫା ଗ୍ରହଣ କରାଯିବା ସମ୍ଭବପର…

ଗ୍ୟାଙ୍ଗଷ୍ଟାର ରାଜା ଆଚାର୍ଯ୍ୟ ନାଁରେ ଲାଗିଲା ଏନଏସଏ

ଭୁବନେଶ୍ବର: ଗ୍ୟାଙ୍ଗଷ୍ଟାର ରାଜା ଆଚାର୍ଯ୍ୟ ନାଁରେ ଏନଏସଏ ବା ଜାତୀୟ ନିରାପତ୍ତା ଆଇନ ଲାଗୁ ହୋଇଛି । ଦାଦାବଟି ଆଦାୟ ଓ ସର୍ବସାଧାରଣରେ ଆତଙ୍କ ସୃଷ୍ଟି ପାଇଁ ଏନଏସଏ ଲାଗିଛି । ପୋଲିସ କମିଶନର ଏନଏସଏ ଲାଗୁ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏସିଡିଜେଏମ୍ କୋର୍ଟରେ ଜାମିନ ପାଇବାର କିଛି…

ଆଇସିଏମ୍ଆର ମୁଖ୍ୟଙ୍କୁ କରୋନା, ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ: ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚ (ଆଇସିଏମ୍ଆର)ର ମୁଖ୍ୟ ଡକ୍ଟର ବଳରାମ ଭାର୍ଗଭ ଶୁକ୍ରବାର ଦିନ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଜି ନ୍ୟୁଜ୍ ରିପୋର୍ଟ ମୁତାବକ ତାଙ୍କୁ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ (ଏମ୍ସ) ରେ ଭର୍ତ୍ତି କରାଯାଇଛି।…

ପ୍ରଥମ ଥର ସୌରଜଗତ ବାହାରେ ଥିବା ଗ୍ରହରୁ ମିଳିଲା ରେଡିଓ ସଙ୍କେତ

ୱାଶିଂଟନ:ବୈଜ୍ଞାନିକମାନଙ୍କୁ ଶୁକ୍ରବାର ବଡ ସଫଳତା ମିଳିଛି । ପ୍ରଥମ ଥର ପାଇଁ ସୌରଜଗତ ବାହାରେ ସ୍ଥିତ ଏକ ଗ୍ରହରୁ ରେଡିଓ ସଙ୍କେତ ମିଳିଛି । ନେଦରଲାଣ୍ଡ ସ୍ଥିତ ଲୋ ଫ୍ରିକ୍ୟୁଏନ୍ସି ଆରେର ବ୍ୟବହାର କରି ଟାଉ ବୁଟ୍ସ ପ୍ରଣାଳୀରେ ଏହି ସଙ୍କେତକୁ ଧରାଯାଇ ପାରିଛି । ସୌରଜଗତଠାରୁ ୫୧…

ଦିବାରାତ୍ର ଟେଷ୍ଟ: ଭାରତକୁ ପ୍ରଥମ ଇନିଂସ ଅଗ୍ରଣୀ

ଆଡିଲେଡ: ଆଡିଲେଡ ଓଭାଲରେ ଖେଳାଯାଉଥିବା ପ୍ରଥମ ଦିବାରାତ୍ର କ୍ରିକେଟ ଟେଷ୍ଟରେ ଘରୋଇ ଅଷ୍ଟ୍ରେଲିଆ ଦଳ ବିପକ୍ଷ ଭାରତ ଦୃଢ଼ ସ୍ଥିତିରେ ରହିଛି । ଦ୍ୱିତୀୟ ଦିବସରେ ଭାରତ ଓଭରାଲ ୬୨ ରନର ଅଗ୍ରଣୀ ହାସଲ କରିନେଇଛି । ଭାରତ ଶୁକ୍ରବାର ପ୍ରଥମ ଦିବସର ଅସମାପ୍ତ ଇନିଂସ ୨୩୩/୬ରୁ ବ୍ୟାଟିଂ ଆରମ୍ଭ…

ଦୁଇ ଦିନ ପରେ ଉଦ୍ଧାର ହେଲା ଅପହୃତ ହାର୍ଦ୍ଦିକ

ପାରଳାଖେମୁଣ୍ଡି: କାଶୀନଗର କୁମୁଟିସାହିରୁ ନିଖୋଜ ହୋଇଥିବା ୭ ବର୍ଷର ବାଳକ ହାର୍ଦ୍ଦିକକୁ ଆଜି ଉଦ୍ଧାର କରାଯାଇଛି । କାଶୀନଗରଠାରୁ ୩ କିଲୋମିଟର ଦୂର କଇଠପଦର ସ୍ଥିତ ସିମେଣ୍ଟ ସାମଗ୍ରୀ ତିଆରି କାରାଖାନା ନିକଟରୁ ସେ ଉଦ୍ଧାର ହୋଇଛି । ପୁଅକୁ ପାଇବା ପରେ ପରିବାରରେ ଖୁସିର ଲହରୀ ଖେଳିଯାଇଛି ।…

ପଶ୍ଚିମବଙ୍ଗ ନିର୍ବାଚନ: ବୁରଖା ପିନ୍ଧା ଭୋଟରଙ୍କୁ ନେଇ ଚିନ୍ତାରେ ବିଜେପି

କୋଲକାତା: ପଶ୍ଚିମବଙ୍ଗ ନିର୍ବାଚନକୁ ଜିତିବା ପାଇଁ ବିଜେପି ଜୋରସୋରରେ ଉଦ୍ୟମ ଆରମ୍ଭ କରିଦେଇଛି । ଏହା ମଧ୍ୟରେ ଶୁକ୍ରବାର ବୁରଖାଧାରୀ ଭୋଟରଙ୍କୁ ନେଇ ବିଜେପି ନିର୍ବାଚନକମିଶନଙ୍କ ଦ୍ୱାରସ୍ତ ହୋଇଛି । ବିଜେପି ପକ୍ଷରୁ ଲେଖାଯାଇଥିବା ପତ୍ରରେ ଉଲ୍ଲେଖ ରହିଛି ଯେ, ଭୋଟରଙ୍କ ପ୍ରକୃତ ଚିହ୍ନଟ…

ଏସଡିଜେଏମ କୋର୍ଟରେ ହାଜର ହେଲେ ସାଂସଦ ଅନୁଭବ ମହାନ୍ତି

କଟକ: ପାରିବାରିକ ହିଂସା ମାମଲାରେ କଟକ ଏସଡିଜେଏମ କୋର୍ଟରେ ହାଜର ହୋଇଛନ୍ତି ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ।  ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପକ୍ଷରୁ ଦାୟର ମାମଲାରେ ଆଜି ସେ କୋର୍ଟରେ ହାଜର ହୋଇଛନ୍ତି। ଅନୁଭବଙ୍କ ପକ୍ଷରୁ ଓକିଲଙ୍କ ଜରିଆରେ କୋର୍ଟରେ ଜବାବ ଦାଖଲ କରାଯାଇଛି।…

ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ଲାଗି ପୁଣି ନବୀନଙ୍କ ଦାବି

ଭୁବନେଶ୍ୱର: କେନ୍ଦ୍ର ସରକାର ଓଡିଶା ପ୍ରତି ବୈମାତୃକ ମନୋଭାବ ପୋଷଣ କରିଥିବା ଶୁକ୍ରବାର ଦିନ ଅଭିଯୋଗ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭର୍ଚୁଆଲ୍ ମୋଡ୍ ଉପରେ ନବ ଗଠିତ ବିଜୁ ଯୁବ ଜନତା ଦଳର ପ୍ରଥମ କାର୍ଯ୍ୟକାରୀଣି କମିଟି ବୈଠକକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି…