Latest Odisha News

BREAKING NEWS

Browsing Category

ଫିଚର

ସରିଲା ୩ୟ ରାଉଣ୍ଡ ଓଜେଇଇ ପରୀକ୍ଷା, ଜାଣନ୍ତୁ, କେଉଁଠି କେତେ ସିଟ୍ ଖାଲି

ଭୁବନେଶ୍ୱର: ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ମେଡିକାଲ କାଉନସେଲିଂର ତୃତୀୟ ରାଉଣ୍ଡ ସରିଥିବା ବେଳେ ଏମବିବିଏସ୍ ଏବଂ ବିଡିଏସ୍ ପାଠ୍ୟକ୍ରମରେ ୨୨ ଟି ସିଟ୍ ଖାଲି ରହିଛି। ଏବିପି ଏଜୁକେସନ୍ ରିପୋର୍ଟ ଅନୁଯାୟୀ ରାଜ୍ୟ ସରକାରୀ କଲେଜଗୁଡ଼ିକରେ ଏମବିବିଏସ୍ ଏବଂ ବିଡିଏସ୍ ପାଇଁ…

ଆସନ୍ତୁ ଜାଣିବା ସଲମାନଙ୍କୁ ପ୍ରଥମେ ଦେଖି କାହିଁକି ହସିଥିଲେ କଟ୍ରିନା କୈଫ

ମୁମ୍ବାଇ: ବଲିଉଡର ଗ୍ଲାମରସ ଗାର୍ଲ କଟ୍ରିନା କୈଫ ମଙ୍ଗଳବାର ତାଙ୍କର ଏକ ପୂରଣା ସ୍ମୃତି ଶେୟାର କରିଛନ୍ତି । ସଲମାନ ଖାଁଙ୍କୁ ପ୍ରଥମ ଥର ଦେଖିଲା ଭଳି କାହିଁକି ହସି ହସି ଗଡି ଯାଇଥିଲେ ତାହା ଉଲ୍ଲେଖ କରିଛନ୍ତି । ସଲମାନଙ୍କ ଜନ୍ମଦିନରେ ତାଙ୍କ ଭଉଣୀ ଅଲବୀରା ଖାଁ ତାଙ୍କୁ ନିମନ୍ତ୍ରଣ…

ସକାଳେ ସିମେଣ୍ଟ ସନ୍ଧ୍ୟାରେ ନକଲି ସସ୍ କାରଖାନା ଉପରେ ଚଢଉ

କଟକ : ନକଲି କାରଖାନାର ହବ ପାଲଟିଛି କଟକ ସହର । ଗତ କିଛି ଦିନ ହେଲା କେତେବେଳେ ହଦଳିଗୁଣ୍ଡ ତ ପୁଣି କେବେ ସୋୟା ବଡ଼ି, ନକଲି ଘିଅ ଆଉ ଟମାଟୋ ସସ୍ । ଏପରିକି ଆଜି ସକାଳେ ନକଲି ସିମେଣ୍ଟ କାରଖାନା ଠାବ ହୋଇଥିଲା । ଆଉ ସନ୍ଧ୍ୟାରେ ମଧୁପାଟଣା ଅଞ୍ଚଳରେ ନକଲି ସସ୍ ତିଆରି କାରଖାନା ଉପରେ ଚଢ଼ାଉ…

ଆସନ୍ତୁ ଜାଣିବା ଜନ୍ମ ହେଉ ହେଉ କିଏ ବାପାମାଆଙ୍କୁ କରିଦେଲା ଲକ୍ଷପତି

ସିଡନୀ:ଭଗବାନ ଯାହାକୁ ଦେବା ପାଇଁ ଚାହିଁବେ ତାକୁ କେହି ରୋକିପାରିବେ ନାହିଁ । ତାହା ପୁଣି କେଉଁ ବାଟରେ ଆସିବ ପୂର୍ବାନୁମାନ କରିବା କଷ୍ଟ । ଏ ଭଳି ଏକ ଘଟଣା ଘଟିଛି ସିଡନୀରେ । ସେଠାରେ ଜଣେ ନବଜାତ ଶିଶୁ ଜନ୍ମ ହେଉ ହେଉ ପରିବାରକୁ ୧୦,୦୦୦ ଡଲାରର ନଗଦ ପୁରସ୍କାର ଜିତାଇ ଲକ୍ଷପତି କରାଇ…

ଆଇଏସଏଲ: ବିଜୟ ସନ୍ଧାନରେ ଓଡିଶା ଏଫସି

ଭୁବନେଶ୍ୱର: ଚଳିତ ଆଇଏସଏଲ ଫୁଟବଲରେ ଓଡିଶା ଏଫସିର ପ୍ରଦର୍ଶନ ନୈରାଶ୍ୟଜନକ ରହିଛି । ୬ଟି ମ୍ୟାଚ ଖେଳି ଓଡିଶା କେବଳ ଗୋଟିଏ ଡ୍ର ରଖିପାରିଥିବା ବେଳେ ବାକିତକ ମ୍ୟାଚ ହାରିଛି । ମଙ୍ଗଳବାର ସନ୍ଧ୍ୟା ୭ଟା୩୦ରେ ଓଡିଶା ଅପେକ୍ଷାକୃତ ଭଲ ପ୍ରଦର୍ଶନ କରୁଥିବା ନର୍ଥଇଷ୍ଟ ୟୁନାଇଟେଡକୁ ଭେଟିବେ । ଏହି…

ସ୍ୱାମୀ ନା ସଇତାନ !

ରାଇରଙ୍ଗପୁର: ପାରିବାରିକ କଳହକୁ କେନ୍ଦ୍ର କରି ହତ୍ୟାକାଣ୍ଡ । ସ୍ତ୍ରୀକୁ ପଥରରେ ଛେଚି ହତ୍ୟା କଲା ସ୍ୱାମୀ । ଏଭଳି ଘଟଣା ଘଟିଛି ମୟୂରଭଂଜ ଜିଲ୍ଲାର ଗୋରୁମହିଷାଣୀ ଥାନା ଅନ୍ତର୍ଗତ ଲକ୍ଷ୍ମଣଛତ୍ର ଗାଁରେ । ଏହି ଘଟଣାରେ ଅଭିୟୁକ୍ତ ସ୍ୱାମୀକୁ ଗିରଫ କରିଛି ପୋଲିସ । ସୂଚନା ଅନୁଯାୟୀ, ଗାଁର…

୯୨ ବର୍ଷ ପରେ ନିଲାମ ହେଲା ବ୍ରାଡମ୍ୟାନଙ୍କ ପଦାର୍ପଣ ଟେଷ୍ଟ କ୍ୟାପ

ସିଡନୀ:ଅଷ୍ଟ୍ରେଲିଆର ମହାନ ବ୍ୟାଟ୍ସମ୍ୟାନ ସାର ଡୋନାଲ୍ଡ ବ୍ରାଡମ୍ୟାନଙ୍କ ପଦାର୍ପଣ ଟେଷ୍ଟ ମ୍ୟାଚ କ୍ୟାପ ମଙ୍ଗଳବାର ୯୨ ବର୍ଷ ପରେ ନିଲାମ ହୋଇଛି । ବିଜନେସମ୍ୟାନ ଓ ରୋଡ ମାଇକ୍ରୋ ଫୋନ୍ସର ଫାଉଣ୍ଡର ପିଟର ଫ୍ରିଡମ୍ୟାନ ଏହି କ୍ୟାପକୁ ୨.୫୧ କୋଟି ଟଙ୍କା ନିଲାମରେ ଆଣିଥିଲେ । ୧୯୨୮ରେ…

ବରିଷ୍ଠ କିରାଣିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ

ଭୁବନେଶ୍ବର: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ସ୍ଥିତ ଆର୍ ଆଣ୍ଡ ‌ବି ଡିଭିଜନ୍‌ର ବରିଷ୍ଠ କିରାଣିଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ । ତାଙ୍କ ନାଁ ଅସିତ କୁମାର ନାୟକ । ଏକକାଳୀନ ୫ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢ଼ାଉ ଜାରି ରଖିଛନ୍ତି । ଭୁବନେଶ୍ୱର ଡୁମଡୁମାରେ ଥିବା…

କଟକରୁ ନକଲି ସିମେଣ୍ଟ କାରଖାନା ଠାବ, ଜଣେ ଅଟକ

କଟକ: ନକଲି ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ । କେତେବେଳେ ହଦଳିଗୁଣ୍ଡ ତ ପୁଣି କେବେ ସୋୟା ବଡ଼ି, ଟମାଟୋ ସସ୍ । ନକଲି ଘିଅ, ତେଲ ପରେ ନକଲି ସିମେଣ୍ଟ କାରଖାନା ଠାବ ହୋଇଛି । ଆଜି କଟକ-ଚାନ୍ଦବାଲି ରାସ୍ତାର ଜଗତପୁରଠାରେ ନକଲି ସିମେଣ୍ଟ କାରଖାନା ଠାବ କରାଯାଇଛି । କୌଣସି ସୂତ୍ରରୁ…

ରାଜ୍ୟରୁ କରୋନାରେ ଆଖି ବୁଜିଲେ ଆଉ ୪ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ମହାମାରୀ ନେଇଛି ଆଉ ୪ ଆକ୍ରାନ୍ତଙ୍କ ଜୀବନ । ଚିକିତ୍ସାଧୀନ ଅବସ୍ଥାରେ ୪ଟି ଜିଲ୍ଲାର ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଭୁବନେଶ୍ୱରରୁ ୭୦ବର୍ଷୀ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ସେହିପରି ଯାଜପୁର ଜିଲ୍ଲାରୁ ଜଣେ ୭୨ବର୍ଷୀୟ ବୃଦ୍ଧ କରୋନାରେ ଆଖି ବୁଜିଛନ୍ତି । Regret…