Latest Odisha News

BREAKING NEWS

Browsing Category

ଫିଚର

ଗୋରଖପୁର କେନ୍ଦ୍ରୀୟ ବିଦ୍ୟାଳୟରେ ପଢ଼ାଯାଉଛି, ଜରାସନ୍ଧ ଯୁଦ୍ଧରେ ଶ୍ରୀକୃଷ୍ଣଙ୍କୁ ହରାଇଥିଲେ

ଗୋରଖପୁର:ଉତରପ୍ରଦେଶ ଗୋରଖପୁର କେନ୍ଦ୍ରୀୟ ବିଦ୍ୟାଳୟରେ ୭ମ ଶ୍ରେଣୀରେ ମହାଭାରତରେ ଭୁଲ ତଥ୍ୟ ପଢ଼ାଯାଉଥିବା ଅଭିଯୋଗ ହେଉଛି । ରାଷ୍ଟ୍ରୀୟ ଶିକ୍ଷା ଅନୁସନ୍ଧାନ ଏବଂ ପ୍ରଶିକ୍ଷଣ ପରିଷଦ (ଏନସିଇଆରଟି) ଦ୍ୱାରା ପ୍ରକାଶିତ ଏହି ହିନ୍ଦୀ ପୁସ୍ତକରେ ଭଗବାନ ଶ୍ରୀକୃଷ୍ଣଙ୍କୁ ଜରାସନ୍ଧ ଯୁଦ୍ଧରେ ହରାଇ…

ପରୀ ମୃତ୍ୟୁ ମାମଲାରେ ଚାଲିଛି ଡିଏନଏ ପରୀକ୍ଷା

ଭୁବନେଶ୍ୱର: ନୟାଗଡ ପରୀ ମୃତ୍ୟୁ ମାମଲାରେ ଆଜି ଡିଏନଏ ପରୀକ୍ଷା ପ୍ରକ୍ରିୟା ଜାରି ହୋଇଛି । ପରୀ ପିନ୍ଧିଥିବା ଡ୍ରେସରୁ ମିଳିଥିବା ସିମେନ ଓ ରକ୍ତନମୁନାର ହେଉଛି ଡିଏନଏ ପରୀକ୍ଷା କରାଯାଉଛି । ସେପଟେ ଚିହ୍ନଟ ଅଭିଯୁକ୍ତର ବି ପରୀକ୍ଷା କରାଯାଉଛି । ଦୁଇଟି ଯାକର ରିପୋର୍ଟ ଆସିଲେ ମ୍ୟାଚ…

ଚୌଦ୍ୱାର ଅଞ୍ଚଳରେ ହାତୀ ପଲ, ଚିନ୍ତାରେ ଲୋକେ

କଟକ : ଚୌଦ୍ୱାର ଅଞ୍ଚଳରେ ବୁଲୁଛନ୍ତି ହାତୀ ପଲ। ପଲରେ ଥିବା ପ୍ରାୟ  ୩୦ଟି ଶାଳଙ୍ଗା ପଞ୍ଚାୟତରେ ବୁଲୁଥିବା ସ୍ଥାନୀୟ ଲୋକେ କହିଛନ୍ତି ।  ଆଗ୍ରହାଟ, ନଖରା ଗାଁର ଚାଷଜମି ଓ ଜନବସତି ଅଂଚଳରେ ହାତୀ ଦେଖି ଲୋକେ ଭୟଭୀତ ହୋଇପଡିଛନ୍ତି । ଫସଲ ଅମଳର ସମୟ ହୋଇଥିବାରୁ ହାତୀପଲ ଫସଲ ନଷ୍ଟ କରୁଥିବାରୁ…

ହାତ ଗୋଡ ବାନ୍ଧି ଗାଡି ଚଢାଇ ହତ୍ୟା !

ଝାରସୁଗୁଡା : ଲଖନପୁର ଥାନା ଅନ୍ତର୍ଗତ ବେଲପାହାଡ଼ରେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । କିନ୍ତୁ ତାଙ୍କ ହାତ ଗୋଡ ବନ୍ଧା ହୋଇଛି । ଏଥି ସହ ତାଙ୍କ ମୁଣ୍ଡରେ କୌଣସି ଭାରୀଯାନ ଚଢାଇ ଦିଆଯାଇଥିବା ଅନୁମାନ କରାଯାଉଛି । ତେଣୁ ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ପୋଲିସ…

ବାରିପଦାରେ ଜାଲ୍ ନୋଟ୍ ରାକେଟ ଠାବ, ୨ ଗିରଫ

ବାରିପଦା: ଟାଉନ ପୋଲିସ ଏକ ଜାଲ୍ ନୋଟ୍ ରାକେଟର ପର୍ଦ୍ଦାଫାଶ କରିଛି । ସେମାନଙ୍କଠାରୁ ପ୍ରାୟ ୮୫ ହଜାର ଟଙ୍କାର ଜାଲ୍ ନୋଟ୍ ଜବତ ହୋଇଛି। ଏଥିରେ ୧୧୦ଟି ୫ ଶହ ଟଙ୍କିଆ, ୩୦୦ଟି ଶହେ ଟଙ୍କିଆ ଜାଲ୍ ନୋଟ୍ ରହିଛି । ଏହି ଘଟଣାରେ ପୋଲିସ ୨ ଜଣଙ୍କୁ ଗିରଫ କରି ପଚରାଉଚରା କରୁଛି ।  ସେମାନଙ୍କଠାରୁ…

ଆଜି ସରିବ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ରିମାଣ୍ଡ ଅବଧି

ଭୁବନେଶ୍ୱର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଆଜି ସରୁଛି ୨ ଦିନିଆ ରିମାଣ୍ଡ। ଏହି ଦୁଇଦିନ ତାଙ୍କୁ କଟକ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟରେ ଜେରା କରାଯାଇଥିଲା । ଟାଟା ନିଯୁକ୍ତି ଠକେଇ ସଂପର୍କରେ ପଚରାଉଚରା କରିଥିବା ଅନୁମାନ କରାଯାଉଛି ।  ରିମାଣ୍ଡ ସରିବା ପରେ ପ୍ରଦୀପଙ୍କୁ ଆଜି…

ଅଟ୍ଟାରି ସୀମାରେ ପାକିସ୍ତାନର ଅନୁପ୍ରବେଶ ଉଦ୍ୟମ; ୨ ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ: ପଞ୍ଜାବର ଅଟ୍ଟାରି ସୀମାନ୍ତରେ ବୁଧବାର ବଲମ୍ବିତ ରାତିରେ ଭାରତୀୟ ସୁରକ୍ଷାବଳ ୨ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କୁ ନିପାତ କରିଛି। ସୀମା ଭିତରକୁ ପ୍ରବେଶ ଉଦ୍ୟମ କରୁଥିବା ବେଳେ ଏଜି ଦୁଇଜଣ ସଶସ୍ତ୍ର ଅନୁପ୍ରବେଶକାରୀ ଭାରତୀୟ ବିଏସ୍‌ଏଫ୍‌ ଯବାନଙ୍କ ଗୁଳିରେ ନିହତ ହୋଇଛନ୍ତି।…

ପୁଣି ଜଣେ ଶିଶୁ ନିଖୋଜ

ପାରାଳାଖେମୁଣ୍ଡି: କାଶୀନଗର ଏନ୍ଏସି ଅଞ୍ଚଳରୁ ୬ ବର୍ଷର ଶିଶୁପୁତ୍ର ନିଖୋଜ ହୋଇଯାଇଛି । କୁମୁଟିସାହିର ଏହି ଶିଶୁପୁତ୍ର ଗତକାଲି ସନ୍ଧ୍ୟାରେ ଘର ସମ୍ମୁଖରେ ଖେଳୁଥିବା ବେଳେ ନିଖୋଜ ହୋଇଯାଇଥିଲା । ପରିବାର ଲୋକେ ଏ ନେଇ କାଶୀନଗର ଥାନାରେ ମାମଲା ରୁଜୁ କରିଛିନ୍ତି । ପ୍ରତୟକ୍ଷଦର୍ଶୀଙ୍କ…

ହୃଦଘାତରେ ପ୍ରାଣ ହରାଇଲେ ଭଦ୍ରକ ବିଡ଼ିଓ

ଭଦ୍ରକ : ହୃଦଘାତରେ ପ୍ରାଣ ହରାଇଛନ୍ତି ଭଦ୍ରକ ବିଡ଼ିଓ ଓଏଏସ ଦାମୋଦର ଖୁଣ୍ଟିଆ। ୫୬ ବର୍ଷ ବୟସରେ ଗତକାଲି ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ହୋଇଛି। ସୂଚନାନୁସାରେ, ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଗତକାଲି ବିଳମ୍ବିତ ରାତିରେ ବିଡ଼ିଓଙ୍କୁ ଭଦ୍ରକ ମେଡିକାଲ ରେ ଭର୍ତ୍ତି…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ   ତା ୧୭-୧୨-୨୦୨୦ ଗୁରୁବାର ଆଜି ଦିନର ମହତ୍ତ୍ୱ.  ଆଜି ହେଉଛି ୨୦୨୦ ମସିହା ଡିସେମ୍ବର ତା ୧୭ ରିଖ ଗୁରୁବାର ଧନୁ ୩ ଦିନ ମାର୍ଗଶିର ମାସ ଶୁକ୍ଳ ପକ୍ଷ ତୃତୀୟା ତିଥି ଉତ୍ତରା ଉତ୍ତରାଷାଢା ନକ୍ଷତ୍ର ମକର ଚନ୍ଦ୍ର  ଘାତ ବାର:- ତୁଳା ଓ କୁମ୍ଭ ରାଶିର    ଘାତ ଚନ୍ଦ୍ର:- ସିଂହ…