Latest Odisha News

BREAKING NEWS

Browsing Category

ଫିଚର

[ଭିଡ଼ିଓ] ଅବ୍ଦୁଲ୍ କଲାମଙ୍କୁ ପୂଜା କରୁଥିବା ବ୍ୟକ୍ତିଙ୍କୁ ନିର୍ମମ ହତ୍ୟା

କୋଚି: ମାତ୍ର କିଛିଦିନ ପୂର୍ବରୁ ସାମ୍ନାକୁ ଆସିଥିଲା ଏକ ସନ୍ତୋଷଜନକ ଭିଡିଓ । ଭିଡିଓଟି ଭାଇରାଲ୍ ବି ହୋଇଥିଲା । ଏଥିରେ ଜଣେ ବୟସ୍କ ବ୍ୟକ୍ତି କୋଚିର ମରିନ୍ ଡ୍ରାଇଭ ନିକଟରେ ଥିବା ଭାରତରତ୍ନ ଡ.ଅବ୍ଦୁଲ କଲାମଙ୍କ ପ୍ରତିମୂର୍ତ୍ତୀକୁ ପୂଜା କରିବାରେ ଦେଖିବାକୁ ମିଳିଥିଲା । ବ୍ୟକ୍ତି ଜଣକ…

ପରୀ ହତ୍ୟାକାରୀକୁ ଗିରଫ କଲା ଏସଆଇଟି

ଭୁବନେଶ୍ୱର : ନୟାଗଡ ଯଦୁପୁର ପରୀ ହତ୍ୟା ମାମଲାରେ ହତ୍ୟାକାରୀ ଗିରଫ । ଗିରଫ ବ୍ୟକ୍ତି ଜଣକ ଯଦୁପରୁର ବୋଲି ଏସଆଇଟି ପକ୍ଷରୁ କୁହାଯାଇଛି । ଆସନ୍ତାକାଲି ନୟାଗଡ ସ୍ୱତନ୍ତ୍ର ପୋକ୍ସୋ ଅଦାଲତରେ ଗିରଫ ଅଭିଯୁକ୍ତକୁ ହାଜର କରାଯିବ ବୋଲି ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି । ଗତ ଜୁଲାଇ…

ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି ଅଭିନେତା ହରମନ ବାୱେଜା-ସାଶା ରାମଚନ୍ଦାନୀ

ମୁମ୍ବାଇ:ବଲିଉଡ ଅଭିନେତା ହରମନ ବାୱେଜା ଓ ହେଲ୍‌ଥ କୋଚ ସାଶା ରାମଚନ୍ଦାନୀ ଖୁବ୍ ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି । ରବିବାର ସେମାନଙ୍କ ନିର୍ବନ୍ଧ ସମ୍ପନ୍ନ ହୋଇଛି । ହରମନଙ୍କ ଭଉଣୀ ସୋସିଆଲ ସାଇଟରେ ଏହାର ଫଟୋ ଶେୟାର କରିବା ସହ ଆମ ପରିବାରକୁ ସ୍ୱାଗତ ବୋଲି ଲେଖିଛନ୍ତି ।…

ବିଦେଶ ମାଟିରେ ଟିମ୍ ଇଣ୍ଡିଆକୁ ଗୋଡାଉଛି ଆଉ ଏକ ଖରାପ ରେକର୍ଡ

ଆଡିଲେଡ: ଅଷ୍ଟ୍ରେଲିଆ ବିପକ୍ଷରେ ଭାରତ ୪ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳୁଛି । ଇତି ମଧ୍ୟରେ ପ୍ରଥମ ଟେଷ୍ଟରେ ସର୍ବନିମ୍ନ ସ୍କୋର କରିବା ସହ ଶୋଚନୀୟ ପରାଜୟବରଣ କରିଛି । ଏହି ପରାଜୟ ପରେ ଟିମ୍ ଇଣ୍ଡିଆକୁ ଆଉ ଏକ ଖରାପ ରେକର୍ଡ ଗୋଡାଉଛି । ବିଦେଶ ମାଟିରେ ଭାରତ ପ୍ରଥମ ଟେଷ୍ଟ ହାରିବା ପରେ…

ପେଲେଙ୍କ ରେକର୍ଡ ସହ ସମକକ୍ଷ ହେଲେ ମେସି

କେପନାଉ:ଆର୍ଜେଟିଂନା ସୁପରଷ୍ଟାର ଲିଓନେଲ ମେସି ରବିବାର ଆଉ ଏକ ବଡ ଉପଲବ୍ଧି ହାସଲ କରିଛନ୍ତି । ଗୋଟିଏ କ୍ଲବ ପକ୍ଷରୁ ଖେଳି ସର୍ବାଧିକ ଗୋଲ ସ୍କୋର କରିଥିବା ବ୍ରାଜିଲର ମହାନ ଖେଳାଳି ପେଲେଙ୍କ ରେକର୍ଡ ସହ ସମକକ୍ଷ ହୋଇଛନ୍ତି । ମେସି ସ୍ପେନିଶ କ୍ଲବ ବାର୍ସିଲୋନା ପକ୍ଷରୁ ୭୪୮ ମ୍ୟାଚରେ ୬୪୩…

ସାଂସଦ ଅନୁଭବ ମହାନ୍ତିଙ୍କ ନାଁରେ ଥାନାରେ ରୁଜୁ ହେଲା ମାମଲା

କଟକ: କେନ୍ଦ୍ରାପଡ଼ା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ନାଁରେ ରୁଜୁ ହେଲା ମାମଲା । ପତ୍ନୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଅଭିଯୋଗ ଆଧାରରେ ଅନୁଭବଙ୍କ ନାଁରେ ଏତଲା ରୁଜୁ କରିଛି ପୁରୀଘାଟ ଥାନା ପୋଲିସ । ଅନୁଭବଙ୍କ ସମେତ ତାଙ୍କର ଦୁଇ ସହଯୋଗୀଙ୍କ ନାଁରେ ବି ମାମଲା ରୁଜୁ…

ରାଜ୍ୟରୁ କରୋନାରେ ଆଉ ୪ ଜଣଙ୍କର ମୃତ୍ୟୁ, ଡେଥ୍ କେସ୍ ୧, ୮୩୬

ଭୁବନେଶ୍ୱର: କରୋନାରେ ରାଜ୍ୟରେ ଆକି ବୁଜିଲେ ଆଉ ୪ଜଣ ଆକ୍ରାନ୍ତ । ଚାରିଟି ଜିଲ୍ଲାରୁ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ । ଭୁବନେଶ୍ୱରରୁ ଜଣେ ୭୫ବର୍ଷୀୟ ବୃଦ୍ଧ ପ୍ରାଣ ହରାଇଛନ୍ତି । ସେହିପରି ମୟୂରଭଞ୍ଜ ଜିଲ୍ଲାରେ ଜଣେ ୮୬ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । Regret to inform the…

ରାଜ୍ୟରୁ ୨୪ ଘଣ୍ଟାରେ ୩୭୨ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଗତକାଲି ଅପେକ୍ଷା ରାଜ୍ୟରେ ସାମାନ୍ୟ ବଢ଼ିଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସଂକ୍ରମିତ ହୋଇଛନ୍ତି ଆଉ ୩୭୨ ଜଣ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୧୪ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୫୯ଟି । ମୋଟ୍ ୨୭ ଜିଲ୍ଲାରୁ ନୂଆ ଆକ୍ରାନ୍ତ…

ଗଜପତି ଜିଲ୍ଲାରୁ ୧୧ବର୍ଷର ଶିଶୁ ପୁତ୍ର ନିଖୋଜ, ଥାନାରେ ଏତଲା

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲାରୁ ପୁଣି ଜଣେ ଶିଶୁ ନିଖୋଜ ହୋଇଥିବା ଅଭିଯୋଗ । ମୋହନା ଥାନା ପାଞ୍ଚଆମ୍ବ ଘାଇସାହିରୁ ଜଣେ ୧୧ ବର୍ଷୀୟ ଶିଶୁ ନିଖୋଜ ହୋଇ ଯାଇଛନ୍ତି । ଏନେଇ ମୋହନା ଥାନାରେ ଅଭିଯୋଗ କରିଛନ୍ତି ଶିଶୁର ମାଆ । ନିଖୋଜ ପୁଅର ନାଁ ଅପୂର୍ବ ଲିମା । ଅଭିଯୋଗ ଅନୁସାରେ, ଅପୂର୍ବକୁ…

୨୪ ଘଣ୍ଟାରେ ଦେଶରୁ ୨୬ ହଜାରରୁ ଉର୍ଦ୍ଧ୍ବ କରୋନା ପଜିଟିଭ୍ ଚିହ୍ନଟ, ୩୪୧ ମୃତ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ମାମଲା ୧ କୋଟି ଟପିଥିବା ବେଳେ ଗତ ୨୪ ଘଣ୍ଟାରେ ୨୬ ହଜାର ୬୨୪ କରୋନା ପଜିଟିଭି ବାହାରିଛନ୍ତି । ଦୈନିକ ମୃତ୍ୟୁସଂଖ୍ୟା ବି କମିବାରେ ଲାଗିଛି । ଗତ ୨୪ଘଣ୍ଟାରେ ଆଉ ୩୪୧ ଆକ୍ରାନ୍ତ କରୋନାରେ ପ୍ରାଣ ହରାଇଛନ୍ତି । ଦେଶରେ ମୃତ୍ୟୁସଂଖ୍ୟା ୧ ଲକ୍ଷ ୪୫…