Latest Odisha News

BREAKING NEWS

Browsing Category

ଫିଚର

ଡିସେମ୍ବର ୨୭ରୁ ଖୋଲିବ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର

ଭୁବନେଶ୍ବର: ଆସନ୍ତା ୨୭ ତାରିଖରୁ ଖୋଲିବ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର । ୨୭ରୁ ୩୧ ତାରିଖ ପର୍ଯ୍ୟନ୍ତ ସେବାୟତ ଓ ତାଙ୍କ ପରିବାର ଦର୍ଶନ କରିପାରିବେ । ନୂଆବର୍ଷ ଓ ତା ପରଦିନ ଅର୍ଥାତ୍ ଜାନୁଆରୀ ୧ ଓ ୨ ତାରିଖ ଦୁଇ ଦିନ ମନ୍ଦିର ଦର୍ଶନ ବନ୍ଦ ରହିବ । ୩, ୪ ଓ ୫ ତାରିଖରେ ଭୁବନେଶ୍ବର…

କଙ୍ଗନା ରାନାୱତଙ୍କ ବିବାଦୀୟ ପ୍ରେମ କାହାଣୀ, ଆଦିତ୍ୟରୁ ହ୍ରିତିକ

ମୁମ୍ବାଇ: ବଲିଉଡ କୁଇନ ଆଖ୍ୟା ପାଇଥିବା କଙ୍ଗନା ରାନାୱତ ଆରମ୍ଭରୁ ତାଙ୍କ ବିବାଦୀୟ ପ୍ରେମ କାହାଣୀ ନେଇ ସର୍ବଦା ଚର୍ଚ୍ଚାରେ ରହି ଆସିଛନ୍ତି । ପୂର୍ବତନ ବୟଫ୍ରେଣ୍ଡ ହ୍ରିତିକ ରୋଶନ ଏବଂ ତାଙ୍କ ପ୍ରେମ କାହାଣୀ ବିବାଦୀୟ ହେବା ପରେ ଏବେ ଏହା ମୁମ୍ବାଇ କ୍ରାଇମ ବ୍ରାଂଚକୁ ହସ୍ତାନ୍ତର ହୋଇଛି ।…

ନୟାଗଡରୁ ନିଖୋଜ ତିନି ବର୍ଷର ଶିଶୁ ସ୍ୱାତୀର ମୃତଦେହ ମିଳିଲା

ନୟାଗଡ଼: ଗତ ଚାରି ଦିନ ହେଲା ନିଖୋଜ ଥିବା ନୟାଗଡ଼ ଜିଲ୍ଲା ବଧିପାଟଣା ଗାଁର ୩ ବର୍ଷର ଝିଅ ସ୍ୱାତୀର ମୃତଦେହ ଗାଁ ପୋଖରୀରୁ ମିଳିଛି ।ଏହାକୁ ନେଇ ସ୍ୱାତୀଙ୍କ ପରିବାର ତଥା ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।  ସୂଚନାଥାଉ କି, ଗତ ଶୁକ୍ରବାର ଦିନ ବେଳେ ଗାଁ ଦାଣ୍ଡରୁ ନିଖୋଜ ହୋଇ…

ଏମଏସଏମଇ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୨୮୯.୪୨ କୋଟି ଅନୁମୋଦନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏମଏସଏମଇ କ୍ଷେତ୍ର ପାଇଁ ଏକ ବଡ ପ୍ୟାକେଜ ଘୋଷଣା କରିଛନ୍ତି । ତେବେ କୋଭିଡ୍ ସମୟରେ ବାଧାପ୍ରାପ୍ତ ହୋଇଥିବା ଏସଏମଇରେ ସୁଧାର ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ୨୮୯.୪୨ କୋଟି ଟଙ୍କା ଅନୁମୋଦନ କରିଛନ୍ତି । ଏହି ପୟାକେଜ ସବସିଡି, ଜିଏସଟି ଓ…

ମାଷ୍ଟରକ୍ୟାଣ୍ଟିନରେ ଆତ୍ମାହୂତି ଉଦ୍ୟମ କଲେ ଦୁଇ ଜଣ ଏଏନଏମ୍

ଭୁବନେଶ୍ୱର: ରାଜଧାନୀରେ ଧାରଣା ଚଳାଇଥିବା ଏଏନଏମଙ୍କ ମଧ୍ୟରୁ ଆଜି ଦୁଇ ଜଣ ଆତ୍ମାହୂତି ଉଦ୍ୟମ କରିଥିଲେ । ମାଷ୍ଟରକ୍ୟାଣ୍ଟିନ ନିକଟରେ ଦେହରେ କିରାସିନି ଢ଼ାଳି ସେମାନେ ଆତ୍ମାହୂତି ଉଦ୍ୟମ କରୁଥିଲେ । ଏତିକିବେଳେ ଅନ୍ୟ ସହଯୋଗୀ ସେମାନଙ୍କୁ ଉଦ୍ଧାର କରିଥିଲେ । ଖବର ପାଇ ଘଟଣାସ୍ଥଳରେ…

ନିଆଁ ଲଗାଉଛି ଜ୍ୟାକଲିନ୍‌ଙ୍କ ଜିମ୍ ଫଟୋ

ମୁମ୍ବାଇ: ଜ୍ୟାକଲିନ୍ ଫର୍ଣ୍ଣାଣ୍ଡିଜ ସୋସିଆଲ ସାଇଟରେ ବେଶ୍ ସକ୍ରିୟ ରହିଥାନ୍ତି । ଏବେ ସେ ଏକ ଜିମରେ ଅଭ୍ୟାସ କରିବା ପରର ଫଟୋ ଛାଡିଛନ୍ତି । ଯାହାକି ପ୍ରଶଂସକଙ୍କୁ ବେଶ୍ ପସନ୍ଦ ଆସୁଛି । ଜ୍ୟାକଲିନ୍ ଏହି ଫଟୋରେ ଏକ ହାତରେ ସେଲଫ୍‌ି ପୋଜ ଦେଉଥିବା ବେଳେ ଅନ୍ୟ ହାତରେ ଫ୍ଲାଟ ବେଲୀ…

ନିଖୋଜର ପାଞ୍ଚ ଦିନ ପରେ ପୋଖରୀରୁ ମିଳିଲା ୩ବର୍ଷ ଶିଶୁ କନ୍ୟାର ମୃତଦେହ

ନୟାଗଡ଼: ପାଞ୍ଚ ଦିନ ପରେ ମିଳିଲା ନିଖୋଜ ଶିଶୁ କନ୍ୟାର ମୃତଦେହ । ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ବଧିପାଟଣା ଗାଁର ନିଖୋଜ ୩ବର୍ଷର ଝିଅର ମୃତଦେହ ଗାଁ ପୋଖରୀରୁ ଉଦ୍ଧାର ହୋଇଛି । ମୃତକ ହେଲେ ସଞ୍ଜୟ କୁମାର ସାହୁଙ୍କ ଝିଅ ହରପ୍ରିୟା ସାହୁ (ସ୍ୱାତୀ) । ଗତ ଶୁକ୍ରବାର ଦିନ ବାରିପଟେ ଖେଳୁଥିବା…

ଦକ୍ଷିଣ ଭାରତର ଅଭିନେତ୍ରୀ ଭିଜେ ଚିତ୍ରାଙ୍କ ଆତ୍ମହତ୍ୟା ଘଟଣାରେ ପତି ହେମନ୍ତନାଥ ଗିରଫ

ଚେନ୍ନାଇ: ଦକ୍ଷିଣ ଭାରତର ଲୋକପ୍ରିୟ ଅଭିନେତ୍ରୀ ଭିଜେ ଚିତ୍ରା ଆତ୍ମହତ୍ୟା ଘଟଣାରେ ଚେନ୍ନାଇ ପୋଲିସ ପତି ହେମନ୍ତନାଥଙ୍କୁ ଗିରଫ କରିଛି । ହେମନ୍ତ ତାଙ୍କ ପତ୍ନୀଙ୍କୁ ବାରମ୍ବାର ଆତ୍ମହତ୍ୟା କରିବା ନେଇ ଉସୁକାଉଥିବା ଜଣାପଡିଛି । ପୋଲିସ ଏବେ ହେମନ୍ତ ବିରୋଧରେ ପ୍ରମାଣ ଯୋଗାଡ କରିବାରେ…

ରାଜ୍ୟ ସରକାରଙ୍କ କରୋନା ଟିକାକରଣ ପ୍ଲାନ୍, କେବଳ ଅନଲାଇନ୍ ପଞ୍ଜିକରଣ

ଭୁବନେଶ୍ୱର: କରୋନା ଟିକା ଆସିଲେ କେମିତି ବଣ୍ଟନ କରାଯିବ । ରାଜ୍ୟବାସୀଙ୍କୁ କେମିତି ମିଳିବ ଟିକା । ଏନେଇ ସରକାର ବିସ୍ତୃତ ରୋଡମ୍ୟାପ ପ୍ରସ୍ତୁତ କରିଛନ୍ତି । କେନ୍ଦ୍ର ନିୟମ ଅନୁସାରେ ଆଗୁଆ ନିଜ ନାମକୁ ପଞ୍ଜିକରଣ କରିବାକୁ ପଡିବ ବୋଲି କହିଛନ୍ତି ଡିଏମ୍‌ଇଟି ସି.ବି.କେ. ମହାନ୍ତି । ସେ…

ରିମାଣ୍ଡରେ ଗଲେ ପ୍ରଦୀପ ପାଣିଗ୍ରାହୀ, ଆକାଶଙ୍କ ସହ ହୋଇପାରେ ମୁହାଁମୁହିଁ ଜେରା

ଭୁବନେଶ୍ୱର: ଦୁଇ ଦିନିଆ କ୍ରାଇମବ୍ରାଞ୍ଚ ରିମାଣ୍ଡରେ ଗଲେ ବିଧାୟକ ପ୍ରଦୀପ ପାଣିଗ୍ରହୀ । ଜେରା ପାଇଁ ତାଙ୍କୁ ଝାରପଡ଼ା ଜେଲରୁ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟକୁ ନିଆଯାଇଛି । ରିମାଣ୍ଡରେ ନେବାକୁ ଅନୁମତି ଦେଇଥିଲେ ଭୁବନେଶ୍ୱର ଏସଡିଜେଏମ୍ କୋର୍ଟ । ଟାଟାରେ ଚାକିରି ନାଁରେ ଠକେଇ ମାମଲାରେ…