Latest Odisha News

BREAKING NEWS

Browsing Category

ଫିଚର

ଭୁବନେଶ୍ୱର ଇନଫୋସିଟି ନାବାଳିକା ଗଣଦୁଷର୍ମ ମାମଲା: କ୍ରାଇମବ୍ରାଞ୍ଚ ହେପାଜତରେ ୪ ଅଭିଯୁକ୍ତ

ଭୁବନେଶ୍ୱର: ଇନଫୋସିଟି ନାବାଳିକା ଗଣଦୁଷ୍କର୍ମ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ । ଏଫଆଇଆରରେ ନାଁ ଥିବା ୪ ଅଭିଯୁକ୍ତଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ଗତକାଲି ରାତିରେ ସେମାନଙ୍କୁ ଉଠାଇ ନେଇଥିଲା । ସେମାନେ ହେଲେ ଓଟିଭି କର୍ମଚାରୀ ଅନିରୁଦ୍ଧ ପଣ୍ଡା, କୃଷ୍ଣଚନ୍ଦ୍ର ବେହେରା ଏବଂ ଦୁଇ…

ଦେଶରେ ଖସୁଛି: ୨୪ଘଣ୍ଟାରେ ୨୭ହଜାର କରୋନା ପଜିଟିଭ୍, ୩୩୬ ମୃତ

ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା କାୟା କମୁଛି । ଦିନକୁ ୧୦ଲକ୍ଷରୁ ଅଧିକ କୋଭିଡ୍ ଟେଷ୍ଟ ହେଉଛି । ଚିହ୍ନଟ ହେଉଛନ୍ତି ୩୦ ହଜାରରୁ କମ୍ ସଂକ୍ରମିତ । ଗତ ୨୪ଘଣ୍ଟାରେ ସାରା ରାଜ୍ୟରୁ ବାହାରିଛନ୍ତି ୨୭ହଜାର ୭୧ କରୋନା ପଜିଟିଭି । ମୋଟ୍ ଆକ୍ରନ୍ତଙ୍କ ସଂଖ୍ୟା ୯୮ଲକ୍ଷ ୮୪ହଜାର ୧୦୦ରେ ପହଞ୍ଚିଛି…

ନିଖୋଜର ତିନି ଦିନ ପରେ ବାଳିଆପାଳ ଅଞ୍ଚଳ ନାବାଳିକାଙ୍କ ମୃତଦେହ ଉଦ୍ଧାର

ବାଲେଶ୍ୱର: ବାଲିଆପାଳ ଥାନା ଅଞ୍ଚଳରୁ ନିଖୋଜ ନାବାଳିକାର ମୃତଦେହ ଉଦ୍ଧାର ହୋଇଛି । ସୁନ୍ଦରକୋଇଲି ଗାଁର ଏକ ପୋଖରୀ ହୁଡ଼ାରୁ ନାବାଳିକାର ମୃତଦେହ ଉଦ୍ଧାର ହୋଇଛି । ମୃତକଙ୍କ ବୟସ ୭ ବର୍ଷ ହେବ । ଗତ ଶୁକ୍ରବାରଠାରୁ ସେ ନିଖୋଜ ଥିଲେ । ବହୁ ଖୋଜାଖୋଜି ପରେ ଝିଅକୁ ନପାଇବାରୁ ପରିବାର ଲୋକେ…

ଟାର୍ଗେଟରେ ବର୍ଷା ! ସୋସିଆଲ୍ ମିଡିଆ ଟ୍ରୋଲକୁ ନେଇ ମୁହଁ ଖୋଲିଲେ ଜାଗ୍ରତି

ଭୁବନେଶ୍ୱର: ସାଂସଦ ଅନୁଭବ ମହାନ୍ତିଙ୍କ ସହ ଏକ ଫଟୋକୁ ନେଇ ସୋସିଆଲ୍ ମିଡିଆରେ ଟ୍ରୋଲ ପରେ ମୁହଁ ଖୋଲିଛନ୍ତି ସାମ୍ବାଦିକା ଜାଗ୍ରତି ଶୁକ୍ଳା । ଅନୁଭବ-ବର୍ଷା ପ୍ରସଙ୍ଗରେ ଚୁପ୍‌ ରହିଥିବା ଜାଗ୍ରତି ତାଙ୍କୁ ବିବାଦ ଭିତରକୁ ଟଣା ଯାଇଥିବାରୁ କ୍ଷୁବ୍ଧ ହୋଇଛନ୍ତି । ସୋସିଆଲ ମିଡିଆରେ ତାଙ୍କୁ…

ବାଲେଶ୍ୱରରୁ ପୁଣି ବ୍ରାଉନସୁଗର ଜବତ, ଜଣେ ଗିରଫ

ବାଲେଶ୍ୱର: ପୁଣି ବାଲେଶ୍ୱରରୁ ବ୍ରାଉନସୁଗର ଜବତ । ଜେଲ ସାମନାକୁ ସାଢ଼େ ୪ଲକ୍ଷ ଟଙ୍କାର ଧଳା ଜହର ଜବତ କରିଛି ସହଦେବଖୁଣ୍ଟା ଥାନା ପୋଲିସ । ଶେଖ ମହମ୍ମଦ ବାବୁ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି । ତା ନିକଟରୁ ଜବତ ହୋଇଛି ୪୪ଗ୍ରାମ ବ୍ରାଉନସୁଗର । ଶେଖ ମହମ୍ମଦ ବାବୁ ନିକଟରୁ…

ନୂଆ କୃଷି ଆଇନକୁ ବିରୋଧ: ଉପବାସରେ ଦେଶର ଅନ୍ନଦାତା

ନୂଆଦିଲ୍ଲୀ: ଜିଦରେ ଅଟଳ ଚାଷୀ । ବାହାରି ପାରୁନି ସମାଧାନର ବାଟ । ବଢୁଛି ମୋଦି ସରକାରଙ୍କ ଟେନସନ୍ । ନୂଆ କୃଷି ଆଇନ ପ୍ରତ୍ୟାହାର ଦାବିରେ କୃଷକ ସଂଗଠନ ଚଳାଇଥିବା ଆନ୍ଦୋଳନ ୧୮ ଦିନରେ ପହଞ୍ଚିଛି । ଆଜି ଦିଲ୍ଲୀର ସିଂଘୁ, ଟିକରି, ଗାଜିପୁର, ପଲଓ୍ୱଲ ସୀମାରେ ପୂର୍ବାହ୍ନ ୮ଟାରୁ ଅପରାହ୍ନ ୫ଟା…

ରାଜ୍ୟ କ୍ୟାବିନେଟର ଆଜି ବସୁଛି ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ଆଜି ବସୁଛି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏହି ବୈଠକ ଆଜି ସନ୍ଧ୍ୟା ୫ ଟାରେ ଅନୁଷ୍ଠିତ ହେବ। ସୂଚନାନୁସାରେ, କ୍ୟାବିନେଟ୍‌ର ଏହି ଜରୁରୀ ବୈଠକରେ ପ୍ରାୟ ୭ଟି ପ୍ରସ୍ତାବ ଉପରେ ମୋହର…

ଆମେରିକାରେ ଆଜିଠୁ କରୋନା ଟିକାକରଣ

ନୂଆଦିଲ୍ଲୀ : ସାରା ବିଶ୍ୱରେ ମହାମାରୀ କରୋନା ତାଣ୍ଡବ ରଚୁଥିବା ବେଳେ ଏହାକୁ ନେଇ ଆସିଛି ଏକ ଆଶ୍ୱସ୍ତିକର ଖବର। ଆମେରିକାରେ ଆଜିଠୁ ଆରମ୍ଭ ହେଉଛି କୋଭିଡ ଟିକାକରଣ। କୋଭିଡ୍‌-୧୯ ଏପର୍ଯ୍ୟନ୍ତ ସାରା ବିଶ୍ବରେ ପାଖାପାଖି ୭ କୋଟି ୨୨ ଲକ୍ଷରୁ ଅଧିକ ଲୋକଙ୍କୁ ସଂକ୍ରମଣ କରିଥିବା ବେଳେ ପ୍ରାୟ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶି ଫଳ   ତା ୧୪-୧୨-୨୦୨୦ ସୋମବାର ଆଜି ଦିନର ମହତ୍ତ୍ୱ.  ଆଜି ହେଉଛି ୨୦୨୦ ମସିହା ଡିସେମ୍ବର ତା୧୪ ରିଖ ସୋମବାର ବିଛା ୨୯ ଦିନ ମାର୍ଗଶିର ମାସ କୃଷ୍ଣ ପକ୍ଷ ଅମାବାସ୍ୟା ତିଥି ଜ୍ୟେଷ୍ଠା ନକ୍ଷତ୍ର ବିଛା ଚନ୍ଦ୍ର   ଘାତ ବାର-: ମିଥୁନ ରାଶିର    ଘାତ ଚନ୍ଦ୍ର-: ସିଂହ କନ୍ୟା ଓ ମକର…

୨୪ ଘଣ୍ଟା ମିଳିବ ବ୍ୟାଙ୍କିଂ ସୁବିଧା, ମଧ୍ୟରାତ୍ରରୁ ଆରମ୍ଭ ହେଉଛି ସେବା

ନୂଆଦିଲ୍ଲୀ: ଦେଶରେ ଆରମ୍ଭ ହେବାକୁ ଯାଉଛି ରିୟଲ ଟାଇମ୍ ଗ୍ରୋସ୍ ସେଟେଲମେଣ୍ଟ ସିଷ୍ଟମ ବା ଆରଟିଜିଏସ୍ ସୁବିଧା । ଆଜି ରାତି ୧୨ଟା ୩୦ରୁ ପ୍ରତିଦିନ ୨୪ ଘଣ୍ଟା ଏହା କାମ କରିବ । ଏହା ଦ୍ବାରା ଡିଜିଟାଲ ନେଣଦେଣ କରୁଥିବା ଲୋକଙ୍କୁ ଅନେକ ସୁବିଧା ହେବ । ଏହା ସହ ଦିନ ରାତି ଏହି ସୁବିଧା ପାଉଥିବା…