Latest Odisha News

BREAKING NEWS

Browsing Category

ଫିଚର

ଘର ଉପରେ ମାଡିଗଲା ଟ୍ରକ, ପରିବାରର ୩ ଜଣ ଗୁରୁତର

କେନ୍ଦୁଝର: ରାତିରେ ଭାରସାମ୍ୟ ହରାଇ ଘର ଭିତରେ ମାଡ଼ି ଗଲା ଟ୍ରକ । ଘର କାନ୍ଥ ଭୁଶୁଡ଼ି ତିନି ଜଣ ଆହତ ହୋଇଛନ୍ତି । କେନ୍ଦୁଝର ଟାଉନ ଥାନା ଷଠିଘର ସାହିରେ ଏହି ଘଟଣା ଘଟିଛି । ଗତକାଲି ରାତିରେ ଗୋଟିଏ ମହୁଲ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଓଲଟି ପଡ଼ିଲା । ରାସ୍ତାକଡ଼ରେ ଥିବା ଘର ଉପରେ ମାଡ଼ି…

ମାଲକାନଗିରି ସ୍ୱାଭିମାନ ଅଞ୍ଚଳରେ ଏନକାଉଣ୍ଟର, ୨ ମାଓବାଦୀ ନିହତ

ମାଲକାନଗିରି: ସ୍ୱାଭିମାନ ଅଞ୍ଚଳରେ ପୁଣି ପୁଲିସ-ମାଓବାଦୀ ମୁହାଁମୁହିଁ । ଏନକାଉଣ୍ଟରେ ଗଡ଼ିଲା ୨ ମାଓବାଦୀଙ୍କ ମୁଣ୍ଡ । ସ୍ୱାଭିମାନ ଅଞ୍ଚଳର ଗାଜଲମାମୁଡି ଅଞ୍ଚଳରେ ଏହି ଗୁଳି ବିନିମୟ ହୋଇଥିବା ସୂଚନା ମିଳିଛି । ବିଏସଏଫ୍, ଏସଓଜି ଓ ଡିଭିଏଫ୍ ଯବାନ ଗାଜଲମାମୁଡି ଅଞ୍ଚଳରେ ମିଳିତ କମ୍ବିଂ…

ରାଜଧାନୀର ବିଭିନ୍ନ ବାରରେ ଅତର୍କିତ ରେଡ୍: ୪ଟି ବାର ସିଲ, ଫାଇନ୍ ଆଦାୟ

ଭୁବନେଶ୍ୱର: ଆକ୍ସନ ମୁଡରେ କମିଶରେଟ ପୋଲିସ । ରାଜଧାନୀର ବିଭିନ୍ନ ବାରରେ ରାତି ଅଧିଆ ରେଡ୍ । ଗତକାଲି ରାତିରେ ଅଚାନକ ଚଢ଼ାଉ କରିଛି କମିଶନରେଟ ପୋଲିସ । କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ ୪ଟି ବାରକୁ ସିଲ୍ କରାଯାଇଛି । କଟକ ରୋଡରେ ଥିବା ସ୍ୱାଗତ ଓ ମହାନ୍ତି ବାର ଏବଂ ଖାରବେଳନଗର ଥାନା…

କୁହୁଡ଼ି ଚାଦର ତଳେ ଲୁଚିଗଲା ଟୁଇନ୍ ସିଟି

ଭୁବନେଶ୍ୱର: ଟୁଇନ୍ ସିଟିରେ ଆଜି ବି ଘନ କୁହୁଡ଼ିର ଆସ୍ତରଣ । ସକାଳୁ ସକାଳୁ ଭୁବନେଶ୍ୱର ଓ କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ କୁହୁଡ଼ି ପଡ଼ିଛି । ଏତେ ମାତ୍ରାରେ କୁହୁଡ଼ି ପଡିଥିଲା ଯେ, ୫୦ ମିଟର ଭିତରେ କିଛି ଦେଖା ଯାଉ ନଥିଲା । ଦିଲ୍ଲୀ ଭଳି ଏଠାରେ କୁହୁଡ଼ିର ଭ୍ରମ ସୃଷ୍ଟି…

ଶ୍ରୀମନ୍ଦିରରେ ଆଜିଠୁ ଦୀପାବଳୀ ନୀତି

(ଦୀପାବଳୀ ନୀତିର ପ୍ରଥମ ଦିନ )  କୃଷ୍ଣ ପକ୍ଷେ ଚତୁର୍ଦ୍ଦଶ୍ୟାଂ ତ୍ରିକାଳର୍ଚ୍ଚାବସାନତଃ । ବୃକ୍ଷ ତଣ୍ଡୁଳ କୁଯ୍ୟାତ୍ତନ୍ମଧ୍ୟେ ଘୃତୈଯୁର୍ତାନ । ଆଜି ପବିତ୍ର ଦେବ ଦୀପାବଳୀ ମହାପ୍ରଭୁ ଶ୍ରୀଜଗନ୍ନାଥ ମାନବମାନଙ୍କ ଭଳି ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିନି ଦିନ ଦୀପଦାନ କରନ୍ତି । ମାର୍ଗଶୀର…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ   ତା୧୩-୧୨-୨୦୨୦ ରବିବାର ଆଜି ଦିନର ମହତ୍ତ୍ୱ.  ଆଜି ହେଉଛି ୨୦୨୦ ମସିହା ଡିସେମ୍ବର୧୩ ରିଖ ରବିବାର ବିଛା ୨୮ ଦିନ ମାର୍ଗଶିର ମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ତିଥି ଅନୁରାଧା ନକ୍ଷତ୍ର ବିଛା ଚନ୍ଦ୍ର    ଘାତ ବାର-: ମେଷ ରାଶିର      ଘାତ ଚନ୍ଦ୍ର-: ସିଂହ କନ୍ୟା ଓ ମକର ରାଶି…

କରୋନା କାଳରେ ଓଡ଼ିଶାରେ ଲକ୍ଷେ କୋଟି ପୁଞ୍ଜି ନିବେଶ ପ୍ରସ୍ତାବ

ଭୁବନେଶ୍ୱର: ଇଷ୍ଟର୍ଣ୍ଣ ଇଣ୍ଡିଆରେ ମାନୁଫାକଚରିଂ ହବ୍ ଭାବରେ ଉଭା ହେଉଛି ଓଡ଼ିଶା । ରାଜ୍ୟରେ ଶିଳ୍ପ ଅନୁକୂଳ ବାତାବରଣ ପାଇଁ ଫାଇଭ-ଟି ଓ ମୋ ସରକାର ବଡ଼ ପରିବର୍ତ୍ତନ। ଫିକି ପକ୍ଷରୁ ବାର୍ଷିକ ସାଧାରଣ ପରିଷଦ‌ ବୈଠକରେ ଯୋଗ ଦେଇ ଏକଥା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

ଚାରି ମାସ ପରେ ପୁଅକୁ ଭେଟିଲେ ପାଣ୍ଡ୍ୟା: କହିଲେ, ନେସନାଲ ଡ୍ୟୁଟି ପରେ ଏବେ ବାପାର ଡ୍ୟୁଟି

ନୂଆଦିଲ୍ଲୀ: ପାଖାପାଖି ୪ ମାସ ପରେ ଅଷ୍ଟ୍ରେଲିଆରୁ ଫେରି ପୁଅ ଅଗସ୍ତ୍ୟକୁ ଭେଟିଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟା । ପୁଅ ସହିତ ଏକ ଫଟୋ ସେୟାର କରିଛନ୍ତି ପାଣ୍ଡ୍ୟା । ଏହି ଫଟୋରେ ସେ ପୁଅକୁ ବୋତଲରେ କ୍ଷୀର ପିଆଉଥିବା ଦେଖିବାକୁ ମିଳିଛି । ଫଟୋର କ୍ୟାପସନ୍ ରଖିଛନ୍ତି ‘ଫ୍ରମ୍ ନେସନାଲ ଡ୍ୟୁଟି ଟୁ…

ଖେଳୁଆଡ ମନୋଭାବ ପାଇଁ ମନ ଜିଣିଲେ ସିରାଜ

ସିଡନୀ: ଅଷ୍ଟ୍ରେଲିଆ ଏ’ ବିପକ୍ଷ ଅଭ୍ୟାସ ମ୍ୟାଚରେ ଭାରତର ମହମ୍ମଦ ସିରାଜ ଖେଳୁଆଡ ମନୋଭାବ ନେଇ ସମସ୍ତଙ୍କ ମନ ଜିଣିଛନ୍ତି । ଏହି ମ୍ୟାଚରେ କାମେରେନ ଗ୍ରୀନଙ୍କ ଏକ ବଲକୁ ଯଶପ୍ରୀତ ବୁମରାଙ୍କୁ ଚମତ୍କାର ଢ଼ଙ୍ଗରେ ଖେଳିଥିଲେ । ମାତ୍ର ବଲ ଦ୍ରୁତ ବେଗରେ ଯାଇ ଗ୍ରୀନଙ୍କ ମୁଣ୍ଡରେ ବାଜିଥିଲା ।…

ବସ୍ କଣ୍ଡକ୍ଟରରୁ ସିନ‌େ ଜଗତର ସୁପରଷ୍ଟାର ରଜନୀକାନ୍ତ; ଆସନ୍ତୁ ଜାଣିବା ତାଙ୍କ ସଂଘର୍ଷର କାହାଣୀ ସମ୍ପର୍କରେ

ଚଳଚ୍ଚିତ୍ର ଜଗତର ଭଗବାନ ବ‌ୋଲାଉଥିବା ରଜନୀକାନ୍ତ ଆଜି ୭୦ ବର୍ଷ ବୟସର‌େ ପଦାର୍ପଣ କରିଛନ୍ତି। ତାଙ୍କର ଜନ୍ମଦିନ ଅବସରର‌େ ବଲିଉଡର ବଡବଡ କଳାକାରଙ୍କ ଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ  ଅଭିନନ୍ଦନ ଜଣାଇଛନ୍ତି। ହେଲ‌େ ଫିଲ୍ମ ଜଗତର ଯେଉଁ ସ‌ୋପାନର‌େ ଆଜି ସ‌େ…